ଫୁରସତ

ବ୍ୟାଙ୍କ ଆଗରେ ଜୋତା-ଚପଲ-ଛତା ଲାଇନ୍‌: ଟୋକନ‌ ହେଉଛି ବ୍ଲାକ୍‌

ଭଣ୍ଡରା, ୨୬।୮: ଫିଲ୍ମ ହଲ୍‌ରେ ଟିକେଟ୍‌ ବ୍ଲାକ୍‌ ହେବା ଦେଖାଯାଇଥାଏ। ତେବେ ବ୍ୟାଙ୍କରେ ସଞ୍ଚୟ ଟଙ୍କା ଉଠାଇବା ଲାଗି ଆସିଥିବା ଲୋକଙ୍କୁ ବ୍ଲାକ୍‌ରେ ଟୋକନ ବିକ୍ରି ହେଉଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ୍ୟ। ଝାଡ଼ଖଣ୍ଡର ଭଣ୍ଡରାରେ...

ସ୍କୁଲ ଖୋଲିଲା: ପ୍ଲାଷ୍ଟିକ୍‌ ଘରେ ପାଠ ପଢ଼ିଲେ ପିଲା

ବ୍ୟାଙ୍କକ୍‌, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଇତିମଧ୍ୟରେ ଥାଇଲାଣ୍ଡରେ ସ୍କୁଲ ଖୋଲିଛି। ପିଲାମାନେ ସ୍କୁଲରେ ପ୍ଲାଷ୍ଟିକ୍‌ ଘରେ ବସି ପାଠ ପଢ଼ିବା ଆରମ୍ଭ କରିଛନ୍ତି। ସରକାରୀ ମାର୍ଗଦର୍ଶିକା...

ମୁସଲମାନ୍‌ ଯୁବକ କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର: ମୃତଦେହ ଛୁଇଁଲେନି ପରିବାର ଲୋକେ

ହାଇଦ୍ରାବାଦ୍‌, ୨୬।୮: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ କେତେକ ଅଞ୍ଚଳରେ ଅଭାବନୀୟ ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାଗତିୟାଲ ଅଞ୍ଚଳରେ ଜଣେ ୬୫ ବର୍ଷ ବୟସ୍କ...

୧୦୦ ବର୍ଷ ପରେ ଫେରିଲେ ଆମେରିକୀୟ ନେଉଳ

ନୂଆଦିଲ୍ଲୀ: ପ୍ରାୟ ୧୦୦ ବର୍ଷ ପରେ ପୁଣି ଫେରିଛନ୍ତି ଓ୍ବଲ୍‌ଭରିନ୍‌ସ୍‌(ଆମେରିକୀୟ ନେଉଳ)। ଆମେରିକାର ଓ୍ବାଶିଂଟନସ୍ଥିତ ମାଉଣ୍ଟ ରେନିଅର ନ୍ୟାଶନାଲ ପାର୍କରେ ଏମାନଙ୍କ ସନ୍ଧାନ ମିଳିଛି। ଏ ନେଇ ନିକଟରେ ମାଉଣ୍ଟ ରେନିଅର ନ୍ୟାଶନାଲ ପାର୍କ ସର୍ଭିସେସ୍‌ ପକ୍ଷରୁ ଏକ ଭିଡିଓ...

କଫିନ୍‌ ଭିତରେ ଶାନ୍ତି

ନୂଆଦିଲ୍ଲୀ: କଫିନ୍‌ ଭିତରେ ଶୋଇଲେ ଶାନ୍ତି ମିଳିବ। ମନ ହାଲକା ଲାଗିବ। ଏକଥା ଶୁଣିବା ମାତ୍ରେ ସମସ୍ତଙ୍କର ଭ୍ରୂକୁଞ୍ଚନ ସୃଷ୍ଟି ହେବ ନିଶ୍ଚୟ। ଏଭଳି ଏକ କଥାକୁ ଅନେକ ଅବିଶ୍ୱାସ ବି ଭାବିପାରନ୍ତି। କିନ୍ତୁ ଏଭଳି ଏକ ଘଟଣା ଦେଖିବାକୁ...

ସୂକ୍ଷ୍ମ କଳାର ନିଦର୍ଶନ

ଅହମଦାବାଦ: କଳାକାରମାନେ ବେଳେ ବେଳେ ଏଭଳି ସୂକ୍ଷ୍ମ କାରିଗରି କରିଥାନ୍ତି ଯେ, ଦେଖିବା ଲୋକେ ବି ଆଶ୍ଚର୍ଯ୍ୟଚକିତ ହୋଇଯାନ୍ତି। ଏମିତି ଏକ କଳା ପାଇଁ ଏବେ ଚର୍ଚ୍ଚିତ ହୋଇଛନ୍ତି ଗୁଜରାଟ ଭଦୋଦରାର ଜଣେ ଆର୍ଟ ଅଧ୍ୟାପକ ପ୍ରଜେଶ ଶାହ। ଏକ...

ସମାନତା ବଢ଼ାଇବ ସମ୍ମାନ

ନଦୀ ପରି ପ୍ରବାହମାନ ଧାରାଟିଏ ନାରୀ। ତା’ର ଅନେକ ରୂପ। କେବେ ସେ ମା’ ହୋଇ ଅଜାଡ଼ିଦିଏ ଅନାବିଳ ବାତ୍ସଲ୍ୟ ମମତା। ଆଉ କେବେ ଝିଅ ହୋଇ ଦୁଇକୁଳ ଭିତରେ ପାଲଟେ ସଂଯୋଗର ସେତୁ। କେବେ ଭଉଣୀ ହୋଇ ପରିବାରକୁ...

ଛାଡ଼ପତ୍ର ପରେ କାହା ପାଖରେ ରହିବେ ପୋଷା କୁକୁର..ଦମ୍ପତିଙ୍କ ବିବାଦକୁ ନେଇ ଏପରି ରାୟ ଦେଲେ କୋର୍ଟ

ବମ୍ବେ: ଗୃହପାଳିତ ପଶୁମାନଙ୍କ ମଧ୍ୟରେ ଅଧିକାଂଶ ଲୋକ କୁକୁରଙ୍କୁ ଭଲପାଆନ୍ତି। ସ୍ବଭାବରେ ବିଶ୍ୱାସୀ ହୋଇଥିବା ହେତୁ ପୋଷା କୁକୁରଙ୍କ ସହ ଏକ ନିଆରା ମୋହ ଯୋଡ଼ି ହୋଇଥାଏ। ତେବେ ବମ୍ବେରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ...

ଘାସ ଖାଇଲାବେଳେ ଗଧ ମୁହଁରେ ପଶିଗଲା ସାପ; ତାପରେ…

ପ୍ରତାପଗଡ଼, ୨୫।୮: ରାଜସ୍ଥାନର ପ୍ରତାପଗଡ଼ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜିଲାର ପିପଲଖୁଣ୍ଟ ଅଞ୍ଚଳରେ ଗୋଟିଏ ଗଧ ନଦୀ କୂଳରେ ଘାସ ଚରୁଥିବାବେଳେ ଘାସ ସହିତ ସାପଟିଏ ଭିତରକୁ ପଳାଇଥିଲା। ଏହାପରେ ସାପଟି ଗଧ ପାଟି ଭିତରେ...

ବାପା ସାଇକେଲ କିଣି ନ ଦେବାରୁ ଅଦ୍ଭୁତ ସାଇକେଲ ତିଆରି କଲେ ଅଷ୍ଟମ ଶ୍ରେଣୀର ଛାତ୍ର

ଲଧିଆନା,୨୫।୮: ଆବଶ୍ୟକତା ହିଁ ଆବିଷ୍କାରର ଜନନୀ। କରୋନା ଭାଇରସ୍‌ ଲକ୍‌ଡାଉନ ଓ ଆର୍ଥିକ ଅନାଟନ ଯୋଗୁ ଜଣେ ପିତା ନିଜ ପୁଅ ପାଇଁ ନୂଆ ସାଇକେଲ କିଣି ପାରି ନ ଥିଲେ। କିନ୍ତୁ କିଛି ଏଭଳି ଆଶ୍ଚର୍ଯ୍ୟଜନକ କାମ କରି...

ଗଛ ଭିତରେ ଅଛି ଏମିତି ପକ୍ଷୀ : ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରାୟତଃ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଗଛ...

ଶୋଇଥିବା ବେଳେ ଛୋଟ ପିଲା ସହ କୁକୁର କଲା କିଛି ଏମିତି, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri