ଫୁରସତ

ସୁପର ସ୍ପ୍ରେଡର୍‌ ହେଲା ବିବାହ: ବର,କନ୍ୟା ସମେତ ୪୭ ଆକ୍ରାନ୍ତ

କାସରଗୋଡ,୨୭।୭: ସାରା ଦେଶରେ ବର୍ତ୍ତମାନ ମହାମାରୀ କରୋନା ସଂକ୍ରମଣ ସଙ୍କଟ ସଙ୍ଗୀନ ହେବାରେ ଲାଗିଛି। କରୋନା ସହ ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ କେତେକ ଗାଇଡଲାଇନ୍‌ ଜାରି କରାଯାଇଛି। ସେଥିମଧ୍ୟରୁ ସାମାଜିକ ଦୂରତ୍ୱ ହେଉଛି ଅନ୍ୟତମ। କରୋନାରୁ ବର୍ତ୍ତିବା ପାଇଁ…

ବିବାହ ପରେ ସ୍ବାମୀ କହିଲେ ମୁଁ ମହିଳା ହେବାକୁ ଚାହୁଁଛି, ଏମିତି କଲେ ସ୍ତ୍ରୀ

ଯଦି ବିବାହ ପରେ ସ୍ବାମୀ କୁହନ୍ତି ଯେ ସେ ଜଣେ ମହିଳା ହେବାକୁ ଚାହୁଁଛନ୍ତି, ତେବେ ସେତେବେଳେ ସ୍ତ୍ରୀଙ୍କ ପ୍ରତିକ୍ରିୟା କ’ଣ ହେବ? କଳ୍ପନା କରିବା ଅତ୍ୟନ୍ତ କଷ୍ଟକର ନୁହେଁ କି? କିନ୍ତୁ ଟେଲର ୱାନମାଲସର ଏବଂ ସାରା ୱାନମାଲସରଙ୍କ ପାଇଁ…

ବିବାହ ଭୋଜିରେ ଖାଦ୍ୟ ପରିବେଷଣକାରୀଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ ଲୋକେ

ଦେଶରେ ବର୍ତ୍ତମାନ କରୋନା ମହାମାରୀ କାୟା ବିସ୍ତାର କରିଥିବା ବେଳେ ଆନ୍ଧ୍ରପ୍ରଦେଶରେ ଏକ ବିବାହ ଭୋଜିରେ ଏପରି ଏକ ଘଟଣା ଦେଖିବାକୁ ମିଳିଥିଲା ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆନ୍ଧ୍ରପ୍ରଦେଶରେ ଏକ ଅନନ୍ୟ ବିବାହର ଭିଡିଓ ସୋସିଆଲ ମିଡିଆରେ ଏବେ…

ଲକ୍‌ଡାଉନ୍‌ରେ ପରିବା ବିକ୍ରି କଲେ ବୃଦ୍ଧା: ଜିଲାପାଳ ନେଲେ ଏଭଳି ପଦକ୍ଷେପ, ଜାଣିଲେ କରିବେ ପ୍ରଶଂସା

କରୋନା ଯୋଗୁ ଅଧିକାଂଶ ସ୍ଥାନରେ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ କରୋନା ଯୋଦ୍ଧା ନିଜର କର୍ତ୍ତବ୍ୟ କରିବା ସାଙ୍ଗକୁ ମାନବିକତା ଦେଖାଉଥିବାର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଛତିଶଗଡ଼ ଦୁର୍ଗ ସହରର ଏମିତି ଏକ ଭିଡିଓ ଏବେ…

ଘଞ୍ଚଜଙ୍ଗଲ ପାର କରି ଲୋକଙ୍କୁ ମାଗଣାରେ ଔଷଧ ପହଞ୍ଚାଉଛନ୍ତି ଏହି ମହିଳା

ରାୟପୁର,୨୭।୭: ମହାମାରୀ କରୋନା କାଳରେ ଯେଉଁଠାରେ ଲୋକମାନେ ନିଜ ସମ୍ପର୍କୀୟଙ୍କଠାରୁ ଦୂରେଇ ରହୁଛନ୍ତି। ସେଠାରେ କରୋନା ସହ ଲଢ଼ିବା ପାଇଁ ସବୁଠାରୁ ଆଗରେ ଛିଡ଼ା ହୋଇଥିବା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା ପ୍ରଦାନ କରୁଛନ୍ତି। ଏଭଳି…

ବିନା ମାସ୍କରେ ବିମାନରେ ଯାତ୍ରା କରୁଥିଲେ ମହିଳା, ଆଉ ତା’ପରେ

କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସମଗ୍ର ବିଶ୍ୱରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ମାସ୍କ ନ ପିନ୍ଧି ବିମାନରେ ଯାତ୍ରା କରିବା ଜଣେ ମହିଳାଙ୍କୁ ଭାରି ପଡ଼ିଛି। ମହିଳାଜଣଙ୍କ…

୪୪୬ ବର୍ଷ ପୁରାତନ ଅଯୋଧ୍ୟା କାଣ୍ଡ ଏବେ ବି ସୁରକ୍ଷିତ

ଲକ୍ଷ୍ନୌ, ୨୭।୭: ସୋମବାର ସନ୍ଥ ତୁଳସୀଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ସେ ୧୫୫୪ ଜୁଲାଇ ୨୭ରେ ଉତ୍ତରପ୍ରଦେଶ ଚିତ୍ରକୂଟ ଜିଲାର ରାଜପୁର ଗାଁରେ ଜନ୍ମଗ୍ରହଣ କରିଥିଲେ। ୪୪୬ ବର୍ଷ ତଳେ ତାଙ୍କ ଦ୍ୱାରା ରଚିତ ଅଯୋଧ୍ୟାକାଣ୍ଡ ଏବେ ବି ସୁରକ୍ଷିତ ରହିଛି।…

ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଗଛ ଉପରେ ବସିଲେ ବ୍ୟକ୍ତି: ଭିଡ଼ିଓ ଭାଇରାଲ

କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାରଙ୍କ ପକ୍ଷରୁ କିଛି ଗାଇଡଲାଇନ୍ସ ଜାରି କରାଯାଇଛି। ଯେପର୍ଯ୍ୟନ୍ତ ଭ୍ୟାକସିନ୍‌ ନ ଆସିଛି ସେପର୍ଯ୍ୟନ୍ତ ବାହାରକୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବାଧ୍ୟତାମୂଳକ…

ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ ସୃଷ୍ଟି କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ…

ରାଜ୍ୟର ୬୧ ପ୍ରତିଶତ ଅଞ୍ଚଳରେ ନାହାଁନ୍ତି ପୋଲିସ: ରାଜସ୍ବ ବିଭାଗ କର୍ମଚାରୀଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ଡେରାଡୁନ୍‌, ୨୭।୭: ସୁରକ୍ଷା ଦାୟିତ୍ୱ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି କାର୍ଯ୍ୟ ପୋଲିସ ବିଭାଗ ଉପରେ ନ୍ୟସ୍ତ ରହିଥାଏ। ତେବେ ଭାରତରେ ଏଭଳି ଏକ ରାଜ୍ୟ ରହିଛି ଯାହାର ୬୧ ପ୍ରତିଶତ ଦୁର୍ଗମ ଅଞ୍ଚଳରେ ପୋଲିସ ନାହାଁନ୍ତି। ସେମାନଙ୍କ ସ୍ଥାନରେ ରାଜସ୍ବ…

ଶଗଡ ଚଢିଲେ ଶିକ୍ଷକ, ଜାଣନ୍ତୁ କାହିଁକି

ମଧ୍ୟ ପ୍ରଦେଶର ଜଣେ ଶିକ୍ଷକ ଶଗଡ ଚଢି ଚର୍ଚ୍ଚାକୁ ଆସିଛନ୍ତି। ରାୟସେନ ଜିଲାର ସାଲେଗଡ ଗ୍ରାମର ପ୍ରାଥମିକ ସ୍କୁଲରେ ଶିକ୍ଷକ ଥିବା ନୀରଜ ସକ୍ସେନା ଶଗଡରେ ବହି ବୋହି ସ୍କୁଲକୁ ନେଉଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଇଣ୍ଟଖେଡି ସଙ୍କୁଲ…

ଡ୍ୟୁଟି ସରିବା ପରେ ଏମିତି କାମ କରି ଚର୍ଚ୍ଚାରେ ପୋଲିସ କର୍ମଚାରୀ

ପୋଲିସ ଡ୍ୟୁଟି ସହଜ ନୁହେଁ। ଅନ୍ୟର ଜୀବନ ସୁରକ୍ଷିତ କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ପୋଲିସ କର୍ମଚାରୀ। କରୋନା ଯୋଗୁ ମଧ୍ୟ ସେମାନଙ୍କ କାର୍ଯ୍ୟ ଆହୁରି ବଢିଯାଇଛି। ଘରଠାରୁ ଦୂରରେ ରହି ପୋଲିସ କର୍ମଚାରୀ ଅନ୍ୟର ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?