ଟପ୍ପରଙ୍କଠାରୁ ବେଶି ଚର୍ଚ୍ଚାରେ ରାହୁଲ ମୋଦି: ୟୁପିଏସ୍ସି ପରୀକ୍ଷାରେ ମିଳିଛି ୪୨୦ ର଼୍ୟାଙ୍କ
ନୂଆଦିଲ୍ଲୀ,୪।୮: ୟୁନିୟନ୍ ପବ୍ଲିକ୍ ସର୍ଭିସ କମିଶନ୍(ୟୁପିଏସ୍ସି)-୨୦୧୯ ପରୀକ୍ଷାର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ୪୨୦ ର଼୍ୟାଙ୍କ ପାଇଥିବା ରାହୁଲ ମୋଦି। ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ନାମ...
ଅପେକ୍ଷାର ହେବାକୁ ଯାଉଛି ଅନ୍ତ: ଫଟୋରେ ଦେଖନ୍ତୁ କେତେ ଭବ୍ୟ ହେବ ଅଯୋଧ୍ୟାର ରାମମନ୍ଦିର; କ’ଣ ରହିବ ଖାସ୍
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମମନ୍ଦିର। ଦିନକ ପରେ ଏହାର ଶିଳାନ୍ୟାସ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏସବୁ ମଧ୍ୟରେ ରାମମନ୍ଦିରର ଥ୍ରି-ଡି ଫଟୋକୁ ସମସ୍ତଙ୍କ ସହ ଶେୟାର କରାଯାଇଛି। ୧୯୮୯ ମସିହାରେ...
ଅଯୋଧ୍ୟାରେ ମୋଦି କାହିଁକି ଲଗାଇବେ ଏହି ଗଛ: କ’ଣ ରହିଛି ଏହାର ଏହାର ପୌରାଣିକ ମହତ୍ୱ
ନୂଆଦିଲ୍ଲୀ,୪।୮: ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜା କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ ଜନ୍ମଭୂମି ପରିସରରେ ଏକ ପାରିଜାତର ବୃକ୍ଷ ଲଗାଇବେ ବୋଲି ଜଣାପଡ଼ିଛି। ତେବେ ଏହା ପଛରେ...
ମୋମୋ ଖାଇବା ପଡ଼ିଲା ମହଙ୍ଗା: ଜାଣନ୍ତୁ କ’ଣ ହେଲା…
ରାଗ, ମସଲା ବା ଚଟ୍ପଟି ଖାଦ୍ୟ ଦେଖିବା ମାତ୍ରେ ପାଟିରୁ ଲାଳ ବହିଯାଏ। ଭାରତରେ ଅନେକ ଲୋକ ଏପରି ଖାଦ୍ୟ ଖାଇବାକୁ ପସନ୍ଦ କରିଥାନ୍ତି। ମାତ୍ର ଚାଇନାର ଲୋକମାନେ ମସଲାଯୁକ୍ତ ଖାଦ୍ୟ ଠାରୁ ଦୂରେଇ ରୁହନ୍ତି। ହେଲେ ଚାଇନାର ଜଣେ...
ଜେଲ ଗଲା ବିଲେଇ: ଜାଣନ୍ତୁ କ’ଣ କରିଥିଲା
ଗୁରୁତର ଅପରାଧ ପାଇଁ ଏକ ବିଲେଇକୁ ଜେଲ ଯିବାକୁ ପଡିଛି। ମାତ୍ର ବିଲେଇଟି କିଛି ଦିନ ଜେଲରେ ରହିବା ପରେ ସେଠାରୁ ଖସି ପଳାଇବାରେ ସଫଳ ହୋଇଛି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଶ୍ରୀଲଙ୍କାରେ। ବିଲେଇକୁ ଡ୍ରଗ୍ସ ଏବଂ...
ମଣିସ ହସିଲେ ହସୁଛି ମାସ୍କ
ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହା ଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଟିକା ବାହାରି ନାହିଁ।...
ଉଡିକି ଆସିଲେ ଅଟୋ ଡ୍ରାଇଭର୍,ମହିଳାଙ୍କୁ ଦେଲେ ଧକ୍କା: ଆଉ ତା’ପରେ
ବେଙ୍ଗାଲୁରୁ,୪।୮: ବେଙ୍ଗାଲୁରୁରେ ଜଣେ ମହିଳା ରାସ୍ତାରେ ଯାଉଥିବାବେଳେ ଏକ ହୃଦୟଥରା ଘଟଣା ଘଟିଛି। ଅଚାନକ ଜଣେ ବ୍ୟକ୍ତି ଉଡିକି ଆସି ମହିଳାଙ୍କୁ ଏତେ ଜୋରରେ ଧକ୍କା ଦେଇଥିଲେ ଯେ, ମହିଳା ତଳେ ପଡିଯାଇଥିଲେ। ଏହାଦ୍ୱାରା ସେ ଗୁରୁତର ଆହତ ହୋଇଛନ୍ତି।...
ଖାଦ୍ୟକୁ ନେଇ ୨ ବିଲେଇଙ୍କ ମଧ୍ୟରେ ହେଲା ଲଢେଇ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ହାତୀ ହାତୀ ମଧ୍ୟରେ ଲଢେଇ ତ ଆଉ କେତେବେଳେ ବାଘ ସିଂହ ମଧ୍ୟରେ ଲଢେଇ। ବର୍ତ୍ତମାନ ଖାଦ୍ୟ ପାଇଁ ୨ ବିଲେଇଙ୍କ ମଧ୍ୟରେ ଝଗଡା ହୋଇଛି। ପରେ ଉଭୟ...
ଛେଳି ପିଠିରେ ମାଙ୍କଡ଼, ଆଉ ତାପରେ….
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭିଡିଓ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ...
ଧ୍ୟାନ କରୁଛି ମାଙ୍କଡ: ଭିଡିଓ ହେଲା ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହିଁରେ କପଡା ଗୁଡାଇ ହୋଇ ବୁଲୁଛି ତ ଆଉ କେତେବେଳେ ନଳକୂପ ହାଣ୍ଡେଲ ମାରି ନିଜେ ପାଣି ପିଉଛି। ତେବେ ଧ୍ୟାନ ମୁଦ୍ରାରେ ବସିଥିବା ଏକ ମାଙ୍କଡର...
ହାତୀଙ୍କ ଲିପ୍ କିସ୍: ଯାହା ମଣିଷଙ୍କ କିସ୍ ସିନ୍କୁ ପଛରେ ପକାଇଦେବ
ସାଧାରଣତଃ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ କେତେ ଗୁଡିଏ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଦୁଇ ହାତୀଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଦୁଇ ହାତୀଙ୍କ ମଧ୍ୟରେ ପ୍ରେମ ଆଦାନ ପ୍ରଦାନ ଚାଲଛି। ଏମାନେ ପରସ୍ପର ପରସ୍ପରଙ୍କୁ...
ରେଳ ଟ୍ରାକ୍ରେ ଚାଲିବ ଏହି ସ୍ବତନ୍ତ୍ର ସାଇକେଲ
ମହିନ୍ଦ୍ରା ଗ୍ରୁପ୍ର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ପ୍ରାୟ ସମୟରେ ସୋସିଆଲ ମିଡିଆ ଟୁଇଟରରେ ନିଆରା ଭିଡିଓମାନ ଶେୟାର କରିଥାନ୍ତି। ତେବେ ଚଳିତଥର ସେ ଜଣେ ଭାରତୀୟଙ୍କ ଦ୍ୱାରା ଏକ ନିଆରା ଆବିଷ୍କାରକୁ ଶେୟାର କରିଛନ୍ତି। ସେ ହେଉଛି ଏକ ସାଇକେଲ,...
Archives


