ଫୁରସତ

୨ଥର ଫେଲ୍‌ ହୋଇଥିବା ଛାତ୍ର ଛିଡାକଲେ କୋଟି କୋଟି ଟଙ୍କାର ଏହି କମ୍ପାନୀ: ଜାଣନ୍ତୁ …..

ଜୋମାଟୋ, ଦେଶର ସର୍ବୋଚ୍ଚ ଅନ୍‌ଲାଇନ୍‌ ଖାଦ୍ୟ ବିତରଣ କମ୍ପାନୀ ମଧ୍ୟରୁ ଅନ୍ୟତମ। ପ୍ରତିଦିନ ହଜାର ହଜାର ସଂଖ୍ୟାର ଲୋକ ଏହି ସାଇଟ୍‌ରୁ ଖାଦ୍ୟ ଅର୍ଡର କରିଥାନ୍ତି। କମ୍ପାନୀର ମାଲିକ ଦୀପିନ୍ଦର ଗୋୟଲ ନିଜ ବନ୍ଧୁଙ୍କ ସହ ମିଶି ୨୦୦୮ ମସିହାରେ...

ଏହି ପକ୍ଷୀ ପ୍ରତି ମିନିଟରେ ୧୨୦୦ ଥର ହାଣିଥାଏ ଗଛ: ଜାଣନ୍ତୁ କିପରି

ସାଧାରଣତଃ ପଶୁପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ ଅନେକ ଗୁଡିଏ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ପକ୍ଷୀର ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ କାଠହଣା ଚଢ଼େଇଟି ତାର ଥଣ୍ଟ ସାହାଯ୍ୟରେ ଏକ ଗଛରେ ଗାତ କରୁଛି। ଏହି...

ଚାଇନା ସାମଗ୍ରୀ ବ୍ୟବହାର କରି ଗଲଓ୍ବାନ ସହିଦଙ୍କୁ ନିଆରା ଶ୍ରଦ୍ଧାଞ୍ଜଳି ଦେଲେ ଏହି ଯୁବକ, କରାଯାଉଛି ପ୍ରଶଂସା..

ଗୋଟିଏ ଦିନ ପରେ ସ୍ବାଧୀନତା ଦିବସ। ଏହି ସ୍ବତନ୍ତ୍ର ଦିବସ ପାଳନ କରିବା ପାଇଁ ଆସାମରେ ରହୁଥିବା ୨୦ବର୍ଷୀୟ ରାହୁଲ ପାରିକ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ଗଲଓ୍ବାନ୍‌ ଘାଟି ଚାଇନା ସେନା ସହ ମୁହାଁମୁହିଁ ହେବା ଯୋଗୁ...

ବତକକୁ ବ୍ୟକ୍ତି ଶିଖାଉଥିଲେ ପହଁରା; ସବୁ ବସିଗଲେ ତାଙ୍କ ପିଠିରେ, ଆଉ ତାପରେ

ବତକ ଓ ମଣିଷକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓକୁ ଦେଖିଲେ ଆପଣଙ୍କର ମଧ୍ୟ ହସ ନିୟନ୍ତ୍ରଣ ହେବ ନାହିଁ। ଏହି ଭିଡିଓରେ ବ୍ୟକ୍ତି ଜଣକ ବତକଗୁଡିକୁ ପହଁରା ଶିଖାଉଛନ୍ତି। ଏହି ସମୟରେ ସେ...

ଏଥିପାଇଁ ଖାସ୍‌ ରହିବ ସ୍ବାଧୀନତା ଦିବସ: ଅଗଷ୍ଟ ୧୫ରେ ନିଆଗ୍ରା ଫଲ୍ସରେ ପ୍ରଥମ ଥର ପାଇଁ ଉଡିବ ତ୍ରିରଙ୍ଗା, ଆଉ..

ଟୋରୋଣ୍ଟୋ,୧୪।୮: ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ବିଶ୍ୱ ପ୍ରସିଦ୍ଧ ନିଆଗ୍ରା ଫଲ୍ସରେ ପ୍ରଥମ ଥର ପାଇଁ ଭାରତୀୟ ତ୍ରୀରଙ୍ଗା ଉଡିବ। ସ୍ବାଧୀନତାର ଏହି ମୂହୁର୍ତ୍ତକୁ ଆହୁରି ସ୍ମରଣୀୟ କରିବାକୁ ଯାଇ ଦୁନିଆର ଏହି ସବୁଠାରୁ ସୁନ୍ଦର ଜଳପ୍ରପାତରେ ପତାକା...

ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ନିଜ ଯା’ଙ୍କଠାରୁ ଧନୀ: ପରିବାରର ଏହି ୨ ବୋହୂଙ୍କ ବିଷୟରେ ଜାଣନ୍ତୁ …

ଅମ୍ବାନୀ ପରିବାର ନିଜର ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏହି ପରିବାର ୨ ବୋହୂ ନୀତା ଏବଂ ଟୀନା ଅମ୍ବାନୀ ପରସ୍ପରଠାରୁ ସମ୍ପୂର୍ଣ୍ଣ ଭିନ୍ନ। ନୀତା ସବୁବେଳେ ଲାଇମ୍‌ଲାଇଟ୍‌ରେ ରହିବାକୁ ପସନ୍ଦ କରୁଥିବା ବେଳେ ଟୀନା ଏହାଠାରୁ ବହୁ...

ଅଗଷ୍ଟ ୧୪ର ଇତିହାସ: ଆଜିର ଦିନରେ ଦୁଇଭାଗ ହୋଇଥିଲା ଦେଶ; ଲୁହରେ ଭିଜିଥିଲା ଭାରତ ମା’ର ପଣତ

ଭାରତ ଇତିହାସରେ ଅଗଷ୍ଟ ୧୪ ତାରିଖକୁ ଲୁହରେ ଲେଖାଯାଇଛି। କାରଣ ଏହି ଦିନ ଦେଶ ବିଭାଜିତ ହୋଇଥିଲା। ୧୯୪୭ ଅଗଷ୍ଟ ୧୪ରେ ପାକିସ୍ତାନ ଏବଂ ୧୯୪୭ ଅଗଷ୍ଟ ୧୫ରେ ଭାରତ ଏକ ପୃଥକ ରାଷ୍ଟ୍ର ଘୋଷିତ ହୋଇଥିଲା। ଏହା କେବଳ...

ଜାଣନ୍ତି ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତ ସମୟରେ ଆକାଶ କାହିଁକି ଦିଶିଥାଏ ଲାଲ୍‌

ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁଥିବା ସୂର୍ଯ୍ୟଙ୍କ ରଙ୍ଗ ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତ ସମୟରେ ବଦଳି ଯାଇଥାଏ। ଏହି ସମୟରେ ଆକାଶ କମଳା, ଗାଢ୍‌ ଲାଲ କିମ୍ବା ବାଇଗଣୀ ରଙ୍ଗରେ ପରିଣତ ହୋଇଥାଏ। ଏହା ବହୁତ ସୁନ୍ଦର ଏବଂ ମନଲୋଭା ଦିଶିଥାଏ।...

ଏହା ବିଶ୍ୱର ସବୁଠାରୁ ବଡ଼ ସାପ: ଲମ୍ବ ୪୨ ଫୁଟ, କୁମ୍ଭୀରକୁ ଖାଇ ସହଜରେ ହଜମ କରିଦିଏ

ଦୁନିଆରେ ଅନେକ ପ୍ରକାରର ପଶୁ ରହିଛନ୍ତି। ସେଥିମଧ୍ୟରୁ ଆମେ କେତେକଙ୍କ ବିଷୟରେ ଜାଣିଥିବା ବେଳେ ଆଉ କେତେକକୁ ବହିରେ ପଢ଼ିଛୁ। ଅନେକ ପ୍ରଜାତିର ପଶୁଙ୍କ ଉପରେ ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ଡାଇନୋସରକୁ କେହି ଦେଖି ନାହାନ୍ତି, ମାତ୍ର ଏହାର ଜୀବାଶ୍ମ...

ଏହି ଯୁବକଙ୍କୁ ବିବାହ କରିବାକୁ ପାଗଳପ୍ରାୟ ଝିଅମାନେ; ଆସୁଛି ଅନେକ ପ୍ରସ୍ତାବ, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ଡିଜିଟାଲ ସମୟ। ଏହି ସମୟରେ ପୁସ୍ତକ ଯେମିତି ଫ୍ୟାଶନ ପାଲଟିଯାଇଛି। ପୁସ୍ତକ ସହ ଅନେକ ଲୋକ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଆମେ ଦେଖିଛୁ। ହେଲେ ଦୃଦୟରୁ ପୁସ୍ତକୁ ଭଲ ପାଉଥିବା ଲୋକ ଖୁବ୍‌ କମ୍‌।...

ବାଂଲାଦେଶ ସୀମାରୁ ଭାରତୀୟ ଯବାନଙ୍କୁ ମିଳିଲା ଏହି ଦୁର୍ଲଭ ପକ୍ଷୀ, ଦାମ୍‌ ଜାଣିଲେ ହେବେ ଚକିତ

ବାଂଲାଦେଶ ସୀମାରେ ନିୟୋଜିତ ଥିବା ବିଏସ୍‌ଏଫ୍‌ ଯବାନଙ୍କୁ ଏକ ଦୁର୍ଲଭ ପକ୍ଷୀ ମିଳିଛି, ଯାହାର ଦାମ୍‌ ୧୫ ଲକ୍ଷ ଟଙ୍କା। କଥାଟି ବିଶ୍ୱାସଯୋଗ୍ୟ ନ ହେଲେ ମଧ୍ୟ ସତ। ପକ୍ଷୀଟି ବେଲିଜର ରାଷ୍ଟ୍ରୀୟ ପକ୍ଷୀ ବୋଲି ଜଣାପଡ଼ିଛି। ଅଗଷ୍ଟ ୧୩ରେ...

୨ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ ପରେ ବଧୂ ବେଶରେ ସଜେଇ ହେଲା ଏହି ପୋଲିସ ଷ୍ଟେଶନ, ଜାଣନ୍ତୁ କାହିଁକି

ମୁମ୍ବାଇ,୧୪ା୮: ବର୍ଷକ ତଳେ ମହାରାଷ୍ଟ୍ରର ବୁଲଧାନାରେ ଏକ ଗଣବଳାତ୍କାର ହୋଇଥିଲା। ଗୁରୁବାର ବୁଲଧାନାର ସ୍ବତନ୍ତ୍ର ଜିଲା ଏବଂ ଅଧିବେଶନ କୋର୍ଟ ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ପରେ, ଚିଖାଲି ପୋଲିସ ଷ୍ଟେଶନର କର୍ମଚାରୀମାନେ ପୂରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri