ଫୁରସତ

ବାକ୍ସ ଭିତରେ କୁକୁଡ଼ା ଛୁଆଙ୍କ ମଧ୍ୟରେ ବିଲେଇ: ଦେଖିଲେ ଲାଗିବ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଏହି ଉପାୟରେ କରନ୍ତୁ ଗଣେଶ ପୂଜା: ହେବ ଧନ ବର୍ଷା, ଚମକିବ ଭାଗ୍ୟ

ଆଗକୁ ଆସୁଛି ଗଣେଶ ପୂଜା। ବାପ୍ପାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତେ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଛି। କିନ୍ତୁ କରୋନା ଯୋଗୁ ଏଥର ଗଣେଶ ପୂଜା କିଛିଟା ଫିକା ପଡିବାର ସମ୍ଭାବନା ରହିଛି। ଆପଣ ବାହାରକୁ ନ ଯାଇ ନିଜ ଘରକୁ…

ଦୁଇ ମହିଳାଙ୍କୁ ଉଦ୍ଧାର କରିବାକୁ ସମୁଦ୍ରକୁ ଡେଇଁଲେ ରାଷ୍ଟ୍ରପତି

ଲିସବନ,୧୮।୮: ପର୍ତ୍ତୁଗାଲର ଏଲଗ୍ରାଭେ ବିଚ୍‌ରେ ଦେଖିବାକୁ ମିଳିଥିଲା ଏକ ଅଦ୍ଭୁତ ଦୃଶ୍ୟ। ଯେତେବେଳେ ପାଣିରେ ବୁଡି ଯାଉଥିବା ୨ ମହିଳାଙ୍କ ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ ନିଜେ ରାଷ୍ଟ୍ରପତି। ମିଳିଥିବା ସୂଚନାରୁ ଜଣାପଡିଛି, ଏଲଗ୍ରାଭେ ବିଚରେ ଦୁଇ ମହିଳା ଏକ…

କରୋନା ଆକ୍ରାନ୍ତ ଛାତ୍ରଙ୍କ ପାଠପଢ଼ା ନିଶା:ହସ୍ପିଟାଲ ବେଡ୍‌ରେ ଦେଲେ ପରୀକ୍ଷା

ଜବଲପୁର, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ କଲେଜ ବନ୍ଦ ରହିଛି। ତେବେ ପାଠପଢ଼ା ଏବଂ ପରୀକ୍ଷା ଅନ୍‌ଲାଇନ୍‌ରେ କରାଯାଉଛି। ମଧ୍ୟପ୍ରଦେଶ ଜବଲପୁରରେ କେତେକ ସ୍କୁଲରେ…

୭ ଘଣ୍ଟା ଅନ୍ଧାରରେ ସାରା ଦେଶ

କଲୋମ୍ବୋ, ୧୮।୮: ସୋମବାର ରାତିରେ ଶ୍ରୀଲଙ୍କା ୭ ଘଣ୍ଟା ପାଇଁ ଅନ୍ଧାରରେ ବୁଡ଼ି ରହିଥିଲା। ରାଜଧାନୀ କଲୋମ୍ବୋରେ ଥିବା କେରାଓ୍ବଲପେଟିଆ ବିଦ୍ୟୁତ୍‌ ୟୁନିଟ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ହୋଇଥିବା ଶକ୍ତି ମନ୍ତ୍ରୀ ଡଲାସ ଅଲାହାପେରୁମା ସୂଚନା ଦେଇଛନ୍ତି। ବିଳମ୍ବିତ ରାତିରେ…

କେକ୍‌ ଖାଉ ଖାଉ ପିଲାଟି ସହ ଘଟିଲା ଏମିତି

ସାଧାରଣତଃ ଛୋଟ ପିଲାମାନେ ଖେଳୁଥିବା ସମୟରେ କିଛିନା କିଛି ଜିନିଷ ପାଟି କିମ୍ବା ନାକରେ ପୂରାଇ ଥାନ୍ତି। ଏପରି ଏକ ଘଟଣା ନ୍ୟୁଜିଲାଣ୍ଡରେ ଘଟିଥିଲା। ଏଠାରେ ଏକ ଶିଶୁ ଖେଳୁଥିବା ସମୟରେ ନାକରେ ଏକ ଲେଗୋ ଖଣ୍ଡ ପୂରାଇ ଦେଇଥିଲେ। ଘଟଣାର…

ସାଂସଦଙ୍କ ଅଦ୍ଭୁତ ପରାମର୍ଶ: କାଦୁଅରେ ଗାଧୋଇ ଶଙ୍ଖ ଫୁଙ୍ଖିଲେ ହେବନି କରୋନା

ଜୟପୁର, ୧୭।୮: କରୋନା ମହାମାରୀକୁ ନେଇ ଯେଉଁଠାରେ ସାରା ବିଶ୍ୱର ବୈଜ୍ଞାନିକ ଏହାର ନିରାକରଣ ଟୀକା ସନ୍ଧାନରେ ରହିଛନ୍ତି ସେଭଳି ସମୟରେ ରାଜସ୍ଥାନର ଜଣେ ସାଂସଦଙ୍କ ଅଦ୍ଭୁତ ପରାମର୍ଶ ଏବେ ସାମ୍ନାକୁ ଆସିଛି। ପୂର୍ବରୁ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ସାଂସଦ ଅର୍ଜୁନ…

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ ଲକ୍ଷରୁ ଊର୍ଦ୍ଧ୍ୱଲୋକ ପାଠ କରି ଏକ ନିଆରା ରେକର୍ଡ ସୃଷ୍ଟି କରିଛନ୍ତି। ହନୁମାନ ଚାଳିସା…

ଅଣ୍ଟାଏ ପାଣିରେ ପଶି କଲେ ଜାତୀୟ ପତାକା ଉତ୍ତୋଳନ

ନିକଟରେ ସାରା ଭାରତ ବର୍ଷ କରୋନା କଟକଣା ସତ୍ତ୍ୱେ ସ୍ବାଧୀନତା ଦିବସ ପାଳନ କରିଥିବା ବେଳେ ଏହା ସହ ଜଡ଼ିତ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଗର୍ବରେ କହିବେ ଆମେ ଭାରତୀୟ।…

ଥାନାରେ ପହଞ୍ଚି କାଗଜ-କଲମ ମାଗି ଏଫ୍‌ଆଇଆର୍‌ରେ ଏମିତି କିଛି ଲେଖିଲେ ଯୁବକ

ପୁଣେ, ୧୭।୮: ମହାରାଷ୍ଟ୍ରର ପୁଣେ ସହରରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୭ ବର୍ଷୀୟ ଯୁବକ ଥାନାରେ ପହଞ୍ଚି ଉପସ୍ଥିତ କର୍ମଚାରୀଙ୍କୁ କାଗଜ ଓ କଲମ ମାଗିଥିଲେ। ଏହାପରେ ସେ କାଗଜରେ ଯାହା ଲେଖିଥିଲେ ତାକୁ ପଢ଼ି…

କ୍ୱାରାଣ୍ଟାଇନ୍‌ ସେଣ୍ଟରୁ ବାହାରିଲା ସିମ୍ପାଞ୍ଜି ଛୁଆ , ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

୩୬୫ ମାମଲା ସମାଧାନ କରିଥିବା କୁକୁରର ମୃତ୍ୟୁ

ମହାରାଷ୍ଟ୍ର,୧୭।୮-ମହାରାଷ୍ଟ୍ରର ବିଡ ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା କୁକୁର(ରକି)ର ରବିବାର ମୃତ୍ୟୁ ଘଟିଛି। ୩୬୫ ମାମଲା ସମାଧାନ କରିଥିବା ଏହି କୁକୁରକୁ ମହାରାଷ୍ଟ୍ର ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏ ନେଇ ବିଡ ପୋଲିସ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?