ଫୁରସତ

୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ

ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା...

ପୋଲିସକୁ ୫୦ହଜାର ଟଙ୍କା ଦାନ କଲେ ୩ବର୍ଷର ବାଳକ

ମୁମ୍ବାଇ,୧୩।୫: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାରଙ୍କୁ ସବୁ ବର୍ଗର ଲୋକେ ସହାୟତାର ହାତ ବଢ଼ାଉଛନ୍ତି। ଇତିମଧ୍ୟରେ ଜଣେ ୩ ବର୍ଷର ବାଳକ ନିଜେ ଆୟ କରିଥିବା ୫୦ହଜାର ଟଙ୍କାକୁ ମୁମ୍ବାଇ...

ଚାଷ ପାଇଁ ଛାଡ଼ିଲେ ଚାକିରି

ପିଲାଟି ଦିନରୁ ତାଙ୍କର ଚାଷ ପ୍ରତି ଥିଲା ଅହେତୁକ ଆଗ୍ରହ। ହେଲେ ଇଞ୍ଜିନିୟରିଂ ପାଠ ପଢ଼ି ସେ ଟେଲିକମ୍‌ ବିଭାଗରେ ପାଇଲେ ଚାକିରି। କିନ୍ତୁ କେଜାଣି କାହିଁକି ପୁଣି ଚାଷକୁ ନେଇ ତାଙ୍କର ସ୍ବପ୍ନ ବଢ଼ିଗଲା। ୧୫ ବର୍ଷର ଇଞ୍ଜିନିୟରିଂ...

୨୦୧୬ରେ ଆକାଶରୁ ଅଦୃଶ୍ୟ ହୋଇଥିଲା ଏହି ଯାତ୍ରୀବାହୀ ବିମାନ, ଆଜିପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନାହିଁ

ବିଶ୍ୱରେ ଅନେକଥର ଏପରି କିଛି ଘଟଣା ଘଟିଛି, ଯାହାକୁ ବିଶ୍ୱାସ କରିବା କେବେ ସହଜ ନୁହେଁ। ୨୦୧୬ ମସିହାରେ ଠିକ୍‌ ଏମିତି ଏକ ଘଟଣା ଘଟିଥିଲା। ପ୍ୟାରିସ୍‌ର ଅତ୍ୟାଧୁନିକ ଏୟାରପୋର୍ଟରୁ ମିଶରର କାଇରୋ ସହରକୁ ଏକ ଏୟାରବସ୍‌-୩୨୦ ପ୍ରାୟ ୬୦...

ଗୋଟିଏ ଦିନରେ ବିବାହ ବାର୍ଷିକୀ ପାଳନ କରନ୍ତି ୫ ଭାଇ

ସିରମୋର,୧୩।୫: ଦମ୍ପତିଙ୍କ ପାଇଁ ବିବାହ ବାର୍ଷିକୀର ସ୍ବତନ୍ତ୍ର ମହତ୍ତ୍ୱ ରହିଥାଏ। ଏହାକୁ ପାଳନ କରିବାଲାଗି ସଭିଏଁ ପ୍ରୟାସ ମଧ୍ୟ କରିଥାନ୍ତି। ତେବେ ୫ ଭାଇଙ୍କ ବିବାହ ବାର୍ଷିକୀ ଗୋଟିଏ ଦିନରେ ପାଳିତ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା...

କମିଛି ଆଣ୍ଟିବାୟୋଟିକ ବ୍ୟବହାର

ଲଣ୍ଡନ,୧୩।୫: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏ ପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରି ନ ଥିବାରୁ ସଂକ୍ରମଣ ରୋକିବାକୁ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଛି। ଅଧିକାଂଶ ଲୋକେ ଏବେ ନିଜକୁ ସଫାସୁତୁରା ରଖିବାକୁ ବାରମ୍ବାର ହାତ ଧୋଇବା, ପରିବେଶ ପରିମଳ...

ପୋଲିସ ଏସ୍‌ଆଇଙ୍କ ସିଙ୍ଘମ୍‌ ଷ୍ଟାଇଲ୍‌ ପଡ଼ିଲା ମହଙ୍ଗା: ଗଣିଲେ ୫,୦୦୦ ଜରିମାନା

ଭୋପାଳ,୧୨।୫: ମଧ୍ୟପ୍ରଦେଶ ଦମୋହ ଜିଲାରେ ଜଣେ ପୋଲିସ ଏସ୍‌ଆଇଙ୍କୁ ସିଙ୍ଘମ୍‌ ଷ୍ଟାଇଲ୍‌ରେ ଭିଡ଼ଓ ଶୁଟିଂ କରିବା ମହଙ୍ଗା ପଡ଼ିଛି। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ପୃକ୍ତ ଏସ୍‌ଆଇଙ୍କ ଉପରେ ୫,୦୦୦ଟଙ୍କା ଜରିମାନ ଦଣ୍ଡାଦେଶ କରାଯାଇଛି। ସ୍ଥାନୀୟ ନରସିଂହଗଡ଼ ପୋଲିସ ଥାନାରେ...

ଖୋଲିଲା ଡିଜ୍‌ନି ଲ୍ୟାଣ୍ଡ

ସାଙ୍ଘାଇ: କରୋନା ଭାଇରସ୍‌ ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଚାଇନାରେ ଏହାର ପ୍ରଭାବ ଏବେ କିଛି କମିଛି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ଧରି ବନ୍ଦ ରହିଥିବା ଚାଇନାର ସାଙ୍ଘାଇ ଡିଜ୍‌ନି ଲ୍ୟାଣ୍ଡ ପାର୍କ ପୁଣି ଥରେ ଖୋଲିଛି। ମନୋରଞ୍ଜନର...

ଅନ୍ତର୍ଜାତୀୟ ନର୍ସ ଦିବସ: କର୍ମକ୍ଷେତ୍ରରେ ଉତ୍ସାହ, ସମ୍ମାନ ଜରୁରୀ

ପ୍ରତିବର୍ଷ ମେ ୧୨ ତାରିଖକୁ ଅନ୍ତର୍ଜାତୀୟ ନର୍ସ ଦିବସ ଭାବେ ପାଳନ କରାଯାଏ। ସମାଜରେ ଲୋକମାନଙ୍କୁ ନୀରୋଗ ରଖିବା ଓ ସେମାନଙ୍କ ସେବାକରିବାରେ ନର୍ସମାନଙ୍କ ଭୂମିକା ଅତୁଳନୀୟ। ସେମାନଙ୍କ ଅବଦାନ ଓ ଉତ୍ସର୍ଗୀକୃତ ସେବାକୁ ମନେପକାଇବା ଲାଗି ଏହି ଦିବସର...

କବର ବଦଳରେ ମୁଖାଗ୍ନି

ହରିୟାଣା: ବହୁବିଧ ପରମ୍ପରା, ଧର୍ମୀୟ ବିଶ୍ୱାସକୁ ନେଇ ସମୃଦ୍ଧ ଭାରତବର୍ଷ। ବିବିଧତା ଭିତରେ ଏକତା ୧୩୦ କୋଟି ଲୋକଙ୍କୁ ବାନ୍ଧି ରଖିଛି। ଐଶ୍ୱର୍ଯ୍ୟ, ବିଭବରେ ପରିପୂର୍ଣ୍ଣ ଏହି ଦେଶ ଦୀର୍ଘବର୍ଷ ଧରି ବିଦେଶୀଙ୍କ କୁଚକ୍ରାନ୍ତର ଶିକାର ହୋଇ ରହିଥିଲା। ପର୍ତ୍ତୁଗୀଜ,...

୩୬୫ ଦିନ ଲକ୍‌ଡାଉନରେ ରୁହେ ଏହି ଗାଁ

ନଦୀୟା ,୧୧।୫: ଆଧୁନିକ ଯୁଗରେ ରହି ମଧ୍ୟ ଏଭଳି ଏକ ଗାଁ ଅଛି ଯେଉଁଠାରେ ବର୍ଷସାରା ଲକ୍‌ଡାଉନ ରହିଥାଏ। ଡରି ଡରି ରହୁଥିବା ଲୋକମାନେ ଘରୁ ଭୟରେ ବାହାରନ୍ତି ନାହିଁ। ଏଭଳିି ଘଟଣା ଦେଖିବାକୁ ମିଳିଛି ପଶ୍ଚିମବଙ୍ଗ ନଦୀୟା ଜିଲାର...

ଜୋତା ଦାନକରି ଜନତାଙ୍କ ହୃଦୟ ଜିତିଲା ଇନ୍ଦୋର ପୋଲିସ

ଇନ୍ଦୋର,୧୧।୫: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଦିନକୁ ଦିନ ନୂଆ ସମସ୍ୟାମାନ ମଧ୍ୟ ମୁଣ୍ଡ ଟେକୁଛି। କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏବେ ନିଜ ରାଜ୍ୟଛାଡି ବାହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri