ଫୁରସତ

ଜ୍ୱାଇଁଙ୍କ ସନ୍ତାନର ମା’ ହେଲେ ଏହି ମହିଳା: କାରଣ ଜାଣିଲେ ଶାଶୁଙ୍କୁ ପ୍ରଶଂସାରେ ପୋତି ପକାଇବେ

ମା’ ଏବଂ ଝିଅର ସମ୍ପର୍କ ସବୁଠାରୁ ଘନିଷ୍ଟ। ଜଣେ ମା’ ନିଜ ଝିଅର ଖୁସି ପାଇଁ ସବୁକିଛି କରିପାରେ। ଏବେ ଏମିତି କିଛି ଘଟଣା ଘଟିଛି ଦକ୍ଷିଣ ଓ୍ବେଲ୍ସରେ। ଜଣେ ମା’ ଝିଅର ଖୁସି ପାଇଁ ନିଜ ଜ୍ୱାଇଁର ସନ୍ତାନକୁ...

ଏମିତି ଜେଲ୍‌, ଯେଉଁଠି କଏଦୀ ନିଅନ୍ତି କଏଦୀଙ୍କ ଜୀବନ

ସମାଜରେ ଶାନ୍ତି ଏବଂ ଶୃଙ୍ଖଳା ବଜାୟ ରଖିବା ପାଇଁ ଅପରାଧୀମାନେ ଜେଲରେ ଅଛନ୍ତି। ଆପଣ ନିଶ୍ଚୟ ଦୁନିଆରେ ଉପସ୍ଥିତ ଜେଲଗୁଡିକ ବିଷୟରେ ଅନେକ କଥା ଶୁଣିଥିବେ। ଅନେକ ଜେଲରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର କରାଯାଉଥିବାବେଳେ ଅନେକ ଜେଲରେ ଥାର୍ଡ ଡିଗ୍ରୀ ନିର୍ଯାତନା...

କରୋନାର ନୂତନ ପରୀକ୍ଷଣକୁ କୁହାଯାଉଛି ‘ଜୀବନ ରକ୍ଷାକାରୀ’: ଜାଣନ୍ତୁ କାହିଁକି

ଲଣ୍ଡନ, ୩।୮: କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହାଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସମଗ୍ର ଦେଶ ଏହାର ଟିକା ବା ଔଷଧ ପ୍ରସ୍ତୁତ କରିବାରେ...

ଗଛରେ ରାଖୀ ବାନ୍ଧିଲେ ସ୍କୁଲ ପିଲା

ମୋରାଦାବାଦ୍‌, ୩।୮: ପବିତ୍ର ରକ୍ଷାବନ୍ଧନକୁ ନିଆରା ଢଙ୍ଗରେ ଉତ୍ତରପ୍ରଦେଶ ମୋରାଦାବାଦର ସ୍କୁଲ ପିଲା ପାଳନ କରିଛନ୍ତି। ପରିବେଶ ସୁରକ୍ଷା ଅଭିଯାନକୁ ସ୍କୁଲ ପିଲା ଗୁରୁତ୍ୱ ଦେଇ ବୃକ୍ଷ ବଞ୍ଚାଅ, ଜୀବନ ବଞ୍ଚାଅ ସଚେତନତା ବାର୍ତ୍ତା ଲେଖା ଥିବା ରାଖୀ ଗଛରେ...

୫ ବର୍ଷର ଶିଶୁ ପେଟରୁ ବାହାରିଲା ଏମିତି ଜିନିିଷ, ଡାକ୍ତରଙ୍କ ଉଡିଗଲା ହୋସ୍‌

ଚାଇନାରେ ଏକ ଅଦ୍ଭୁତ ଘଟଣା ଘଟିଛି। ଜଣେ କୁନି ଝିଅର ପେଟରୁ ୧୯୦ଟି ଚୁମ୍ବକୀୟ ବଲ ବାହାର କରିଛନ୍ତି ଡାକ୍ତର। ପିଲାଟିର ପେଟ ଯନ୍ତ୍ରଣା ହେବା ପରେ ମାତାପିତା ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରମାନେ ମଧ୍ୟ ଏକ୍ସ-ରେ ଶିଶୁର...

ଅସଦାଚରଣ ପୀଡ଼ିତାଙ୍କଠାରୁ ରାଖୀ ବାନ୍ଧିଲେ ମିଳିବ ଜାମିନ

ଭୋପାଳ, ୩।୮: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ରାୟକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଜାମିନ ଲାଗି ଆବେଦନ କରିଥିବା ଜଣେ ଯୁବକଙ୍କୁ ହାଇକୋର୍ଟ କହିଛନ୍ତି ଯେ, ଅସଦାଚରଣ ପ୍ରଦର୍ଶନ କରିଥିବା ମହିଳାଙ୍କଠାରୁ ରାଖୀ ବାନ୍ଧିଲେ...

ଏମିତି ଗାଁ, ଯେଉଁଠି ରାଖୀ ବାନ୍ଧିବା ଅଶୁଭ

ଲକ୍ଷ୍ନୌ: ରକ୍ଷାବନ୍ଧନ ପର୍ବକୁ ନେଇ ସାରା ଦେଶରେ ଉତ୍ସାହ ଭରି ରହିଥିବା ବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ଏହି ପର୍ବ ପାଳନକୁ ଅଶୁଭ ବୋଲି ଧରାଯାଏ। ଏଭଳି ଏକ ଗାଁ ହେଉଛି ଉତ୍ତରପ୍ରଦେଶର ଗୋଣ୍ଡା ଜିଲାର ଜଗତପୁରବା।...

୭ ଫୁଟ୍‌ ଲମ୍ବର ରାଖୀ

ଚଣ୍ଡିଗଡ଼: ରକ୍ଷାବନ୍ଧନ ପର୍ବକୁ ନେଇ ଏଥର ସବୁଆଡ଼େ ଉତ୍ସାହ ଫିକା ପଡ଼ିଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଏଥର ରାଖୀ ବଜାରରେ କଟକଣା ଜାରି କରାଯାଇଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ପିଲାମାନେ ଘରେ ରାଖୀ ତିଆରି କରୁଛନ୍ତି। ଭାଇ ହାତରେ...

ସୁନ୍ଦର ଦେଶର କଥା

ଆମ ପୃଥିବୀ ବଡ଼ ବିଚିତ୍ର। ଏ ପୃଥିବୀରେ ବିଭିନ୍ନ ଦେଶ ରହିଛି। ଆଉ ପ୍ରତ୍ୟେକ ଦେଶରେ କିଛି ନା କିଛି ଭିନ୍ନକଥା ଦେଖିବାକୁ ମିଳିଥାଏ। ସେହିସବୁ ଦେଶର ଇତିହାସ ମଧ୍ୟ ବଡ଼ ବିଚିତ୍ର। ସେସବୁ ଇତିହାସମାନଙ୍କରେ ଏଭଳି ଅନେକ ଘଟଣା...

ୟୁଟ୍ୟୁବ୍‌ରେ ‘କିଛି ନ କରିବା’ ଭିଡିଓ ଶେୟାର କରି ଷ୍ଟାର ପାଲଟିଲେ ଏହି ବାଳକ, ଦେଖନ୍ତୁ ଭିଡିଓ

ଆଜିକାଲି ୟୁଟ୍ୟୁବ୍‌ରେ ଭିଡିଓ ପ୍ରସ୍ତୁତ କରି ଲକ୍ଷ ଲକ୍ଷ ୟୁଜର ବା ବ୍ୟବହାରକାରୀ ଅର୍ଥ ରୋଜଗାର କରୁଛନ୍ତି। ଏଭଳି ପରିସ୍ଥିତିରେ ଇଣ୍ଡୋନେସିଆର ଜଣେ ୟୁଟ୍ୟୁବର୍‌ ତାଙ୍କ ୟୁଟ୍ୟୁବ୍‌ ଆକାଉଣ୍ଟରେ କିଛି ନ କରି କ୍ୟାମେରା ଉପରେ ଦୁଇ ଘଣ୍ଟାରୁ ଅଧିକ...

ବନ୍ଧୁ: ଗୋଟିଏ ଶବ୍ଦରେ ଅୟୁତ ଯୁଗର ପରିକଳ୍ପନା..

ବନ୍ଧୁତା, ହେଇପାରେ ଗୋଟିଏ ଶବ୍ଦ, କିନ୍ତୁ ତା’ ପରିଧି କେଉଁଠୁ ଯେ କେତେଦୂର ଆଖିପାଏନି। କିଏ କେତେବେଳେ କାହା ସହ ବନ୍ଧୁ ସୂତ୍ରରେ ଯୋଡ଼ି ହେଇଯିବା ବିଧି ନିର୍ଦ୍ଦିଷ୍ଟ ନା ଘଟଣାମାତ୍ର! ଯିଏ ଯାହା ବୁଝେ ସେହି ହିସାବରେ ତା’...

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟକର୍ମୀମାନେ ଆମ୍ବୁୂଲାନ୍ସ ଛାଡ଼ଇ ଫେରାର ହୋଇଯାଇଥିବା ଚର୍ଚ୍ଚାର ବିଷୟ ପାଲଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri