ଫୁରସତ

୬୫ ବର୍ଷରେ ଦ୍ୱିତୀୟ ବିବାହ କରିବେ ଦେଶର ପ୍ରଖ୍ୟାତ ଓକିଲ

ପୂର୍ବତନ ସଲିସିଟର ଜେନେରାଲ ତଥା ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ ଆସନ୍ତା ସପ୍ତାହରେ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସାଲଭେଙ୍କୁ ଏବେ ୬୫ ବର୍ଷ। ୩୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଗତ ମାସରେ ସ୍ତ୍ରୀ…

ସବୁଠୁ ଉଚ୍ଚା ଦୁର୍ଗା ମୂର୍ତ୍ତି

କଳାକାରର କୌଣସି ଧର୍ମ ନ ଥାଏ, କହନ୍ତି ଗୌହାଟିର ୬୧ ବର୍ଷୀୟ ନୁରୁଦ୍ଦିନ ଅହମ୍ମଦ। ସେ ଧର୍ମରେ ମୁସଲମାନ ହୋଇଥିଲେ ହେଁ ତିଆରି କରିଛନ୍ତି ପୃଥିବୀର ସବୁଠାରୁ ଉଚ୍ଚା ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି। ଆଉ ୨୦୧୯ରେ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌ରେ…

ମଡେଲ୍‌ ଭାଲୁ

ମୋଟା, ପତଳାଠୁ ଆରମ୍ଭ କରି କଳା, ଗୋରା ଏମିତି କି ଅଜବ ଦେଖିବାକୁ ଥିବା ମଡେଲ ସମ୍ପର୍କରେ ଜାଣିଥିବେ। ତେବେ ଜାଣନ୍ତି କି ଏବେ ପ୍ରାଣୀମାନେ ବି ମଡେଲିଂ କଲେଣି। ନିକଟରେ ଏକ ବିରାଟ ଭାଲୁ ମଡେଲ୍‌ର ଫଟୋ ସୋସିଆଲ୍‌ ମିଡିଆରେ…

ଅଛି ପୂଜା, ନାହିଁ ମଜା…

ଏବେ ଚାଲିଛି ପାର୍ବଣର ସମୟ। ମା’ଦୁର୍ଗତିନାଶିନୀଙ୍କର ବି ହୋଇଛି ଧରାବତରଣ। ହେଲେ ଏଥର କରୋନା କଟକଣା ମଧ୍ୟରେ ଚାଲିଛି ମା’ଙ୍କ ପୂଜା ବିଧି। ଯେଉଁଥିପାଇଁ ନା ଅଛି ସେ ଆକର୍ଷଣୀୟ ମଣ୍ଡପ ସଜ୍ଜା ଭିତରେ ମା’ଙ୍କର ବଡ଼ ବଡ଼ ମୃଣ୍ମୟୀ ମୂର୍ତ୍ତି,…

ସତ୍ୟର ବିଜୟ

ସଂସାରର ସମସ୍ତ କର୍ମକୁ ବେଦ, ଉପନିଷଦ ଓ ଶ୍ରୀମଦ୍‌ ଭଗବଦ୍‌ଗୀତାରେ ଯଜ୍ଞର ମାନ୍ୟତା ପ୍ରଦାନ କରାଯାଇଛି। ମହର୍ଷି ମନୁଙ୍କ ଭାଷାରେ ପଞ୍ଚ ମହାଯଜ୍ଞ (ବ୍ରହ୍ମଯଜ୍ଞ, ଦେବଯଜ୍ଞ, ପିତୃଯଜ୍ଞ, ଭୂତଯଜ୍ଞ ଓ ଅତିଥି ଯଜ୍ଞ )ସଂପାଦନ ଦ୍ୱାରା ମାନବ ଜୀବନର ପୁରୁଷାର୍ଥ (ଧର୍ମ,…

ଚିଠି ମାଧ୍ୟମରେ ଗଣପତିଙ୍କୁ ଜଣାଇବାକୁ ପଡେ ନିଜର ମନୋସ୍କାମନା

କୌଣସି ଶୁଭ କାମ କରିବା ପୂର୍ବରୁ ସାଧାରଣତଃ ଗଣପତି ବା ଗଣେଶଙ୍କର ଆରାଧନା କରାଯାଇଥାଏ । ଅନେକ ସ୍ଥାନରେ ଗଣେଶଙ୍କର ମନ୍ଦିର ଥିବା ଦେଖାଯାଏ । ଆଦ୍ୟେ ପୂଜା ପାଉଥିବା ଗଜାନନଙ୍କର ଏକ ସ୍ୱତନ୍ତ୍ର ମନ୍ଦିର ରହିଛି ରାଜସ୍ଥାନରେ । ଯେଉଁଠି…

ଗୋଟିଏ ପରିବାରର ୬ ଭଉଣୀ ବୈଜ୍ଞାନିକ, ବିଦେଶରେ ୪ ଜଣ ଭାରତକୁ ଦେଇଛନ୍ତି ଗୌରବ

ବର୍ତ୍ତମାନ ସମୟରେ ଝିଅମାନେ ପୁଅମାନଙ୍କଠାରୁ କୌଣସି କ୍ଷେତ୍ରରେ କମ୍‌ ନୁହନ୍ତି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଗୋଟିଏ ପରିବାରର ୬ ଭଉଣୀ। ଜାଣି ଆଶ୍ଚର୍ଯ୍ୟ ହେବେ ଉକ୍ତ ପରିବାରର ଜଣେ କି ଦୁଇଜଣ ନୁହନ୍ତି, ୬ ଝିଅ ହେଉଛନ୍ତି ବୈଜ୍ଞାନିକ। ଏମାନଙ୍କ…

ବୟଫ୍ରେଣ୍ଡ୍‌ ଜେଲରୁ ମୁକୁଳିବା ପରେ ଏମିତି ଜନ୍ମଦିନ ପାଳିଲେ ଗର୍ଲଫ୍ରେଣ୍ଡ୍‌, ଦେଖଣାହାରୀ ଚକିତ

ପୁଣେ,୨୪ା୧୦: ମହାରାଷ୍ଟ୍ରର ଔରଙ୍ଗାବାଦରେ ଜଣେ ଯୁବତୀ ଭିନ୍ନ ଢଙ୍ଗରେ ଜନ୍ମଦିନ ପାଳିଛନ୍ତି। ଯାହା ଦେଖଣାହାରୀଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଣ୍ଡଲିକ ନାଗର ଥାନା ପୋଲିସ ଇନ୍ସପେକ୍ଟର ଘନଶ୍ୟାମ ସୋନାଓ୍ବାନେ କହିଛନ୍ତି ଯେ, ଏହି ଘଟଣାଟି ଗତ ୪ ତାରିଖର। ବିଳମ୍ବିତ ରାତିରେ ପୁଣ୍ଡଲିକ…

ଭାରତର ଏହି ଶତ୍ରୁ ଦେଶରେ ରହିଛି ଦେବୀ ଶକ୍ତିପୀଠ, ହିନ୍ଦୁ ସହିତ ମୁସ୍‌ଲିମ ବି କରନ୍ତି ପୂଜା

ଇସ୍‌ଲାମାବାଦ,୨୪ା୧୦: ଚଳିତବର୍ଷ କରୋନା ମହାମାରୀ ପୂଜାପାର୍ବଣ ଉପରେ ପ୍ରଭାବ ପକାଇଛି। ତେଣୁ ପାର୍ବଣ ଫିକା ପଡ଼ିଛି। ମାତ୍ର ଲୋକଙ୍କ ମନରୁ ଭକ୍ତିଭାବ ଦୂରେଇ ନାହିଁ। ଲୋକେ ଘରେ ରହି ମା’ଙ୍କୁ ଆରାଧନା କରୁଛନ୍ତି। ଏହି ସ୍ବତନ୍ତ୍ର ଉତ୍ସବରେ ଜାଣନ୍ତୁ କିଛି ଭିନ୍ନ…

ଦଶହରା ଉତ୍ସବ ରଦ୍ଦ: କରୋନାରେ ଆକ୍ରାନ୍ତ ହେଲେ ରାବଣ, ହସ୍ପିଟାଲରେ ଭର୍ତ୍ତି

ଦଶହରା ଉତ୍ସବ ରଦ୍ଦ ହୋଇଛି। କାରଣ ରାବଣ କରୋନା ପଜିଟିଭ ହୋଇଛନ୍ତି। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଛି। ଶୁଣିବାକୁ ଏହା ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ହେଲେ ୨୭ ସେକେଣ୍ଡର ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ…

ଚାହୁଁଚାହୁଁ ବର୍ଷା ପାଣିରେ ବୁଡ଼ିଗଲା କାର୍‌: ୧୫ ଦିନର ଶିଶୁଙ୍କୁ କରାଗଲା ଉଦ୍ଧାର, ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୨୪।୧୦: ବେଙ୍ଗାଲୁରୁରେ ପ୍ରବଳ ବର୍ଷା ଜାରି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରାସ୍ତାରେ ଏକ ଲାଲ୍‌ ରଙ୍ଗର କାର ପ୍ରବଳ ବର୍ଷା ପାଣିରେ ଚାହୁଁଚାହୁଁ ବୁଡ଼ି ଯାଉଥିବାର ଦେଖିବାକୁ ମିଳୁଛି। ୩୦…

ମଣିଷ ନୁହେଁ ଭୂତ ସନ୍ତାନର ମା’ ହେବାକୁ ଚାହୁଁଥିଲେ ଏହି ମହିଳା

ସମାଜରେ ଭୂତ ଅଛନ୍ତି କି ନାହିଁ ସେ ନେଇ ପ୍ରାୟ ସବୁବେଳେ ଦ୍ୱନ୍ଦ୍ୱ ଦେଖାଯାଇଥାଏ। ବିଜ୍ଞାନ ମତରେ ଭୂତ ବୋଲି କିଛି ନାହିଁ। ଏସବୁ ମନର ଏକ ଭ୍ରମ। ମାତ୍ର ଅନେକ ଲୋକ ଅଛନ୍ତି ଯେଉଁମାନେ ଭୂତକୁ ବିଶ୍ୱାସ କରନ୍ତି। ଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?