ସ୍କୁଲରେ ସିଗାରେଟ ଟାଣୁଥିଲେ ପ୍ରିନ୍ସପାଲ: ଜଣାପଡ଼ିବା ପରେ…
ପାଟଣା, ୨୪।୯: ବିହାର ଭାଗଲପୁରର ଏକ ସରକାରୀ ବିଦ୍ୟାଳୟରେ ପ୍ରିନ୍ସପାଲଙ୍କୁ ସିଗାରେଟ ଟାଣିବା ମହଙ୍ଗା ପଡ଼ିଛି। କରୋନା ମହାମାରୀ ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କିନ୍ତୁ ଶିକ୍ଷକଙ୍କୁ ସ୍କୁଲକୁ ଯାଇ କାମ କରିବାକୁ ପଡୁଛି। ବର୍ତ୍ତମାନ ସ୍କୁଲରେ ଗରୀବ ଛାତ୍ରୀଛାତ୍ରଙ୍କୁ…
ଚାଇନାର ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ଜୋକର କହିଲେ ବ୍ୟବସାୟୀ: ଆଉ ତାପରେ…
ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଜୋକର କହିବା ଜଣେ ବ୍ୟବସାୟୀଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ ସରକାରଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଉକ୍ତ ବ୍ୟବସାୟୀ ରେନ୍ ଝିକିୟାଙ୍ଗଙ୍କୁ ୧୮ ବର୍ଷ ଜେଲ କାରାଦଣ୍ଡ ହୋଇଛି। ଚାଇନାର ବରିଷ୍ଠ ଅଧିକାରୀଙ୍କ ସହ…
କାର୍ ଚକାରେ ଗୁଡ଼ାଇ ହୋଇ ଯାଇଛି ବିରାଟକାୟ ସାପ, ଆଉ ତାପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…
ବେଡ୍ରୁମ ଭିତରେ ରହିଛି ଆମ୍ବ ଏବଂ ଜାମୁ ଗଛ, ଘରର ଡିଜାଇନ୍ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ସାଧାରଣତଃ କୌଣସି ବ୍ୟକ୍ତି ଘର ତିଆରି କରିବା ପୂର୍ବରୁ ବିଭିନ୍ନ ଦିଗପ୍ରତି ଧ୍ୟାନ ରଖି ଘର ତିଆରି କରିଥାନ୍ତି। ଯେମିତିକି ଘର ଭିତରେ ଯେପରି କିଛି ଗଛଲତା ନ ରହିବ ସେଥିପ୍ରତି ଘରମାଲିକ ବିଶେଷ ଗୁରୁତ୍ୱ ଦେଇଥାନ୍ତି। ମାତ୍ର କେରଳରେ ଏମିତି…
ଜାଣନ୍ତି ଅଧିକାଂଶ ଏରୋପ୍ଲେନ୍ର ରଙ୍ଗ ଧଳା କାହିଁକି
କେବେ ଏରୋପ୍ଲେନ୍ରେ ଯାତ୍ରା କରିଛନ୍ତି କି? ଯଦି ହଁ ତେବେ ନିଶ୍ଚିତ ଦେଖିଥିବେ ଅଧିକାଂଶ ଏରୋପ୍ଲେନ୍ର ରଙ୍ଗ ଧଳା। ମନକୁ ବହୁବାର ପ୍ରଶ୍ନ ମଧ୍ୟ ଆସିଥିବ କ’ଣ ପାଇଁ ଏରୋପ୍ଲେନ୍ର ରଙ୍ଗ କଳା, ନୀଳ, ହଳଦିଆ ନ ହୋଇ ଧଳା ହୋଇଛି।…
ପ୍ରାକୃତିକ ସୁଇମିଂ ପୁଲ୍, ଏଥିରେ ବ୍ୟବହାର ହୋଇନି ରାସାୟନିକ ପଦାର୍ଥ
ସମସ୍ତଙ୍କର ସ୍ବପ୍ନ ଥାଏ ନିଜ ଘର ସବୁଠୁ ସୁନ୍ଦର ହେଉ। ଘର ନିକଟରେ ବଗିଚା, ସୁଇମିଂ ପୁଲ୍ ଆଦି ରହି ଶୋଭାବର୍ଦ୍ଧନ କରୁ। ଖାସ୍ ଏଥିପାଇଁ ତ ଲୋକେ ସ୍ବପ୍ନର ଘରଟିଏ ପାଇଁ ଜୀବନସାରା ରୋଜଗାର କରିଥିବା ଟଙ୍କା ଏଥିରେ ହିଁ…
ଶାହିନ୍ବାଗ୍ରୁ ଟାଇମ୍ ପତ୍ରିକା: ପ୍ରଭାବଶାଳୀ ତାଲିକାରେ ବିଲ୍କିସ୍ ଦାଦୀ
ନୂଆଦିଲ୍ଲୀ, ୨୩।୯: ଟାଇମ୍ ମାଗାଜିନ୍ର ୨୦୨୦ର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ଭାରତର ଜଣେ ୮୨ ବର୍ଷ ବୟସ୍କା ବୃଦ୍ଧା ବିଲ୍କିସ୍ ଦାଦୀ ରହିଛନ୍ତି। ସେ ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ଦିଲ୍ଲୀର ଶାହିନ୍ବାଗ୍ରେ ଧାରଣାରେ ବସିଥିଲେ। ଶାହିନ୍ବାଗ୍ର ଧାରଣା ଯେ ଦିନେ…
ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ
ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ ମନ୍ଦିର ଭିତରେ ପଶି ଜଗନ୍ନାଥଙ୍କୁ ଜାବୁଡି ଧରି ମୁଣ୍ଡ ପୋତି ବସିଥିବାର ଦେଖିବାକୁ…
ଦାଗ ଲାଗିଥିବା ଏହି ମଇଳା ଜିନ୍ସର ଦାମ୍ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ବର୍ତ୍ତମାନ ଲୋକମାନେ ବହୁତ ଫ୍ୟାଶନେବୁଲ ହୋଇଯାଇଛନ୍ତି। ଭିନ୍ନ ଷ୍ଟାଇଲ୍ ଏବଂ ଧାରା ଅନୁଯାୟୀ ପୋଷାକ ପିନ୍ଧିବାର ଶୈଳୀ ମଧ୍ୟ ବଦଳିଯାଇଛି। କେତେବେଳେ ଫ୍ୟାଶନରେ ଟାଇଟ୍ ଜିନ୍ସକୁ ପସନ୍ଦ କରାଯାଏ ତ ଆଉ କେତେବେଳେ ଢିଲା ଜିନ୍ସକୁ। ଠିକ୍ ସେହିପରି ଏବେ ଲୋକପ୍ରିୟ…
ଏଠାରେ ବିବାହ କଲେ ସରକାର ଦେଉଛନ୍ତି ୪.୨୦ ଲକ୍ଷ ଟଙ୍କା: ଜାଣନ୍ତୁ…
ଏମିତି ଏକ ଦେଶ ରହିଛି ଯେଉଁଠାରେ ବିବାହ କଲେ ସରକାରଙ୍କଠାରୁ ୪.୨୦ ଲକ୍ଷ ଟଙ୍କା ମିଳିବ। ନବ ଦମ୍ପତି ନିଜର ବୈବାହିକ ଜୀବନକୁ ଖୁସିରେ ବିତାଇବା ପାଇଁ ସରକାରଙ୍କ ପକ୍ଷରୁ ଏହି ଟଙ୍କା ଦିଆଯିବ। ନିକଟରେ ସରକାର ଏମିତି ଏକ ଘୋଷଣା…
ପିତା ଶ୍ରମିକ, ଝିଅ ବ୍ୟାଙ୍କ୍ ଆକାଉଣ୍ଟରେ ଅଛି ୯ କୋଟି ୯୯ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି
ଲକ୍ଷ୍ନୌ,୨୨।୯: ଉତ୍ତର ପ୍ରଦେଶର ବାଲିଆ ଜିଲାର ବାଂଶଡିହ ଅଞ୍ଚଳର ରୁକୁନପୁରା ଗାଁରେ ଏକ ରୋଚକ ଘଟଣା ସାମ୍ନାକୁ ଆସିଛି। ଗାଁର ଜଣେ ଯୁବତୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୯ କୋଟି ୯୯ ଲକ୍ଷ ଟଙ୍କା ଆସିଥିଲା। ଏହା ଦେଖି ଯୁବତୀ ଜଣଙ୍କ ମା’ଙ୍କ…
୪୨ ବର୍ଷ ତଳେ ଏଲିଅନ୍କୁ ଗୁଳିମାଡ଼ କରିଥିଲା ଆମେରିକା !
ଓ୍ବାଶିଂଟନ, ୨୨।୯: ଏଲିଅନ୍ର ଉପସ୍ଥିତି ନେଇ ବହୁ କଥା ଶୁଣିବାକୁ ମିଳିଥାଏ। ଏହାକୁ ନେଇ ବହୁ ଫିଲ୍ମ ମଧ୍ୟ ହୋଇ ସାରିଛି। କେତେକ ଏହାକୁ କାଳ୍ପନିକ ବୋଲି ମନେ କରିଥାନ୍ତି। ତେବେ ପୃଥିବୀ ଭଳି ଜୀବନ୍ତ ଗ୍ରହର ଉପସ୍ଥିତିକୁ ମହାକାଶ ବିଜ୍ଞାନୀମାନେ…

