ମାଉଥ୍ ଓ୍ବାଶ୍ରେ ଗର୍ଗଲିଂ କଲେ ଦୂର ହେବ କରୋନା ସଂକ୍ରମଣ!
ବଜାରରେ ମିଳୁଥିବା ମାଉଥ୍ ଓ୍ବାଶ୍ ଦ୍ୱାରା ଗର୍ଗଲିଂ କଲେ ମୁହଁ ଓ ଗଳାରେ ଥିବା କରୋନା ଭାଇରସ୍ ସଂକ୍ରମଣ କିଛି ମାତ୍ରାରେ ଦୂର ହୋଇଯିବ ବୋଲି ବୈଜ୍ଞାନିକମାନେ ଏକ ଗବେଷଣା ପରେ ଦାବି କରିଛନ୍ତି। ପିଟିଆଇ ରିପୋର୍ଟ ଅନୁଯାୟୀ, ଜର୍ମାନର...
ବଜାରରେ ବିକ୍ରି ହେଉଛି ପିପିଇ କିଟ୍, କ୍ୟାପ, ମାସ୍କ, ଫେସସିଲ୍ଡ ପିନ୍ଧା କୃଷ୍ଣଙ୍କ ମୂର୍ତ୍ତି
ବାରାଣସୀ,୧୧।୮: କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ପାଳନ କରାଯାଉଥିବା ଅନେକ ପର୍ବପର୍ବାଣୀ ତା’ର ଚମକ ହରାଇଛି। ଭାରତଭଳି ଏକ ଧର୍ମନିରପେକ୍ଷ ଦେଶରେ ବି ପ୍ରାୟ ସମସ୍ତ ପର୍ବପର୍ବାଣୀର ରଙ୍ଗ ମଉଳି ଯାଇଛି କହିଲେ ଚଳେ। ଚଳିତ ବର୍ଷ ଅଗଷ୍ଟ୧୧...
୧୦୩ ବର୍ଷରେ ହାତରେ ପ୍ରଥମ ଟାଟୁ କଲେ ଏହି ମହିଳା
୧୦୩ ବର୍ଷୀୟା ଜଣେ ମହିଳା ହାତରେ ଟାଟୁ କରି ଚର୍ଚ୍ଚାକୁ ଆସିଛନ୍ତି। ଆମେରିକାରେ ରହୁଥିବା ଡୋରଥି ପଲକ ନାମକ ଏହି ମହିଳା ଜଣଙ୍କ ହାତରେ ବେଙ୍ଗ ଟାଟୁ କରିଛନ୍ତି। କରୋନା ଯୋଗୁ ସେ ମିଶିଗନସ୍ଥିତ ଏକ ହସ୍ପିଟାଲରେ ଆଇସୋଲେଟ୍ ଥିଲେ।...
ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ
ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶିଯାଇଛି। ଫଳରେ...
ମୂଲ୍ୟବାନ ଜିନିଷ ପରିବର୍ତ୍ତେ ଚୋରି ହେଉଛି ଗୋବର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଚୋରି ବିଷୟରେ ଆମେ ଅନେକ ଖବର ଶୁଣିଛୁ। ଚୋରମାନେ ବିଶେକରି ସୁନା, ରୂପା ଅଳଙ୍କାର ଅବା ମୂଲ୍ୟବାନ ଜିନିଷ ଚୋରିକରି ନେଇଥାନ୍ତି। ତେଣୁ ଏପରି ଜିନିଷକୁ ଲୋକମାନେ ଲୁଚାଇ ରଖିଥାନ୍ତି। ହେଲେ ଛତିଶଗଡ଼ର କୋରିଆ ଜିଲାରୁ ଏକ ଭିନ୍ନ ଜିନିଷ...
ଖୋଲିଲା ସ୍କୁଲ: ଏପରି ପଢ଼ୁଛନ୍ତି ପିଲାମାନେ, ଗୋଟିଏ ବି ଆସୁନି କରୋନା ମାମଲା
ବ୍ୟାଙ୍କକ, ୧୧।୮:କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ଲକ୍ଡାଉନ୍, ଶଟ୍ଡାଉନ୍ ଜାରି କରାଯାଇଛି। ଏହି...
ଖୁଣ୍ଟରେ ଚଢି ବିଦ୍ୟୁତ୍ ତାର ସଜାଡୁଛନ୍ତି ମହିଳା, ଲୋକଙ୍କ ସମାଲୋଚନାର ଶିକାର
କୌଣସି ମହିଳାଙ୍କୁ କେବେ ଖୁଣ୍ଟରେ ଚଢି ବିଦ୍ୟୁତ୍ ତାର ସଜାଡୁଥିବା ଦେଖିଛନ୍ତି କି? ହୁଏତ ଦେଖି ନ ଥିବେ। ମହାରାଷ୍ଟ୍ରରେ ଜଣେ ମହିଳା ଏଭଳି କାମ କରୁଥିବା ଦେଖାଯାଇଛି। ଏବେ ମହିଳାଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ...
ସ୍ତ୍ରୀଙ୍କୁ କରୋନା ହୋଇଥିବା ଶୁଣି ଜୀବନ ହାରିଲେ ସ୍ବାମୀ
ମୁଜାଫରପୁର, ୧୧।୮: ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଶୁଣିବା ପରେ ହାର୍ଟଆଟାର୍କରେ ପ୍ରାଣ ହରାଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରର ଆନନ୍ଦପୁର ଗଙ୍ଗାଲିଆ ଗ୍ରାମରେ। ଗ୍ରାମର ଏକ ଦମ୍ପତି ସାରେୟା ସିଏଚ୍ଜିରେ କରୋନା ପରୀକ୍ଷା କରାଇଥିଲେ।...
ହାତରେ ଗୀତା ଧରି ଦେଶ ପାଇଁ ଫାଶୀ ଖୁଣ୍ଟରେ ଝୁଲିଥିଲେ ଏହି ବିପ୍ଲବୀ
ଯେଉଁ ବୟସରେ ଜଣେ ଯୁବକ ତାଙ୍କ କ୍ୟାରିୟର ଏବଂ ଭବିଷ୍ୟତ ବିଷୟରେ ଚିନ୍ତିତ ଥାନ୍ତି ସେହି ବୟସରେ ଜଣେ ବିପ୍ଳବୀ ବାହାରି ଆସିଥିଲେ ଯିଏ ଦେଶ ପାଇଁ ଜୀବନ ଦେଇଥିଲେ। ମାତ୍ର ୧୮ ବର୍ଷ ବୟସରେ ଦେଶ ପାଇଁ ନିଜ...
କୂଅରେ ଦେଖାଗଲେ ହଜାର ହଜାର ସଂଖ୍ୟକ ସାପ
ଛତ୍ରପୁର, ୧୦।୮: ମଧ୍ୟପ୍ରଦେଶ ଓ ଉତ୍ତର ପ୍ରଦେଶ ସୀମାନ୍ତ ଛତ୍ରପୁର ଜିଲାରେ ଚକିତ କଲାଭଳି ଏକ ଘଟଣା ଦେଖିବାକୁ ମିଳିଛି। ଜିଲାର ହର୍ପାଲପୁର ଅନ୍ତର୍ଗତ ଭଣ୍ଡାର ଗ୍ରାମର ଏକ ରାସ୍ତା ପାର୍ଶ୍ୱସ୍ଥ କୂଅରେ ଅଚାନକ ହଜାର ହଜାର ସଂଖ୍ୟକ ସାପକୁ...
୫୩ ବର୍ଷ ବୟସରେ ଯୁକ୍ତ ୨ରେ ଆଡ୍ମିଶନ କଲେ ଏହି ରାଜ୍ୟର ଶିକ୍ଷାମନ୍ତ୍ରୀ
ରାଞ୍ଚି, ୧୦।୮: କୁହାଯାଏ ପାଠ ପଢ଼ିବାର କୌଣସି ବୟସ ନାହିଁ। ଯେକୌଣସି ବୟସରେ ମଧ୍ୟ ଜଣେ ଚାହିଁଲେ ଶିକ୍ଷା ଗ୍ରହଣ କରିପାରିବ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଝାଡ଼ଖଣ୍ଡରେ ଦେଖିବାକୁ ମିଳିଛି। ଝାଡ଼ଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ ବର୍ତ୍ତମାନ ରାଜ୍ୟ...
ଜନ୍ମ ନେଲା ଅଜବ ଛେଳି ଛୁଆ; ନାକ ଜାଗାରେ ରହିଛି ଆଖି
ବିଳାସପୁର, ୧୦।୮: ଛତିଶଗଡ଼ର ବିଳାସପୁରରେ ଏକ ଅଜବ ଛେଳି ଛୁଆ ଜନ୍ମ ନେଇଛି। ନବଜାତ ଛେଳି ଛୁଆର ନାକ ନ ଥିବାବେଳେ ଏହି ସ୍ଥାନରେ ଆଖି ରହିଛି। ଏଭଳି ବିଚିତ୍ର ଛେଳି ଛୁଆକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବିଳାସପୁର...
Archives


