ଫୁରସତ

କିରଣ ବେଦି: ଆଇପିଏସ୍‌ ଅଫିସରରୁ ଲ୍ୟୁଟନାଟ୍‌ ଗଭର୍ନର

ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫିସର କିରଣ ବେଦି ମଙ୍ଗଳବାର ୭୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୯ ଜୁନ୍‌ ୯ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୫ରେ ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫସର ଭାବେ ସେ...

ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି

ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ କରୋନା ରୋଗୀ ଏବେ ସୁସ୍ଥ ଘରକୁ ଫେରିଥିବାବେଳେ ୧୭ ଦିନ ହେବ କୌଣସି...

ପୃଥିବୀ ଭଳି ଗ୍ରହର ସନ୍ଧାନ

ଓ୍ବାଶିଂଟନ,୯ା୬: ବାସଯୋଗ୍ୟ ପୃଥିବୀ ଭଳି ଆଉ ଏକ ଗ୍ରହ ଖୋଜିବାରେ ବୈଜ୍ଞାନିକ ଓ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଚଳାଇଛନ୍ତି। ଏଥିରେ ବିଳମ୍ବ ହେଲେ ବି ସେମାନଙ୍କ ମିଶନକୁ ଏବେ ଗତି ମିଳିଥିବା ଜଣାପଡ଼ିଛି। କାରଣ ପୃଥିବୀ ଭଳି ଆଉ ଏକ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରୋଷେୟାଙ୍କ ନାଚ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ଲାଗି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାର ବ୍ୟବସ୍ଥା କରାଯାଇଛି। ଏବେ ବିହାରରେ ଏକ କ୍ୱରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମନୋରଞ୍ଜନ ପାଇଁ...

ବିଶ୍ୱର ସବୁଠୁ ରାଗ ଲଙ୍କା

ଅଧିକାଂଶ ଲୋକ ରାଗଯୁକ୍ତ ଖାଦ୍ୟ ଖାଇବାକୁ ପସନ୍ଦ କରିଥାନ୍ତି। ସେଥିମଧ୍ୟରୁ କିଛି କିସମର ଲଙ୍କା ଆଦୌ ରାଗ ନ ଥିବା ବେଳେ ଆଉ କିଛି ଲଙ୍କା ବହୁତ ରାଗ ହୋଇଥାଏ। ଏମିତି ଏକ କିସମର ଲଙ୍କା ରହିଛି, ଯାହା ବିଶ୍ୱର...

ଲକ୍‌ଡାଉନ୍‌ରେ ଯୌଥ ପରିବାରରେ କମ୍‌ ମାନସିକ ଦୁଶ୍ଚିନ୍ତା: ଲୋକେ ପ୍ରତିଦିନ ବ୍ୟବହାର କରୁଛନ୍ତି ୧୮ ହଜାର ଟିବି ଡାଟା

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଧୀରେଧୀରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌ ଆରମ୍ଭ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ଏକୁଟିଆ ରହୁଥିବା ପରିବାର ସଦସ୍ୟ...

ପଗଡ଼ି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଲେ ଶିଖ୍‌ ବ୍ୟକ୍ତି

ଲକ୍‌ଡାଉନ୍‌ରେ ଲୋକେ ଗରିବଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଆଗେଇ ଆସୁଛନ୍ତି। ଏହି ସମୟରେ ଜଣେ ଶିଖ୍‌ ବ୍ୟକ୍ତି ନିଜର ୧୧ଟି ନୂଆ ପଗଡି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଛନ୍ତି। ହିମାଚଳ ପ୍ରଦେଶର ମଣ୍ଡି ଜିଲା ସୁନ୍ଦରନଗର...

୧୦ ଘଣ୍ଟା ଧରି ଉଠାଇଲେ ଆବର୍ଜନା, ଉପହାରରେ ମିଳିଲା କାର

ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳିଛି। ଲୋକେ ପ୍ଲାକାର୍ଡ, କାଗଜ ଏବଂ ବୋଡ ଧରି ଏହାର ବିରୋଧ ପ୍ରଦର୍ଶନ କରୁଛନ୍ତି।...

ସନ୍ଧ୍ୟା ୭ଟା ପରେ ଦୋକାନ ବନ୍ଦ କରିବାକୁ ଚାହୁଁଛନ୍ତି ସୁରଟର ୩୦ଟି ବଜାରର କପଡ଼ା ବ୍ୟବସାୟୀ

ସୁରଟ, ୭।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଧୀରେଧୀରେ ଆର୍ଥିକ ଅବସ୍ଥାରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌-୧ ଘୋଷଣା କରାଯାଇଛି। ତେବେ ଲକ୍‌ଡାଉନ୍‌ ସମୟରେ ପରିବାର ସଦସ୍ୟଙ୍କ ସହିତ...

୭ ବର୍ଷର ଶିଶୁଙ୍କ ୬ ପ୍ୟାକ୍‌ ଆବ୍‌ସ, ଇନ୍‌ଷ୍ଟାଗ୍ରାମରେ ରହିଛନ୍ତି ୪୦ ଲକ୍ଷରୁ ଅଧିକ ଫଲୋଅର୍ସ

ଆଜିର ସମୟରେ ଅଧିକାଂଶ ଲୋକ ଫିଟନେସ୍‌ ପ୍ରତି ଧ୍ୟାନ ଦେଉଛନ୍ତି। ବିଶେଷକରି ଯୁବଗୋଷ୍ଠୀ। ମାତ୍ର ଇରାନର ଜଣେ ୭ ବର୍ଷର ଶିଶୁ ୬ ପ୍ୟାକ୍‌ ଆବ୍‌ସ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛନ୍ତି। ତାଙ୍କ ନାମ ଆରତ୍‌ ହୋସ୍‌ନି।...

ରଙ୍ଗ ବଦଳାଉଥିବା ମାଛ

ସାଧାରଣତଃ ବହୁରୂପୀ ରଙ୍ଗ ବଦଳାଇଥାଏ ବୋଲି ସମସ୍ତେ ଜାଣନ୍ତି। ମାତ୍ର ଏମିତି ଏକ ମାଛ ଅଛି, ଯାହା ରଙ୍ଗ ବଦଳାଇଥାଏ। ଏହି ମାଛ ବିରଳ। ନିକଟରେ ଏହା ଭାରତରେ ଦେଖିବାକୁ ମିଳିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଏହି ମାଛ ପ୍ରଥମ...

୨୬ ବର୍ଷ ଧରି ପାଣିରେ ବୁଡ଼ିରହିଥିବା ‘ଭୂତ ଗାଁ’

ଇଟାଲୀର ଏକ ମଧ୍ୟଯୁଗୀୟ ଗାଁ। ଯାହା ୨୬ ବର୍ଷ ଧରି ପାଣି ଭିତରେ ବୁଡ଼ିରହିଛି। ଏହାକୁ ‘ଭୂତ ଗାଁ’ କୁହାଯାଏ। ଦୀର୍ଘଦିନ ଧରି ଏହି ଗାଁ ପାଣି ଭିତରେ ବୁଡ଼ି ରହିଥିଲା। ବର୍ତ୍ତମାନ ଏହା ବାହାରକୁ ଦେଖାଗଲାଣି। ଇଟାଲୀ ଗ୍ରାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri