ପାକଳ ଧାନ କ୍ଷେତରେ ପୂଜା
ନୂଆଁଖାଇ କୃଷି ଓ କୃଷକର ପର୍ବ । ସେଥିପାଇଁ ଏହାକୁ କୃଷିଭିତ୍ତିକ ପର୍ବ ବୋଲି କୁହାଯାଏ । ନୂଆଁଖାଇ ଦିନ ଚାଷୀ ପୁଅ ପାକଳ ଧାନ କ୍ଷେତକୁ ଯାଇ ଅରୁଆ ଚାଉଳ, ଫୁଲ, ଦୀପ, ଧୂପ, ନାରିକେଳ ଦେଇ ପୂଜାର୍ଚ୍ଚନା...
ପାଇପ୍ ଯୋଗେ ହସ୍ପିଟାଲର ୪ ମହଲାରୁ ଖସି ପଳାଇଲେ ମହିଳା ରୋଗୀ
ମିରଟ, ୨୨।୮: ଉତ୍ତର ପ୍ରଦେଶର ମିରଟ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ଜଣେ ମହିଳା ହସ୍ପିଟାଲର ୪ର୍ଥ ମହଲାରୁ ପାଇପ ଯୋଗେ ଖସି ପଳାଇଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ହସ୍ପିଟାଲ...
୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମୀ ହେଲା ଗାନ୍ଧୀଙ୍କ ଚଷମା
ଲଣ୍ଡନ, ୨୨।୮: ସାରା ବିଶ୍ୱରେ ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ଓ ଆଦର୍ଶକୁ ସମ୍ମାନ ଦେଉଥିବା ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ଇହଲୀଳା ସମ୍ବରଣ କରିବାର ଏତେବର୍ଷ ପରେ ମଧ୍ୟ ତାଙ୍କର ବିଚାରଧାରାକୁ ଏବେ ମଧ୍ୟ ପୂଜା କରାଯାଏ। ଗାନ୍ଧୀଙ୍କର...
ଭିନ୍ନ ଏକ ପ୍ରେମ କାହାଣୀ: ସାତ ସମୁଦ୍ର ପାର ହୋଇ ବିବାହ କଲେ ଏହି ପ୍ରେମୀଯୁଗଳ
ପ୍ରେମ କେତେବେଳେ କାହା ସହ କେଉଁଠି ଆରମ୍ଭ ହୋଇଥାଏ ତାହା କହି ହୁଏନା। ଏମିତି ଏକ ପ୍ରେମ ହୋଇଛି ସ୍ପେନର ଜଣେ ଯୁବକ ଏବଂ ଆମେରିକୀୟ ଯୁବତୀଙ୍କ କ୍ଷେତ୍ରରେ। ଏହି ପ୍ରେମୀଯୁଗଳ ଭାରତ ବୁଲିବାକୁ ଆସିଥିଲେ। ପ୍ରଥମେ ଦିଲ୍ଲୀରେ ଉଭୟଙ୍କ...
ଅଜଗର ଆଁରେ କୁମ୍ଭୀର : ଭିଡିଓ ଦେଖିଲେ ଉଡିଯିବ ହୋସ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଜୀବଜନ୍ତୁଙ୍କ ଭିଡିଓ ଭାଇରଲ ହେଉଛି। କେତେବେଳେ ଶିକାର ପାଇଁ ବାଘ ପାହଡ ଉପରୁ ଲମ୍ଫ ମାରୁଛି ତ ଆଉ କେତେବେଳେ ସାପ ଓ ନେଉଳ ରାଜରାସ୍ତା ଉପରେ ଲଢେଇ କରୁଛନ୍ତି। ବର୍ତ୍ତମାନ ଅଜଗର ଏବଂ...
ସ୍ବାମୀ ବହୁତ ଭଲପାଉଛନ୍ତି, ଏଣୁ ତାଙ୍କ ସହ ରହିପାରିବି ନାହିଁ: ଏପରି ଯୁକ୍ତି କରି ମହିଳା ମାଗିଲେ ଛାଡ଼ପତ୍ର..
ସମ୍ଭଲ: ସବୁ ସ୍ତ୍ରୀ ଚାହାନ୍ତି ତାଙ୍କ ସ୍ବାମୀ ତାଙ୍କୁ ବହୁତ ଭଲପାଆନ୍ତୁ। ହେଲେ ଉତ୍ତରପ୍ରଦେଶର ସମ୍ଭଲ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଭଲପାଇବା ଅଣନିଃଶ୍ୱାସୀ କରିବା ପରି ମନେ ହୋଇଛି। ଏଥିପାଇଁ...
ଏମିତି ଉପାୟରେ ପାଚେରି ଏପାଖରୁ ସେପାଖକୁ ଯାଉଛନ୍ତି ଭାଲୁ : ଦେଖିଲେ ଉଡ଼ିଯିବ ହୋସ
ସୋସିଆଲ ମିଡିଆରେ ବର୍ତ୍ତମାନ ଭାଲୁ ଓ ତା’ ଛୁଆକୁ ନେଇ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ନିକଟରେ ଛାତ ଉପରୁ ଭାଲୁ ତଳକୁ ଯିବା ପାଇଁ ଗଛର ସାହାଯ୍ୟ ନେଇଥିବା ବେଳେ...
ଗୁଣ୍ଡୁଚିମୂଷା ଉଠାଉଛି ଫଟୋ: ଦେଖିଲେ ଉଡ଼ିଯିବ ହୋସ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଫଟୋ ବହୁତ...
ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା
ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ ଅଞ୍ଚଳରେ ଏକ ଝୁମ୍ପୁଡ଼ି ତିଆରି କରିଛନ୍ତି। କୋକଣ ଅଞ୍ଚଳ ପାହାଡ଼ ଏବଂ ଖାଲଖମାରେ...
ଆୟରଲାଣ୍ଡ ପାର୍କରେ ଦେଖିବାକୁ ମିଳିଛି ଗଣେଶଙ୍କ ଅଦ୍ଭୁତ ପ୍ରତିମା
ଡବଲିନ,୨୨।୮:ଅଗ୍ରପୂଜ୍ୟ ଗଣେଶଙ୍କ ଜନ୍ମଦିନକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କୁ ଆରାଧନା କରାଯାଇଥାଏ। ଏହାକୁ କେହି କେହି ବିନାୟକ ଚତୁର୍ଥୀ ବୋଲି ମଧ୍ୟ କହିଥାଆନ୍ତି। ଏହିଦିନ ପ୍ରତିଘରେ ଗଣେଶଙ୍କ...
କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍ ଅପରେଶନ୍ରେ ପର୍ଦ୍ଦାଫାଶ୍
ହାଇଦ୍ରାବାଦ୍, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ ହେଉଛନ୍ତି। ସମ୍ପ୍ରତି ସୋସିଆଲ୍ ମିଡ଼ିଆରେ ହାଇଦ୍ରାବାଦ୍ର ଜଣେ ବ୍ୟବସାୟୀ ମଇଁଷିକୁଣ୍ଡ ପାଣି କ୍ଷୀରରେ...
ପୁଅର ଆତ୍ମା ନେବାକୁ ହାତରେ ଖଣ୍ଡାଧରି ହସ୍ପିଟାଲରେ ପହଞ୍ଚିଲେ ବାପା
ଯୋଧପୁର, ୨୨।୮: ଆଧୁନିକ ଯୁଗରେ ବେଳେବେଳେ ତନ୍ତ୍ରମନ୍ତ୍ର ଜାଲରେ କେତେକ ନିରୀହ ଲୋକ ପଡୁଥିବାର ଘଟଣା ନଜରକୁ ଆସିଥାଏ। ରାଜସ୍ଥାନର ଯୋଧପୁରରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ମଥୁରାଦାସ ମାଥୁର ହସ୍ପିଟାଲରେ ଦୁଇଜଣ ବ୍ୟକ୍ତି ସନ୍ଦିଗ୍ଧ ଅବସ୍ଥାରେ ହାତରେ...
Archives


