ଫୁରସତ

‘କୁଛ୍‌ କୁଛ୍‌ ହୋତା ହୈ’ ଗାଇଲେ ଇଣ୍ଡୋନେସୀୟ ପ୍ରତିନିଧି ଦଳ

ନୂଆଦିଲ୍ଲୀ: ଭାରତର ୭୬ତମ ଗଣତନ୍ତ୍ର ଦିବସର ବିଶେଷ ଉତ୍ସବରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଶନିବାର ରାତିରେ ରାଷ୍ଟ୍ରପତି ଭବନରେ ଆୟୋଜିତ ରାତ୍ରି ଭୋଜନ ଉତ୍ସବରେ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋଙ୍କ ସହ ଆସିଥିବା ଇଣ୍ଡୋନେସିଆର ପ୍ରତିନିଧି…

ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ଡେଟା ଗୋପନୀୟତା ଦିବସ ହେଉଛି ଏକ ଅନ୍ତର୍ଜାତୀୟ ଦିବସ। ଏହା ପ୍ରତିବର୍ଷ ୨୮ ଜାନୁଆରୀରେ ପାଳିତ ହୋଇଥାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ସଚେତନତା ସୃଷ୍ଟି କରିବା ଏବଂ ଗୋପନୀୟତା ତଥା ତଥ୍ୟ ସୁରକ୍ଷା ସର୍ବୋତ୍ତମ ଅଭ୍ୟାସକୁ ପ୍ରୋତ୍ସାହିତ କରିବା। ଏହା…

ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିଙ୍କୁ ସରକାର କ’ଣ ଦିଅନ୍ତି ସୁବିଧା, ମିଳେ ଏତେ ଟଙ୍କା…

ନୂଆଦିଲ୍ଲୀ,୨୬।୧: ଶନିବାର, କେନ୍ଦ୍ର ସରକାର ୨୦୨୫ବର୍ଷ ପାଇଁ ପଦ୍ମ ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। ଏହି ପୁରସ୍କାର ମଧ୍ୟରେ ୭ଟି ପଦ୍ମ ବିଭୂଷଣ, ୧୯ଟି ପଦ୍ମ ଭୂଷଣ ଏବଂ ୧୧୩ଟି ପଦ୍ମଶ୍ରୀ ପୁରସ୍କାର ଅନ୍ତର୍ଭୁକ୍ତ। ପଦ୍ମ ପୁରସ୍କାରରେ ସମ୍ମାନିତ ହୋଇଥିବା ଲୋକଙ୍କୁ…

ମମତା କୁଲ୍‌କର୍ନି କିନ୍ନର ଆଖଡ଼ା ମହାମଣ୍ଡଳେଶ୍ୱର

ପ୍ରୟାଗରାଜ: ବଲିଉଡ୍‌ ଅଭିନେତ୍ରୀ ମମତା କୁଲ୍‌କର୍ନି ଚଳଚ୍ଚିତ୍ର ଜଗତର ଗ୍ଲାମରସ୍‌ ଦୁନିଆରୁ ସମ୍ପୂର୍ଣ୍ଣ ଓହରି ସନ୍ନ୍ୟାସିନୀ ଜୀବନ ବାଛିଛନ୍ତି। ୫୨ ବର୍ଷୀୟା ପୂର୍ବତନ ଆକ୍ଟ୍ରେସ୍‌ଙ୍କୁ ଶୁକ୍ରବାର ଏକ ଭବ୍ୟ ସମାରୋହରେ ଆନୁଷ୍ଠାନିକ ଭାବେ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯାଇଛି।…

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ସଫଳ ଘୁଷୁରି ଚାଷୀ

ଶାଙ୍ଘାଇ: ଚାଇନାର ୨୭ ବର୍ଷୀୟା ପୂର୍ବତନ ବିମାନ କର୍ମଚାରୀ ୟାଙ୍ଗ୍‌ ୟାଙ୍ଗ୍‌ସି ସମ୍ପ୍ରତି ବିମାନ ସେବା ଛାଡି କୃଷି ଜଗତରେ ପାଦ ଥାପିଛନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିବା ପରେ ସେ ମାତ୍ର ୨ ମାସ ମଧ୍ୟରେ ପ୍ରାୟ ୨୨.୮ ଲକ୍ଷ…

ଜାଣନ୍ତୁ କାହିଁକି କେବଳ ଜାନୁଆରୀ ୨୪ରେ ପାଳନ କରାଯାଏ କନ୍ୟା ସନ୍ତାନ ଦିବସ ?

ଭାରତରେ ପ୍ରତିବର୍ଷ ଜାନୁଆରୀ ୨୪ରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ କରାଯାଏ। ଝିଅମାନଙ୍କ ଅଧିକାର, ସେମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ସୁରକ୍ଷା ବିଷୟରେ ସମାଜରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଦିବସ ପାଳନ କରାଯାଏ। ତେବେ ଆସନ୍ତୁ ଜାଣିବା…

ଯାହା କହିଛନ୍ତି ସବୁ ସତ ହୋଇଛି, ଏବେ ୨୦୨୫କୁ ନେଇ ଭୟଙ୍କର ଭବିଷ୍ୟବାଣୀ କଲେ ଏହି ବ୍ୟକ୍ତି, ମାଳିକାରେ ବି …

ନିକୋଲସ ଆଉଜୁଲା ଜଣେ ବ୍ୟକ୍ତି ଯିଏ ଗତ ଦଶନ୍ଧିରେ ଅନେକ ସଠିକ ଭବିଷ୍ୟବାଣୀ କରିଛନ୍ତି। କରୋନାଠାରୁ ଟ୍ରମ୍ପଙ୍କ ପୁନଃନିର୍ବାଚନ ପର୍ଯ୍ୟନ୍ତ ତାଙ୍କର ଭବିଷ୍ୟବାଣୀ ସମ୍ପୂର୍ଣ୍ଣ ସତ୍ୟ ବୋଲି ଜଣାପଡିଛି। ସେ ଏହି ବର୍ଷ ପାଇଁ ଏକ ଭବିଷ୍ୟବାଣୀ ମଧ୍ୟ କରିଛନ୍ତି। ବର୍ଷ…

ଟ୍ରେନରେ ଯାତ୍ରୀ ଭୁଲିଗଲେ ୬କୋଟିର ସମ୍ପତ୍ତି, ଖୋଜି ଖୋଜି…

ନୂଆଦିଲ୍ଲୀ,୨୩।୧: ଟ୍ରେନରେ ଯାତ୍ରା କରିବା ସମୟରେ ଅନେକ ଯାତ୍ରୀ ସେମାନଙ୍କର ଲଗେଜ ଭୁଲି ଯାଆନ୍ତି। ଅନେକ ସମୟରେ ଏଥିରେ ମୂଲ୍ୟବାନ ଜିନିଷ ମଧ୍ୟ ଥାଏ। ଯାତ୍ରୀମାନେ ଭାବନ୍ତି ଯେ ଚଳନ୍ତା ଟ୍ରେନରେ କିମ୍ବା ଷ୍ଟେସନରେ ଛାଡିଯାଇଥିବା ଲଗେଜ ଫେରିପାଇବେ ନାହିଁ। ସେଥିପାଇଁ…

କୋଟିପତି ସଫେଇ କର୍ମଚାରୀ

ଲଣ୍ଡନ: ବ୍ରିଟେନ୍‌ର କାର୍ଲିସ୍ଲେରେ ରହୁଥିବା ଜେମ୍ସ କ୍ଲାର୍କସନ(୨୦) ୭.୫ ମିଲିୟନ ପାଉଣ୍ଡ (ପ୍ରାୟ ୮୦ କୋଟି ଟଙ୍କା)ର ଲଟେରି ଜ୍ୟାକ୍‌ପଟ ଜିତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଗତ କ୍ରିସ୍‌ମସ୍‌ ସମୟରେ ନ୍ୟାଶନାଲ ଲଟେରିରେ ଜେମ୍ସ ୧୨୦ ପାଉଣ୍ଡ (୧୨,୬୭୬ ଟଙ୍କା) ଜିତିଥିଲେ…

ଚା’ର ମିଠା ଅନୁଯାୟୀ ଏଠାରେ ପକ୍କା ହୁଏ ବିବାହ, ଚିନିରୁ ହୁଏ ଆଫ୍ରୁଭାଲ, ଜାଣନ୍ତୁ କେଉଁଠି

ଭାରତୀୟଙ୍କ ଦିନଟି ସାଧାରଣତଃ ଚା’କପ୍‌ ସହ ଆରମ୍ଭ ହୁଏ। କେବଳ ଏତିକି ନୁହେଁ, ଯଦି କୌଣସି ଦିନ ଚା ଉପଲବ୍ଧ ନହୁଏ, ତେବେ ସେହି ଦିନଟି ଅସମ୍ପୂର୍ଣ୍ଣ ମନେହୁଏ। କିନ୍ତୁ ଆଜି ଆମେ ଆପଣଙ୍କୁ ଏପରି ଏକ ଦେଶ ବିଷୟରେ କହିବୁ…

ବାବା ଭେଙ୍ଗା ମହିଳା ନା ପୁରୁଷ ଥିଲେ, ସତ ଜାଣିଲେ ଉଡିବ ହୋସ

ଆପଣ କେବେ ନା କେବେ ବାବା ଭେଙ୍ଗା ଏବଂ ତାଙ୍କର ଭବିଷ୍ୟବାଣୀ ବିଷୟରେ ଶୁଣିଥିବ। ସେ ବିଶ୍ୱ ବିଷୟରେ କରିଥିବା ଅଧିକାଂଶ ଭବିଷ୍ୟବାଣୀ ସତ ସାବ୍ୟସ୍ତ ହୋଇଛି। କିନ୍ତୁ ଆପଣ ଜାଣନ୍ତି କି ବାବା ଭେଙ୍ଗା ଜଣେ ମହିଳା ଥିଲେ କି…

‘ଦେଶର ସୁରକ୍ଷାରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଅବଦାନ ଅତୁଳନୀୟ’

ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ ଦେଶରେ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍‌ଆର୍‌) ପାଇଁ ବିପର୍ଯ୍ୟୟ ପରିଚାଳନା ଏବଂ ସାମୁଦାୟିକ ସଚେତନତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?