କୋକିଶିଆଳିକୁ ଅଧା ଗିଳି ବାହାର କଲା ଅଜଗର
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଅଜଗର ଏକ କୋକିଶିଆଳିକୁ ଗିଳୁଥିବା ଭିଡିଓ ଭାଇରାଲ ହୋଇଛି। ମଧ୍ୟପ୍ରଦେଶର ମାଣ୍ଡଲା ଜିଲାର କାହ୍ନା ଜାତୀୟ ଉଦ୍ୟାନ ନିକଟସ୍ଥ ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଭିଡିଓରେ...
ଚାକିରି ମିଳିଯିବା ପରେ ଖୁସିରେ ଡ୍ୟାନ୍ସ କଲେ ଏହି ଯୁବତୀ, ଭିଡିଓ ଭାଇରାଲ
ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ଭିଡିଓ ଏବେ ଖୁବ୍ ଭାଇରାଲ ହେଉଛି। ଚାକିରି ମିଳିଯିବା ପରେ ଯୁବତୀ ଜଣକ ଅଫିସ ବାହାରେ ଡ୍ୟାନ୍ସ କରୁଛନ୍ତି। ଯାହାକି ବାହାରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି। ଇନ୍ଷ୍ଟାଗ୍ରାମରେ ଏହି ଭିଡିଓକୁ ଲୋକେ ଖୁବ୍...
ପଥର ଭଳି କଠିନ ହୋଇ ଯାଉଛି କରୋନା ଆକ୍ରାନ୍ତଙ୍କ ଫୁସଫୁସ୍
ରାଜକୋଟ, ୧।୧୦: କରୋନା ଆକ୍ରାନ୍ତଙ୍କ ଫୁସଫୁସ୍ ପଥର ଭଳି କଠିନ ହୋଇଯାଉଛି। ଫଳରେ ନିଶ୍ୱାସପ୍ରଶ୍ୱାସ ନେବାରେ ଆକ୍ରାନ୍ତଙ୍କୁ କଷ୍ଟ ହେବା ସହିତ ଶେଷରେ ମୃତ୍ୟୁ ଘଟୁଛି। ଗୁଜରାଟ ରାଜକୋଟର ସିଭିଲ ହସ୍ପିଟାଲ ପକ୍ଷରୁ ଏ ସମ୍ପର୍କିତ ସୂଚନା ଦିଆଯାଇଛି। ଇତିମଧ୍ୟରେ...
ରାଇସ୍ ଏଟିଏମ୍ ଖୋଲି ଗରିବଙ୍କ ପେଟକୁ ଦାନା ଯୋଗାଉଛନ୍ତି ଯୁବକ
ହାଇଦ୍ରାବାଦ,୧ ।୧୦: କରୋନା ଭାଇରସ ମହାମାରୀ ଅନେକଙ୍କ ଜୀବନ ଜୀବିକାକୁ ବଦଳାଇ ଦେଇଛି । ଅନେକ ଲୋକ ଏହି ସମୟରେ ରାଜଗାର ହରାଇଥିବା ବେଳେ ପେଟକୁ ଦୁଇବେଳା ଦାନା ଯୋଗାଡ କରିବାକୁ ବହୁ କଷ୍ଟ କରୁଛନ୍ତି । ଏହି ସମୟରେ...
କରୋନାରୁ ଦୂରେଇ ରହିବା ପାଇଁ ଖୋଲା ପବନ, ସ୍ବଚ୍ଛତା ଅପରିହାର୍ଯ୍ୟ: ସର୍ଭେ
ତିବିଲିସି, ୧।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। କେତେକ ଦେଶରେ କରୋନା ସଂକ୍ରମଣର ଦୋହରା ମାଡ଼ ମଧ୍ୟ ଆରମ୍ଭ ହୋଇଛି। ତେବେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଖୋଲା ପବନ ଏବଂ ସ୍ବଚ୍ଛତା ଅପରିହାର୍ଯ୍ୟ...
ମାଛର ମୂଲ୍ୟ ୩ ଲକ୍ଷ ଟଙ୍କା; ମାଲାମାଲ୍ ହେଲେ ମହିଳା
କୋଲକାତା, ୩୦।୯: ପଶ୍ଚିମବଙ୍ଗର ଜଣେ ମହିଳା ରାତାରାତି ଧନୀ ପାଲଟିଯାଇଛନ୍ତି। ଯାହାର କାରଣ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବାସ୍ତବରେ ଏହି ମହିଳାଜଣଙ୍କ ଏକ ବିଶାଳକାୟ ମାଛ ଧରିଥିଲେ। ଯାହାର ମୂଲ୍ୟ ବାବଦକୁ ତାଙ୍କୁ ୩ ଲକ୍ଷ ଟଙ୍କା ମିଳିଥିଲା।...
ବିପଦ ଆସିଲେ ବଦଳିଯାଏ ଏହି ମନ୍ଦିର କୁଣ୍ଡପାଣିର ରଙ୍ଗ
ଦେଶରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା...
ଜାଣନ୍ତି ଗାଡ଼ି ପାଣିରେ ନ ଚାଲି କାହିଁକି ପେଟ୍ରୋଲ, ଡିଜେଲରେ ଚାଲୁଛି
ଅନେକ ସମୟରେ ଆମ ମନକୁ ଏମିତି କିଛି ପ୍ରଶ୍ନ ଆସିଥାଏ, ଯାହାର ଉତ୍ତର ମଧ୍ୟ ଖୋଜି ପାଇବା କଷ୍ଟକର। ବେଳେବେଳେ ମନକୁ ପ୍ରଶ୍ନ ଆସେ ଗାଡ଼ିଗୁଡ଼ିକ କାହିଁକି ପାଣିରେ ଚାଲୁନି। କାହିଁକି ପେଟ୍ରୋଲ, ଡିଜେଲର ଆବଶ୍ୟକତା ପଡୁଛି। ଜଳରୁ ତ...
ହାତୀର ସୂର୍ଯ୍ୟ ନମସ୍କାର ଫଟୋ ଭାଇରାଲ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଫଟୋ...
କୋଭିଡିଅଟ୍ ଶବ୍ଦର ସଂଜ୍ଞା ଅକ୍ସଫୋର୍ଡ ଡିକ୍ସନାରୀରେ ପ୍ରକାଶ
ଓ୍ବାଶିଂଟନ, ୩୦।୯: କରୋନା ମହାମାରୀ ସଙ୍କଟ ସମୟରେ ଅକ୍ସଫୋର୍ଡ ଡିକ୍ସନାରୀ ପକ୍ଷରୁ କୋଭିଡିଅଟ୍ ଶବ୍ଦର ସଜ୍ଞା ପ୍ରକାଶ ପାଇଛି। ଏହି ଶବ୍ଦକୁ ‘ନିର୍ଦ୍ଦେଶ ମାନୁ ନ ଥିବା ବ୍ୟକ୍ତି ବିଶେଷ’ ଭାବେ ଉଲ୍ଲେଖ କରାଯାଇଛି। କୋଭିଡ୍ ଏବଂ ଇଡିଅଟ୍ ଦୁଇ...
୨୦୧୯ ଓ ୨୦୨୦ରେ କ’ଣ ରହିଛିି ଫରକ୍: ମହିଳା ଫଟୋ ଶେୟାର କରି ଜଣାଇଲେ
ସରନ୍ ଓ୍ବଗ୍, ହେଉଛନ୍ତି ଜଣେ ବ୍ଲଗର। ସେ ସାଉଥ୍ ଆଫ୍ରିକାର କ୍ୟାପ୍ଟାଉନ୍ରେ ରୁହନ୍ତି। ସରନ ବୁଲାବୁଲି କରିବାକୁ ବହୁତ ଭଲ ପାଆନ୍ତି। ହେଲେ କରୋନା ଯୋଗୁ ସେ ଆଉ ଘରୁ ବାହାରକୁ କୁଆଡେ ଯାଇପାରୁ ନାହାନ୍ତି। ତେଣୁ ସେ ଘରେ...
ଦିବ୍ୟାଙ୍ଗ ଗୋଡ଼ ସାଜିଛି କୁକୁର, କରୁଛି ଏମିତି ସାହାଯ୍ୟ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...
Archives


