ଫୁରସତ

ଏହି ଢ଼ାଳର ଦାମ୍‌ ଜାଣିଲେ ଉଡିଯିବ ହୋସ୍‌

ଲକ୍ଷ୍ନୌ,୪।୧୧: ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଥିବା ପ୍ରେମ, ତ୍ୟାଗ ଓ ସମର୍ପଣର ପ୍ରତୀକ ହେଉଛି କରଓ୍ବାଚୌଥ ପୂଜା। ଦେଶରେ ବୁଧବାର କରଓ୍ବାଚୌଥ ପର୍ବ ପାଳନ କରାଯାଉଛି। ଏହି ଦିନ ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ନିର୍ଜଳା ବ୍ରତ ରଖିଥାନ୍ତି…

ପାର୍ସଲ ଜୋତାରୁ ମିଳିଲା ଏମିତି କିଛି: ଦେଖିବା ପରେ ଉଡିଗଲା ହୋସ୍‌

ଫିଲିପାଇନ୍ସରେ ବିମାନବନ୍ଦରର କର୍ମଚାରୀମାନେ ଏକ ଜୋତାରୁ ୧୧୯ଟି ଦୁର୍ଲଭ ବୁଢ଼ିଆଣି ଲୁଚି ରହିଥିବା ଦେଖିବାକୁ ପାଇଛନ୍ତି। ସୋସିଆଲ ମିଡିଆରେ ଏହାର ଫଟୋ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ବ୍ୟୁରୋ ଅଫ୍‌ କଷ୍ଟମ ଫେସବୁକ୍‌ ଦ୍ୱାରା ଏହି ଫଟୋ ପୋଷ୍ଟ ହୋଇଛି। ଏହି…

କରଓ୍ବା ଚୌଥ୍‌ରେ ସ୍ବାମୀଙ୍କୁ ଉପହାର ଦେଲେ ହେଲମେଟ୍‌, ପଢ଼ାଇଲେ ଟ୍ରାଫିକ୍‌ ନିୟମ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଆଲିଗଡ଼,୪।୧୧: କରଓ୍ବା ଚୌଥ୍‌ରେ ବିବାହିତା ମହିଳାମାନେ ସ୍ବାମୀଙ୍କ ସୁରକ୍ଷା ଏବଂ ଦୀର୍ଘ ନିରାମୟ ଜୀବନ କାମନା କରି ବ୍ରତ ରଖିଥାନ୍ତି। ଉତ୍ତରପ୍ରଦେଶ ଆଲିଗଡ଼ରେ ଏହି ବ୍ରତ ପାଳନ ସମୟରେ ସ୍ଥାନୀୟ ସରାୟ ମାନସିଂ ଅଞ୍ଚଳରେ ପ୍ରେରଣା ମାହେଶ୍ୱରୀ ନାମକ ମହିଳା ତାଙ୍କ…

୨ ଶ୍ରମିକ ପାଲଟିଲେ ଲକ୍ଷପତି: ମାଟି ଗଦାରୁ ମିଳିଲା ହୀରା

ପାନ୍ନା,୩।୧୧: ମଧ୍ୟପ୍ରଦେଶରେ ୨ ଜଣ ଶ୍ରମିକଙ୍କ ଭାଗ୍ୟ ଖୋଲିଯାଇଛି। ମାଟି ଗଦାରୁ ସେମାନଙ୍କୁ ହୀରା ମିଳିଛି। ପାନ୍ନା ଜିଲାରେ ଏହି ଘଟଣା ଘଟିଛି। ଜରୁଆପୁରର ଦିଲ୍ଲୀପ ମିଶ୍ରଙ୍କୁ ୭.୪୪ କ୍ୟାରେଟ୍‌ ଓଜନର ହୀରା ମିଳିଛି। ସେହିପରି କ୍ରିଷ୍ଣ କଲ୍ୟାଣପୁରର ଲଖନ ଯାଦବଙ୍କୁ…

୧ ମିନିଟ୍‌ରେ ୩୪ଥର ପୁଲ୍‌ଅପ୍ସ ମାରି ବିଶ୍ୱ ରେକର୍ଡ ହାସଲ କଲେ ଏହି ମହିଳା

ଆମେରିକାର ପଶ୍ଚିମ ଭର୍ଜିନିଆରେ ରହୁଥିବା ଫିଟ୍‌ନେସ୍‌ ଟ୍ରେନର୍‌ ରୂପା ହୁଲେଟ୍‌ ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛନ୍ତି। ସେ ଗୋଟିଏ ମିନିଟ୍‌ରେ ୩୪ଥର ପୁଲ୍‌ଅପ୍ସ୍‌ ମାରିବାର କାରନାମା କରିଛନ୍ତି। ଲକ୍‌ଡାଉନ୍‌ରେ ସ୍ବାମୀଙ୍କ ସହ ଟାଇମ୍‌ପାସ୍‌ କରିବା ପାଇଁ ଏକ ଫିଟ୍‌ନେସ୍‌…

ଚାଇନାରେ ହେଲା ଟଙ୍କା ବର୍ଷା !

ବେଜିଂ,୩।୧୧: ଡ୍ରଗ୍ସ୍‌ ନେବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ତେବେ ଚାଇନାରେ ଜଣେ ଡ୍ରଗ୍ସ୍‌ ସେବନକାରୀଙ୍କ ଯୋଗୁ ଲୋକେ ମାଲା ମାଲ୍‌ ହୋଇଛନ୍ତି। ସମୃକ୍ତ ଯୁବକ ଜଣକ ଡ୍ରଗ୍ସ୍‌ ନିଶାରେ ସେ ବାସ କରୁଥିବା ୩୦ ମହଲା କୋଠାର ବାଲକୋନୀରୁ ଟଙ୍କା ଉଡ଼ାଇଥିଲେ।…

ଗଛରୁ ଗଛକୁ ଡେଉଁନି ମାଙ୍କଡ଼ ଆପଣାଉଛି ଏମିତି ଉପାୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ସାପକୁ ଚକମା ଦେଇ ଖସି ପଳାଇଲେ ଯୁବକ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ସାପକୁ ଚକମା ଦେଇ ବାଇକରେ ପଳାଇ ଯାଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଯୁବକ ଜଣକ ବାଇକ ଯୋଗେ ରାସ୍ତାରେ ଯାଉଛନ୍ତି। ସେହି ସମୟରେ ରାସ୍ତା…

ଘର ଛାତ ଉପରେ ସ୍କର୍ପିଓ ଡିଜାଇନ୍‌ର ପାଣିଟାଙ୍କି, ଦେଖିଲେ ଲାଖିଯିବ ଆଖି

ବିହାରର ଜଣେ ବ୍ୟକ୍ତି ମହିନ୍ଦ୍ରା ସ୍କର୍ପିଓର ଡିଜାଇନ୍‌ରେ ଘର ଛାତ ଉପରେ ଏକ ପାଣିଟାଙ୍କି ତିଆରି କରିଛନ୍ତି। ଯାହାକୁ ଦେଖିଲେ ଆଖି ଲାଖିଯିବ। ଭାଗଲପୁରର ଇଣ୍ଟସାର ଆଲାମ ଏହି ପାଣି ଟାଙ୍କି ନିର୍ମାଣରେ ଆଗ୍ରାର ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଭାବେ ନିଯୁକ୍ତି ଦେଇଥିଲେ।…

ଅଜବ ମ୍ୟୁଜିୟମ୍‌ : ଯେଉଁଠି ସଂରକ୍ଷିତ ରହିଛି ଶୌଚାଳୟ ସାମଗ୍ରୀ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ…

୪୦ ଘଣ୍ଟା ଜଳିବ ମାଟିର ଏହି ଦୀପ: ଫୋନ୍‌କରି ଅର୍ଡର କରୁଛନ୍ତି ଲୋକେ

ଛତିଶଗଡ଼ର କୋଣ୍ଡାଗାଓଁରେ ରୁହନ୍ତି ଅଶୋକ ଚକ୍ରଧାରୀ । ବୃତ୍ତିରେ ସେ ଜଣେ କାରିଗର। ମାଟିରେ ସେ ଭିନ୍ନ ଭିନ୍ନ ଜିନିଷମାନ ତିଆରି କରି ବିକ୍ରି କରିଥାନ୍ତି। ଏବେ ସେ ମାଟିରେ ଏକ ସ୍ବତନ୍ତ୍ର ଦୀପ ତିଆରି କରିଛନ୍ତି। ଯାହାକି ୨୪ରୁ ୪୦…

‘ବାବା କା ଢାବା’କୁ ଚର୍ଚ୍ଚାକୁ ଆଣିଥିଲେ ଏହି ୟୁଟ୍ୟୁବର୍‌, ଏବେ ହେଉଛନ୍ତି ବଦ୍‌ନାମ: ଜାଣନ୍ତୁ କାହିଁକି

ଦକ୍ଷିଣ ଦିଲ୍ଲୀର ମାଲଭୀୟ ନଗର ସ୍ଥିତ ‘ବାବା କା ଢାବା’ ନିକଟରେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଥିଲା। ଲୋକେ ଏହି ଢାବାକୁ ଚଳାଉଥିବା ୮୦ ବର୍ଷୀୟ କାନ୍ତା ପ୍ରସାଦ ଏବଂ ସ୍ତ୍ରୀଙ୍କ ଦୁଃଖ କାହାଣୀ ଶୁଣି ତାଙ୍କୁ ସହାୟତାର ହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?