ଫୁରସତ

ପରିବାରର ସହାୟତା ପାଇଁ ବିକୁଥିଲେ ପକୁଡି; ଛିଡା କଲେ ଦେଶର ନଂ୧ କମ୍ପାନୀ

ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ବଜାର ପୁଞ୍ଜୀକରଣ ସୋମବାର ୧୧.୫ ଲକ୍ଷ କୋଟି ଟଙ୍କା ଟପିଛି। କମ୍ପାନୀ ସ୍ଥାପନା କରିଥିବା ଧୀରୁ ଭାଇ ଅମ୍ବାନୀଙ୍କର ଏହି ଦିନଟି ପୁଣ୍ୟତିଥି। ଏହାକୁ ଏକ ସଂଯୋଗ କୁହାଯାଇପାରେ। ଧୀରୁ ଭାଇ ଅମ୍ବାନୀ…

ଅଜବ ବିଶ୍ୱାସ: ନିଆଁରେ ନାଚିଲେ ଭଲ ହୋଇଯାଏ ରୋଗ

ମିନ୍ସକ୍‌, ୭।୭: ପୃଥିବୀର ବିଭିନ୍ନ ଅଞ୍ଚଳରେ ଲୋକଙ୍କ ମଧ୍ୟରେ କେତେକ ଅଜବ ବିଶ୍ୱାସ ରହିଥିବାର ଦେଖିବାକୁ ମିଳେ। ବେଲାରୁଷ୍‌ର ଲୋକଙ୍କ ମଧ୍ୟରେ ଏଭଳି ବିଶ୍ୱାସ ରହିଛି। ଏଠାରେ ପ୍ରତିବର୍ଷ ଜୁଲାଇ ୬ ଅବା ୭ରେ ଏକ ଉତ୍ସବ ପାଳିତ ହୋଇଥାଏ। ଉତ୍ସବରେ…

ରାସ୍ତାରେ ଟିକ୍‌ଟକ୍‌ କରୁଥିଲେ ଯୁବତୀ: ଜାଣନ୍ତୁ କ’ଣ ହେଲା

ଯୁବବର୍ଗଙ୍କ ମଧ୍ୟରେ ସୋସିଆଲ ମିଡିଆରେ ଲେଟେଷ୍ଟ ଡ୍ରେଣ୍ଡ ଫଲୋ କରିବାର ନିଶା ଲାଗିଛି। ତେବେ ଏହା ଯେତେ କଷ୍କକର ହୋଇଥାଉ ନା କାହିଁକି। ଏଥିରେ ଜୀବନ ଯିବାର ଭୟ ଥିଲେ ମଧ୍ୟ ଯୁବବର୍ଗ ଏହାକୁ ଆପଣାଉଛନ୍ତି। ଏବେ ସୋସିଆଲ ମିଡିଆରେ ସେମିତି…

୭୦ ବର୍ଷରେ ଜଣେ ଲେଖିକାଙ୍କୁ ପ୍ରେମ କରି ବିବାହ କରିଥିଲେ ଏହି ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖମନ୍ତ୍ରୀ ଏନ୍‌ଟି ରାମାରାଓ ଜୀବନୀ ବେଶ୍‌ ରୋଚକ ଥିଲା। ୨୮ ୧୯୨୩ରେ ମାଡ୍ରାସରେ ଜନ୍ମଗ୍ରହଣ କରିଥିବା ଏନଟି ରାମା ରାଓ ୧୯୪୯ ମସିହାରେ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ ଏବଂ ଅନେକ ହିଟ୍‌ ଚଳଚ୍ଚିତ୍ର ଦେଇଥିଲେ। ଧୀରେ ଧୀରେ…

ମା’ ପେଟରୁ ଏମିତି କିଛି ଧରି ବାହାରିଲେ ନବଜାତକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

କରୋନା ଯୋଗୁ ସମଗ୍ର ବିଶ୍ୱ ଏବେ ଚିନ୍ତାରେ ପଡ଼ିଛି। ଏହି ସମୟରେ ଭିଲତ୍‌ନାମାର ଏକ ନବଜାତ ଶିଶୁପୁତ୍ର ଲୋକଙ୍କୁ କିଛିଟା ହସିବାକୁ ବାଧ୍ୟ କରିଛି। ଭିଏତନାମାର ହାଇ ଫୋଙ୍ଗ ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଏକ ଶିଶୁପୁତ୍ର ଜନ୍ମ ହୋଇଛନ୍ତି। ଶିଶୁଟି ମା’ ଗର୍ଭରୁ…

ବତକ ରାସ୍ତା ପାର୍‌ କରିବା ପାଇଁ ଅଟକିଲା ଟ୍ରାଫିକ୍‌

ଆଜିକାଲି ସ୍ବାର୍ଥପର ଦୁନିଆରେ କେହି କାହାକୁ ସହାୟତା କରିବା ବଡ ମୁସ୍କିଲ କାମ ବୋଲି ଧରାଯାଏ। କିନ୍ତୁ ଆଜିବି ଅନେକ ଲୋକ ଅଛନ୍ତି, ଯିଏ କି ନିଜ ମାନବିକତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥାନ୍ତି। ଆମେରିକାର ନ୍ୟୁୟର୍କରେ ଏକ ଏମିତି ଘଟଣା…

ଗରିବଙ୍କ ପାଇଁ ଘର ନିର୍ମାଣ କରୁଛନ୍ତି ଏହି ବୃଦ୍ଧ ଦମ୍ପତି

କେରଳର ଥ୍ରିସୁରର ଥଙ୍ଗାଲୁରୁରେ ଜଣେ ବୃଦ୍ଧ ଦମ୍ପତି ନିଆରା କାର୍ଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି। କୋରାଟି ଭର୍ଗିସ୍‌(୮୦ ବର୍ଷ)ଏବଂ ଫିଲୋମେନା ନିଜ ଜମିରେ ଘର ନିର୍ମାଣ କରୁଛନ୍ତି। ୫ଟି ଗରିବ ପରିବାରକୁ ଦାନ ଦେବା ପାଇଁ ସେ ଏହି ଘର ନିର୍ମାଣ…

ମାସ୍କ ନ ପିନ୍ଧିଲେ ଅଜବ ଦଣ୍ଡ; ହସ୍ପିଟାଲରେ କରିବାକୁ ପଡ଼ିବ ସ୍ବେଚ୍ଛାସେବୀ କାମ

ଗ୍ବାଲିଅର, ୬।୭- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚତ୍ବା ଲାଗି ଜନସାଧାରଣଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନି ଚଳିବାକୁ ସରକାର ପରାମର୍ଶ ଦେଇଛନ୍ତି। କିନ୍ତୁ କେତେକ ଲୋକ ସରକାରୀ ନିୟମକୁ ଉଲ୍ଲଘଂନ କରି ବିନା ମାସ୍କରେ ବୁଲୁଥିବାର ଦେଖିବାକୁ ମିଳିଛି।…

୧୧୮ ବର୍ଷ ପରେ ଭାରତରେ ଫୁଟିଲା ଏହି ବିରଳ ପ୍ରଜାତିର ଫୁଲ

ବରେଲି, ୬।୭- ଭାରତରେ ଦୀର୍ଘ ୧୧୮ ବର୍ଷର ବ୍ୟବଧାନ ପରେ ବିରଳ ପ୍ରଜାତିର ଅର୍କିଡ ଫୁଲର ସନ୍ଧାନ ମିଳିଛି। ଉତ୍ତର ପ୍ରଦେଶର ଦୁଧ୍‌ଓ୍ବା ଜାତୀୟ ଉଦ୍ୟାନରେ ଏହି ‘ବିଲୁପ୍ତପ୍ରାୟ ପ୍ରଜାତି’ ଶ୍ରେଣୀଭୁକ୍ତ ଅର୍କିଡ ଫୁଲର ସନ୍ଧାନ ବନଅଧିକାରୀ ଓ ତଥା ବନ୍ୟଜନ୍ତୁ…

ଚଳନ୍ତା ବାଇକରେ କାମୁଡ଼ିବା ପରେ ନାଗକୁ ଧରି ମେଡିକାଲରେ ପହଞ୍ଚତ୍ଲେ ବ୍ୟକ୍ତି

ଚୁରୁ, ୬।୭- ରାଜସ୍ଥାନ ଚୁରୁ ଜିଲା ହସ୍ପିଟାଲକୁ ସାପ କାମୁଡ଼ିବା ଏକ ଅଜବ ଘଟଣା ସାମ୍ନାକୁ ଆସିଛି, ଯାହାକୁ ଦେଖି ସେଠାରେ ଉପସ୍ଥିତ ଲୋକେ ଚକିତ ହୋଇଯାଇଛନ୍ତି। ଥେଲାସର ଗ୍ରାମର ମହେନ୍ଦ୍ର ନାମକ ଜଣେ ଯୁବକ ବାଇକରେ ଚୁରୁ ଆସୁଥିବାବେଳେ ଧନୀଲାଲ୍‌…

ଅନ୍‌ଲାଇନ୍‌ ଗେମ୍‌ ଖେଳି ଜେଜେବାପାଙ୍କ ଆକାଉଣ୍ଟ ଖାଲି କଲେ ନାତି

ଲୁଧିଆନା,୬।୭: ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କ ସଉକ ପାଲଟିଗଲାଣି। ଏଥିଯୋଗୁ ପିଲାମାନଙ୍କ ମାନସିକ ସ୍ଥିତି ଉପରେ ପ୍ରଭାବ ପଡ଼ିବା ସହ ଅଭିଭାବକଙ୍କ ଆର୍ଥିକ ସ୍ଥିତି ଉପରେ ମଧ୍ୟ ପ୍ରଭାବ ପକାଉଛି। ଅନ୍‌ଲାଇନ୍‌ ଗେମ୍‌କୁ ପିଲାମାନେ ଏତେ ଆଶକ୍ତ ହୋଇଯାଇଛନ୍ତି ଯେ,…

ଏହି କାରଣ ପାଇଁ ଝିଅଙ୍କୁ ହେବାକୁ ପଡ଼ିଥାଏ ପୁଅ

ସମଗ୍ର ବିଶ୍ୱରେ ଅନେକ ଜାତିର ଲୋକ ବାସ କରନ୍ତି। ସମସ୍ତଙ୍କ ଧର୍ମ ଏବଂ ପରମ୍ପରା ଭିନ୍ନ ପ୍ରକାରର। ତେବେ ଅଲବାନିଆ ତା’ର ଭିନ୍ନ ପରମ୍ପରା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଏଠାକାର ଅନେକ ପରମ୍ପରା ମଧ୍ୟରୁ ଗୋଟିଏ ହେଉଛି ଝିଅରୁ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?