ଫୁରସତ

ପତଳା ଅଣ୍ଟା ପାଇଁ ବେଶ୍‌ ଚର୍ଚ୍ଚାରେ ଏହି ମହିଳା

ନାରୀର ତନୁପାତଳି ଅଣ୍ଟା ସମସ୍ତଙ୍କୁ ଆକର୍ଷିତ କରେ। ସେଇଥିପାଇଁ ତ ଏମିତି ଅଣ୍ଟା ପାଇବା ଲାଗି ଅନେକେ ଜିମ୍‌ ଯାଆନ୍ତି, ବିଭିନ୍ନ ବ୍ୟାୟାମ କରନ୍ତି। ନିକଟରେ ଜଣେ ମହିଳା ସୋସିଆଲ ମିଡିଆରେ ନିଜର ପତଳା ଅଣ୍ଟା ପାଇଁ ବେଶ୍‌ ଚର୍ଚ୍ଚାରେ ଅଛନ୍ତି।…

ଶରୀର ବାହାରେ ପେଟ

କ୍ୟାମ୍ବ୍ରିଜ୍‌ରେ ରହୁଥିବା କୁନି ଝିଅ ଲୌରେଲ୍‌ ଜନ୍ମରୁ ହିଁ ଚର୍ଚ୍ଚାରେ ଅଛନ୍ତି। ଚର୍ଚ୍ଚାର କାରଣ ହେଉଛି ତାଙ୍କ ଅଜବ ଶରୀର। ଜାଣି ଆଶ୍ଚର୍ଯ୍ୟ ହେବେ ଲୌରେଲ୍‌ ଜନ୍ମ ହେବା ପରେ ଦେଖିବାକୁ ମିଳିଲା ଯେ, ତାଙ୍କ ପେଟ, ଯକୃତ ଓ ଅନ୍ତନଳୀ…

ଶିକ୍ଷା ପାଇଁ ତ୍ୟାଗ

ଗୁରୁଙ୍କୁ ସବୁବେଳେ ଉଚ୍ଚ ଆସନ ଦିଆଯାଇଛି। ଈଶ୍ୱର ଗୁରୁଙ୍କୁ ସୃଷ୍ଟି କରନ୍ତି। ମାତ୍ର ଗୁରୁ ହିଁ ଈଶ୍ୱରଙ୍କୁ ଈଶ୍ୱର ବୋଲି ଚିହ୍ନେଇଥାନ୍ତି। ଆମ ମହାଭାରତୀୟ ସଂସ୍କୃତିରେ ଗୁରୁଙ୍କୁ ଈଶ୍ୱର ନ ହେଲେ ଈଶ୍ୱରଙ୍କଠୁ ବଡ଼ ଆସନ ଦିଆଯାଇଛି। ସେଥିଲାଗି କୁହାଯାଇଛି- ଗୁରୁଙ୍କୁ…

ରବିବାର ହେଲେ ଖୋଜାପଡ଼େ ‘ରୟାଲ କ୍ଲବ’

ଦୁନିଆରେ ବିଭିନ୍ନ ଶ୍ରେଣୀର ଲୋକ ଅଛନ୍ତି। କାହାକୁ ପ୍ରତିଦିନ ମିଳୁଛି ସ୍ବାଦିଷ୍ଟ ବ୍ୟଞ୍ଜନର ସମ୍ଭାର ତ ଆଉ କାହା ପାଇଁ ଦିନକୁ ଦୁଇଓଳି ଦୁଇମୁଠା ପେଟପୁରା ଖାଦ୍ୟ ବି ସ୍ବପ୍ନ। ଆଉ ଏମିତି ବି ଅନେକ ଦିନଦୁଃଖି ଅଛନ୍ତି ଯିଏ ଅନାହାରରେ…

ଏହି ଦେଶରେ ଟିଭି ଦେଖିବା ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି

ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍‌ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ। ବ୍ୟାଙ୍କରୁ…

ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍‌କ୍ରିପ୍‌ସନ୍‌ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ କ୍ଷେତ୍ରରେ।…

ଗୋଟିଏ ଗୋଡ ନ ଥାଇ ଏହି ଯୁବକ ଖେଳୁଛନ୍ତି ବାସ୍କେଟ ବଲ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ଜଣେ ଯୁବକଙ୍କ ଗୋଟିଏ ଗୋଡ ନ ଥାଇ ମଧ୍ୟ ସେ ବାସ୍କେଟ ବଲ ଖେଳୁଥିବା ଭିଡିଓ ବର୍ତ୍ତମାନ ସୋସିଆଲ…

ଅନୁଷ୍କାଙ୍କ ପରେ ଏବେ ପିସିଙ୍କ ପାଳି ! ଏହି ଡ୍ରେସ୍‌କୁ କୁହାଯାଉଛି ‘ଚମତ୍କାରୀ’

ବମ୍ବେ: ନିକଟରେ ମାତାପିତା ହେବାକୁ ଯାଉଥିବା ନେଇ ଘୋଷଣା କରିଛନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲୀ ଏବଂ ପତ୍ନୀ ଅନୁଷ୍କା ଶର୍ମା। ଇନ୍‌ଷ୍ଟ୍ରାଗ୍ରାମରେ ଫଟୋ ଶେୟାର କରି ବିରାଟ ଏହା ଜଣାଇଥିଲେ। ଫଟୋରେ ଅନୁଷ୍କା ଏକ କଳାରଙ୍ଗର ପୋଲ୍କା ଡଟ୍ସ ଥିବା…

ଗାଈକୁ ବାଡ଼ାଉଥିଲେ ବ୍ୟକ୍ତି: ବାଛୁରୀ ଦେଲା ପାନେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତି ଗାଈ ପହ୍ଲଙ୍କୁ ଘଉଡ଼ାଉଛନ୍ତି। ପରେ…

ଆକ୍ୱାଗାର୍ଡ ଟ୍ୟାପ ଅନ୍‌ କରି ଏମିତି ପାଣି ପିଉଛି ବିଲେଇ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଶାଢ଼ି ପିନ୍ଧି ଯୁବତୀ କଲେ ଏଭଳି ଷ୍ଟଣ୍ଟ୍‌‌…

ନୂଆଦିଲ୍ଲୀ, ୨୯।୮: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ଯୁବତୀ ଶାଢ଼ି ପିନ୍ଧି ଷ୍ଟଣ୍ଟ୍‌ କରୁଥିତ୍ବାର ଦେଖିବାକୁ ମିଳୁଛି। ସାଙ୍ଗରେ ଜଣେ ପୁରୁଷ ବନ୍ଧୁ କୋର୍ଟ ପିନ୍ଧି ଯୁବତୀଙ୍କ ସହିତ ସମାନ ଷ୍ଟଣ୍ଟ୍‌…

ଏମିତି ଗାଁ ଯେଉଁଠାରେ ଆଜି ବି ମୋବାଇଲ ନେଟଓ୍ବର୍କ ନାହିଁ

ଜୟପୁର,୨୯।୮: ଦେଶରେ ଡିଜିଟାଲ ଇଣ୍ଡିଆ, ଆତ୍ୟାଧୁନିକ ଜ୍ଞାନ କୌଶଳ, ନୂଆ ନୂଆ ଟେକ୍ନୋଲୋଜି ଓ ଆତ୍ମନିର୍ଭରଶୀଳ କଥା ନେଇ ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଆଜି ବି ଏମିତି କିଛି ଗାଁ ଅଛି ଯେଉଁଠି ଟେକ୍ନୋଲୋଜିର କୌଣସି ଗନ୍ଧବାସ ନାହିଁ। ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?