କରୋନା ନାମରେ ସହାୟତା ନେଇ ଲମ୍ବୋର୍ଗିନି ଗାଡି କିଣିଲେ ଏହି ବ୍ୟକ୍ତି
କରୋନା ସମୟରେ ଗରିବ ଏବଂ ବେରୋଜଗାର ସଂଖ୍ୟା ବଢ଼ିଯାଇଛି। ଅନେକ ବ୍ୟବସାୟ ବନ୍ଦ ହୋଇଯାଇଛି। ଏହି ସମୟରେ ସରକାର ଗରିବ ଏବଂ ଶ୍ରମିକଙ୍କୁ ସହାୟତା କରୁଛନ୍ତି। ମାତ୍ର ଆମେରିକାରେ ରହୁଥିବା ଡେଭିଡ୍ ଟି ହାଇନ୍ସ ନାମକ ଜଣେ ବ୍ୟକ୍ତି କରୋନା ନାମରେ…
ଏହି ଦେଶରେ ମହଙ୍ଗା ହେବ କରୋନା ଟିକା, ଦାମ୍ ରହିଛି…
ଓ୍ବାଶିଂଟନ୍,୨୯ା୭: ଆମେରିକାରେ ପ୍ରସ୍ତୁତ କରାଯାଇଥିବା କରୋନା ଭାଇରସ୍ର ଟିକା ମହଙ୍ଗା ଦରରେ ମିଳିବ। ଫାଇନାନ୍ସିଆଲ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆମେରିକା କମ୍ପାନୀ ମଡର୍ନା ଏହାର ଭ୍ୟାକ୍ସିନ୍ ବା ଟିକାର ଗୋଟିଏ କୋର୍ସକୁ ୩୭୦୦ରୁ ୪୫୦୦ ଟଙ୍କା ପର୍ଯ୍ୟନ୍ତ ବିକିବାକୁ ଯୋଜନା କରିଛି।…
ଖେଳଣାରେ ପ୍ରାକ୍ଟିସ୍କରି ମା’ଙ୍କ ଡେଲିଭରି କରାଇଲେ ୩ ପିଲା
ମହିଳାଙ୍କ ପାଇଁ ମାତୃତ୍ୱ ସବୁଠାରୁ ସ୍ବତନ୍ତ୍ର। ଶିଶୁକୁ ଗର୍ଭରେ ରଖିବାର ୯ ମାସ ପରେ ମା’ ତାକୁ ଏହି ଦୁନିଆକୁ ଆଣିଥାଏ। ସାଧାରଣତଃ, ଏହି ସମୟ ହେଉଛି ମହିଳା ଏବଂ ତାଙ୍କ ପରିବାର ପାଇଁ ସବୁଠାରୁ ବ୍ୟକ୍ତିଗତ ମୁହୂର୍ତ୍ତ। କିନ୍ତୁ କାନାଡ଼ାର…
ମୋବାଇଲ ଦ୍ୱାରା ବ୍ୟାପୁଛି କରୋନା!
କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତା କରିବାରେ ଲାଗିଛି। ଦେଖୁ ଦେଖୁ ଏହା ଚାଇନାରୁ ଆମେରିକା, ବ୍ରିଟେନ, ଭାରତ ସମେତ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିସାରିଛି। ଏହି ଭାଇରସକୁ ନେଇ ଅନେକ ପ୍ରକାରର କଥା ସାମ୍ନାକୁ ଆସୁଛି। ଚାଇନାରୁ ଆରମ୍ଭ…
ଭାରତୀୟଙ୍କ ଆୟୁଷ କମି କମି ଯାଉଛି, ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୯ା୭: ଭାରତରେ ଲୋକଙ୍କ ଆୟୁଷ ଦିନକୁ ଦିନ କମିକମି ଯାଉଛି। ଆମେରିକାର ଏକ ୟୁନିଭର୍ସିଟି ପକ୍ଷରୁ ଏହା କୁହାଯାଇଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ। ବାୟୁ ପ୍ରଦୂଷଣ ହେତୁ ଭାରତୀୟଙ୍କ ଆୟୁ ୫.୨ ବର୍ଷ ହ୍ରାସ ପାଇଛି ବୋଲି ଏହି…
ହାତୀ ଖେଳୁଛି କ୍ରିକେଟ୍: ବିନା ବ୍ୟାଟ୍ରେ ମାରୁଛି ଭଲ ଶଟ୍
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉ ଥିବା ବେଳେ କେତେକ ଭିଡିଓ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…
ରାମମନ୍ଦିର ନିର୍ମାଣ ନେଇ ଅଧିକ ଖୁସି ହେଉଛନ୍ତି ରାବଣ
ଫରିଦାବାଦ୍, ୨୯।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ କରିବେ। ଏହି ଅବସରରେ ସାଧୁସନ୍ଥଙ୍କ ସମେତ ପ୍ରାୟ ୨୦୦ଜଣ ଅତିଥି ଯୋଗଦେବେ ବୋଲି କୁହାଯାଉଛି। ତେବେ ରାମମନ୍ଦିର ନିର୍ମାଣ ନେଇ ଫରିଦାବାଦ୍ର ରାବଣମାନେ ଅଧିକ ଖୁସି…
ଶୋଇବା ବେଳେ ଜିନ୍ସରେ ପଶିଗଲା ସାପ: ୭ ଘଣ୍ଟା କାଳ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଲେ ଏହି ବ୍ୟକ୍ତି, ଆଉ ତା’ ପରେ..
ସାପ ସହ ୭ଘଣ୍ଟା। କଥାଟି ଯେତିକି ଭୟଙ୍କର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ପିନ୍ଧିଥିବା ଜିନ୍ସରେ ପଶିଥିବା ସାପକୁ ନେଇ ଉତ୍ତରପ୍ରଦେଶ ମିର୍ଜାପୁର ଜିଲା ସିକନ୍ଦରପୁର ଗ୍ରାମର ଜଣେ ବ୍ୟକ୍ତି ରାତି ତମାମ ଏକ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଥିଲେ। ଏହା…
ଆଇଏଏସ୍ ପରିଚୟ ଦେଇ ପୋଲିସ କନ୍ଷ୍ଟେବଳଙ୍କୁ ପିଟିଲେ, ଆଉ ଧରାପଡ଼ିବା ପରେ
ରାଜସ୍ଥାନର ଭରତପୁର ଅଞ୍ଚଳରୁ ପୋଲିସ ଜଣେ ଠକଙ୍କୁ ପୋଲିସ ଗିରଫ କରିଛି। ସେ ବି ଏମିତି ଯେ, ନିଜକୁ ଆଇଏଏସ୍ ଅଫିସର ବୋଲି କହୁଥିଲେ। ବ୍ୟକ୍ତିଜଣଙ୍କ ସମସ୍ତ ସରକାରୀ ସୁବିଧାର ଲାଭ ଉଠାଉଥିଲେ। ଥାନାରେ ପହଞ୍ଚି ପୋଲିସ କର୍ମଚାରୀମାନଙ୍କୁ ଧମକଚମକ ଦେଉଥିଲେ।…
ଅଣ୍ଡା ଭାଙ୍ଗିବା ପାଇଁ ଏମିତି କିଛି କରୁଛି ପକ୍ଷୀ, ଦେଖିଲେ ହସି ହସି ଗଡିଯିବେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେବାରେ ଲାଗିଛି। କେତେକ ଭିଡିଓ ଦେଖି ହସ ନିୟନ୍ତ୍ରଣ ହେଉ ନ ଥିବା ବେଳେ କେତେକ ଭିଡିଓ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଦେଶର ସବୁଠାରୁ ଏହି ପୁରାତନ ମହିଳା ଦେଉଛନ୍ତି ଟ୍ୟାକ୍ସ
ଭୋପାଳ,୨୮।୭: ନିକଟରେ ଆୟକର ବିଭାଗର ସ୍ଥାପନା ଦିବସ ପାଳନ ହୋଇଯାଇଛି। ଚଳିତ ଥର ଆୟକର ବିଭାଗର ଏକ କମିଟି ସର୍ବ ପୁରାତନ ଟିକସଦାତାଙ୍କୁ ସମ୍ମାନିତ କରିବାକୁ ଏକ କାର୍ଯ୍ୟକ୍ରମ ଆଯୋଜିତ କରିଥିଲା। କିନ୍ତୁ ଦେଶରେ ଜାରି ରହିଥିବା କରୋନା ସଙ୍କଟ ଯୋଗୁ…
ମାସ୍କ୍ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…
କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍ ନ ପିନ୍ଧି ରାସ୍ତାରେ ବୁଲୁଥିବା ଏକ ଛେଳିକୁ ପୋଲିସ ବାବୁ ବାନ୍ଧି ଥାନାକୁ ନେଇ…

