ଫୁରସତ

ଜଳାଶୟରୁ ସିଂହ, ମଣିଷ ଏକାଠି ପିଉଛନ୍ତି ପାଣି, ଦେଖିଲେ ଭୟରେ ଥରି ଉଠିବେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...

ଭୟଙ୍କର ଅଗ୍ନି ଘୂର୍ଣ୍ଣିବଳୟ, ଚେତାବନୀ ଦେଲା ପାଣିପାଗ ବିଭାଗ

ଓ୍ବାଶିଂଟନ୍‌,୧୯ା୮: ଆମେରିକା ଜଙ୍ଗଲରେ ନିଆଁ ଲାଗିଯାଇଛି। ଏହି କାରଣରୁ ନିକଟରେ ଏକ ଘୂର୍ଣ୍ଣିବଳୟ ଦେଖିବାକୁ ମିଳିଥିଲା। ଏହି ଦୃଶ୍ୟ ଆମେରିକାର କାଲିଫର୍ନିଆର ଲୟଲଟନ ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଇତିହାସରେ ପ୍ରଥମ ଥର ପାଇଁ ଆମେରିକାର ଜାତୀୟ ପାଣିପାଗ ବିଭାଗ ଏକ...

ଭକ୍ତଙ୍କୁ ଦର୍ଶନ ଦେବା ସହିତ ହାତ ସାନିଟାଇଜ୍‌ କରିବେ ପ୍ରଭୁ ଗଣେଶ

ମୁମ୍ବାଇ, ୧୯।୮: ଆଗକୁ ଗଣେଶ ପୂଜା ଆସୁଛି। ଏନେଇ ମୁମ୍ବାଇରେ ଏକ ନିଆରା ଗଣେଶ ମୂର୍ତ୍ତି ନିମାର୍ଣ କରାଯାଇଛି। ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବା ସହିତ ଭକ୍ତଙ୍କ ହାତ ମଧ୍ୟ ସାନିଟାଇଜ୍‌ କରିବେ। ମୂର୍ତ୍ତିଙ୍କ ପାଦରୁ ସାନିଟାଇଜର ଝରୁଛି। ଭକ୍ତ...

ଚାଲିଥିଲା ଅନ୍‌ଲାଇନ୍‌ ବୈଠକ: କ୍ୟାମେରା ସମ୍ମୁଖରେ ଏମିତି କିଛି ଭୁଲ କରି ବସିଲେ ଦମ୍ପତି, ସମସ୍ତେ ଦେଖି ଆଶ୍ଚର୍ଯ୍ୟ

ବ୍ରାସିଲିଆ,୧୯ା୮: କରୋନା ମହାମାରୀ ଯୋଗୁ ଅଧିକାଂଶ ଅଫିସ୍‌ ବନ୍ଦ ରହିଛି। ତେବେ ବନ୍ଦ ଥିବା ଅଫିସଗୁଡ଼ିକର କାର୍ଯ୍ୟ ପ୍ରାୟତଃ ଅନ୍‌ଲାଇନରେ କରାଯାଉଛି। ସମସ୍ତ ବୈଠକ ବା ସଭା ଅନ୍‌ଲାଇନ୍‌ ଭିଡିଓ କଲ୍‌ ମାଧ୍ୟମରେ କରାଯାଉଛି। ଏଭଳି ପରିସ୍ଥିତିରେ ଅନେକ ଲୋକ...

ଜଳନ୍ତା ଜୁଇ ଭାସିଗଲା ବନ୍ୟାଜଳରେ

ଡେରାଡୁନ୍‌, ୧୯।୮: ଉତ୍ତରାଖଣ୍ଡରେ ଲଗାତାର ବର୍ଷା ଲାଗି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନଈପଠାରେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରାଯାଉଥିବାବେଳେ ହଠାତ୍‌ ନଦୀରେ ବନ୍ୟାଜଳ ଆସିଥିଲା। ବନ୍ୟା ଜଳରେ ଜଳନ୍ତା...

ଆସିଗଲା ମୁହଁରେ ମାସ୍କ ପିନ୍ଧାଇବା ମେଶିନ: ଭିଡିଓ ଶେୟାରକଲେ ଏହି ଖେଳାଳି

ଓ୍ବାଶିଂଟନ୍‌, ୧୯।୮: କରୋନା ସୟରେ ଲୋକେ ଘରେବସି ନୂଆ ନୂଆ ଜିନିଷ ବାହାର କରିବାରେ ଲାଗିଛନ୍ତି। ସେହିପରି ଏବେ ଜଣେ ବ୍ୟକ୍ତି ମାସ୍କ ପିନ୍ଧାଇବା ପାଇଁ ଏକ ମେଶିନ ତିଆରି କରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ...

ବାଘୁଣୀ କୁଡ଼ିଆ ଘରେ ଶାବକଙ୍କୁ ଦେଲା ଜନ୍ମ

ନାସିକ, ୧୯।୮: ମହାରାଷ୍ଟ୍ରର ନାସିକରେ ଏକ ନିଆରା ଘଟଣା ଘଟିଛି। ଏଠାରେ କୁଡ଼ିଆ ଘରେ ଏକ ଚିତାବାଘୁଣୀ ୪ ଶାବକଙ୍କୁ ଜନ୍ମ ଦେଇଛି। ଚିତାବାଘୁଣୀ ସ୍ଥାନୀୟ ଇଗତପୁରୀ ଅଞ୍ଚଳରେ ଏକ ପରିତ୍ୟକ୍ତ କୁଡ଼ିଆ ଘରେ ଶାବକଙ୍କୁ ଜନ୍ମ ଦେଇଥିବା ଫରେଷ୍ଟ...

ପ୍ରଶଂସା ସାଉଁଟୁଛି ଷ୍ଟେଶନ ସୌନ୍ଦର୍ଯ୍ୟକରଣ

ତିରୁର୍‌(କେରଳ): କରୋନା ପରିସ୍ଥିତିରେ ପର୍ଯ୍ୟଟକଙ୍କ ଆସିବା ବନ୍ଦ ହୋଇଛି। ଏହା ଦେଶର ପର୍ଯ୍ୟଟନକୁ ଗୁରୁତରଭାବେ ପ୍ରଭାବିତ କରିଛି। ତେବେ ଭାରତୀୟ ରେଲଓ୍ବେ ପକ୍ଷରୁ ଏବେ ବିଭିନ୍ନ ରେଳଷ୍ଟେଶନର ସୌନ୍ଦର୍ଯ୍ୟକରଣ କରାଯାଉଛି। ଏହା ଅନେକ ଲୋକଙ୍କୁ ବିମୋହିତ କରିଛି। ସଦର୍ନ ରେଲଓ୍ବେ...

ବିଶ୍ୱ ମାନବୀୟ ଦିବସ: ବିପର୍ଯ୍ୟୟରେ ଆଶାର କିରଣ

୨୦୦୩ ଅଗଷ୍ଟ ୧୯ରେ ଇରାକ ବାଗଦାଦସ୍ଥିତ ଜାତିସଂଘ ମୁଖ୍ୟାଳୟରେ ବୋମାମାଡ଼ ଯୋଗୁ ଇରାକରେ ଜାତିସଂଘର ମୁଖ୍ୟ ହ୍ୟୁମାନିଟାରିଆନ ବା ମାନବୀୟ କର୍ମୀ ସର୍ଜିୟୋ ବିଏରା ଡି ମିଲୋଙ୍କ ସମେତ ୨୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏଣୁ ଏହି ଦିନଟିକୁ...

ପେସା ଡାକ୍ତର, ନିଶା ଫଟୋଗ୍ରାଫି

ଫଟୋଗ୍ରାଫି। ଏଭଳି ଏକ କଳା ଯେଉଁଥିରେ ରହିଥାଏ ଆବେଗ, ଉତ୍କଣ୍ଠା, କୌତୂହଳ ଓ ସୃଜନଶୀଳତା। ହଜାରେ ଶବ୍ଦ ବ୍ୟବହାର କରି ଯେଉଁ କଥା କହି ହୁଏ ନାହିଁ, ତାହା ଗୋଟିଏ ଫଟୋ ଅତି ସହଜରେ ବର୍ଣ୍ଣନା କରିପାରେ। ସେଥିପାଇଁ କଥାରେ...

ଖେଳ ଦେଖାଉଥିବାବେଳେ କେଳାକୁ ଦଂଶିଲା ନାଗ

ବୋକାରୋ, ୧୮।୮: ଝାଡ଼ଖଣ୍ଡର ବୋକାରୋ ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଖେଳ ଦେଖାଉଥିବାବେଳେ ନାଗ ସାପ ଦଂଶିବାରୁ ଜଣେ କେଳାର ମୃତ୍ୟୁ ହୋଇଛି। ଜିଲାର ବଗଦା ଗ୍ରାମରେ ଏହି ଘଟଣା ଘଟିଛି। ଟେକ୍‌ଲାଲ ଡୋମ ନାମକ ଜଣେ...

ହସ୍ପିଟାଲ ଆଇସିୟୁରେ ଥିବା କରୋନା ସଂକ୍ରମିତ ପ୍ରେମିକଙ୍କୁ ବିବାହ କଲେ ଏହି ଯୁବତୀ, କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣକୁ ନେଇ ବିଶ୍ୱବାସୀ ଚିନ୍ତାରେ। ଏବେ ପର୍ଯ୍ୟନ୍ତ କରାଯାଇଥିବା ଆକଳନ ଅନୁଯାୟୀ ୨.୧୮ କୋଟିରୁ ଅଧିକ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି। ଏପରିକି ୭.୭୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। ଘାତକ ମହାମାରୀ ଯୋଗୁ ଅନେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri