ଥରେ ନୁହେଁ କି ଦୁଇ ଥର ନୁହେଁ ୮ଥର ପଲଟି ପଲଟି ଗୁଣ୍ଡ ହେଲା କାର: କାରରୁ ସୁରକ୍ଷିତ ବାହାରି ହସିହସି ଯାହାକହିଲେ …
କଥାରେ ଅଛି ରଖେ ହରି ତ ମାରେ କିଏ। ସତରେ ଭଗବାନ ରକ୍ଷା କଲେ କେହି କିଛି ବି କ୍ଷତି କରିପାରିବେ ନାହିଁ। ରାଜସ୍ଥାନର ନାଗୋରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏସ୍ୟୁଭି କାର୍ ଦୁର୍ଘଟଣା ଘଟାଇବା ପରେ ୮…
ଭାରତ ପ୍ରେମରେ ଜର୍ମାନ୍ ପର୍ଯ୍ୟଟକ
ବର୍ଲିନ: ପ୍ରତିବର୍ଷ ଅନେକ ବିଦେଶୀ ପର୍ଯ୍ୟଟକ ଭାରତକୁ ଆସି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗକରି ବିମୋହିତ ହୋଇଥାନ୍ତି। ୨୦୨୪ରେ ମଧ୍ୟ ଅନେକ ସଂଖ୍ୟାରେ ବିଦେଶୀ ପର୍ଯ୍ୟଟକ ଭାରତ ପରିଦର୍ଶନ କରିବାକୁ ଆସି ସୋସିଆଲ ମିଡିଆରେ ସେମାନଙ୍କ ଭାରତ ଗସ୍ତର ଚମତ୍କାର ଅନୁଭୂତି…
New Year Party ସମୟରେ ରୁହନ୍ତୁ ସାବଧାନ, ନଚେତ୍ ହୋଇପାରେ ଜେଲ
ନୂଆଦିଲ୍ଲୀ,୨୭।୧୨: ନୂଆ ବର୍ଷ ଆସିବ ବୋଲି ଏବେଠାରୁ ଦିନ ଗଣା ଆରମ୍ଭ ହେଲାଣି ଏବଂ ଲୋକମାନେ ମଧ୍ୟ ପାର୍ଟି ପାଇଁ ପ୍ରସ୍ତୁତ ହେଉଛନ୍ତି। ନୂଆ ବର୍ଷରେ, କେତେକ ଲୋକେ ଗୁପ୍ତରେ ରେଭ ପାର୍ଟୀ ମଧ୍ୟ କରନ୍ତି ଯେଉଁଥିରେ ଯୁବକମାନେ ଖୋଲାଖୋଲି ଭାବରେ…
Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ
ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍ ରୁ ତେଲ ସରିଲେ ଆପଣ ଗଡେଇ ଗଡେଇ ତ ନେଇପାରିବେ ହେଲେ କାର୍ରୁ ତେଲ…
Uber-Rapido: ନିଜ ବାଇକ୍ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା
କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍ ଦ୍ୱାରା କରିପାରିବେ ମାସକୁ ୩୦ହଜାର ଟଙ୍କାର ରୋଜଗାର। ଏଥିପାଇଁ ଆପଣଙ୍କୁ ମାସଶେଷକୁ ନୁହେଁ ପ୍ରଥମ ଦିନରୁ ହିଁ ଆକାଉଣ୍ଟକୁ…
ଆଖିରେ କପଡ଼ା ବାନ୍ଧି ସ୍ପିଡ୍ ଟାଇପିଂ
ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ ପ୍ରତିଭା ରହିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦ୍ରୁତ ଟାଇପିଷ୍ଟ ଭାବେ ସେ ଆଖିପିଛୁଳାକେ…
କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ
ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ ବହୁତ…
କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ
ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା। ପୋଥି ଅନୁଯାୟୀ ଶ୍ରୀମନ୍ଦିର ଭଣ୍ଡାର ମେକାପଙ୍କୁ ହସ୍ତାନ୍ତର କରାଯାଇଥିଲା। ଶ୍ରୀମନ୍ଦିର ପୁରାତନ କାଗଜାତରୁ ଆମେ…
୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ
ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହି ବିବାହ କୋଲୋକାଡୋର ଆସପେନ ସହରରେ ଅନୁଷ୍ଠିତ ହେବ।…
ଲୋକଙ୍କ ଭାବନା ଜାଣିପାରିବ ରୋବୋ
ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍’ ଜର୍ନାଲରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟୟନ ପ୍ରକାଶ ପାଇଛି। ଟୋକିଓ ମେଟ୍ରୋପଲିଟାନ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା ଏହି…
୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା
ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।…
୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍ ଛାଡ଼ିଲେ ଫୁଡ୍ ବ୍ଲଗର
ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ବେଳେବେଳେ ଅନ୍ଲାଇନ ପ୍ଲାଟ୍ଫର୍ମଗୁଡ଼ିକ ଜରିଆରେ ପରିଶ୍ରମ ଅନୁଯାୟୀ ଫଳ ମିଳି ନ ଥାଏ। ଫଳରେ…
Archives


