ଫୁରସତ

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକେ କହିଛନ୍ତି।୧୯୧୨ ଅଗଷ୍ଟ ୨୬ରେ ଟିନିସ୍‌ଉଡ୍‌ଙ୍କ ଜନ୍ମ। ସେ ତାଙ୍କ ଜୀବନକାଳରେ…

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ ଏପରି କିଛି ହରିଣ ପ୍ରଜାତି ରହିଛି, ଯେଉଁମାନଙ୍କ ବିଭିନ୍ନ ବୈଶିଷ୍ଟ୍ୟ ଖୁବ୍‌ ଅଦ୍ଭୁତ ଏବଂ…

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ ସହ ସମ୍ପର୍କ ମଧ୍ୟରେ ସମନ୍ବୟ ରଖିବାକୁ ପ୍ରତି ସପ୍ତାହରେ ୧୮ ହଜାର କି.ମି. ଯାତ୍ରା…

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ କରାଯାଇଥିବା ପିୟର୍ସିଂ ଅନେକ ସମୟରେ ଚିରି ବଡ଼ ହେଇଯାଏ। କାରଣ କାନର ବାହ୍ୟଅଂଶ କାର୍ଟିଲେଗ…

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା ହେଉଛି ଏହା ସତସତିକା ଏକ ବିରାଟକାୟ କୁକୁଡ଼ା ନୁହେଁ, ବରଂ ଏକ ହୋଟେଲ। ଏହି…

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ ଦେଶ ଅଛି ଯେଉଁଠି ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ଲୋକେ ତାଳି ମାରନ୍ତି। ଏହି ନିଆରା…

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ କରନ୍ତି। ତେବେ ଜାଣନ୍ତି କି ଏଭଳି କାହିଁକି କରାଯାଏ? ଜାଣନ୍ତୁ ସେ ସମ୍ପର୍କରେ.. ଚଳଚ୍ଚିତ୍ରରେ…

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ ହୋଇଥାଏ, ତେବେ ତା’ର ପୁଲକ କହିଲେ ନ ସରେ। ଏକ ମଧ୍ୟବିତ୍ତ ପରିବାରରେ ମୋର…

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ ତାଙ୍କର ଚିକିତ୍ସା କରାଇବା ପାଇଁ ବରେଲିର ମହାରାଣା ପ୍ରତାପ ଜିଲା ଚିକିତ୍ସାଳୟରେ ପହଞ୍ଚିଥିଲେ। ପେଟର…

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ ହୋଇଗଲାଣି। ସେଥିପାଇଁ ଅନେକେ ଅଜବ ଅଜବ ସାଥୀ ବାଛୁଛନ୍ତି। ଯେମିତି କି କିଏ ତକିଆକୁ…

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ ଘଟଣା ବିଷୟରେ କହିବାକୁ ଯାଉଛୁ ଯାହା ୫୦୦ ବର୍ଷରୁ ଅଧିକ ପୁରୁଣା ଏବଂ ଯେତେବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri