ଫୁରସତ

ଚାଇନା ସୈନ୍ୟଙ୍କ ସହ ମୁହାଁମୁହିଁରେ ଶହୀଦ କର୍ନଲଙ୍କ ନାମରେ ରଖାଗଲା ବାଘ ଶାବକର ନାମ

ହାଇଦ୍ରାବାଦ ନେହେରୁ ଜୁଲୋଜିକାଲ ପାର୍କରେ ଥିବା ବାଘୁଣୀ ଆଶା ତିନୋଟି ଶାବକ ଜନ୍ମ କରିଛି। ସେଥିରୁ ଜଣଙ୍କ ନାମ ସନ୍ତୋଷ ରଖାଯାଇଛି। ତେବେ ଲଦାଖର ଗଲଓ୍ବାନ୍‌ ଘାଟିରେ ଚାଇନା ସୈନ୍ୟଙ୍କ ସହ ମୁହାଁମୁହିଁ ଘଟଣାରେ ସହୀଦ ହୋଇଥିବା କର୍ନଲ ସନ୍ତୋଷ ବାବୁଙ୍କ…

ଦେବଦୂତ ସାଜିଲା ଜେସିବି ମେଶିନ: ବଞ୍ଚାଇଲା ୩ ଜୀବନ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଜେସିବି ମେଶିନ ଦେବଦୂତ ସାଜି ୩ ଜଣ ଯୁବକଙ୍କ ଜୀବନକୁ ବଞ୍ଚାଇଛି। ଭିଡିଓରେ ଦେଖାଯାଇଛି,…

କୁକୁରକୁ କୋଳରେ ଧରି ଚୁମ୍ବନ ଦେଉଛି ସିମ୍ପାଞ୍ଜି: ଭିଡିଓ ଦେଖି ହେବେ ଆଶ୍ଚର୍ଯ୍ୟ

ପୂର୍ବରୁ କୁକୁର ଓ ମାଙ୍କଡକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଛି। ତେବେ ନିକଟରେ ଏକ କୁକୁର ଛୁଆକୁ ମାଙ୍କଡ଼ ଗାତରୁ ଉଦ୍ଧାର କରିଥିବା ଭିଡିଓ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଥିଲେ।…

ବିଉଟି ଉଇଥ୍‌ ବ୍ରେନ୍‌’ର ଉଦାହରଣ ପାଲଟିଛନ୍ତି ଐଶ୍ୱର୍ଯ୍ୟା: ୟୁପିଏସ୍‌ସି ଉର୍ତ୍ତୀର୍ଣ୍ଣ ହେବା ପରେ ରହିଛି ଏଭଳି ସ୍ବପ୍ନ

ମିସ୍‌ ଇଣ୍ଡିଆ ପ୍ରତିଯୋଗୀରୁ ଆଇଏଏସ୍‌ ଅଫିସର ହେବାର ଯାତ୍ରା ସହଜ ନ ଥିଲା। ହେଲେ ଅସମ୍ଭବ ତ ବିଲକୁଲ୍‌ ନ ଥିଲା। ‘ବିଉଟି ଉଇଥ୍‌ ବ୍ରେନ୍‌’ର ଏଭଳି ଏକ ଉଦାହରଣ ପାଲଟିଛନ୍ତି ଐଶ୍ୱର୍ଯ୍ୟା ଶୋରେନ୍‌। ଦୃଢ଼ ମନୋବଳ ସାଙ୍ଗକୁ କଠିନ ପରିଶ୍ରମ…

ଛୁଆଙ୍କୁ ଧରି ବୁଲୁଥିଲା ଜାତୀୟ ପକ୍ଷୀ: ପଛରୁ ଛକିଥିଲା ପଶୁ, ଆଉ ତାପରେ

ଜାତୀୟ ପଶୁ ଓ ପକ୍ଷୀକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ମୟୂର ତାର ଛୁଆକୁ ନେଇ ବୁଲୁଥିବା ବେଳେ ବାଘ ତାକୁ ଶିକାର କରିବାକୁ ଆସୁଛି।…

ଜନ୍ମଦିନରେ ‘ସିମ୍ବା’ ଗୀତର ତାଳେତାଳେ ନାଚିଲେ ୯୩ ବର୍ଷୀୟା ଏହି ବୃଦ୍ଧା: ହୃଦୟ ଜିଣୁଛି ଭିଡିଓ, ଦେଖନ୍ତୁ..

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ କୋଲକାତାର ଜଣେ ୯୩ ବର୍ଷୀୟ ବୃଦ୍ଧା ଏବେ ଚର୍ଚ୍ଚାରେ। ସେ ନିଜର ଜନ୍ମଦିନ ଅବସରରେ ଚଳଚ୍ଚିତ୍ର ‘ସିମ୍ବା’ର ଏକ ଗୀତରେ ନାଚିଥିଲେ। ତାଙ୍କ ନାତି ଗୌରାବ ସାହା ଫେସ୍‌ବୁକରେ ଭିଡିଓ ପୋଷ୍ଟ…

କୁକୁର ପିଠିରେ ଚଢ଼ିଗଲେ କୁକୁଡ଼ା ଛୁଆ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଏୟାର କଣ୍ଡିସନର ପିପିଇ କିଟ୍‌ ପ୍ରସ୍ତୁତ କଲେ ଏହି ଯୁବକ, ୫-୬ ଘଣ୍ଟା ରହିବ ଥଣ୍ଡା

କରୋନା ଯୋଦ୍ଧାଙ୍କ ପାଇଁ ପିପିଇ କିଟ୍‌ ପିନ୍ଧିବା ଏତେ ସହଜ କଥା ନୁହେଁ। ଏହାକୁ ପିନ୍ଧିବା ପରେ ଅତ୍ୟଧିକ ଗରମ ଅନୁଭୂତ ହୋଇଥାଏ। ଅନେକ ଥର ଦେଖାଯାଇଛି ଯେ, ଡାକ୍ତର କିମ୍ବା ମେଡିକାଲ କର୍ମଚାରୀମାନେ ଏହାକୁ ପିନ୍ଧି ଚେତାଶୂନ୍ୟ ହୋଇଯାଇଛନ୍ତି। ଏହି…

କରୋନା ସମୟରେ ଏହି ଦେଶରେ ଆୟୋଜନ ହେଉଛି ଗ୍ରାଣ୍ଡ୍‌ ପାର୍ଟି: ୧୫ ମିନିଟ୍‌ରେ ଅତିଥିଙ୍କର କରାଯାଉଛି ରାପିଡ୍‌ ଟେଷ୍ଟ୍‌

ଓ୍ବାଶିଂଟନ୍‌,୧୫ା୮: ସମଗ୍ର ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରି ଚାଲିଥିବା ବେଳେ ଆମେରିକାର ସବୁଠୁ ଧନୀ ଲୋକମାନେ କରୋନା ସମୟରେ ମଧ୍ୟ ଗ୍ରାଣ୍ଡ୍‌ ପାର୍ଟି କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଆମେରିକାର ଅନେକ କୋଟିପତିଙ୍କ ବିଳାସପୂର୍ଣ୍ଣ ଜୀବନଶୈଳୀରେ ମଧ୍ୟ କରୋନା ମହାମାରୀ…

ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!

ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ ଲାଗିପଡ଼ିଛନ୍ତି। ଆମେରିକା ମଧ୍ୟ ଅନେକ ଟିକା ଉପରେ ପରୀକ୍ଷା ଚଳାଇଛି। ଆମେରିକା ଏବେ ଏକ…

୭୫ ବର୍ଷ ବୟସ୍କ ବୃଦ୍ଧ କଲେ ଏପରି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲୁଧିଆନା,୧୫।୮: ପଞ୍ଜାବରେ ନିଶାର ମାୟା ଜାଲରେ ଯୁବଗୋଷ୍ଠୀ ପଡ଼ିଛନ୍ତି। ଦିନକୁ ଦିନ ଏଠାରେ ଡ୍ରଗ୍ସ୍‌ ଚୋରା କାରବାର ବଢ଼ିବା ସହିତ ନାନା ପ୍ରକାର ଅପରାଧ ବୃଦ୍ଧି ପାଉଛି। ଏନେଇ ସଚେତନତା ସୃଷ୍ଟି କରିବା ଲାଗି ୭୫ ବର୍ଷ ବୟସ୍କ ବୃଦ୍ଧ ନିହାଙ୍ଗ୍‌…

୩ ଫୁଟ୍‌ ୮ ଇଞ୍ଚର ଠେକୁଆ

ଡାରିଅସ୍‌ ଏକ ଠେକୁଆ। ହେଲେ ସାଧାରଣ ଠେକୁଆଠୁ ଏହା ଭିନ୍ନ। କାରଣ ଏହା ବେଶ୍‌ ବିରାଟକାୟ। ଆଉ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ଏହା ସବୁଠାରୁ ବଡ ଠେକୁଆ ଭାବେ ସ୍ଥାନ ପାଇଛି। ଏହାର ଉଚ୍ଚତା ୫ ଫୁଟ୍‌ ୮ ଇଞ୍ଚ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?