ଶୁକ୍ର ଗ୍ରହରେ ଏଲିଅନ !
ଓ୍ବାଶିଂଟନ, ୧୫।୯: ଶୁକ୍ର ଗ୍ରହରେ ଜୀବନର ସନ୍ଧାନ ମିଳିଛି। ଏନେଇ ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଠାକାର ବାୟୁମଣ୍ଡଳରେ ଫସଫିନ୍ ଗ୍ୟାସ୍ର ଆସ୍ତରଣ ଥିବା ଜଣାପଡ଼ିଛି। ହୁଏତ ଏଠାକାର ବାୟୁମଣ୍ଡଳରେ ଏଲିଅନ ବାସ କରୁଥାଇ ପାରନ୍ତି ବୋଲି ମହାକାଶ ବିଜ୍ଞାନୀ...
ପାଟିରେ ସାପ ରଖି ମୃତ ଯୁବକଙ୍କୁ ଝାଡ଼ିଲେ ତାନ୍ତ୍ରିକ
ଲକ୍ଷ୍ନୌ, ୧୪।୯: ଉତ୍ତର ପ୍ରଦେଶ ଗୋଣ୍ଡା ଜିଲା କୋତଓ୍ବାଲି ଅଞ୍ଚଳରୁ ଅନ୍ଧବିଶ୍ୱାସର ଏକ ଜ୍ୱଳନ୍ତ ଚିତ୍ର ସାମ୍ନାକୁ ଆସିଛି। ଏହି ଅଞ୍ଚଳରେ ରାତିରେ ଶୋଇଥିବା ଅବସ୍ଥାରେ ଗୋଟିଏ ପରିବାରର ଭାଇ-ଭଉଣୀକୁ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ଏହାପରେ ପରିବାର...
କରେଣ୍ଟ ଲାଗି କଟିଯାଇଥିଲା ୨ ହାତ; ପାଦରେ ଲେଖି ହେଲେ କୃଷି ପର୍ଯ୍ୟବେକ୍ଷକ
ସିକର, ୧୪।୯: ରାଜସ୍ଥାନର ସିକରରେ ରହୁଥିବା ଭରତ ସିଂ ଶେଖାଓ୍ବତଙ୍କୁ ଏବେ ସମସ୍ତେ ବେଶ୍ ତାରିଫ କରୁଛନ୍ତି। ମାତ୍ର ୬ ବର୍ଷ ବୟସରେ ଭରତ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତ ହରାଇଥିବା ଭରତ...
ନିଶାରେ ବଣୁଆ ହାତୀକୁ ନମସ୍କାର କରିବା ପଡ଼ିଲା ମହଙ୍ଗା
ରାଞ୍ଚି, ୧୪।୯: ନିଶାରେ ଥିବା ଜଣେ ବ୍ୟକ୍ତି ହିତାହିତ ଜ୍ଞାନ ଭୁଲି ଗୋଟିଏ ବଣୁଆ ହାତୀକୁ ନମସ୍କାର କରିବା ମହଙ୍ଗା ପଡ଼ିଛି। ହାତୀଟି ଏଥିରେ ଉତ୍ୟକ୍ତ ହୋଇ ସାମ୍ନାରେ ଠିଆ ହୋଇଥିବା ସେହି ବ୍ୟକ୍ତିଙ୍କୁ କଚାଡ଼ି ମାରି ଦେଇଛି। ଏଭଳି...
ଏଭଳି ବୁଦ୍ଧି ପ୍ରୟୋଗ କରି ମେଣ୍ଢାଙ୍କ ଝଗଡ଼ା ଭାଙ୍ଗିଲା କୁକୁର, ଦେଖିଲେ ହେବେ ଆଶ୍ଚର୍ଯ୍ୟ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...
କିଭଳି ନାଚୁଛି ପକ୍ଷୀ, ଦେଖନ୍ତୁ ଭିଡିଓ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ...
ଆଙ୍ଗଲିଙ୍ଗ୍ ଗାଁକୁ ଚାଇନାର ଭୟ: ପ୍ରତିଘରେ ସିକ୍ରେଟ ଫୋର୍ସ ସଦସ୍ୟ
ଲେହ, ୧୪।୯: ପୂର୍ବ ଲଦାଖରେ ଏଲ୍ଏସି ଅଞ୍ଚଳରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଭାରତୀୟ ସୀମା ମଧ୍ୟରେ ଅନୁପ୍ରବେଶ କରିବାକୁ ଚାଇନାର ପିପୁଲସ୍ ଲିବରେଶନ୍ ଆର୍ମି(ପିଏଲ୍ଏ) ଲଗାତାର ପ୍ରୟାସ କରୁଛି। ପେଙ୍ଗୋଙ୍ଗ୍ ତ୍ସୋର ଦକ୍ଷିଣରେ ଥିବା ଗୁରଙ୍ଗ୍ ହିଲ୍...
ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍
ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍ ପାଇଥିଲେ। ଯେଉଁଥିରେ ସାଢ଼େ ୧୦ ଲକ୍ଷ ଟଙ୍କାର ନଗଦ ରାଶି ଏବଂ ସୁନା...
କୁକୁରକୁ ଖାଇବାକୁ ଦେଇ ହ୍ରଦରେ ଫିଙ୍ଗିଦେଲେ ଯୁବକ: ଭିଡିଓ ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ଏକ କୁକୁରକୁ ରାସ୍ତାରୁ ଉଠାଇ ହ୍ରଦକୁ ଫିଙ୍ଗି ଦେଉଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭୋପାଳର ଭିଆଇପି ରୋଡରେ ଥିବା ବଡ ହ୍ରଦ ନିକଟରେ...
ମାଙ୍କଡ଼ ଏମିତି ବଜାଉଛି ଧୁଡ଼ୁକି, ଦେଖିଲେ ଆପଣ ବି ହେବେ ଆଶ୍ଚର୍ଯ୍ୟ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...
ଛୋଟ ମହମ୍ମଦ ରଫି ଭାବେ ଜଣାଶୁଣା ଏହି ବାଳକ, ଗୀତ ଶୁଣିଲେ କରିବେ ପ୍ରଶଂସା
ଆଜିକାଲି ସୋସିଆଲ ମିଡିଆରେ ସୌରଭ କିଶାନ ତଥା ଛୋଟ ମହମ୍ମଦ ରଫିଙ୍କ ଭିଡିଓ ବେଶ୍ ଭାଇରାଲ ହେଉଛି। ସୌରଭଙ୍କୁ ଛୋଟ ମହମ୍ମଦ ରଫି କୁହାଯିବାର କାରଣ ମଧ୍ୟ ରହିଛି। ତାଙ୍କ କଣ୍ଠସ୍ବର ମହମ୍ମଦ ରଫିଙ୍କ ସହିତ ମେଳ ଖାଉଛି। ଏହି...
ଏଭଳି ବୁଦ୍ଧି ପ୍ରୟୋଗ କରି ଛାତ ଉପରକୁ ଚଢ଼ୁଛି ଏଣ୍ଡୁଅ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ...
Archives


