ଫୁରସତ

ଶିକ୍ଷକଙ୍କ ମୃତ୍ୟୁ ପରେ ମଧ୍ୟ ୧୮ ମାସ ପର୍ଯ୍ୟନ୍ତ ଆସୁଥିଲା ଦରମା, ଏମିତି ଜଣାପଡ଼ିଲା..

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ବି ତାଙ୍କ ଆକାଉଣ୍ଟ ୧୮ ମାସ ଧରି ଦରମା ଆସିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମୃତ ଶିକ୍ଷକ ହେଲେ ଅରବିନ୍ଦ କୁମାର। ସେ…

ଥାନାରେ ମାଙ୍କଡ: କଲା ଏମିତି କିଛି, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଏକ ମାଙ୍କଡ ଥାନା ଅଧିକାରୀଙ୍କ କାନ୍ଧ ଉପରେ ବସି ତାଙ୍କ ଚୁଟିରୁ ଉଁକୁଣି ବାଛୁଥିବା ଭିଡିଓ ସୋସିଆଲ…

ଏଏସ୍‌ଆଇ ପରିଚୟ ଦେଇ ମାସ୍କ ପିନ୍ଧି ନ ଥିବା ଲୋକଙ୍କ ଚାଲାଣ କାଟୁଥିଲେ ଏହି ମହିଳା, ଧରାପଡ଼ିବା ପରେ..

କରୋନା କଟକଣାକୁ ନେଇ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ଏହାର ଫାଇଦା ଉଠାଉଥିବା ଜଣେ ମହିଳାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ସେ ନିଜକୁ ଏଏସ୍‌ଆଇ ଭାବେ ପରିଚୟ ଦେଇ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୦୦ ଟଙ୍କା…

୨୨୫ କିଲୋ ଓଜନ ସତ୍ତ୍ୱେ ଆହୁରି ମୋଟା ହେବାକୁ ଚାହାନ୍ତି ଏହି ବ୍ୟକ୍ତି, ଦୈନିକ ଡାଏଟ୍‌ ଶୁଣିଲେ ଉଡିବ ହୋସ୍‌

ବର୍ତ୍ତମାନ ଯୁବପିଢ଼ୀ ଅଧିକାଂଶ ସମୟ ସୋସିଆଲ ମିଡିଆରେ ଅତିବାହିତ କରୁଛନ୍ତି। ବିଶେଷକରି ଫଲୋଅର୍ସ ବଢ଼ାଇବାକୁ ନେଇ ଚାଲିଛି ଏକ ପ୍ରତିଯୋଗିତା। ଏଥିପାଇଁ ଲୋକମାନେ ଭଳିକି ଭଳି ଉପାୟ ଅବଲମ୍ବନ କରୁଛନ୍ତି। ସେଭଳି ଏକ ଘଟଣା ଫ୍ଲୋରିଡାରେ ଦେଖିବାକୁ ମିଳିଛି। ଅନ୍‌ଲାଇନ୍‌ ଫଲୋଅର୍ସ…

୩୬ ଘଣ୍ଟା ଧରି ଗଛରେ ଫସି ରହିଥିଲା ଭାଲୁ, ଏମିତି ହେଲା ଉଦ୍ଧାର

ରାୟପୁର,୧୩ା୮: ଛତିଶଗଡ଼ର କୋରିୟା ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୧୫ କିଲୋମିଟର ଦୂର ସଲଓ୍ବା ଗ୍ରାମ ନିକଟରେ ଥିବା ଏକ ଜଙ୍ଗଲରେ ଗୋଟିଏ ଭାଲୁ ଗଛ ଉପରେ ବନ୍ଧା ଯାଇଥିବା ତାରରେ ଫସିଯାଇଥିଲା। ଯାହାକୁ ବୈକୁଣ୍ଠପୁର ବନ ବିଭାଗ କର୍ମଚାରୀମାନେ ୩ ଘଣ୍ଟା…

ଜନ୍ମାଷ୍ଟମୀରେ ପୁଅ ଜନ୍ମ ହେବାରୁ ନାଁ ‘କୃଷ୍ଣ’ଦେଲେ ଏହି ମୁସଲମାନ ବ୍ୟକ୍ତି: ଆଉ ତା ପରେ..

ରାଜନୈତିକ ପ୍ରରୋଚନା ଆଳରେ ସମାଜରେ ଧର୍ମ ନାମରେ ଦଙ୍ଗା ହେବାର ନଜିର ରହିଛି। ହେଲେ ଆଜି ବି ହିନ୍ଦୁ ମୁସଲମାନମାନ ଧର୍ମାବଲମ୍ବୀମାନଙ୍କ ମଧ୍ୟରେ ସମନ୍ବୟ ପୂର୍ବଭଳି ରହିଛି। ଏହାର ପ୍ରମାଣ ଆମେ ସମୟ ସମୟରେ ପାଇଥାଉ। ଏହି ସମୃଦ୍ଧ ପରମ୍ପରା ଏବଂ…

ଏୟାରପୋର୍ଟରେ ପିପିଇ କିଟ୍‌ ପିନ୍ଧି ଡ୍ୟାନ୍ସ କଲେ ଏହି କ୍ରିକେଟରଙ୍କ ଭାବିପତ୍ନୀ

ଭାରତୀୟ କ୍ରିକେଟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଭାବିପତ୍ନୀ ଧନଶ୍ରୀ ବର୍ମା କୋରିଓଗ୍ରାଫି ପାଇଁ ବେଶ୍‌ ଜଣାଶୁଣା। ପ୍ରାୟ ସମୟରେ ସେ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସର ଭିଡିଓକୁ ଶେୟାର କରିଥାନ୍ତି। ଇତିମଧ୍ୟରେ ତାଙ୍କର ଆଉ ପୋଷ୍ଟ ସାମ୍ନାକୁ ଆସିଛି। ଯେଉଁଥିରେ…

ରାସ୍ତାରେ ଗଡୁଛି ଘର, ଏଥିରେ ରହିଛି ବେଡ୍‌ରୁମଠାରୁ ଆରମ୍ଭ କରି ଯାବତୀୟ ସୁବିଧା

ସୋସିଆଲ ମିଡିଆରେ ଏବେ ଲକ୍ଷେ ଟଙ୍କିଆ ଘରର ଏକ ଫଟୋ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। ଏହାର ବିଶେଷତ୍ତ୍ୱ ହେଲା ଯେଉଁଆଡ଼େ ଚାହିଁବେ ଏହି ଘରକୁ ଗଡ଼ାଇ ପାରିବେ। ମନକୁ ପ୍ରଶ୍ନ ଉଠୁଥିବ ଘର ଗଡ଼ିବ କେମିତି? ତେବେ ପ୍ରକୃତ…

ସତ ହୋଇଥିଲା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୮: ଭାରତୀୟ ରାଜନୀତିରେ ଏମିତି କେତେଜଣ ରାଜନେତା ରହିଛନ୍ତି ଯେଉଁମାନେ କାଳ କାଳ ଧରି ଅମର ହୋଇ ରହିବେ। ଏମାନଙ୍କ ମଧ୍ୟରୁ ଜଣେ ହେଲେ ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଭାରତର ୧୩ତମ ରାଷ୍ଟ୍ରପତି ତଥା ଭାରତ ରତ୍ନ ସମ୍ମାନରେ…

ନଦୀରେ ଚାଲୁଛି ବାଇକ୍‌, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ବ୍ୟକ୍ତି ବାଇକ୍‌ ତିଆରି କରି ପାଣିରେ ଚଳାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟିକୁ ଆଇଏଏସ୍‌ ଅଧିକାରୀ ଅବନୀଶ ଶରଣ ଶେୟାର କରିଛନ୍ତି। ଏହା ଉପରେ ସେ…

ରାଜରାସ୍ତାରେ ବୁଲୁଥିଲା ଦୁଇମୁଣ୍ଡିଆ ବିଷାକ୍ତ ସାପ

କଲ୍ୟାଣ, ୧୩।୮: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ରାଜରାସ୍ତାରେ ବୁଲୁଥିବା ଏକ ଦୁଇମୁଣ୍ଡିଆ ବିଷାକ୍ତ ସାପକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ପ୍ରାୟ ୧୧ ସେଣ୍ଟିମିଟର ଲମ୍ବ ଏହି ବିରଳ ପ୍ରଜାତିର ସାପର ଭିଡ଼ିଓ ଏବେ…

ଗାଁକୁ ନାହିଁ ରାସ୍ତା: ଖଟରେ ବୁହା ହେଲେ ରୋଗୀ

ଅନୁପପୁର,୧୩।୮: ଗରିବ ଲୋକଙ୍କ ପାଇଁ ଓ ଗାଁଗୁଡ଼ିକୁ ବିକଶିତ କରିବା ଲାଗି ସରକାର ମାଳ ମାଳ ଯୋଜନା କରୁଛନ୍ତି। ଏନେଇ ଡିଣ୍ଡିମ ମଧ୍ୟ ପିଟୁଛନ୍ତି। ହେଲେ ତାହା କେତେ ଦୂର କାର୍ଯ୍ୟକାରୀ ହେଉଛି ସେଥିପ୍ରତି କାହାରି ନିଘା ନାହିଁ। ସ୍ବାଧିନତାର ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?