ଫୁରସତ

ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ

ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦ ବେଳକୁ ବାୟୁମଣ୍ଡଳର ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍‌ ବଢ଼ିବାର ଆଶଙ୍କା ଦେଖାଦେଇଛି। ଏପରି...

ବାଜପେୟୀ-କାଲାମଙ୍କ ସଫଳ ଉଦ୍ୟମ: ୨୨ ବର୍ଷ ତଳେ ଭାରତ ହୋଇଥିଲା ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର

ନୂଆଦିଲ୍ଲୀ,୧୦।୫: ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା।...

ବିଶ୍ୱର ସବୁଠୁ ମୂଲ୍ୟବାନ ପଦାର୍ଥ, ୧ ଗ୍ରାମର ଦାମ୍‌ ୭୫୫୩ କୋଟି

ସାଧାରଣତଃ ସୁନା, ରୁପା ଏବଂ ହୀରା ବିଶ୍ୱର ସବୁଠାରୁ ମୂଲ୍ୟବାନ ପଦାର୍ଥ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ଏସବୁ ପଦାର୍ଥକୁ ବାଦ୍‌ ଦେଇ ଆଉ ଏକ ମୂଲ୍ୟବାନ ପଦାର୍ଥ ରହିଛି। ଯାହା ବିଶ୍ୱର ସବୁଠାରୁ ମହଙ୍ଗା ପଦାର୍ଥ। ଏହି ପଦାର୍ଥର...

୧୪୦୦ରୁ ଅଧିକ ସନ୍ତାନଙ୍କ ଜନନୀ ସିନ୍ଧୁତାଇ

ମୁମ୍ବାଇ,୧୦।୫: ଜଣେ ମହିଳା ପୁଣି ସେ ୧୪୦୦ରୁ ଅଧିକ ସନ୍ତାନଙ୍କ ଜନନୀ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ମହାରାଷ୍ଟ୍ରର ସିନ୍ଧୁତାଇ ୧୪୦୦ରୁ ଅଧିକ ଅନାଥ ଶିଶୁଙ୍କ ଜନନୀ ପାଲଟିଛନ୍ତି। ମା ଭଳି ସେମାନଙ୍କ ଦେଖାଶୁଣା...

ଲକ୍‌ଡାଉନ: ଏକ ଟଙ୍କାରେ ଇଡଲି ଯୋଗାଉଛନ୍ତି ୮୫ ବର୍ଷୀୟା ବୃଦ୍ଧା

ତାମିଲନାଡୁର କୋଏମ୍ବାଟୁର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ପେରୁର ନିକଟରେ ଭାଦିଭେଲାମପାଲୟମ ଗାଁରେ ରହୁଥିବା ୮୫ ବର୍ଷୀୟା ବୃଦ୍ଧା କମଲାଥଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମସ୍ତଙ୍କ ଆଦରର ଦାଦିଭାବେ ପରିଚିତ କମଲାଥଲ ବେଶ୍‌ କିଛି ବର୍ଷ...

ଭାରତର ଏହି ନଦୀ ମଧ୍ୟରେ ରହିଛି ହଜାର ହଜାର ଶିବଲିଙ୍ଗ

ପୃଥିବୀରେ ଅନେକ ସ୍ଥାନ ଅଛି, ଯାହାର ରହସ୍ୟ ଜାଣିବା ବହୁ କଷ୍ଟକର। ଭାରତରେ ଏପରି ସ୍ଥାନର ଅଭାବ ନାହିଁ। କର୍ନାଟକରେ ଏମିତି ଏକ ସ୍ଥାନ ଅଛି, ଯାହା ଧର୍ମ ସହିତ ଜଡ଼ିତ। ଏଠାରେ ହଜାର ହଜାର ଶିବଲିଙ୍ଗ ନଦୀ ମଧ୍ୟରେ...

ମା’ ପାଇଁ ଦିନଟିଏ

ପ୍ରତିବର୍ଷ ମେ’ ମାସ ଦ୍ୱିତୀୟ ରବିବାରରେ ମଦର୍ସ ଡେ’ ବା ବିଶ୍ୱ ମାତୃ ଦିବସ ପାଳନ କରାଯାଇଥାଏ। ଏହି ଦିବସ କାହିଁକି ପାଳନ କରାଯାଏ ଜାଣନ୍ତୁ ଏ ସମ୍ପର୍କରେ… ମାତୃ ଦିବସକୁ ଲୋକପ୍ରିୟ କରିବା ଏବଂ ପାଳନ କରିବାର ପରମ୍ପରା...

ଏମିତି ଜେଲ୍‌, ଯେଉଁଠୁ ଖସି ଯାଇ ପାରି ନ ଥାନ୍ତି କଏଦୀ

କାଲିଫର୍ଣ୍ଣିଆ: ସାଧାରଣତଃ କୌଣସି ନା କୌଣସି ଜେଲ୍‌ରୁ କଏଦୀ ଖସି ପଳାଉଥିବା ଖବର ନିଶ୍ଚିତ ଶୁଣିଥିବେ। ମାତ୍ର ଆଜି ଏମିତି ଏକ ଜେଲ୍‌ ସମ୍ପର୍କରେ କହିବୁ ଯାହା ଜାଣି ଆଶ୍ଚର୍ଯ୍ୟ ହେବେ। ଏହି ଜେଲ୍‌ରୁ କୌଣସି କଏଦୀ କେବେ ଖସି...

ଏମିତି ଦେଶ, ଯେଉଁଠି ରାସ୍ତାରେ ତେଲ ସରିଗଲେ ମିଳିଥାଏ ଜେଲ୍‌ଦଣ୍ଡ

ବର୍ଲିନ୍‌: ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନୀତି ନିୟମ ପ୍ରଚଳନ ହୋଇଥାଏ। ଏହି ଦେଶଗୁଡ଼ିକ ମଧ୍ୟରୁ ଜର୍ମାନୀ ଅନ୍ୟତମ। ଏହା ଏମିତି ଏକ ଦେଶ, ଯାହାର ଏକଛତ୍ରବାଦୀ ଶାସକ ହିଟଲର ଥିଲେ। ଯେଉଁ କାରଣରୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ହୋଇଥିଲା।...

କରୋନା ସଂକ୍ରମଣର ୩ ଦିନ ପରେ ହ୍ରାସ ପାଏ ଘ୍ରାଣ ଶକ୍ତି !

ନ୍ୟୁୟର୍କ,୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏହାର ଚିକିତ୍ସା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ମିଳିପାରି ନାହିଁ। କରୋନାରୁ ମୁକ୍ତି ପାଇବାକୁ ଏବେ ସାରା ବିଶ୍ୱରେ ଗବେଷଣା ଜାରି ରହିଛି। ଏବେ ପର୍ଯ୍ୟନ୍ତ ମଧ୍ୟ...

ଭ୍ରୂଲତା ପାଇଁ ପାଲଟିଲେ ଷ୍ଟାର

ନୂଆଦିଲ୍ଲୀ: ସୌନ୍ଦର୍ଯ୍ୟ ବଢାଇବା ପାଇଁ ମହିଳାମାନେ ସେମାନଙ୍କ ଭ୍ରୂଲତାକୁ ସ୍ବତନ୍ତ୍ରଭାବରେ ସଜାଇଥାନ୍ତି। ଏହି ଭ୍ରୂଲତା ପାଇଁ ଏବେ ସୋସିଆଲ୍‌ ମିଡିଆରେ ସେନସେସନ୍‌ ପାଲଟିଛନ୍ତି ଆଞ୍ଝେଲିକା ପ୍ରୋଟୋଡ୍ୟାକୋନୋଭା। ବିରାଟ ଭ୍ରୂଲତା ପେଣ୍ଟିଂ ନିମନ୍ତେ ଆଞ୍ଝେଲିକାଙ୍କ ଇନ୍‌ଷ୍ଟାଗ୍ରାମରେ ଲକ୍ଷ ଲକ୍ଷ ଫଲୋଅର୍‌ ଅଛନ୍ତି।...

ଅଧିକ ଚାପରେ ଏବର ମଧ୍ୟବୟସ୍କ

ନ୍ୟୁୟର୍କ: ୧୯୯୦ ଅପେକ୍ଷା ବର୍ତ୍ତମାନର ମଧ୍ୟ ବୟସ୍କମାନେ ଅଧିକ ଚାପରେ ରହୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏପରିକି କୋଭିଡ୍‌-୧୯ ଆରମ୍ଭ ହେବା ପୂର୍ବରୁ ଏଭଳି ସ୍ଥିତି ଦେଖାଦେଇଆସିଛି। ପେନ୍‌ ଷ୍ଟେଟ୍‌ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଅଧ୍ୟୟନ ବେଳେ ସବୁ ବର୍ଗକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri