ପୋଷ୍ଟ ଅଫିସରେ ବିକ୍ରିହେବ ହ୍ୟାଣ୍ଡ ସାନିଟାଇଜର
ଲକ୍ଷ୍ନୌ: ମହାମାରୀ କରୋନା ଆତଙ୍କ ସୃଷ୍ଟିକରିଥିବା ବେଳେ ଲୋକମାନଙ୍କୁ ସଚେତନ କରାଇବା ଓ ସେମାନଙ୍କୁ କରୋନାଠାରୁ ଦୂରେଇ ରଖିବା ଲାଗି ଆବଶ୍ୟକ ହେଉଥିବା ଜିନିଷ ଯୋଗାଇଦେବା ଏବେ ପ୍ରଧାନ କର୍ତ୍ତବ୍ୟ ହୋଇଛି। ଏହାକୁ ଗୁରୁତ୍ୱଦେଇ ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ଏକ...
କରୋନା ମଲ୍
ବାରାଣସୀ: ପିଲାଙ୍କ ଲାଗି ଫ୍ୟାନି୍ସ କଲର ମାସ୍କ, ବିଭିନ୍ନ ଡିଜାଇନ୍ ମାସ୍କ, ସାନିଟାଇଜର, ହ୍ୟାଣ୍ଡ ଗ୍ଲୋବ୍ସ, ସାବୁନ, ଗାମୁଛା ଓ ଭିନ୍ନ ଧରଣର ଫେସ୍ କଭର ଆଦି ସମସ୍ତ କରୋନା ସମ୍ପର୍କିତ ଜିନିଷ ଗୋଟିଏ ଛାତ ତଳେ ମିଳୁଛି। ଏଠାକୁ...
ଚାକିରିକୁ ନା’ କରି ହେଲେ ସଫଳ ଚାଷୀ
ବେଲଗାଭି(କର୍ନାଟକ): କଳା ଏବଂ ଶିକ୍ଷା ଦୁଇଟି ବିଷୟରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଭଲ ଶିକ୍ଷକଟିଏ ହେବା ପାଇଁ ଲକ୍ଷ୍ୟ ରହିଥିଲା। ଚାହିଁଥିଲେ ଚାକିରିଟିଏ ମଧ୍ୟ ନିଶ୍ଚୟ ପାଇଯାଇଥାନ୍ତେ। ହେଲେ ଚାକିରିକୁ ଏଡ଼ାଇ ଦେଇଥିଲେ। ମାସିକ ୧୬ ହଜାର ଟଙ୍କା...
ଚନ୍ଦ୍ରକୁ ଶୁଷ୍କ ଭାବିବା ଭୁଲ୍
ଟୋକିଓ, ୧୩ା୬: ଚନ୍ଦ୍ର ଶୁଷ୍କ ବୋଲି ଆମେ ଭାବିଥାଉ। ବହୁ ଜ୍ୟୋତିର୍ବିଦ ଭାବନ୍ତି, ଆମର ଏକମାତ୍ର ଉପଗ୍ରହ ଅଙ୍ଗାରକ ଭଳି ଅସ୍ଥିର ତତ୍ତ୍ୱ ରହିତ, ଯାହା ପୃଥିବୀ ଓ ମଙ୍ଗଳ ମଧ୍ୟରେ ଧକ୍କାଖାଇ ଜଳିଯିବା ପରେ ସୃଷ୍ଟିହୋଇଛି। କିନ୍ତୁ ଏକ...
ଅନ୍ଲାଇନ୍ ଶିକ୍ଷାଦାନକୁ ନେଇ ଶିକ୍ଷୟିତ୍ରୀଙ୍କ ଅଭିନବ ପ୍ରୟାସ, ଲୋକେ କରୁଛନ୍ତି ପ୍ରଶଂସା
କରୋନା ମହାମାରୀ ଯୋଗୁ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ବନ୍ଦ ରହିଛି। ତେଣୁ ଶିକ୍ଷୟିତ୍ରୀ/ଶିକ୍ଷକମାନେ ପିଲାମାନଙ୍କୁ ଅନ୍ଲାଇନ୍ ଶିକ୍ଷା ଦେଉଛନ୍ତି। କେଉଁଠି ଇଣ୍ଟର୍ନେଟ୍ ଗତି କମ୍ ରହୁଛି ତ ଆଉ କେଉଁଠି ବ୍ଲାକବୋର୍ଡରେ ଗଣିତ, ବିଜ୍ଞାନ ଭଳି କଠିନ ବିଷୟ ପଢ଼ାଇବାରେ ଶିକ୍ଷୟିତ୍ରୀ...
ଏହି ଦେଶରେ ରହିଛି ବିଶ୍ୱର ସବୁଠୁ ଉଚ୍ଚ ଭଗବାନ ବିଷ୍ଣୁଙ୍କ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍ଲିମ୍...
ଶିଶୁ ଶ୍ରମିକ ନିରୋଧ ଦିବସ: ଶିଶୁ ଶ୍ରମିକଙ୍କ ସୁରକ୍ଷା ଜରୁରୀ
ଶିଶୁମାନେ ହିଁ ଦେଶ ତଥା ବିଶ୍ୱର ଭବିଷ୍ୟତ। ଏଣୁ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଇ ପ୍ରତି ବର୍ଷ ଜୁନ୍ ୧୨ରେ ସାରା ବିଶ୍ୱରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ କରାଯାଉଛି। ୨୦୦୨ରେ ଆନ୍ତର୍ଜାତିକ ଶ୍ରମ ସଂଗଠନ(ଆଇଏଲଓ)...
୪ ମାସ ଲକ୍ଡାଉନ୍ ପରେ ଖୋଲିଲା ସ୍କୁଲ, ଛାତ୍ରଙ୍କୁ ହେଲାନାହିଁ ପୁରୁଣା ପୋଷାକ
ଚାଇନାରେ ୪ ମାସର ଲକ୍ଡାଉନ୍ ପରେ ଏବେ ସ୍କୁଲ ଖୋଲିଛି। ଲକ୍ଡାଉନ୍ରେ ଘରେ ରହିବା ପରେ ଜଣେ ଛାତ୍ରଙ୍କ ଓଜନ ଏତେ ବଢ଼ିଯାଇଛି ଯେ ପରିବାରଲୋକଙ୍କୁ ଏଥିପାଇଁ ନାକେଦମ ହେବାକୁ ପଡ଼ିଛି। ଛାତ୍ରଙ୍କୁ ଏବେ ତାଙ୍କ ସ୍କୁଲ ପୋଷାକ ହେଉ...
କରୋନା ଭୟ: ସାବୁନରେ ସଫାକଲେ ଧନିଆପତ୍ର
ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ ଜାରି ହୋଇଛି। ଏହି ସମୟରେ ଲୋକେ ଘରକୁ ଆଣୁଥିବା ଜିନିଷକୁ ସର୍ବପ୍ରଥମେ ସାନିଟାଇଜ କରୁଛନ୍ତି। ଏବେ ଟିକ୍ଟକ୍ରେ...
ଶୁଆ ଶୁଣୁଛି ଗିଟାର
ମୁମ୍ବାଇ: ଶ୍ରୋତା ନ ଥିଲେ ଗୀତ ଗାଇବାର ମଜା ନ ଥାଏ। ଶ୍ରୋତାମାନଙ୍କ ଉପଭୋଗ ଆଉ କରତାଳିରେ ହିଁ ଗୀତ ଗାଇବାର ଏକ ଭିନ୍ନ ଆନନ୍ଦ ମିଳିଥାଏ। ତେବେ କେବଳ ମଣିଷମାନେ ଯେ ଶ୍ରୋତା ହୋଇପାରିବେ ଏକଥା ଭାବିବା ଭୁଲ୍।...
ଆଦିବାସୀଙ୍କ ହାତପାହାନ୍ତାରେ ବ୍ୟାଙ୍କସେବା
ରାୟପୁର: ଉପାନ୍ତ ଅଞ୍ଚଳରେ ସରକାରୀ ସୁବିଧା ସୁଯୋଗ ଲୋକମାନେ ପାଇବା କାଠିକର ପାଠ। ବର୍ଷ ବର୍ଷ ବିତିଯାଉଥିଲେ ବି ଭଲ ସଡ଼କ କିମ୍ବା ପିଇବା ପାଣି ସେମାନଙ୍କ ଲାଗି ସାତ ସପନ ପାଲଟିଥାଏ। ମାଓବାଦୀ ଅଧ୍ୟୁଷିତ ଛତିଶଗଡ଼ର ଦାନ୍ତଓ୍ବୋଡ଼ାରେ ଲୋକମାନେ...
ରାତାରାତି ଲୋନାର ହ୍ରଦ ପାଣିର ରଙ୍ଗ ପାଲଟିଲା ଗୋଲାପି
ଔରଙ୍ଗାବାଦ, ୧୧।୬: ମହାରାଷ୍ଟ୍ର ବୁଲଧାନା ଜିଲାରେ ଥିବା ଲୋନାର ହ୍ରଦର ପାଣିର ରଙ୍ଗ ରାତାରାତି ଗୋଲାପି ରଙ୍ଗ ପାଲଟି ଯାଇଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହା କିପରି ହେଲା ସେ ନାନା କଳ୍ପାନ ଜଳ୍ପନା...
Archives


