ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’
ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି। ଉପଯୁକ୍ତ ସମୟରେ ଏବଂ ସନ୍ତୁଳିତ ଖାଦ୍ୟ ଖାଇବା, ଠିକ୍ ସମୟରେ ଶୋଇବାକୁ ଲୋକଙ୍କୁ...
ଦୁଇମୁଣ୍ଡିଆ କଇଁଛ
ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ କଇଁଚର ଗୋଟିଏ ମୁଣ୍ଡଥିବା ସମସ୍ତେ ଦେଖିଛନ୍ତି, କିନ୍ତୁ ଦୁଇଟି ମୁଣ୍ଡଥିବା ଏକ ବିରଳ...
ହଗ୍ କର୍ଟନ୍
କାଲିଫର୍ଣ୍ଣିଆ: କରୋନା ସଂକ୍ରମଣରୁ ରକ୍ଷାପାଇବା ପାଇଁ ସମସ୍ତେ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ଉପରେ ଜୋର୍ ଦେଉଛନ୍ତିି। ସେଥିପାଇଁ ତ କେହି କାହା ପାଖକୁ ନ ଆସିବା ପାଇଁ କୁହାଯାଉଛି। କିନ୍ତୁ ସାମାଜିକ ଦୂରତା ରକ୍ଷାକରି ଜେଜେ, ଜେଜେ ମା’ଙ୍କୁ...
କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ
ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା ପ୍ରଦାନ କରି କରୋନା ବିରୋଧରେ ଲଢ଼େଇ କରୁଛନ୍ତି। ଆଉ ଏହି ସମସ୍ତଙ୍କୁ ସାରା...
ହୋଟେଲରେ ସୋସିଆଲ ଡିଷ୍ଟାନସିଂର ଭିନ୍ନ ଚିତ୍ର
ଓ୍ବାଶିଂଟନ,୧୫।୫: କରୋନା ଭାଇରସ ସଂକ୍ରମଣକୁ ନେଇ ବିଶ୍ୱର ଅଧିକାଂଶ ଦେଶରେ ଏବେ ଲକ୍ଡାଉନ ଜାରି ରହିଛି। ଆମେରିକାରେ ସ୍ଥିତି ଅସମ୍ଭାଳ ହୋଇପଡିଥିବା ବେଳେ ଏବେ ଏହି ଶକ୍ତିଶାଳୀ ଦେଶର ଅର୍ଥବ୍ୟବସ୍ଥା ମଧ୍ୟ ଦୋହଲି ଯାଇଛି। ଏପରି ସ୍ଥଳେ ଏବେ ପୁଣିଥରେ...
କାହିଁକି ଚାଇନା ଯୁବତୀଙ୍କୁ ପସନ୍ଦ କରନ୍ତି ଭାରତୀୟ ଯୁବକ
ନୂଆଦିଲ୍ଲୀ,୧୫।୫: ପ୍ରେମ ମାନେନା ବାଧା ବନ୍ଧନ। ତେବେ ଅଧିକାଂଶ ସମୟରେ ଦେଖାଯାଇଥାଏ କେତେଜଣ ଭାରତୀୟ ଯୁବକ ଚାଇନା ଯୁବତୀଙ୍କୁ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିଥାଆନ୍ତି। ଏହା ପଛରେ କାରଣ ମଧ୍ୟ ରହିଛି। ଭାରତର ଛାତ୍ରୀଛାତ୍ରମାନେ ପଡୋଶୀ ଦେଶ ଚାଇନାକୁ...
ଅନ୍ତର୍ଜାତୀୟ ପରିବାର ଦିବସ: ବିଶ୍ୱକୁ ନିଜ ପରିବାର ଭାବିବା ଜରୁରୀ
ଜାତିସଂଘ: ପ୍ରତିବର୍ଷ ମେ ମାସ ୧୫ ତାରିଖରେ ଅନ୍ତର୍ଜାତୀୟ ପରିବାର ଦିବସ ପାଳନ କରାଯାଇଥାଏ। ୧୯୯୩ ମସିହାରେ ଜାତିସଂଘ ସାଧାରଣ ପରିଷଦ ଦ୍ୱାରା ଏହି ଦିବସ ପାଳନ କରିବା ଲାଗି ଘୋଷଣା କରାଯାଇଥିଲା। ‘ବସୁଧୈବ କୁଟୁମ୍ବକମ୍’କୁ ମାନି ଏକ ପରିବାର...
କିମିଆ କଲା ମୟୂର
ନୂଆଦିଲ୍ଲୀ: ଲକ୍ଡାଉନ୍ ସମୟରେ ଏବେ ପ୍ରକୃତିର ବିଭିନ୍ନ ରୂପକୁ ଦେଖିବାକୁ ପାଉଛନ୍ତି ଲୋକେ। ରାସ୍ତାଘାଟରେ ଲୋକମାନଙ୍କ କୋଳାହଳ କମ୍ଥିବାରୁ ଜୀବଜନ୍ତୁମାନେ ବେଶ୍ ସ୍ବଚ୍ଛନ୍ଦରେ ବୁଲାବୁଲି କରିପାରୁଛନ୍ତି। ଏମିତି ଏକ ଦୃଶ୍ୟ ଏବେ ଲୋକଙ୍କୁ ଆଚମ୍ବିତ କରିଛି। ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ...
ପିପିଇ କିଟ୍ ସିଲେଇ କରୁଛନ୍ତି ୯ ବର୍ଷର ଝିଅ
ସେରେମ୍ବାନ୍: କରୋନା ଯୁଦ୍ଧରେ କୋଭିଡ୍ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି...
ଧାନ ରୋଇଲେ ଏସ୍ପି
ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଆଗଧାଡ଼ିର ଯୋଦ୍ଧାଭାବେ ସାଧାରଣ ଲୋକଙ୍କ ସହ ଯୋଡ଼ିହୋଇ ରିୟଲ ହିରୋର ପରିଚୟ...
କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା
ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍ଲିର ମିରାଜ୍ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ।...
୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ
ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍ଡାଉନ୍ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା...
Archives


