ନିଆରା ଗାଁ
ଗାଁ ସହିତ ମଣିଷର ସମ୍ପର୍କ ବହୁ ପ୍ରାଚୀନ। ପ୍ରତ୍ୟେକ ଗାଁ ପ୍ରତ୍ୟେକଙ୍କ ପାଇଁ ସୁନ୍ଦର। ସବୁ ଗାଁରେ ବି କିଛି ନା କିଛି ବିଶେଷତ୍ୱ ରହିଛି। କିଛିକିଛି ଅଲଗାପଣ ରହିଛି। କୋଉ ଗାଁର ଲୋକମାନେ ପୂଜାପ୍ରାର୍ଥନା ପାଇଁ ମନ ରଖୁଥିବା ବେଳେ…
ଓଡ଼ିଆ ଅଭିଧାନ ଓ ରଙ୍ଗିନ ଚକ୍ଖଡ଼ି କିଣିଥିଲି
ଅଧ୍ୟାପକ, ସାହିତି୍ୟକ ତଥା ସାହିତ୍ୟ ସଂଗଠକ ପ୍ରେମାନନ୍ଦ ମହାରଣା ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ୧୯୬୭ ମସିହାରେ ଖୋର୍ଦ୍ଧା ଜିଲା କୁହୁଡ଼ିଠାରେ ମୋର ଜନ୍ମ। ଜନତା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍ କରି ପୁରୀ ଏସ୍ସିଏସ୍ କଲେଜରେ ପଢ଼ିଥିଲି।…
ତୁଳସୀ
ବିଷ୍ଣୁପ୍ରିୟା ସେ। ଘରେ ଘରେ ପୂଜିତା । ପବିତ୍ର ଏହାର ପତ୍ରରୁ ମୃତ୍ତିକା ପର୍ଯ୍ୟନ୍ତ । ମୂଳରେ ଏହାର ସବୁ ତୀର୍ଥ । ପୁଣି ପତ୍ରରେ ଦେବତା କରନ୍ତି ବାସ । ପୁରାଣରୁ ଆୟୁର୍ବେଦ,ମଣିଷର ଜନ୍ମରୁ ମୃତ୍ୟୁ ଯାଏଁ ସବୁଠି ଲୋଡ଼ା…
ମାଡ଼ି ଆସୁଛି ବିପଦ: ପୃଥିବୀକୁ ଧକ୍କାଦେବ ଗ୍ରହାଣୁପିଣ୍ଡ, ହେବ ପ୍ରଚଣ୍ଡ ବିସ୍ଫୋରଣ
ଓ୍ବାଶିଂଟନ,୧।୧୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ୪୮ ବର୍ଷ ପରେ ୨୦୬୮ ଏପ୍ରିଲ୍ ୧୨ରେ ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ତୀବ୍ର ବେଗରେ ଧକ୍କାଦେବ। ଏହାଯୋଗୁ ପ୍ରଚଣ୍ଡ ବିସ୍ଫୋରଣ ହେବ। ବିସ୍ଫୋରଣର ତୀବ୍ରତା ୮୮ କୋଟି ଟନ୍ ଟ୍ରାଇ ନାଇଟ୍ରୋ…
୬୨ ମିଟର ଦୂର ଚାଲିଲା ୫ ମହଲା କୋଠା: ସୁରକ୍ଷିତ ସ୍ଥାନକୁ ହେଲା ସ୍ଥାନାନ୍ତର
ବେଜିଂ,୧।୧୧: ଜୀବିତ ପ୍ରାଣୀ ଚାଲବୁଲ କରିଥାନ୍ତି। ତେବେ କୋଠା ଚାଲିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଚାଇନାର ସାଙ୍ଘାଇରେ ଘଟିଛି। ରୋବୋଟିକ୍ ଗୋଡ଼ ଲଗାଇ ଚାଇନାର ଏକ ୫ ମହଲା କୋଠାକୁ ୬୨ ମିଟର ଦୂର…
ଏମିତି ମାଟି ଦୀପ: ଯାହା ଜଳୁଛି ୪୦ ଘଣ୍ଟା
ରାୟପୁର,୩୧ା୧୦: ଛତିଶଗଡ଼ର କୋଣ୍ଡାଗାଁରେ ରହୁଥିବା ଅଶୋକ ଚକ୍ରଧାରୀ ଏକ ମାଟିର ଦୀପ ତିଆରି କରିଛନ୍ତି। ଯାହା ୨୪ରୁ ୪୦ ଘଣ୍ଟା ପର୍ଯ୍ୟନ୍ତ ଜଳିପାରିବ। ଏହି ଦୀପକୁ ନେବା ପାଇଁ ଲୋକେ ଫୋନ୍ ପରେ ଫୋନ୍ କରୁଛନ୍ତି। ଅଶୋକଙ୍କୁ ଏଥିପାଇଁ ଜାତୀୟ ମେରିଟ୍…
ନଦୀ ପାର ହେଉଛି ୫୦ ଫୁଟ୍ ଲମ୍ବର ଆନାକୋଣ୍ଡା: ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବ୍ରାଜିଲର ଜିଙ୍ଗୁ ନଦୀରେ ଏକ ୫୦ ଫୁଟ୍ ଲମ୍ବର ଆନାକୋଣ୍ଡା ନଦୀ ପାର ହେଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ବେଶ ଆକର୍ଷଣୀୟ ଶୈଳୀରେ ବିରାଟକାୟ ସାପଟି ନଦୀର…
ଯୁବପିଢ଼ିଙ୍କୁ ପଛରେ ପକାଇଲେ ଏହି ବୃଦ୍ଧା, ୟୁଟ୍ୟୁବ୍ରୁ ମିଳିଲା ସିଲଭର ବଟନ
ସୋସିଆଲ ମିଡିଆ ଆଜିକାଲି ଯୁବପିଢ଼ିଙ୍କ ପାଇଁ ବରଦାନ ସାଜିଛି। ଏଥିରୁ ବେଶ୍ ଅର୍ଥ ରୋଜଗାର କରୁଛନ୍ତି ଯୁବପିଢ଼ି। ବିଶେଷକରି ୟୁଟ୍ୟୁବ୍ରୁ ମୋଟା ଅଙ୍କର ଅର୍ଥ ରୋଜଗାର କରୁଛନ୍ତି। ମାତ୍ର ମହାରାଷ୍ଟ୍ରର ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ୟୁଟ୍ୟୁବ ଚ୍ୟାନେଲ ଏବେ ଚର୍ଚ୍ଚାରେ…
କୋଲକାତାରେ ହେବ ଟାୟାର ପାର୍କ
କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାରେ ଏକ ଟାୟାର ପାର୍କ ପ୍ରତିଷ୍ଠା ହେବ। ଅଦରକାରୀ ଟାୟାରରୁ ଏଠାରେ ବିଭିନ୍ନ କଳାକୃତି ନିର୍ମାଣ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ସ୍ଥାନୀୟ ଇସପ୍ଲାନେଡ୍ ଅଞ୍ଚଳର ଏଭଳି ଅନନ୍ୟ ପାର୍କ ପ୍ରତିଷ୍ଠା କରାଯିବ। ପାର୍କରେ ଫାଷ୍ଟ ଫୁଡ୍ ଦୋକାନ…
କୋକେଇ ବାବା ଲଢୁଛନ୍ତି ଉପନିର୍ବାଚନ: ୧୧ ଥର ପରାଜିତ, ମୋଦି-ରାଜନାଥଙ୍କ ସହିତ ବି ଲଢ଼ିଛନ୍ତି
ଲକ୍ଷ୍ନୌ,୩୧।୧୦: ଉତ୍ତରପ୍ରଦେଶରେ ନଭେମ୍ବର ୩ରେ ୭ଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ସ୍ଥାନୀୟ ଦେଓରିଆ ସଦର ଆସନରୁ ରାଜନ ଯାଦବ ଓରଫ କୋକେଇ ବାବା ନିର୍ବାଚନ ଲଢୁଛନ୍ତି। ସେ ଗୋରଖପୁରର ବାସିନ୍ଦା। ଇତିମଧ୍ୟରେ କୋକେଇ ବାବା ୧୧ ଥର ନିର୍ବାଚନ…
ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରିଥିବା ଶିଶୁଙ୍କୁ ପୁରସ୍କାର: ଭାଜପା ଏମ୍ପି ଦେଲେ ଅଢ଼େଇ ଲକ୍ଷ
ନୂଆଦିଲ୍ଲୀ,୩୧।୧୦: ସୋସିଆଲ୍ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଚଳିତ ମାସରେ ଭାଇରାଲ ହେବାରେ ଲାଗିଥିଲା। ଶିଶୁ ଜଣକ ଲଦାଖର ଚୁଶୁଲ୍ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଶିଶୁ ରାସ୍ତାକଡ଼ରେ ଠିଆ ହୋଇ ବାଟ ଦେଇ…
ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିଲେ ଯୁବକ: ଆଉ ତା ପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନ ଜଣେ ଯୁବକ ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଗୋଟିଏ ଘୋଡା ପଡିଆରେ ଠିଆ ହୋଇଛି। ସେହି ସମୟରେ ଜଣେ ଯୁବକ…

