ଫୁରସତ

ଘରେ ଖାଇବାକୁ ନାହିଁ, ମାତ୍ର ୩୦୦ ଟଙ୍କାରେ ମୂଲ ଲାଗୁଛନ୍ତି ଏହି ଗୋଲ୍ଡ ମେଡାଲିଷ୍ଟ

ନୂଆଦିଲ୍ଲୀ,୨୩ା୭: ଦୌଡ଼ର ବାଦ୍‌ଶାହା କରୋନା ସମୟରେ ଏତେ ଅସହାୟ ହୋଇପଡ଼ିଛନ୍ତି ଯେ, ତାଙ୍କୁ ଘର ଚଳାଇବା ପାଇଁ ଟଙ୍କାଟିଏ ମିଳିଲାନି। ସେଥିପାଇଁ ଦିନକୁ ୩୦୦ ଟଙ୍କାରେ ମୂଲ ଲାଗିବାକୁ ଯାଉଛନ୍ତି। ଯାହାଙ୍କୁ ଲୋକମାନେ ଦିନେ କରତାଳି ମଧ୍ୟରେ ଉତ୍ସାହିତ କରୁଥିଲେ, ସେହି…

କରୋନାକୁ ଦୁର୍ବଳ କରୁଛି ଶରୀରର ଏହି ଭିଟାମିନ୍‌: ଏସବୁ ଦେଶରେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ କମ୍‌

ସମଗ୍ର ବିଶ୍ୱରେ କରୋନା କାୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ କିଛି ଦେଶରେ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ କିଛି ଦେଶରେ ଏହା ବହୁତ କମ୍‌ ରହିଛି। ଏପରି ହେବା ପଛର କାରଣଟି ହେଲା ଲୋକଙ୍କ ଶରୀରରେ ଥିବା ଭିଟାମିନ୍‌…

ଚାଷ ଜମିରେ କରୋନା ସଚେତନତା ବାର୍ତ୍ତା ଲେଖିଲେ ସଚିନ

କୋହ୍ଲାପୁର,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରି ସ୍ଥଳେ ମାସ୍କ୍‌ ପିନ୍ଧିବା, ନିୟମିତ ସମୟ ଅନ୍ତରରେ ହାତ ଧୋଇବା, ସାମାଜିକ ଦୂରତା ଆଦି ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି। ମହାରାଷ୍ଟ୍ର କୋହ୍ଲାପୁରର ସାଲଗାଓଁରେ ଜଣେ ଚାଷୀ…

ବିବାହର ୩ଦିନ ପରେ କନ୍ୟା ସାଜିଲେ ଲୁଟେରା

ଲକ୍ଷ୍ନୌ,୨୩।୭: ବିବାହ ପରେ ଘରକୁ ବଧୂ ଆସିଲେ ପରିବାରରେ ହସଖୁସିର ମାହୋଲ ଖେଳିଯାଏ। ବୋହୁଙ୍କୁ ଘରର ଲକ୍ଷ୍ମୀପ୍ରତିମା ଭାବି ପରିବାରର ମୁରବି ତାଙ୍କୁ ଘରର ସମସ୍ତ ଦାୟିତ୍ୱ ଦେଇଥାନ୍ତି। କିନ୍ତୁ ଯେବେ ଏହି ଲକ୍ଷ୍ମୀପ୍ରତିମା ସେମାନଙ୍କୁ ଧୋକା ଦେଇଥାଏ ସେତେବେଳେ ସେମାନଙ୍କୁ…

ନ୍ୟାଶନାଲ ରିଫ୍ରେଶମେଣ୍ଟ୍‌ ଡେ’: ବ୍ୟସ୍ତବହୁଳ ଜୀବନରେ ମନ ହାଲୁକା କରେ

ପ୍ରତିବର୍ଷ ଜୁଲାଇ ଚତୁର୍ଥ ଗୁରୁବାର ନ୍ୟାଶନାଲ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ୨୦୧୮ରେ ଏହିି ଦିବସ ଜୁଲାଇ ୨୬ ଓ ୨୦୧୯ରେ ଜୁଲାଇ ୨୫ରେ ପାଳନ କରାଯାଇଥିବାବେଳେ ଚଳିତ ବର୍ଷ ଏହା ୨୩ ଜୁଲାଇରେ ପାଳନ କରାଯାଉଛି। ଆମେରିକାର ଭର୍ମୋଣ୍ଟ ରାଜ୍ୟସ୍ଥିତ…

ମୃତଦେହ ମେଳରେ ମହୋତ୍ସବ

ଜାକର୍ତ୍ତା: ମୃତଦେହ ମେଳରେ ପର୍ବ। ଏଥିପାଇଁ କାଠବାକ୍ସରେ ସଂରକ୍ଷିତ କରି ପାହାଡ଼ ଗୁମ୍ଫାରେ ରଖାଯାଇଥାଏ ମରଶରୀର। ପ୍ରତି ୩ବର୍ଷରେ ଥରେ ମୃତକଙ୍କ ପୁଣ୍ୟତିଥିରେ କାଠବାକ୍ସରୁ ମୃତକଙ୍କୁ ବାହାର କରାଯାଏ ଏବଂ ଏହାପରେ ଆରମ୍ଭ ହୋଇଥାଏ ମହୋତ୍ସବ ‘ମାନେନେ’। ସାଧାରଣତଃ ମୃତଦେହକୁ ନେଇ…

ସ୍ମାର୍ଟଫୋନ୍‌ ଡାଟାରୁ ଜାଣିହେବ ବ୍ୟକ୍ତିତ୍ୱ

ମୁନିକ: ସମାଜରେ ବିଭିନ୍ନ ପ୍ରକାରର ଲୋକ ବାସ କରିଥାନ୍ତି। ପୁଣି ଜଣଙ୍କର ବ୍ୟକ୍ତିତ୍ୱ ଅନ୍ୟଠାରୁ ଅଲଗା ହୋଇଥାଏ। କାହାର କାହାର ବ୍ୟକ୍ତିତ୍ୱ ଜାଣିବା ପାଇଁ ଗବେଷକ ଦୀର୍ଘ ଅଧ୍ୟୟନ ମଧ୍ୟ କରିଥାନ୍ତି। ତେବେ ଏଣିକି ବ୍ୟକ୍ତିତ୍ୱ ଜାଣିବା ଲାଗି ଅଧିକ ସମୟ…

୨,୫୦୦ ବର୍ଷର ପୁରୁଣା କଙ୍କାଳ ଠାବ

ଲଣ୍ଡନ: ମାନବ ସଭ୍ୟତାର କ୍ରମବିକାଶ ସହିତ ଆପରାଧିକ କାର୍ଯ୍ୟ ବଢ଼ିଥିବା ନେଇ ଏବେ ଗବେଷଣାରୁ ଜଣାପଡ଼ିଛି। ଇଂଲଣ୍ଡର ଦକ୍ଷିଣପୂର୍ବରେ ଥିବା ଚଲର୍ଟନ ହିଲ୍‌ ଅଞ୍ଚଳ ଅନ୍ତର୍ଗତ ଓ୍ବେନଡେଭର ନିକଟବର୍ତ୍ତୀ ଓ୍ବେଲଓ୍ବିକ୍‌ ଫାର୍ମରୁ ଏକ ପୁରୁଣା କଙ୍କାଳ ଠଶବ କରାଯାଇଛି। ମିଳିଥିବା ଲୌହଯୁଗର…

ଜୀବନକୁ ବାଜି ଲଗାଇ ଛୁଆକୁ ଉଦ୍ଧାର କଲା ମା’ ମୂଷା: ଦେଖନ୍ତୁ ଭିଡିଓ

ମାଟିରୁ ଆକାଶ ଯାଏ ଯିଏ ପରିବ୍ୟାପ୍ତ ସେ ହେଉଛି ମା’। ମାର ପଣତ ତଳେ ଛୁଆ ଥାଏ ସବୁଠୁ ବେଶି ସୁରକ୍ଷିତ। ଆଉ ଯେତେବେଳେ ନିଜର ସନ୍ତାନ ପ୍ରତି ବିପଦ ଆସେ ନିଜ ଜୀବନକୁ ବାଜି ଲଗାଇ ଦିଏ ମା’ ।…

ପାଣିରେ ବୁଡ଼ିଯିବାର ଅଭିନୟ କରୁଥିଲା ପିଲା, ପରେ ଘଟିଲା କିଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭଡିଓ ଏବଂ ଫଟୋ ଭାଇରାଲ ହେବାରେ ଲାଗିଛି। କେତେକ ଭିଡିଓ ଦେଖି ହସ ନିୟନ୍ତ୍ରଣ ହେଉ ନ ଥିବା ବେଳେ କେତେକ ଭିଡିଓ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏକ ଭିଡିଓ ବହୁତ…

ମା’ବାପାଙ୍କୁ ନିର୍ମମ ଭାବେ ହତ୍ୟାର ପ୍ରତିଶୋଧ: ୪୦ ତାଲିବାନ ଆତଙ୍କବାଦୀ ସହ ଏକ ଘଣ୍ଟା ଧରି ଲଢ଼ିଲେ ଏହି ଯୁବତୀ

ଅତୀତରେ ମଲାଲା ୟୁସୁଫଜାଇ ଆତଙ୍କବାଦ ବିରୋଧରେ ନିଜ ଲଢ଼େଇ ପାଇଁ ପ୍ରଶଂସାର ପାତ୍ର ହୋଇଥିଲେ। ଏବେ ସେଭଳି କିଛି କାମ କରି ଆଫଗାନିସ୍ତାନର ଜଣେ ୧୬ ବର୍ଷ ବୟସ୍କା ଯୁବତୀ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଲିବାନର ଆତଙ୍କବାଦୀମାନେ ମା’ବାପାଙ୍କୁ ହତ୍ୟା କରିବା…

ପ୍ରତିରୋଧକ ଶକ୍ତି ବଢ଼ାଇବ ‘ଆଣ୍ଟି କରୋନା ଟି’

ଓ୍ବାରାଙ୍ଗାଲ,୨୨।୭: ସାରା ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଗତି କରୁଛି। କରୋନା କାଳରେ ଯେଉଁଠି ଲୋକମାନେ ରାସ୍ତା ଉପରେ ଥିବା ଠେଲା ଦୋକନକୁ ଯିବା ପାଇଁ କି ସେଠାରୁ କିଛି ଖାଇବାକୁ ଡରୁଛନ୍ତି। ସେଇଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?