ଫୁରସତ

ନୋଟ୍‌ ମାସ୍କ

ମିରଟ୍‌: ଲକ୍‌ଡାଉନ ପାଇଁ ଏବେ ସବୁଆଡ଼େ କଟକଣା। ରାତି ୭ରୁ ସକାଳ ୭ ଯିବାଆସିବା ବନ୍ଦ। ଏଥିସହ ବାଇକ୍‌ ଚାଳକଙ୍କ ଲାଗି ପାସ୍‌ ସହିତ ମାସ୍କ ଓ ହେଲ୍‌ମେଟ୍‌ ବାଧ୍ୟତାମୂଳକ। ଏବେ ଲକ୍‌ଡାଉନର ଚତୁର୍ଥ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ...

କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି

କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍‌ଘାତ ଏବଂ କିଡ୍‌ନୀ ଫେଲ୍‌ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ ଯଥେଷ୍ଟ ମାତ୍ରାରେ କମ୍‌ କରିଦେଇପାରିବ। କୋଭିଡ୍‌-୧୯ ଉପରେ ଗବେଷଣା କରୁଥିବା ଆମେରିକାର ବିଶେଷଜ୍ଞମାନେ...

ଶହେ ପରିବାରକୁ ଏକ ମାସର ରାଶନ ସହ ୩ ହଜାର ମାସ୍କ ବାଣ୍ଟିଲେ ଦିବ୍ୟାଙ୍ଗ ଭିକାରି

ପଠାନକୋଟ,୧୯।୫: କରୋନା ସଙ୍କଟ ସମୟରେ ମାନବିକତାର କିଛି ଚିତ୍ର ମଧ୍ୟ ଦେଖିବାକୁ ମିଳିଛି। ପଞ୍ଜାବର ପଠାନକୋଟରେ ଏମିତି ଏକ ଚିତ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟି ଯାଇଛି। ଏଠାରେ ଟ୍ରାଇ ସାଇକେଲରେ ଭିକମାଗି ପେଟ ପୋଷୁଥିବା ରାଜୁ ନାମକ...

ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ: ସଂଗ୍ରହାଳୟର ସୁରକ୍ଷା ଲୋଡ଼ା

ସାରା ବିଶ୍ୱରେ ମେ’ ୧୮ରେ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ପାଳନ କରାଯାଉଛି। ଅନ୍ତର୍ରାଷ୍ଟ୍ରୀୟ ସଂଗ୍ରହାଳୟ ପରିଷଦ(ଆଇସିଓଏମ୍‌) ସଂଯୋଜନାରେ ପାଳିତ ଏହି ଦିବସ ପ୍ରତିବର୍ଷ ଏକ ସ୍ଲୋଗାନ ନେଇ ଲକ୍ଷ୍ୟ ପୂରଣ କରିବା ଦିଗରେ ଅଗ୍ରସର ହେଉଛି। ଆଇସିଓଏମ୍‌ ବିପର୍ଯ୍ୟୟ ସମୟରେ...

ସର୍କସରୁ ମୁକ୍ତ ହେବାର ପଞ୍ଚମ ବାର୍ଷିକୀ ପାଳନ କଲେ ୪ ହାତୀ

ମଥୁରା,୧୭।୫: ସର୍କସରେ ଖେଳ ଦେଖାଉଥିବା ହାତୀ ସ୍ବାଧୀନତା ଦିବସ ପାଳନ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଥୁରାର ହାତୀ ସଂରକ୍ଷଣ କେନ୍ଦ୍ରରେ ଥିବା ୪ ହାତୀ ଏଭଳି କରିଛନ୍ତି। ସଂରକ୍ଷଣ କେନ୍ଦ୍ରରେ ସେମାନେ ୨୦୧୫ଠାରୁ...

ମାଉଥ୍‌ ଓ୍ବାଶରେ ମରିଯିବ କରୋନା ଭୂତାଣୁ !

ମେଡିକାଲ ବିଶେଷଜ୍ଞଙ୍କ ଏକ ଦଳ ନିକଟରେ ଦାବି କରିଛନ୍ତି କି ମାଉଥ ଓ୍ବାଶରେ କରୋନା ଭୂତାଣୁକୁ ମାରିବାର କ୍ଷମତା ରହିଛି। ଏହା ଶରୀର ଭିତରକୁ ସଂକ୍ରମଣ କରିବା ପୂର୍ବରୁ ଗଳାରେ ଥିବା ଅବସ୍ଥାରେ ମାଉଥ୍‌ ଓ୍ବାଶ ଦ୍ୱାରା ମରିଯାଇଥାଏ। କିନ୍ତୁ...

ବିଶ୍ୱର ସବୁଠୁ ଉଚ୍ଚ ସୁନା ବୁଦ୍ଧ ମୂର୍ତ୍ତି

ବ୍ୟାଙ୍କକ୍‌: ବିଶ୍ୱର ଅନେକ ଦେଶରେ ଭଗବାନ ବୁଦ୍ଧଙ୍କର ମୂର୍ତ୍ତି ରହିଛି। ଏଥିମଧ୍ୟରୁ କେତେକ ବହୁ ପୁରାତନ। ତେବେ ବିଶ୍ୱର ସର୍ବବୃହତ ବୁଦ୍ଧ ମୂର୍ତ୍ତି ଚାଇନାର ଦକ୍ଷିଣ-ପଶ୍ଚିମ ସିଚୁଆନ ରାଜ୍ୟରେ ରହିଥିବା କୁହାଯାଉଛି। ଯାହା ନିର୍ମାଣ କରିବାକୁ ୯୦ ବର୍ଷରୁ ଅଧିକ...

୧୦ କିଲୋମିଟର ଚାଲି ଚାଲି ଯାଇ ପେନସନ୍‌ ଟଙ୍କାରୁ ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ କଲେ ୮୦ ବର୍ଷୀୟ ବୃଦ୍ଧା

ରୁଦ୍ରପ୍ରୟାଗ,୧୬।୫: କରୋନା ସଂକ୍ରମଣ ସମୟରେ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଉତ୍ତରାଖଣ୍ଡ ଅଗସ୍ତମୁନୀର ୮୦ ବର୍ଷୀୟ ବୃଦ୍ଧା ଦର୍ଶନୀ ଦେବୀ। ଡୋଭା-ଡଡୋଲି ଗାଁରେ ରହୁଥିବା ଏହି ବରିଷ୍ଠ ନାଗରିକ ଜଣକ ନିଜର ପେନସନ୍‌ ଟଙ୍କା ପିଏମ୍‌ କେୟାର୍ସ ଫଣ୍ଡକୁ...

ଘରକୁ ଫେରିବା ପାଇଁ ସାଇକେଲ ଚୋରିକଲେ ପ୍ରବାସୀ ଶ୍ରମିକ: ଚିଠି ଲେଖି କ୍ଷମା ବି ମାଗିଲେ

ଲକ୍ଷ୍ନୌ,୧୬।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଘରକୁ ଫେରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିକଟରେ...

ଘର ପାଲଟିଲା ସିନେମା ହଲ୍‌

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ପାଇଁ ଏବେ ସବୁ ସିନେମା ହଲ୍‌କୁ ବନ୍ଦ କରି ଦିଆଯାଇଛି। ସେଥିପାଇଁ ଘର ବାହାରେ ମନୋରଞ୍ଜନର କୌଣସି ସୁବିଧା ନାହିଁ। କିନ୍ତୁ ଏଭଳି ଏକ ସମୟରେ ନିଜ ଘରକୁ ବି ସିନେମା ହଲ୍‌ର ରୂପ ଦେଇହେବ। ଏଭଳି...

ଗୋଇଠିରେ ଫୁଟ୍‌ବଲ

ନୂଆଦିଲ୍ଲୀ: ଫୁଟବଲ୍‌ ଖେଳର ବିଭିନ୍ନ କୌଶଳକୁ ଆପଣାଇ ବେଳେବେଳେ ଲୋକେ ଚର୍ଚ୍ଚିତ ହୋଇଥାନ୍ତି। ତେବେ ଫୁଟବଲକୁ ନିଜ ଗୋଇଠିରେ ଚଲାଇବାର ଏକ ସ୍ବତନ୍ତ୍ର ତଥା ଅଦ୍ଭୁତ କଳା ପ୍ରଦର୍ଶନ କରି ଇଣ୍ଟରନେଟ୍‌ରେ ଲୋକପ୍ରିୟ ହୋଇଛନ୍ତି ଜଣେ ମହିଳା ରକୁଲ୍‌ ବେନେଟି।...

କୁକୁରର ପୁସ୍‌ ଅପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ ରଖିବା ପାଇଁ ସମସ୍ତେ ଯୋଗ ଏବଂ ବ୍ୟାୟାମ କରିଥାନ୍ତି। ଏବେ ତ ବିଭିନ୍ନ ପ୍ରକାରର ବ୍ୟାୟାମକୁ ନେଇ ସୋସିଆଲ୍‌ ମିଡିଆରେ ବିଭିନ୍ନ ପ୍ରକାରର ଚ୍ୟାଲେଞ୍ଜ ବି ଦିଆଯାଉଛି। କିଛିଦିନ ତଳେ ସୋସିଆଲ୍‌ ମିଡିଆରେ ଲୋକେ ପୁସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri