କୁକୁରକୁ ଖୋଜି ଆଣିଲେ ମିଳିବ ୧୦ ହଜାର ଟଙ୍କା !
କୋଲକାତା,୬।୭: କୋଲକାତାରେ ଲଷ୍ଟ ଆଣ୍ଡ ଫାଉଣ୍ଡର ଏକ ଅଦ୍ଭୁତ ପୋଷ୍ଟର ଦେଖିବାକୁ ମିଳିଛି। ନନ୍ଦିନି କୌଶିକ ଏକ କୁକରକୁ ଖୋଜି ଆଣିଲେ ୧୦ ହଜାର ଟଙ୍କା ପୁରସ୍କାର ରାଶି ଦେବାକୁ ଘୋଷଣା କରିଛନ୍ତି। ଏଥିପାଇଁ କୋଲକତା ବିମାନ ବନ୍ଦର ଅଞ୍ଚଳରେ...
ଭୂକମ୍ପରେ ବି ସୁରକ୍ଷିତ ରହିବ ଏହି ଟ୍ରେନ୍
ଟୋକିଓ,୬।୭: ଜାପାନ ଏକ ନୂଆ ପ୍ରକାର ବୁଲେଟ୍ ଟ୍ରେନ୍ ନିର୍ମାଣ କରିଛି। ଏହି ଟ୍ରେନ୍ ଭୂକମ୍ପରେ ମଧ୍ୟ ସୁରକ୍ଷିତ ରହିପାରିବ। ଘଣ୍ଟାପ୍ରତି ୩୬୦ କିମି ବେଗରେ ଯିବାକୁ ଏହା ସକ୍ଷମ। ଏନ୍-୭୦୦-ଏସ୍ ନାମକ ଏହି ଟ୍ରେନ୍କୁ ଜୁଲାଇ ୧ ଠାରୁ...
୫ ବର୍ଷର ଦିବ୍ୟାଙ୍ଗ ୧୦ କିମି ଚାଲି କରୋନା ପାଇଁ ଯୋଗାଡ କଲେ ୯ କୋଟି
କରୋନା ସହାୟତା ପାଇଁ ଲୋକେ ଟଙ୍କା ଯୋଗାଡ଼ କରିବାରେ ଲାଗିପଡ଼ିଛନ୍ତି। ଏଥିପାଇଁ କିଏ ଛାତ ଉପରେ ମାରାଥନ୍ କରୁଛନ୍ତି ତ କିଏ ସାଇକେଲିଂ ଆଉ କିଏ ଅନ୍ଲାଇନ୍ ମାଧ୍ୟମରେ ଟଙ୍କା ଯୋଗାଡ଼ କରୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଜଣେ ୫...
ସ୍ବାମୀ ବିବେକାନନ୍ଦ ଯେଉଁଠି ଭାଷଣ ଦେଇ ବିଶ୍ୱବିଖ୍ୟାତ ହୋଇଥିଲେ ସେଠାରେ ଆଜି ଏମିତି ଲେଖା ଅଛି
ସ୍ବାମୀ ବିବେକାନନ୍ଦ ୧୮୯୩ ମହିହା ସେପ୍ଟେମ୍ବର ୧୧ରେ ଆମେରିକାର ଚିକାକୋ ସହରରେ ଭାଷଣ ଦେଇ ସାରା ବିଶ୍ୱକୁ ଥରାଇ ଦେଇଥିଲେ। ବିଶ୍ୱ ଧର୍ମ ସମ୍ମିଳନୀରେ ସେ ଦେଇଥିବା ଏହି ଭାଷଣର ପ୍ରତିଟି ଧାଡିରେ ଭାରତର ବେଦ ଉପନିଷେଦ କଥା କୁହାଯାଇଥିଲା।...
ପ୍ରତିଦିନ ସ୍କୁଲକୁ ୨୪ କିଲୋମିଟର ସାଇକେଲରେ ଯାଆନ୍ତି ଏହି ଛାତ୍ରୀ: ହାଇସ୍କୁଲ ପରୀକ୍ଷାରେ ରଖିଛନ୍ତି ୯୮.୫ ପ୍ରତିଶତ ନମ୍ବର
ଭୋପାଳ,୬ା୭: କଥାରେ ଅଛି କଠିନ ପରିଶ୍ରମର ଫଳ ଦିନେ ଦିନେ ମିଳିଥାଏ। ଏହି କଥାକୁ ପ୍ରମାଣ କରି ଦେଖାଇଛନ୍ତି ମଧ୍ୟପ୍ରଦେଶର ଭିଣ୍ଡ୍ ଜିଲା ଅନ୍ତର୍ଗତ ଆଜନୋଲ୍ ଗାଁର ଦଶମ ଶ୍ରେଣୀ ଛାତ୍ରୀ ରୋଶ୍ନି ଭଦୌରିଆ। ହାଇସ୍କୁଲ ପରୀକ୍ଷାରେ ସେ ୯୮.୫...
ବ୍ଲାକ୍ ହୋଲରୁ ବିଶ୍ୱ ସୃଷ୍ଟି
ବିଶ୍ୱ ସୃଷ୍ଟି ପଛରେ କି ରହସ୍ୟ ଅଛି ତାହା ଜାଣିବା ପାଇଁ ପ୍ରୟାସ ଜାରି ରହିଛି। ଏହି ତାଲିକାରେ ନିକଟରେ ଆଉ ଏକ ରୋମାଞ୍ଚକର ତଥ୍ୟ ସାମିଲ କରାଯାଇଛି। ଅଷ୍ଟ୍ରେଲିଆର ମହାକାଶବିଜ୍ଞାନୀମାନେ ଏ ନେଇ ଗବେଷଣା କରି ଏପରି ତଥ୍ୟ...
ଥାନାରେ ପହଞ୍ଚତ୍ଲା ୫ ବର୍ଷ ତଳର ଗଧ ଚୋରି ମାମଲା; ମନ୍ଦିରରେ ସ୍ଥିର ହେଲା ମାଲିକାନା
ଭିଲ୍ବାଡା, ୫।୭- ଜମି, ସମ୍ପତ୍ତିକୁ ନେଇ ଦୁଇ ପକ୍ଷ ଲୋକଙ୍କ ମଧ୍ୟରେ ବିବାଦ ହୋଇଥିବା ଏକ ସାଧାରଣ କଥା। ଏହାର ସମାଧାନ ପାଇଁ ଲୋକେ ଥାନା, କୋର୍ଟ, କଚେରୀକୁ ମଧ୍ୟ ଯାଇଥାନ୍ତି। କିନ୍ତୁ ରାଜସ୍ଥାନ ଭିଲ୍ବାଡା ଜିଲାର କୋଟ୍ଡି ଥାନା...
ବସ୍ରେ ଆରମ୍ଭ ହୋଇଥିଲା ଏହି ପ୍ରସିଦ୍ଧ ଭାଜପା ନେତାଙ୍କ ଲଭ୍ଷ୍ଟୋରୀ
ଭାରତୀୟ ଜନତା ପାର୍ଟିର ପ୍ରସିଦ୍ଧ ନେତା ଶାହନୱାଜ ହୁସେନ ଦିଲ୍ଲୀର ହିନ୍ଦୁ ଯୁବତୀ ରେଣୁଙ୍କୁ ବିବାହ କରିଥିଲେ, କିନ୍ତୁ ଏଥିପାଇଁ ତାଙ୍କୁ ୯ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡୁଥିଲା। ୧୯୮୬ରେ, ସ୍ନାତକୋତ୍ତର ପଢୁଥିବାବେଳେ ଶାହନୱାଜ ଏଡିଟିସି ବସରେ ଯାତ୍ରା...
କରୋନାରୁ ରକ୍ଷା ପାଇବା ପାଇଁ ଦମ୍ପତି ନେଲେ ଏହି ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବିଶ୍ୱର ଅଧିକାଂଶ ଦେଶ ଏବେ କରୋନା ମହାମାରୀ ସହ ସଂଘର୍ଷ କରୁଛନ୍ତି। ଏହି ମାରାତ୍ମକ ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପ୍ରତ୍ୟେକ ଦେଶ କିଛି ନା କିଛି ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ସମୟରେ ଋଷ୍ର ଏକ ଦମ୍ପତି...
ଶ୍ରମିକ ପାଲଟିଲେ ମାଇକେଲ୍ ଜ୍ୟାକ୍ସନ
ଟୁଇଟରରେ ବିଲ୍ ବାର୍ଟେଲ ନାମକ ଜଣେ ବ୍ୟକ୍ତି ଶେୟାର କରିଥିବା ଏକ ଭିଡିଓ ହେଉଛି ଭାଇରାଲ। କାରଣଟି ହେଲା ଭିଡିଓରେ ନାଚୁଥିବା ଶ୍ରମିକଙ୍କ ନୃତ୍ୟଶୈଳୀ। ତେବେ ହୁବେଇର ଏକ ଗୃହ ନିର୍ମାଣସ୍ଥଳରେ ମାଇକେଲ ଜ୍ୟାକ୍ସନଙ୍କ ଜନ୍ମ ହୋଇଛି ବୋଲି ସେ...
କୁକୁର ମୁହଁ ଭଳି ଦେଖାଯାଉଥିବା ବାଦୁଡ଼ି ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ, ୫।୭: ଏବେ ସୋସିଆଲ୍ ମିଡ଼ିଆରେ କୁକୁର ମୁହଁ ଥିବା ବାଦୁଡ଼ିର ଫଟୋ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ଫଟୋକୁ କ୍ରିଷ୍ଟେନ ହୋଓ୍ବାର୍ଡଙ୍କ ଟୁଇଟର ଆକାଉଣ୍ଟରୁ ଶେୟାର କରାଯାଇଛି। ୟୁଜର ଏହାକୁ ଫ୍ରୁଟ୍ ବ୍ୟାଟ୍ କହି ନାନା ପ୍ରକାର...
ମାଲିକଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଚାରି ମହଲାରୁ ଡେଇଁ ଜୀବନ ହାରିଲା କୁକୁର
କଥାରେ ଅଛି କୁକୁର ମଣିଷର ସବୁଠାରୁ ବିଶ୍ୱସ୍ତ ସାଥୀ। ହେଲେ ପାଳିଥିବା ମଣିଷର ମୃତ୍ୟୁରେ ମ୍ରିୟମାଣ ହୋଇ କୁକୁର ନିଜେ ଜୀବନ ହାରିବା ଭଳି ଘଟଣା ହୁଏତ ଶୁଣି ନ ଥିବେ। ଏଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର କାନପୁରରେ।...
Archives


