ଫୁରସତ

ଚଷମା ପିନ୍ଧୁଥିଲେ

ବର୍ତ୍ତମାନ ଚକ୍ଷୁ ସମସ୍ୟା ହେଉ ଅବା ଫ୍ୟାଶନ୍‌ ଲାଗି ଅନେକଙ୍କୁ ଚଷମା ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ହେଲେ ଆପଣ ଜାଣନ୍ତିକି, ଚଷମା ବ୍ୟବହାର କରୁଥିଲେ କେତୋଟି କଥା ପ୍ରତି ଧ୍ୟାନ ନ ଦେଲେ ଏହା ଅନ୍ୟାନ୍ୟ ସମସ୍ୟାର କାରଣ ସାଜିପାରେ……

ନର୍କର ଦ୍ୱାର

ବର୍ତ୍ତମାନ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ମଣିଷ ଅନେକ ଅସମ୍ଭବ ମନେ ହେଉଥିବା କାର୍ଯ୍ୟକୁ ସମ୍ଭବ କରି ଦେଖାଉଛି। ହେଲେ ଏବେବି ପୃଥିବୀରେ ଏଭଳି ଅନେକ ରହସ୍ୟମୟ ସ୍ଥାନ ରହିଛି, ଯେଉଁଠିକୁ ଯିବା ତ ଦୂରର କଥା, ଏହା ସମ୍ପର୍କରେ ଠିକ୍‌…

ଏବେ ସମୟ ଡିଜିଟାଲ ଡିଟକ୍ସର

ବଢୁଥିବା କରୋନା ସଂକ୍ରମଣ ଲାଗି ବର୍ତ୍ତମାନ ଅତ୍ୟାବଶ୍ୟକ ନ ଥିଲେ କେହି ବାହାରକୁ ଯାଉ ନାହାନ୍ତି। ଏମିତିରେ ଘରେ ବୋର୍‌ ନ ହେବା ଲାଗି ଅଧିକାଂଶ ମନୋରଞ୍ଜନ ପାଇଁ ଇଣ୍ଟରନେଟ୍‌ରେ ବିଭିନ୍ନ ଭିଡ଼ିଓ, ଫିଲ୍ମ ଇତ୍ୟାଦି ଦେଖିବା ହେଉ କିମ୍ବା ସାଙ୍ଗସାଥିଙ୍କ…

କରୋନା ଆକ୍ରାନ୍ତଙ୍କ ସ୍ମୃତିଶକ୍ତି ହ୍ରାସ ପାଉଛି, ମନରେ ସୃଷ୍ଟି ହେଉଛି ଭ୍ରମ !

ଆନାପୋଲିସ୍‌, ୨୭।୯: କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଛି। ଏନେଇ ମେରୀଲାଣ୍ଡର ଜନ୍‌ ହପକିନ୍ସ୍‌ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ଯୋଗୁ ମସ୍ତିଷ୍କ ଉପରେ…

୫୫ ହଜାର ଟଙ୍କାରେ ଚନ୍ଦ୍ରରେ ଜାଗା କିଣିଲେ ସୁଶାନ୍ତଙ୍କ ପ୍ରଶଂସକ

ଆଗ୍ରା, ୨୬।୯: ତାଜ୍‌ ନଗରୀ ଆଗ୍ରାର ଜଣେ ଯୁବକ ଚନ୍ଦ୍ରରେ ଜାଗା କିଣିଛନ୍ତି। ଯୁବକ ଜଣଙ୍କ କହିଛନ୍ତି, ସେ ତାଙ୍କ ପରିବାର ଲୋକଙ୍କ ଲାଗି ଏପରି କରିଛନ୍ତି। ଏହି ଯୁବକଜଣଙ୍କ ଦିଗଂବତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଜଣେ ପ୍ରଶଂସକ।…

ନଡିଆ ଗଛ କାଟୁଥିବାବେଳେ ଯୁବକଙ୍କ ସହ ଘଟିଲା ଏମିତି

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ନଡିଆ ଗଛରେ ଚଢି ଗଛ ଅଗିକୁ କାଟୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଜଣେ ଯୁବକ ନଡିଆ ଗଛରେ ଚଢିଛନ୍ତି। ପରେ କଟର ସାହାଯ୍ୟରେ ନଡିଆ…

ବାହାଘର ଦିନ ସ୍ବାମୀଠାରୁ ୮୦ ହଜାର ଟଙ୍କା ଲୁଟି ଫେରାର୍‌ ହୋଇଥିବା କନ୍ୟା ୯ ମାସ ପରେ…

ଉଜ୍ଜୟୀନ, ୨୬।୯: ମଧ୍ୟପ୍ରଦେଶର ଉଜ୍ଜୟୀନିରୁ ଏକ ରୋଚକ ଖବର ସାମ୍ନାକୁ ଆସିଛି। ବାହାଘର ଗୋଟିଏ ଦିନ ଫେରାର୍‌ ହୋଇଯାଇଥିବା ଲୁଟେରା କନ୍ୟା ୯ ମାସ ପରେ ନିଜର ଅସଲି ସ୍ବାମୀ ସହ ଧରା ପଡ଼ିଛି। ମିଛ ବିବାହ ନାମରେ ଏହି କନ୍ୟା…

୩୨ ବର୍ଷ ପରେ ଭାରତୀୟ ନାଗରିକତା ପାଇଲେ ପାକିସ୍ତାନ ଝିଅ

ବୁଲନ୍ଦସହର, ୨୬।୯: ୩୨ ବର୍ଷର ଦୌଡ଼ାଦୌଡ଼ି ପରେ ଶେଷରେ ଭାରତର ବୋହୁ ହେଲେ ପାକିସ୍ତାନ ଝିଅ। ଭାରତ ସରକାର ଶେଷରେ ଏବେ ପାକିସ୍ତାନ ଝିଅ ଫାକରା ନୌରିନ୍‌ଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିଛନ୍ତି। ନିକ୍‌ହାର ୩୨ ବର୍ଷ ହେବ ପାକିସ୍ତାନ ଝିଅ…

ଫେଲ୍‌ ମାରିଲେ ବାଘ, କୁମ୍ଭୀର ଦେଖନ୍ତୁ କିପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଜିମ୍‌ ସାଇକେଲ୍‌ରେ ଏପରି ଗହମ ପେଷୁଛନ୍ତି ମହିଳା, ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା ଘରେ ବସି ନିଜର ଜ୍ଞାନକୌଶଳ ପ୍ରୟୋଗ କରି ବେଶ୍‌ ଆରାମରେ ଗହମ ପେଷୁଛନ୍ତି। ସେ ନିଜ ଜିମ୍‌ ସାଇକେଲ ସାହାଯ୍ୟରେ ଏହି ଗହମ ପେଷୁଛନ୍ତି। ଏକା…

ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ

ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍‌ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର କାରଣ ଜଣାପଡ଼ି ନାହିଁ। ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

ପୃଥିବୀ ମୁହାଁ ୬୦ ବର୍ଷ ତଳେ ନିଖୋଜ ହୋଇଥିବା ରକେଟ

ଓ୍ବାଶିଂଟନ, ୨୬।୯: ଗତ ୬୦ ବର୍ଷ ତଳେ ୧୯୬୦ରେ ମହାକାଶରେ ନିଖୋଜ ହୋଇଯାଇଥିବା ଏକ ରକେଟ ଏବେ ପୃଥିବୀ ମୁହାଁ ହୋଇଛି। ଏନେଇ ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହି ରକେଟର ଲମ୍ବ ୪୫ ମିଟର ହୋଇଥିବାବେଳେ ଚୌଡ଼ା ୨୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?