ଫୁରସତ

ପ୍ରେମିକାଙ୍କୁ ଡେଟ୍‌ରେ ଡାକିଥିଲେ ପ୍ରେମିକ, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମିକା-ପ୍ରେମିକ ଡେଟ୍‌ରେ ଯିବା ଏକ ସାଧାରଣ କଥା। ମାତ୍ର ଚାଇନାର ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡକୁ ଡେଟ୍‌ ପାଇଁ ଡାକିବା ଭାରି ପଡ଼ିଛି। ଯୁବକଙ୍କ ଗର୍ଲଫ୍ରେଣ୍ଡ ନିଜର ୨୩ ସାଙ୍ଗଙ୍କୁ ଧରି ରେଷ୍ଟୁରାଣ୍ଟରେ ପହଞ୍ଚିଥିଲେ। ଏହା ପରେ ବିଲ୍‌ ଏତେ ଅଧିକ…

ସାଇକେଲରେ ବୃଦ୍ଧାଙ୍କ ବୈଷ୍ଣୋଦେବୀ ଯାତ୍ରା: ଭିଡିଓ ଭାଇରାଲ

ମୁମ୍ବାଇ,୨୧।୧୦-ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳ ଆଗରେ ଯେ କୌଣସି ଅସମ୍ଭବ କାର୍ଯ୍ୟ ସମ୍ଭବ ହୋଇଥାଏ। ମହାରାଷ୍ଟ୍ରର ବୁଲ୍‌ଢ଼ାଣା ଜିଲା ଖାମଗାଁଓ ଅଞ୍ଚଳର ଜଣେ ୬୮ ବର୍ଷିୟା ବୃଦ୍ଧା ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି। ପରିଣତ ବୟସରେ ଉକ୍ତ ବୃଦ୍ଧା ସାଇକେଲରେ ବୈଷ୍ଣୋଦେବୀ…

୧୩ ଦିନ ଜେଲ୍‌ ଦଣ୍ଡ; ୧୫୦୦ ଟଙ୍କା ଜରିମାନା

ଲକ୍ଷ୍ନୌ, ୨୧।୧୦: ଜଣେ ମହିଳାଙ୍କୁ ନିର୍ଯ୍ୟାତନା ଦେବା ମାମଲାରେ ଯୁବକଙ୍କୁ କୋର୍ଟ ୧୩ ଦିନ ଜେଲ୍‌ ଦଣ୍ଡ ଦେଇଛନ୍ତି। ଏହି ଘଟଣାଟି ଉତ୍ତର ପ୍ରଦେଶ ମୁଜାଫରନଗର ଜିଲାର ବୁଦ୍ଧାନା ସହରରୁ ସାମ୍ନାକୁ ଆସିଛି। ନାଫିସ ନାମକ ଜଣେ ଯୁବକ ୨୬ ଅଗଷ୍ଟ…

ବନ୍ଧାଥିବା କୁକୁର ସହ ଏପରି ବ୍ୟବହାର ପଡ଼ିଲା ମହଙ୍ଗା: ବ୍ୟକ୍ତି ପାଇଲେ ପାନେ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

ଜାଣନ୍ତୁ ମା’ ଦୁର୍ଗାଙ୍କୁ କେଉଁ ଦେବତା କେଉଁ ଅସ୍ତ୍ର ପ୍ରଦାନ କରିଥିଲେ

ଚଳିତବର୍ଷ କରୋନା କଟକଣା ପାଇଁ ଦଶହରା ଫିକା ପଡ଼ିଛି। ମାତ୍ର ରୀତିନୀତି ଅନୁଯାୟୀ ମା’ଙ୍କ ପୂଜା ଆରମ୍ଭ ହୋଇଛି। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ ହୋଇଛି ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା। ଦେବୀ ଦୁର୍ଗାଙ୍କୁ ନେଇ ଏକ କାହାଣୀ ରହିଛି।…

୧୨୧ ଫୁଟର ବିଲେଇ, ଜାଣନ୍ତୁ କେଉଁଠି ଦେଖିବାକୁ ମିଳେ

ପିଲାଦିନେ ଆମେ ସମସ୍ତେ ରାତିରେ ତାରାମାନଙ୍କୁ ଦେଖୁଥିଲେ। ବେଳେବେଳେ ଏମାନଙ୍କୁ ଗଣୁ ମଧ୍ୟ ଥିଲେ। କେତେବେଳେ ଚଢ଼େଇ, ତ କେତେବେଳେ ମାଙ୍କଡ଼ । ଆଉ କେତେବେଳେ ଭିନ୍ନ ଭିନ୍ନ ଆକୃତିର ପଶୁପକ୍ଷୀ ଆକାଶରେ ଥିବା ପରି ଆମକୁ ଜଣାପଡ଼େ। କିନ୍ତୁ ଆମକୁ…

ମାଛ ଧରିବାକୁ ନଦୀରେ ବନ୍‌ଶୀ କଣ୍ଟା ପକାଇଲେ ମତ୍ସ୍ୟଜୀବୀ, ଏଥିରେ ଲାଗିଲା ଏକ ବିରାଟକାୟ…

ଅଷ୍ଟ୍ରେଲିଆର ଜଣେ ମତ୍ସ୍ୟଜୀବୀ ମାଛ ଧରିବାକୁ ନଦୀରେ ବନ୍‌ଶୀକଣ୍ଟା ପକାଇଥିଲେ। ମାତ୍ର ମାଛ ବଦଳରେ ଏଥିରେ ଏକ ବଡ଼ କୁମ୍ଭୀର ଲାଗିଗଲା। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କ୍ୟାଥରିନ୍‌ ସହର ନିକଟସ୍ଥ ଟ୍ରେଣ୍ଟ୍‌ ଡେ ଏକ ଲୋକପ୍ରିୟ…

ଦୁର୍ଗାପୂଜାରେ ଏସବୁ ରାଶିର ଚମକିବ ଭାଗ୍ୟ !

ନୂଆଦିଲ୍ଲୀ, ୨୧।୧୦: ଦୁର୍ଗାପୂଜା ଅବସରରେ ଶୁକ୍ର ମହାଗ୍ରହ କନ୍ୟା ରାଶିରେ ପ୍ରବେଶ କରୁଛନ୍ତି। ଅକ୍ଟୋବର ୨୩ରେ ଶୁକ୍ର ସିଂହ ରାଶି ତ୍ୟାଗ କରି କନ୍ୟା ରାଶିରେ ପ୍ରବେଶ କରିବେ। ଶୁକ୍ର ମହାଗ୍ରହ କନ୍ୟା ରାଶିରେ ୨୫ ଦିନ ପର୍ଯ୍ୟନ୍ତ ରହିବେ। ଶୁକ୍ର…

ଏମିତି ବିବାହ ଡ୍ରେସ୍‌ ତିଆରି କରି ଚର୍ଚ୍ଚାରେ ଯୁବତୀ, ଦେଖିଲେ କରିବେ ପ୍ରଶଂସା

ବିବାହ ସମୟରେ ପ୍ରତ୍ୟେକ ଯୋଡ଼ି ଚାହିଁଥାନ୍ତି ତାଙ୍କ ଡ୍ରେସ୍‌ ସବୁଠୁ ସୁନ୍ଦର ହେଉ। ସମସ୍ତଙ୍କ ନଜର ତାଙ୍କ ଉପରେ ରହୁ। ଏଥିପାଇଁ ବହୁ ଦାମୀ ଡ୍ରେସ୍‌ ଏହି ଖାସ୍‌ ଦିନରେ ହିଁ ପିନ୍ଧିଥାନ୍ତି। ମାତ୍ର ଜାପାନର ଜଣେ ଯୁବତୀ ନିଜ ବିବାହ…

ବର୍ଷର ଶେଷ ଚନ୍ଦ୍ର ଗ୍ରହଣ: ଧନପ୍ରାପ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ, ୨୧।୧୦: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୩୦ ସୋମବାର ଦିନ ହେବାକୁ ଯାଉଛି। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ। ଭାରତର କେତେକ ଅଞ୍ଚଳରେ ଏହା ଦେଖାଯିବ। ତେବେ ଉପଛାୟା ଗ୍ରହଣ ଯୋଗୁ କୌଣସି ସୂତକ ପାଳନ କରାଯିବ ନାହିଁ।…

ନିଆରା ରେଷ୍ଟୁରାଣ୍ଟ: ମନ ଇଚ୍ଛା ଖାଆନ୍ତୁ, ବିଲ୍‌ ଦେବାକୁ ହେଲେ..

ଦେଶରେ ଏପରି ଏକ ରେଷ୍ଟୁରାଣ୍ଟ ଅଛି, ଯେଉଁଠାରେ ଆପଣ ଏକ ସାଧାରଣ ରେଷ୍ଟୁରାଣ୍ଟ ପରି ମେନୁରୁ ଖାଦ୍ୟ ଅର୍ଡର କରି ବିଭିନ୍ନ ପ୍ରକାରର ଖାଦ୍ୟ ଉପଭୋଗ କରିପାରିବେ। ବିଲ ଦେବା ସମୟ ଆସିବା କ୍ଷଣି ଟେବୁଲ ଉପରେ ଏକ ଖାଲି ଲଫାପା…

ଦିଲ୍ଲୀ ରାମଲୀଳା: ସୀତା ପ୍ରତିରକ୍ଷା ସେବା ପାଇଁ କରୁଛନ୍ତି ପ୍ରସ୍ତୁତି, ରାମ ବ୍ୟାଙ୍କରେ କରନ୍ତି ଚାକିରି

ନୂଆଦିଲ୍ଲୀ, ୨୧।୧୦: ଦଶହରା ଅବସରରେ ଦିଲ୍ଲୀରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରାୟ ୫୦୦ରୁ ଅଧିକ ସ୍ଥାନରେ ରାମଲୀଳା ଆୟୋଜନ ହେଉଛି। ସଂସ୍କୃତି କଳା ସଙ୍ଗମ ଗ୍ରୁପ୍‌ର ରାମଲୀଳାରେ ସୀତାଙ୍କ ଚରିତ୍ରରେ ଅଭିନୟ କରୁଥିବା ଶୁଭାଶିଂ ଭରଦ୍ୱାଜ ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?