୩୫ ବର୍ଷ ପୁରୁଣା ଏହି ଗେମ୍ର ଜବରଦସ୍ତ ଚାହିଦା, ୮୫.୭୨ ଲକ୍ଷ ଟଙ୍କାରେ ବିକ୍ରି ହେଲା କପି
ସମୟ ସହିତ ଭିଡିଓ ଗେମ୍ସ ଦ୍ରୁତ ଗତିରେ ବଦଳି ଯାଇଛି। ଇତିହାସରେ ସବୁଠାରୁ ଲୋକପ୍ରିୟ ଭିଡିଓ ଗେମ୍ ହେଉଛି ସୁପର ମାରିଓ ବ୍ରୋଶ। ଖେଳ ଏତେ ଲୋକପ୍ରିୟ ଯେ ଏହାକୁ ପ୍ରସ୍ତୁତ କରିଥିବା ନିଣ୍ଟେଣ୍ଡୋ, ୨୦୧୭ ରେ ଖେଳର ଏକ ନୂତନ…
ଏହି ଗାଁର ଯୁବତୀମାନେ ଦେଖିବାକୁ ଖୁବ୍ ସୁନ୍ଦର, ହେଲେ ମିଳେନି ବରପାତ୍ର: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ
ବିବାହ ପାଇଁ ଉପଯୁକ୍ତ ଯୁବକ ବା ଯୁବତୀ ନ ମିଳିବା ଏକ ସାଧାରଣ ସମସ୍ୟା। କିନ୍ତୁ ଏହି ସମସ୍ୟାଟି ସେତେବେଳେ ଘଟିଥାଏ ଯେତେବେଳେ ଯୁବକର ଭଲ ଚାକିରି କିମ୍ବା ଭଲ ଘର ପରିବାର ନ ଥାଏ। ସେହିପରି ଝିଅମାନଙ୍କର ବିବାହରେ ବିଳମ୍ବ…
ଅଧିକ ଉଚ୍ଚତା ବିଶିଷ୍ଟ ମହିଳା: ଯେଉଁ ଗୋଡ଼କୁ ଦିନେ ଲୁଚାଉ ଥିଲେ, ଏବେ ତାହାକୁ ନେଇ ଚର୍ଚ୍ଚାରେ
ବିଶ୍ୱ ଅନେକ ଆଶ୍ଚର୍ଯ୍ୟଜନକ ଏବଂ ରୋମାଞ୍ଚକର ଜିନିଷରେ ପରିପୂର୍ଣ୍ଣ । ପୃଥିବୀରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନେ ସେମାନଙ୍କର ଅଦ୍ଭୁତ କାର୍ଯ୍ୟ ପାଇଁ ଜଣାଶୁଣା। ଯେପରି କେହିକେହି ଲମ୍ବା, କାହାର ନଖ ବଡ଼ ଏବଂ କେତେକ ଲମ୍ବା କେଶ ପାଇଁ…
ସ୍ବାବ୍ ସଂଗ୍ରହ କରିବାକୁ ଯାଇଥିବା ଡାକ୍ତରଙ୍କ ମୁହଁରେ କାଶିଲେ କରୋନା ରୋଗୀ: କହିଲେ ଏଭଳି କିଛି
ସାରା ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ଶହ ଶହ ଲୋକଙ୍କ ଜୀବନହାନି ଘଟୁଛି। କରୋନା ସହ ଏହି ଲଢ଼େଇରେ ପ୍ରମୁଖ ଯୋଦ୍ଧା ପାଲଟିଛନ୍ତି ଦେଶର…
ଚିନ୍ତାରେ ବିଶେଷଜ୍ଞ: କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିଟରେ ୨ ମାସ ପରେ ମଧ୍ୟ ଦେଖାଯାଉଛି ଲକ୍ଷଣ
ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ଏସବୁ ସତ୍ତ୍ୱେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରୁଥିବା ବ୍ୟକ୍ତିମାନଙ୍କ ପାଖରେ କିଛି…
ଏସ୍ବିଆଇରେ ମିଳିଲାନି ଚାକିରି, ଖୋଲିଲେ ନକଲି ବ୍ୟାଙ୍କ ଶାଖା, ଆଉ ତା’ ପରେ…
ଚେନ୍ନାଇ: ତାମିଲନାଡୁର କୁଡାଲୋର ଜିଲାରେ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏକ ନକଲି ଶାଖାକୁ ପୋଲିସ ସିଲ୍ କରିଛି। ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍ ହେଉଛନ୍ତି ପୂର୍ବତନ ଏସ୍ବିଆଇର ଜଣେ କର୍ମଚାରୀଙ୍କ ପୁଅ।…
ଏହି ଅଟୋରିକ୍ସାକୁ ଦେଖି ଇମ୍ପ୍ରେସ୍ ହେଲେ ଆନନ୍ଦ ମହିନ୍ଦ୍ରା
ମୁମ୍ବାଇ: ଏବେ ଇଣ୍ଟନେଟରେ ଆନନ୍ଦ ମହିନ୍ଦ୍ରାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସମସ୍ତେ ଜାଣନ୍ତି ଆନନ୍ଦ ମହିନ୍ଦ୍ରା ଯେତେବେଳେ ବି ଭିଡିଓ ଶେୟାର କରନ୍ତି ସେଥିରେ କିଛି ନା କିଛି ବିଶେଷତ୍ୱ ଥାଏ। ଏଥରର ଭିଡିଓଟି ମଧ୍ୟ ସେହିଭଳି। ଏଥର…
ଜଙ୍ଗଲରେ ଦୋଳି ଖେଳୁଥିଲା ହାତୀ… ପରେ ଘଟିଲା କିଛି ଏମିତି
ସୋସିଆଲ ମିଡିଆରେ ଅନେକ ପ୍ରକାର ଭିଡିଓ ଭାଇରାଲ ହେଉଛି। ସେଥି ମଧ୍ୟରୁ ପଶୁ ପକ୍ଷୀଙ୍କ ଭିଡିଓ ଅନ୍ୟତମ। କେତେବେଳେ ମାଙ୍କଡମାନଙ୍କ ଦୁଷ୍ଟାମି ତ କେତେବେଳେ ସେମାନଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟ। ସେହି ଭଳି ବର୍ତ୍ତମାନ ଏକ ହାତୀର ଭିଡିଓ ଭାଇରାଲ ହେବାରେ ଲାଗିଛି।…
ବାୟୁରେ କରୋନା ଭୂତାଣୁ: ଏସି ବନ୍ଦ କରନ୍ତୁ , ନଚେତ ଏହି ଉପାୟ ଆପଣାଇବାକୁ କହିଲେ ବିଶେଷଜ୍ଞ
କରୋନା ସଂକ୍ରମଣ ବାୟୁ ଦ୍ୱାରା ବ୍ୟାପୁ ନଥିବା କୁହାଯାଉଥିଲା। ହେଲେ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍ଓ) କରୋନା ଭାଇରସ୍ ବାୟୁରେ ରହୁଥିବା ସ୍ବିକାର କରିଛି। ଏହା ଜଣାପଡ଼ିବା ପରେ କିଛି ବିଶେଷଜ୍ଞ ଲୋକମାନଙ୍କୁ ଘରର ଏସି ବନ୍ଦ କରିବାକୁ କହିଛନ୍ତି। ଯଦି…
୪୦ କୋଟି ବର୍ଷ ତଳେ ବିକଶିତ ହୋଇଥିଲା ମାଛର ଦାନ୍ତ
ଷ୍ଟକ୍ହୋମ୍: ଜୈବ ବିବର୍ତ୍ତନର ଧାରା ପୃଥିବୀରେ ସବୁବେଳେ ଜାରି ରହିଛି। ଗବେଷକଙ୍କ ମତରେ ମନୁଷ୍ୟଠାରେ ଦେଖାଯାଉଥିବା ଦାନ୍ତ ୪୦ କୋଟି ବର୍ଷତଳେ ମାଛଠାରୁ ବିକଶିତ ହୋଇଥିଲା। ମାଛର ତଳ ମାଢ଼ିରେ କୋମଳ ଦାନ୍ତ ସୃଷ୍ଟି ହେବା ପରେ ଏହାର କ୍ରମବିକାଶ ଧାରା…
କରୋନା ରୋଗୀଙ୍କୁ ଆମ୍ବୁଲାନ୍ସରେ ୭ କିମି ନେବା ପାଇଁ ଚାର୍ଜ କରାଗଲା ୮ ହଜାର
ମୁମ୍ବାଇ: କରୋନା ମହାମାରୀ ସମୟରେ ଅନେକ ଖବରମାନ ଶୁଣିବାକୁ ମିଳୁଛି। କେତେବେ ରୋଗୀଙ୍କୁ ହସ୍ପିଟାଲରେ ବେଡ୍ ମିଳୁ ନାହିଁ ତ ଆଉ କେତେବେଳେ ଆମ୍ବୁଲାନ୍ସ। ଏବେ ଆଉ ଏକ ଆଶ୍ଚର୍ଯ୍ୟ ଜନକ ଖବରସମ୍ମୁଖକୁ ଆସିଛି । ମୁମ୍ବାଇର ଜଣେ ଆମ୍ବୁଲାନ୍ସ ଡ୍ରାଇଭର…
୩ ବର୍ଷର ଶିଶୁକୁ ଛାଡି ପ୍ରେମିକ ସହ ବୁଲିବାକୁ ଗଲେ ମା’, ଆଉ ତା’ପରେ…
ମା’ ନିଜର ୩ ବର୍ଷର ଶିଶୁକୁ ଏକାକୀ ଘରେ ଛାଡି ପ୍ରେମିକ ସହ ବୁଲିବାକୁ ଚାଲିଗଲେ। ଏକ ସପ୍ତାହରୁ ଊର୍ଦ୍ଧ୍ୱ ଅର୍ଥାତ୍ ୮ ଦିନ ପରେ ଘରକୁ ଫେରିବା ପରେ ଭୋକ ଉପାସରେ ଶିଶୁଟିର ମୃତ୍ୟୁ ହୋଇଯାଇଥିଲା। ଏଭଳି ଏକ ଅଭାବନୀୟ…

