ଫୁରସତ

ଭିଡିଓ ଗେମ୍‌ ଖେଳିବା ପଡ଼ିଲା ମହଙ୍ଗା: ପାରାଲିସିସ୍‌ ହେଲା ବାଳକଙ୍କ ହାତ

କରୋନା ସଂକ୍ରମଣକୁ ନେଇ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ସଂକ୍ରମଣକୁ ରୋକିବା ପାଇଁ ସବୁଆଡେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଛୋଟ ପିଲାମାନେ ଘରେ ବସି ବସି ମୋବାଇଲ ଫୋନ୍‌ ଏବଂ କମ୍ପ୍ୟୁଟରରେ ଗେମ୍‌ ଖେଳିବାରେ ଅଧିକ ସମୟ...

ଦାମୀ ବଙ୍ଗଳାରେ ରହୁଛନ୍ତି ୨ ବିଲେଇ: ମାସକୁ ଘରଭଡ଼ା ୧ ଲକ୍ଷ

ଗୃହପାଳିତ ପଶୁ ଦାମୀ କାରରେ ବୁଲିବା ସାଧାରଣ କଥା। କିନ୍ତୁ ୨ଟି ବିଲେଇ ଏକ ଦାମୀ ବଙ୍ଗଳାରେ ଭଡ଼ା ଘରେ ରହୁଛନ୍ତି। ଏହି ଘରର ଭଡ଼ା ପ୍ରାୟ ୧ ଲକ୍ଷ ଟଙ୍କା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ।...

ଆସନ୍ତା ୭ ଦିନ ମଧ୍ୟରେ ମହାକାଶରେ ଘଟିବାକୁ ଯାଉଛି ଏସବୁ ଘଟଣା

ନୂଆଦିଲ୍ଲୀ: ଗ୍ରହମାନଙ୍କର ପରିବର୍ତ୍ତିତ ଗତିବିଧି ହେତୁ ୧୪ରୁ ୨୦ଜୁଲାଇ ମଧ୍ୟରେ ଜ୍ୟୋତିର୍ବିଜ୍ଞାନ ଦୃଷ୍ଟିରୁ ଏହା ସ୍ବତନ୍ତ୍ର ହେବାକୁ ଯାଉଛି। ଜାଣନ୍ତୁ ଏହି ବିରଳ ସଂଯୋଗ ଭାରତକୁ କିପରି ପ୍ରଭାବିତ କରିବ। ୧୪ ଜୁଲାଇ ରାତିରେ ପୃଥିବୀ ସୂର୍ଯ୍ୟ ଏବଂ ଗୁରୁଙ୍କ...

ବଧୂଙ୍କ ପାଇଁ ଆସିଲା ସୁନାର ‘ମାସ୍କ କମ୍‌ ନେକ୍‌ଲେସ୍‌’: ବଜାରରେ ବଢ଼ୁଛି ଚାହିଦା..

କରୋନା ସଂକ୍ରମଣକୁ ରୋକିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ। ଲୋକମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଜାରରେ ବିଭିନ୍ନ ପ୍ରକାରର ମାସ୍କ ଉପଲବ୍ଧ ହେଉଛି। ଏବେ ବିବାହ ସମୟ ଚାଲିଥିବାରୁ ବରକନ୍ୟାଙ୍କ ପାଇଁ ସ୍ବତନ୍ତ୍ର ମାସ୍କ କରାଯାଉଛି। ଏହାର ଡିମାଣ୍ଡ ମଧ୍ୟ...

ଏଣିକି ବୋତଲରେ ନୁହେଁ, ପେପରରେ ମିଳିବ ମଦ

କରୋନା ମହମାରୀ ସମୟରେ ଅନେକ ନୂତନ ଉଦ୍ଭାବନ କରାଯାଉଛି। ଆପଣମାନଙ୍କ ମଧ୍ୟରୁ ବି ଲକ୍‌ଡାଉନରେ ଅନେକ ନୂଆ ନୂଆ ଉଦ୍ଭାବନ କରିଥିବେ। ଆଉ ଏଥିରୁ ବହୁତ କିଛି ଶିଖିଥିବେ ମଧ୍ୟ। କେଉଁଠି ନଡ଼ିଆ ପତ୍ର ସହିତ ନଡ଼ାରେ ପାଇପ ତିଆରି...

ଭୂତ ଭାବି ଡରୁଥିଲେ, ପରେ ଏଥିରୁ ଯାହା ମିଳିଲା ଲୋକେ ଦେଖି ଆଶ୍ଚର୍ଯ୍ୟ

ଝାଡ଼ଖଣ୍ଡର ପାଲାମୁ ଜିଲାର ଏକ କ୍ଷେତରୁ ଗୋଟିଏ ପାତ୍ର ମିଳିଛି। ଯାହାର ରୂପ ତଥା ଆକୃତି ଦେଖି ଲୋକେ ଭୂତ ଭାବି ଡରି ଏହାର ପାଖ ମାଡୁ ନ ଥିଲେ। ମାତ୍ର ପରେ ଯାହା ଦେଖିଲେ, ଆଶ୍ଚର୍ଯ୍ୟ ହୋଇଗଲେ। ରିପୋର୍ଟ...

ଖାଦ୍ୟକୁ ନେଇ ୩ ହାତୀଙ୍କ ମଧ୍ୟରେ ଝଗଡା, ଏମିତି ହେଲା ସମାଧାନ

ସୋସିଆଲ ମିଡିଆରେ ଏକ ହାତୀ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ୩ଟି ହାତୀ ଖାଦ୍ୟ ପାଇଁ ଝଗଡା କରୁଛନ୍ତି ଶେଷରେ କାହାର ବିଜୟ ହେଉଛି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ସେଲଡ୍ରିକ୍‌ ଓ୍ବାଇଲ୍ଡଲାଇଫ୍‌ ପକ୍ଷରୁ ଏହି ଭିଡିଓ ଟୁଇଟରରେ ଶେୟାର କରାଯାଇଛି।...

ଅଣ୍ଟା ଭିଡ଼ିଲେ ଗାଁ ଲୋକେ: ୫୦ ଟ୍ରାକ୍ଟରରେ ଚାଷକଲେ ୨୫୦ ବିଘା ଜମି

ଯୋଧପୁର, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ରାଜସ୍ଥାନ ଯୋଧପୁରରେ ଗାଈଗୋରୁଙ୍କ ଖାଇବା ପାଇଁ ଘାସର ଅଭାବ ଦେଖାଦେଇଛି। ତେବେ ଏହାର ସମାଧାନ ଲାଗି ସ୍ଥାନୀୟ ରାୟମଲଓ୍ବାଡା ଗାଁର ବାସିନ୍ଦା ଅଣ୍ଟା ଭିଡ଼ିଛନ୍ତି। ସେମାନେ...

ପରୀକ୍ଷାରେ ରଖିଥିଲେ ମାତ୍ର ପାସ୍‌ ନମ୍ବର, ହେଲେ ଆଇଏଏସ୍‌

ଏବେ ଫଳାଫଳର ଋତୁ ଆସିଯାଇଛି। ବିଭିନ୍ନ ପରୀକ୍ଷାର ଫଳାଫଳ ଧୀରେ ଧୀରେ ପ୍ରକାଶିତ ହେଉଛି। ସାଧାରଣତଃ ପରୀକ୍ଷାରେ ପିଲା କମ୍‌ ମାର୍କ ରଖିଲେ ଭାଙ୍ଗିପଡନ୍ତି। ଯେମିତି ସ୍ବପ୍ନ ଚୁରମାର ହୋଇଗଲା ଭଳି ଲାଗେ। ଏଭଳି ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେବା ପାଇଁ...

ଅନ୍‌ଲାଇନ୍‌ ପାଠପଢ଼ା ପାଇଁ ପ୍ରତିଦିନ ପାହାଡ଼ ଚଢ଼ା

ଜୟପୁର, ୧୫।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସମସ୍ତ ସ୍କୁଲ କଲେଜ ବନ୍ଦ ହୋଇଯାଇଥିବାରୁ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ କ୍ଲାସ୍‌ କରୁଛନ୍ତି। ତେବେ ଏଥିରେ ନେଟଓ୍ବାର୍କ ସମସ୍ୟା ବାଧା ସୃଷ୍ଟି କରୁଛି। ରାଜସ୍ଥାନରେ ଛାତ୍ରୀଛାତ୍ର...

ହନିମୁନ୍‌ ପାଇଁ ସାଇତି ରଖିଥିଲେ ୫ ଲକ୍ଷ ଟଙ୍କା, ଖେଳ ସବୁ ବିଗାଡି ଦେଲା

ଆଜିକାଲି ଗେମ୍‌ ନିଶାରେ ଉବୁଟୁବୁ ହେଉଛନ୍ତି ଯୁବପିଢି। ଥରେ ଏହି ଗେମ୍‌ ନିଶାରେ ପଡିଲେ ତାକୁ ଛାଡିବା ବେଶ୍‌ କଷ୍ଟକର ହୋଇପଡେ। ନୂଆ ନୂଆ ପ୍ରକାରର ଗେମ୍‌ ଖେଳିବା ପାଇଁ ଯୁବପିଢି ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାଉନାହାନ୍ତି। ଏହାର...

ଭୋକିଲା ମୁହଁରେ ହସ ଫୁଟାଉଥିବା ବ୍ୟକ୍ତି କରୋନା ଯୁଦ୍ଧରେ ହାରିଗଲେ

ନୂଆଦିଲ୍ଲୀ,୧୫।୭:ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ମାମଲା ଆସୁଛି। ଦିଲ୍ଲୀର ଅବସ୍ଥା ମଧ୍ୟ ଚିନ୍ତାଜନକ। କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ମାର୍ଚ୍ଚରେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri