ଫୁରସତ

ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ବିବାହ କରିବାକୁ ୩୦୦ କିମି ଯାତ୍ରା କରି ପହଞ୍ଚିଲେ ଏହି ଯୁବତୀ: ଏବେ ବଡ଼ଭାଇଙ୍କୁ ବିବାହ କରିବେ ବୋଲି ଦେଇଛନ୍ତି ଧାରଣା

କାନପୁର,୨୯।୮: ଉତ୍ତରପ୍ରଦେଶର କାନପୁରରେ ଏକ ନିଆରା ପ୍ରେମକାହାଣୀ ଦେଖିବାକୁ ମିଳିଛି। ଜଣେ ଯୁବତୀ ନିଜର ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ଭେଟିବା ପାଇଁ ୩୦୦ କିମି ଯାତ୍ରା କରି ତାଙ୍କ ଘରେ ପହଞ୍ଚିଥିଲେ। ହେଲେ ସେଠାରେ ପହଞ୍ଚିବା ପରେ ଯୁବତୀଙ୍କଠାରୁ ପ୍ରେମିକ ୫ବର୍ଷ ସାନ…

ମଣିଷ ମନର କଥା ଏବେ ସହଜରେ ଜାଣିହେବ: ରହିବନି କିଛି ଲୁଚାଛପା…

ଓ୍ବାଶିଂଟନ, ୨୯।୮: ଏଣିକି ମଣିଷର ମସ୍ତିଷ୍କ ପଢ଼ିହେବ। ମଣିଷ ଯାହା ଚିନ୍ତା କରୁଛି ତାହା ଏବେ ସହଜରେ ଜାଣି ହେବ। ଏଲନ୍‌ ମସ୍କ୍‌ଙ୍କ କମ୍ପାନୀ ନ୍ୟୁରୋଲିଙ୍କ୍‌ ପକ୍ଷରୁ ଗତ କିଛି ବର୍ଷ ଧରି ଏନେଇ ନାନା ପରୀକ୍ଷା ନିରୀକ୍ଷା ଜାରି ରହିଥିଲା।…

ରାଜରାସ୍ତାରେ ପରୀକ୍ଷଣ ହେଲା ଉଡ଼ନ୍ତା କାର

ଟୋକିଓ, ୨୯।୮: ଗତ ୧୦ ବର୍ଷ ଧରି ଜାରି ରହିଥିବା ପରୀକ୍ଷାର ଅନ୍ତ ଘଟିଛି। ରାଜରାସ୍ତାରେ ଉଡ଼ନ୍ତା କାରର ପରୀକ୍ଷା ଏବେ ଶେଷ ହୋଇଛି। ଜାପାନର ସ୍କାଏ ଡ୍ରାଇଭ୍‌ ଇଣ୍ଟରନ୍ୟାଶନାଲ୍‌ କମ୍ପାନୀ ପକ୍ଷରୁ ଉଡ଼ନ୍ତା କାର ପରୀକ୍ଷା ସଫଳତାର ସହିତ କରାଯାଇଛି।…

ଘରେ ବସି ମାସକୁ ଦରମା ଲକ୍ଷେ: ୩ ବର୍ଷରେ ମିଳିବ ୩୮ ଲକ୍ଷ

ବର୍ଲିନ୍‌, ୨୯।୮: କରୋନା ମହାମାରୀ ସମୟରେ ପୁଣି ଘରେ ବସି ମାସକୁ ଲକ୍ଷେ ଟଙ୍କା ଦରମା ମିଳିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ଜର୍ମାନୀରେ ଏକ ଦାତବ୍ୟ ଅନୁଷ୍ଠାନ ମାଇନ୍‌ ଗ୍ରୁଣ୍ଡ୍‌ଆଇନ୍‌କମନ୍‌ (ମାଇଁ ବେସିକ୍‌…

ଦୁର୍ଘଟଣା ରୋକିବା ପାଇଁ ନିଜର ଲାଲ୍‌ ଅନ୍ତର୍ବସ୍ତ୍ର ଧରି ଟ୍ରେନ୍‌ ଲାଇନ୍‌ରେ ଦୌଡ଼ିଲେ ଯୁବକ

ଲକ୍ଷ୍ନୌ , ୨୯।୮: ଟ୍ରେନ୍‌ ଦୁର୍ଘଟଣା ରୋକିବା ପାଇଁ ଉତ୍ତରପ୍ରଦେଶ ମୋରାଦାବାଦ୍‌ ଜିଲାରେ ଜଣେ ଯୁବକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ଯୁବକଙ୍କ ଉପସ୍ଥିତ ବୃଦ୍ଧି ଯୋଗୁ ଏକ ବଡ଼ ଧରଣର ଦୁର୍ଘଟଣା ଦୂର ହୋଇପାରିଛି। କଟଘର ଥାନା ଅଞ୍ଚଳରେ ଥିବା…

ରାଜଧାନୀରେ ବିନା ଦରମାରେ ୩୨ ବର୍ଷ ହେବ କାମ କରିଆସୁଛନ୍ତି ବୃଦ୍ଧ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୯।୮: ରାଜଧାନୀ ଦିଲ୍ଲୀର ସିଲମପୁର ଲାଲବତି ଛକରେ ଜଣେ ବୃଦ୍ଧ ଟ୍ରାଫିକ ପୋଲିସ ୟୁନିଫର୍ମ ପିଦ୍ଧି ଟ୍ରାଫିକ ସିଷ୍ଟମ ଚଲାଉଥିବା ଦେଖିବାକୁ ମିଳୁଛି। ଦୀର୍ଘ ୩୨ ବର୍ଷ ହେବ ସେ ଏହି କାର୍ଯ୍ୟ କରିଆସୁଛନ୍ତି। ସକାଳ ୯ଟାରୁ ରାତି ୧୦ଟା…

ବଉଳ ସାଙ୍ଗରେ ବାହାଘର: ୨ ଯୁବତୀଙ୍କ ନିଆରା ପ୍ରେମ ବିବାହ

ଅଯୋଧ୍ୟା, ୨୯।୮: କଥାରେ ଅଛି ପ୍ରେମ ବାଧାବନ୍ଧନ ମାନେ ନାହିଁ। ଏହାର ସଦ୍ୟତମ ଉଦାହରଣ ଅଯୋଧ୍ୟାରେ ଦେଖିବାକୁ ମିଳିଛି। ଏଠାରେ ୨ ଜଣ ଯୁବତୀଙ୍କ ମଧ୍ୟରେ ଗଢ଼ିଉଠିଥିବା ପ୍ରେମ ସମ୍ପର୍କ ଶେଷରେ ବିବାହରେ ପରିଣତ ହୋଇଛି। କାନପୁରରେ ରହୁଥିବା ଜଣେ ଯୁବତୀ…

ଦରଦୀ ମଣିଷ ଧ୍ୟାନଚାନ୍ଦ

ଅପୂର୍ବ କ୍ରୀଡ଼ା ଦକ୍ଷତା ସହ ଦୟା, ପରୋପକାର ଏବଂ ସହୃଦୟତା ଆଦି ଅନେକ ଗୁଣ ଧ୍ୟାନଚାନ୍ଦଙ୍କଠାରେ ଭରି ରହିଥିଲା। ନିଜର ସରଳ ନିଷ୍କପଟତା ଏବଂ ସତ୍ୟବାଦିତା ଗୁଣ ଯୋଗୁ ସାମାଜିକ ଜୀବନରେ ଅନେକବାର ସେ ପ୍ରତାରିତ ହୋଇଥିଲେ ହେଁ ନିଜ ଜୀବନାଦର୍ଶରୁ…

ଉତ୍‌ଥାନ ପଥରେ ଭାରତୀୟ ହକି

ଉତ୍ତମ ସାଙ୍ଗଠନିକ ଦକ୍ଷତାର ବିନିଯୋଗ, ନିରପେକ୍ଷ ଖେଳାଳି ଚୟନ, ବିଶ୍ୱ ହକିର ପ୍ରତିଷ୍ଠିତ ପ୍ରଶିକ୍ଷକ ନିଯୁକ୍ତି ଏବଂ ଏକାଧିକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଏବଂ ପ୍ରୋ ଲିଗ୍‌ ସହ ନିଜସ୍ବ ହକି ଇଣ୍ଡିଆ ଲିଗ୍‌ର ଆୟୋଜନ ଭଳି ସକାରାତ୍ମକ ପଦକ୍ଷେପ ଭାରତୀୟ ହକିର…

୫ଷ୍ଟାର ହୋଟେଲରୁ କିଛି କମ୍‌ ନୁହେଁ: ଜିମ୍‌, ସ୍ପା ସହିତ ଏଭଳି ସୁବିଧା ରହିଛି ଏହି ଟ୍ରେନ୍‌ରେ

ବିଳାସପୂର୍ଣ୍ଣ ଟ୍ରେନ୍‌ର ନାଁ ଆସିଲେ ପ୍ରଥମେ ମନରେ ଦୁରନ୍ତୋ, ଶତାବ୍ଦି ଓ ରାଜଧାନୀ ଟ୍ରେନ୍‌ର ନାଁ ମନକୁ ଆସିଥାଏ। କିନ୍ତୁ ଏଭଳି ଏକ ଭାରତୀୟ ଟ୍ରେନ୍‌ର ନା ଶୁଣିଛନ୍ତି, ଯେଉଁଠାରେ ୫ଷ୍ଟାର ହୋଟେଲ ଭଳି ସମସ୍ତ ସୁବିଧା ମିଳିଥାଏ। ହେଲେ ଏହାର…

୯ ମାସ ଗର୍ଭବତୀ ରହି ପ୍ଲାଷ୍ଟିକ ଶିଶୁକୁ ଜନ୍ମ ଦେଉଛନ୍ତି ଏହି ମହିଳା ! ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ମା’ ହେବାର ଅନୁଭବ ପ୍ରତ୍ୟେକ ମହିଳାଙ୍କ ପାଇଁ ଅତ୍ୟନ୍ତ ଖାସ୍‌। ଯେତେବେଳେ ସେ ନିଜ ଶିଶୁକୁ ୯ ମାସ ପର୍ଯ୍ୟନ୍ତ ଗର୍ଭରେ ରଖିଥାନ୍ତି, ସେହି ସମୟରେ ସେମାନଙ୍କ ଖୁସି କହିଲେ ନ ସରେ। ହେଲେ ୨୫ ବର୍ଷୀୟା କ୍ୟାଥରିନ୍‌ ବାର୍ନେସ ତାଙ୍କର…

ମୁକେଶ ଅମ୍ବାନୀଙ୍କ ଶାଳୀ ସଚିନ୍‌ଙ୍କ ଠାରୁ ଶାହାରୁଖ୍‌ଙ୍କ ପିଲାଙ୍କୁ ପଢ଼ାଇ ସାରିଛନ୍ତି ପାଠ: ଜାଣନ୍ତୁ…

ଭାରତର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ। ମୁକେଶଙ୍କ ସ୍ତ୍ରୀ ନୀତା ଅମ୍ବାନୀ ନିଜ କାମ ଏବଂ ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?