୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…
ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି ଘଟିଛି ଜଣେ ୪ ବର୍ଷର ଶିଶୁ ସହ। ୧୮ ମହଲା ସ୍ଥିତ ଫ୍ଲାଟ୍ର ଝରକାରୁ…
ଚତୁରତାର ସହ ସାପ ପିଠିରେ ବସି ଯାଉଛି ବେଙ୍ଗ, ଆଉ ତା ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…
ପୁଅକୁ ପରୀକ୍ଷା କେନ୍ଦ୍ରକୁ ନେବା ପାଇଁ ୧୦୫ କିଲୋମିଟର ସାଇକେଲ ଚଲାଇଲେ ଅସହାୟ ବାପା
ଭୋପାଳ,୨୦ା୮: କରୋନା ମହାମାରୀ ଯୋଗୁ ବସ୍ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ପୁଣି ଆରମ୍ଭ ହୋଇ ଦଶମ ଶ୍ରେଣୀ ପିଲାଙ୍କ ସପ୍ଲିମେଣ୍ଟାରୀ ପରୀକ୍ଷା। ତେଣୁ ପରୀକ୍ଷା…
ମାସକୁ ଶହେ ଟଙ୍କାରେ ମିଳୁଛି ବିଜୁଳି
ଲକ୍ଷ୍ନୌ: ଗ୍ରାମାଞ୍ଚଳରେ ସବୁବେଳେ ବିଦ୍ୟୁତ ସଙ୍କଟ ଲାଗି ରହିଥାଏ। କେତେବେଳେ ଟ୍ରାନ୍ସଫର୍ମର ପୋଡ଼ି ତ ଆଉ କେତେବେଳେ ବର୍ଷା ଦାଉ ସାଧିଥାଏ। ଫଳରେ ଲୋକଙ୍କୁ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେବା ସହ ପିଲାଙ୍କୁ ରାତିରେ ପାଠ ପଢ଼ିବାକୁ ସମସ୍ୟା ହୋଇଥାଏ।…
ଅକ୍ଷୟ ଶକ୍ତି ଉତ୍ସ ଦେଶ ବିକାଶର ପୁଞ୍ଜି
ଅକ୍ଷୟ ଶକ୍ତି ଦିବସ ପ୍ରତିବର୍ଷ ଅଗଷ୍ଟ ୨୦ରେ ଦେଶବ୍ୟାପୀ ପାଳନ କରାଯାଇଥାଏ। ୨୦୦୪ଠାରୁ ପ୍ରତିବର୍ଷ ଏହି ଦିବସ ପାଳିତ ହୋଇଆସୁଛି। ଦେଶର ବିକାଶ ପାଇଁ ଅକ୍ଷୟ ଶକ୍ତି ଉତ୍ସ ଅପରିହାର୍ଯ୍ୟ। ତେଣୁ ସୌର ଶକ୍ତି, ପବନ ଶକ୍ତି ଏବଂ ଜଳ ବିଦ୍ୟୁତ୍…
ଆକାଶରୁ ହେଲା ଚକୋଲେଟ ବର୍ଷା
ଜୁରିକ୍, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍ ସହରରେ ଘଟିଛି। ସାରା ସହରରେ ଚକୋଲେଟର ବରଫ ଚାଦରରେ ଘୋଡ଼େଇ ହୋଇ ଯାଇଛି। ଏଠାରେ ଥିବା ଲିଣ୍ଡିଟ୍ ଆଣ୍ଡ୍ ସ୍ପ୍ରୁଞ୍ଜିଲି…
ଶାନ୍ତି, ଏକତା, ଭାଇଚାରା ମୂଳ ଲକ୍ଷ୍ୟ
ପ୍ରତିବର୍ଷ ଅଗଷ୍ଟ ୨୦ରେ ଦେଶବ୍ୟାପୀ ସଦ୍ଭାବନା ଦିବସ ପାଳନ କରାଯାଇଥାଏ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିବସକୁ ୨୦୦୮ଠାରୁ ସଦ୍ଭାବନା ଦିବସ ଭାବେ ପାଳନ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହାପରେ ଏହି ଦିବସ ପାଳିତ ହୋଇଆସୁଛି। ଜାତୀୟ…
ଯୁଦ୍ଧବନ୍ଦୀଙ୍କୁ ଅମାନବୀୟ ପ୍ରୟୋଗ
ବିଂଶଶତାବ୍ଦୀରେ ଭୟଙ୍କର ପରମାଣୁ ବୋମାର ବାରୁଦଗଦାରେ ବସିଛି ସାରା ବିଶ୍ୱ। କୌଣସି କାରଣରୁ ଯୁ୍ଦ୍ଧ ହେଲେ ନିମିଷକ ମଧ୍ୟରେ ସବୁକିଛି ଶେଷ ହୋଇଯିବ। ମନୁଷ୍ୟକୃତ ଅସ୍ତ୍ରର ପ୍ରୟୋଗରେ ପୃଥିବୀ ପାଲଟିଯିବ ଶ୍ମଶାନ। ଯଦିଓ ଯୁଦ୍ଧର ଭୟଙ୍କର ପରିସ୍ଥିତି ସହ ବିକଶିତ ଏବଂ…
୨୫ ହଜାର ଟଙ୍କା ସହ ସୁନା ଗହଣା ନେଇଗଲେ ମାଙ୍କଡ଼ ପଲ
ଚେନ୍ନାଇ, ୧୯।୮: ତାମିଲନାଡ଼ୁରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଏକ ମାଙ୍କଡ଼ ପଲ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ଘରେ ପଶି ନଗଦ ୭୦ ହଜାର ଟଙ୍କା ସମେତ ସୁନା ଗହଣା ନେଇ ପଳାଇଛନ୍ତି। ଏହି ସମୟରେ ମହିଳାଜଣଙ୍କ…
ଏଣିକି ୮ ଟଙ୍କାରେ ମିଳିବ ପେଟପୁରା ସ୍ବାଦିଷ୍ଟ ଭୋଜନ
ଜୟପୁର,୧୯।୮: ବର୍ତ୍ତମାନ ରାଜ୍ୟରେ କେହି ଭୋକରେ ଶୋଇବେ ନାହିଁ। ଏହି ସଂକଳ୍ପ ନେଇ ଅଶୋକ ଗେହଲଟ ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଗୁରୁବାରଠାରୁ ରାଜସ୍ଥାନରେ ଇନ୍ଦିରା ରୋଷଇ ଯୋଜନା ଆରମ୍ଭ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ…
ଟାଇମ୍ ବମ୍ ସହିତ ଆତଙ୍କବାଦୀ ନୁହେଁ, ମଦ ଡେଲିଭରି କରୁଥିବା ଯୁବକ
ପାଟନା, ୧୯।୮: ବିହାରର ଆର୍ଜେଡିର ମହିଳା ସାଧାରଣ ସମ୍ପାଦିକା ଗାୟତ୍ରୀ ଦେବୀ ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିଛନ୍ତିଏ ଯାହା ଏବେ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି। ଏହି ଫଟୋରେ କିଛି ଯୁବକ ସେମାନଙ୍କ ଦେହସାରା ମଦ…
ରାଜରାସ୍ତାରେ ନାଗ-ନେଉଳ ଲଢେଇ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ବାଘ-ସିଂହ ମଧ୍ୟରେ ଲଢେଇ ତ ଆଉ କେତେବେଳେ ଛେଳି-ବିଲେଇ ମଧ୍ୟରେ ଲଢେଇ। ବର୍ତ୍ତମାନ ରାଜରାସ୍ତା ଉପରେ ସାପ ଏବଂ ନେଉଳ ମଧ୍ୟରେ ଲଢେଇ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି।…

