ଫୁରସତ

ଆଜି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଭୋଗ ଲଗାନ୍ତୁ, ମିଳିବ ମହାବରଦାନ

ଆଜି ସାରା ଦେଶରେ ଗଣେଶ ଚତୁର୍ଥୀ ବହୁ ଧୂମ୍‌ଧାମ୍‌ ପାଳନ କରାଯାଉଛି। ପ୍ରଭୁ ଗଣେଶଙ୍କ ଆବାହନ ଲାଗି ଚାରିଆଡେ ଭିଡ ଜମିଛି। ତେବେ ରାଶି ଅନୁସାରେ ଗଣେଶଙ୍କୁ ଭୋଗ ଲଗାଇଲେ ମନସ୍କାମନା ପୂରଣ ହେବ ବୋଲି ବିଧି ଅଛି। ଜାଣନ୍ତୁ...

ପ୍ରଥମ ଦେଖାରେ ପୁଅଙ୍କ କେଉଁ ବ୍ୟବହାର ପ୍ରେମିକାଙ୍କୁ ପ୍ରଭାବିତ କରିଥାଏ, ଜାଣନ୍ତୁ..

ପହିଲି ପ୍ରେମର ପ୍ରଥମ ଦେଖା ପ୍ରେମିକାପ୍ରେମିକଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ...

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ ବାଇକ୍‌ ଚଲାଇବା ଯୁବପିଢିକୁ କଷ୍ଟକର ହୋଇଯିବ। ଏହି ସମସ୍ୟାର ସହଜ ସମାଧାନ କରିବା...

ପବନରେ ଚାର୍ଜ ହେବ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ:ଭାରତରେ ଓୟାରଲେସ ଚାର୍ଜିଂ ଟେକ୍‌ନୋଲୋଜିର ପ୍ରବେଶ ବେଶ୍‌ ଲୋକପ୍ରିୟ ହେବାରେ ଲାଗିଛି। କିନ୍ତୁ ଆଗାମୀ ବର୍ଷ ବଜାରରେ ଉପଲବ୍ଧ ହେବ ଓାୟାରଲେସ କ୍ୟୁ-୧ ଚାର୍ଜର ଯାହା ଅନ୍ୟ ଓ୍ବୟାରଲେସ ଚାର୍ଜର ଭଳି କାମ କରିବ। କିନ୍ତୁ ସ୍ମାର୍ଟଫୋନ ଏହି କ୍ୟୁ-୧...

ଗ୍ରହଦୋଷ ଖଣ୍ଡନ ପାଇଁ ହେଲା କୁକୁର ବାହାଘର

ବାରାଣସୀ,୧।୯: କୁକୁର ବିବାହ କଥା ଶୁଣିଲେ କଥାଟା ଟିକେ ଅଡୁଆ ଲାଗୁଛି ସତ। ହେଲେ ନିକଟରେ ବାରାଣସୀରେ ଏମିତି ଏକ ବିବାହ ଦେଖିବାକୁ ମିଳିଛି। ଆଲ୍ଲାହାବାଦ ବା ପ୍ରୟାଗରାଜଠାରୁ ୫୦ କିଲୋମିଟର ଦୂର କୋରାଓ ଗାଁରେ ଦେଖିବାକୁ ମିଳିଛି ଏହି...

ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି

ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି ନିର୍ମିତ ହେଉଥିବା ମୂର୍ତ୍ତି ନଦୀ ବା ସମୁଦ୍ରରେ ବିସର୍ଜନ କରିବା ପରେ...

ରାଶି ଅନୁଯାୟୀ ଗଣେଶଙ୍କ ପୂଜା

ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି ପୂଜା କରି ମୋଦକ, ମିଶ୍ରି, ଲଡୁଭୋଗ ଲଗାନ୍ତୁ। ମିଥୁନ: ଏ ରାଶିର...

ଫୋଲ୍ଡ ହୋଇପାରୁଥିବା ଇ-ବାଇକ୍‌

ବଢ଼ିଚାଲିଥିବା ପ୍ରଦୂଷଣକୁ ରୋକିବା ଲାଗି ଏବେ ଇ-ବାଇକ୍‌ ଓ କାର୍‌କୁ ଗୁରୁତ୍ୱ ଦିଆଯାଉଛି। ଏହାର ବ୍ୟବହାର ଯେମିତି ବହୁଳଭାବେ ହେବ ସେଥିପାଇଁ ସରକାର ମଧ୍ୟ ବିଭିନ୍ନ ଯୋଜନା କରୁଛନ୍ତି। ଏବେକାର ଏହି ଆବଶ୍ୟକତାକୁ ନଜରରେ ରଖି ‘ସ୍ମାଡୋ ଲାବ୍ସ’ ନାମକ...

ଶ୍ରୀଗଣେଶଙ୍କୁ ନେଇ ରେକର୍ଡ

ସେ ହେଉଛନ୍ତି ଅଗ୍ରପୂଜ୍ୟ, ବିଘ୍ନହର୍ତ୍ତା। ତେଣୁ ସବୁଠି ପ୍ରଭୁ ଶ୍ରୀଗଣେଶ ପୂଜା ପାଆନ୍ତି। କେବଳ ଭାରତରେ ନୁହେଁ, ବିଦେଶ ମାଟିରେ ବି ତାଙ୍କର ହୁଏ ପୂଜା। ଶ୍ରୀଲଙ୍କା, ଥାଇଲାଣ୍ଡ, ବାଂଲାଦେଶ, ନେପାଳରେ ଅଛନ୍ତି ତାଙ୍କର ଅନେକ ଭକ୍ତ। ସେମିତି ଭକ୍ତ...

କୁନି ମୁଣ୍ଡର ସୁରକ୍ଷା କବଚ ଏଇ ବ୍ୟାକ୍‌ପ୍ୟାକ୍‌

କୁନି ପିଲାଟି ବସିବା ଆରମ୍ଭ କଲେ ଅବା ଟଳମଳ ପାଦ ପକାଇ ଚାଲିବା ଆରମ୍ଭ କଲେ ମା’ବାପାଙ୍କୁ ବହୁତ ଖୁସି ଲାଗେ। ହେଲେ ଡର ଥାଏ ବସିବା ସମୟରେ ଓ କୁନି କୁନି ପାଦରେ ଚାଲୁ ଚାଲୁ କାଳେ ପଡ଼ିଯିବ।...

୪୭ବର୍ଷ ପୁରୁଣା ଜୋତାର ମୂଲ୍ୟ ୩ କୋଟି

ଜୋତା ପୁରୁଣା ହୋଇଗଲା ପରେ ତା’ର ସ୍ଥାନ ଅଳିଆଗଦା ହୋଇଥାଏ। ଯେତେ ଦାମୀ ହେଲେ ହେଁ ପୁରୁଣା ଚିରାଫଟା ଜୋତାକୁ କେହି ପାଦରେ ପିନ୍ଧିବାକୁ ଚାହାନ୍ତି ନାହିଁ। କିନ୍ତୁ ନିକଟରେ ନ୍ୟୁୟର୍କର ସୋଦବୀ ଅକ୍ସନ ହାଉସ୍‌ରେ ହୋଇଥିବା ନିଲାମୀରେ ୪୭...

ପର୍ଯ୍ୟଟନ: ବେଲଖଣ୍ଡିର ଐତିହାସିକ ଧବଳେଶ୍ୱର ପୀଠ

ତେଲ ନଦୀ ଓ ଉତ୍ତେଇ ନଦୀର ସଂଗମସ୍ଥଳରେ ଏହି ପବିତ୍ର ପୀଠ ଅବସ୍ଥିତ। ଏଠାରେ ପୂଜା ପାଉଥିବା ଶିବଲିଙ୍ଗ ହେଉଛନ୍ତି ସ୍ବୟମ୍ଭୁ। ପ୍ରତ୍ୟକ୍ଷ ଦେବତାଭାବେ ତାଙ୍କର ରହିଛି ଅନେକ ଖ୍ୟାତି… କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବେଲଖଣ୍ଡିଠାରେ ରହିଛି...

Advertisement
Archives

Model This Week

Why Dharitri