ଫୁରସତ

ପୃଥିବୀ ନିକଟରେ ଥିବା ବ୍ଲାକ୍‌ ହୋଲ୍‌ର ମିଳିଲା ସନ୍ଧାନ

ଓ୍ବାଶିଂଟନ,୭।୫: ପୃଥିବୀ ନିକଟରେ ଥିବା ଏକ ବ୍ଲାକ୍‌ ହୋଲ୍‌ର ସନ୍ଧାନ ମିଳିଛି। ଏହା ପୃଥିବୀଠାରୁ ପ୍ରାୟ ୧୦୦୦ ଆଲୋକ ବର୍ଷ ଦୂରରେ ରହିଛି ବୋଲି ୟୁରୋପିଆନ୍‌ ମାହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହା ବ୍ୟାସ ୪୦ କିଲୋମିଟର ବୋଲି ଅନୁମାନ...

ସୋସିଆଲ ମିଡିଆରେ ଫଟୋ ପୋଷ୍ଟ ଦମ୍ପତିଙ୍କୁ ମହଙ୍ଗା ପଡ଼ିଲା: ୧୬ ବର୍ଷ ଜେଲ୍‌ ଦଣ୍ଡ ସହ ୭୪ ଚାବୁକ୍‌ ପ୍ରହାର

ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ ସହ ଲଢୁଛି। ଏପରି ସମୟରେ ଇରାନ୍‌ର ଏକ ଦମ୍ପତିଙ୍କୁ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡ଼ିଛି। ଇରାନର ପ୍ରଭାବଶାଳୀ ବ୍ୟକ୍ତି ଅହମ୍ମଦ ମୋଇନ୍‌ ଶିରାଜୀ ଏବଂ ତାଙ୍କ ସ୍ତ୍ରୀ ଶବନମ...

ଲକ୍‌ଡାଉନ ସଙ୍କଟ: ବାଇକ୍‌ରେ ଶାଶୁଘର ଗଲେ କନ୍ୟା

ଲକ୍ଷ୍ନୌ,୬।୫: କରୋନା ମହାସଙ୍କଟ ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ବିବାହ, ପାର୍ଟି, ଧାର୍ମିକ ସଭା ଆଦି କାର୍ଯ୍ୟକ୍ରମ ଉପରେ ସରକାର ରୋକୋ ଲଗାଯାଇଛନ୍ତି। କେତେକ ସ୍ଥାନରେ ବରକନ୍ୟା ଭିଡିଓ କନ୍‌ଫରେନ୍ସିଂ ବିବାହ କରୁଥିବା ବେଳେ ଆଉ...

ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ଅନୁଭୂତ ହେବ ସାହାରା ମରୁଭୂମି ଭଳି ତାତି: ୧୨୦ କୋଟି ଭାରତୀୟ ହେବେ ପ୍ରଭାବିତ

ଲଣ୍ଡନ/ନୂଆଦିଲ୍ଲୀ,୬।୫: ସାରା ପୃଥିବୀରେ ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଯଦି ଜାରି ରୁହେ, ତେବେ ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ସାହାରା ମରୁଭୂମି ଭଳି ତାତି ଅନୁଭୂତ ହେବ। ଏହାଦ୍ୱାରା ୧୨୦ କୋଟି...

ଜାଣନ୍ତି ୭୦୦ ବର୍ଷ ତଳେ ବି କ୍ୱାରାଣ୍ଟାଇନ୍‌ରେ ରହିଥିଲେ ଲୋକେ, ୪୦ ଦିନ ପର୍ଯ୍ୟନ୍ତ ପାଣି ଭିତରେ ରହି ବଞ୍ଚାଇଥିଲେ ଜୀବନ

ସାରା ବିଶ୍ୱରେ ବର୍ତ୍ତମାନ ମହାମାରୀ କରୋନା ଭୂତାଣୁ କାୟା ବିସ୍ତାର କରିଥିବାରୁ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। କାରଣ ଏହା ଏକ ସଂକ୍ରାମକ ରୋଗ। ଏହାକୁ ରୋକିବା ପାଇଁ କ୍ୱାରାଣ୍ଟାଇନ୍‌ ହିଁ ବିକଳ୍ପ। ଖାଲି ଏବେ ନୁହେଁ, ୭୦୦ ବର୍ଷ ତଳେ...

ସରକାରୀ ହସ୍ପିଟାଲକୁ ଯାଆନ୍ତି କମ୍‌ ଲୋକ

ନୂଆଦିଲ୍ଲୀ,୬।୫: ଭାରତରେ ଏକ ତୃତୀୟାଂଶରୁ କମ୍‌ ଲୋକ ଚିକିତ୍ସା ପାଇଁ ସରକାରୀ ହସ୍ପିଟାଲ ଉପରେ ଭରସା କରନ୍ତି। ଅବଶିଷ୍ଟ ଲୋକେ ଘରୋଇ ହସ୍ପିଟାଲକୁ ପସନ୍ଦ କରିଥାନ୍ତି ବୋଲି ନ୍ୟାଶନାଲ ସାମ୍ପଲ୍‌ ସର୍ଭେ(ଏନଏସ୍‌ଏସ୍‌) ସ୍ବାସ୍ଥ୍ୟ ସେବା ପକ୍ଷରୁ ହୋଇଥିବା ଏକ ରିପୋର୍ଟରେ...

ଗୋଟିଏ ପିପିଇକୁ ଶହେ ଥର ବ୍ୟବହାର କରିପାରିବେ ଡାକ୍ତର !

ଲଣ୍ଡନ,୫।୫: କରୋନା ଭାଇରସ ସହ ଲଢିବାକୁ ପିପିଇ(ପର୍ସନାଲ ପ୍ରୋଟେକ୍ସନ ଇକ୍ୟୁପମେଣ୍ଟ) ଡାକ୍ତରଙ୍କ ପାଇଁ ନିହାତି ଜରୁରୀ। ହେଲେ ଏହାର ପୁନଃ ବ୍ୟବହାର ନ ହେବା କାରଣରୁ ଏହାର ସଂଖ୍ୟା କମ୍‌ ହେବା ସହ ଯେତିକି ପିପିଇ ଆବଶ୍ୟକ ତାହା ମିଳିପାରୁ...

ଡକ୍ଟର ମ୍ୟାଙ୍ଗୋ

ଲକ୍ଷ୍ନୌ: କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସେବା ଓ ନିଷ୍ଠାପର କାମକୁ ସମ୍ମାନ ଜଣାଇବା ପାଇଁ ଆସିଛି ଡକ୍ଟର ମ୍ୟାଙ୍ଗୋ। କଥାଟା ଶୁଣିବାକୁ ହୁଏତ ଟିକିଏ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ଏକ ଆମ୍ବ ଏବେ ବଜାରକୁ ଆସିଛି...

ସଚେତନତା ହିଁ ସଫଳତାର ପୁଞ୍ଜି

ପ୍ରତିବର୍ଷ ମେ ମାସ ପ୍ରଥମ ମଙ୍ଗଳବାରକୁ ବିଶ୍ୱ ଆଜ୍‌ମା ଦିବସ ଭାବେ ପାଳନ କରାଯାଇଥାଏ। ଲୋକମାନଙ୍କ ମଧ୍ୟରେ ଆଜ୍‌ମା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ‘ଗ୍ଲୋବାଲ ଇନିସିଏଟିଭ୍‌ ଫର୍‌ ଆଜ୍‌ମା(ଜିଆଇଏନ୍‌ଏ)’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥାଏ। ପ୍ରଥମେ ୧୯୯୮ରେ...

ଦ୍ୱନ୍ଦ୍ୱ ସୃଷ୍ଟି କଲା କାଠ ବାଘ: ଉଦ୍ଧାର ପାଇଁ ପହଞ୍ଚିଲା ହେଲିକ‌ପ୍ଟର‌, ପୋଲିସ

ନୂଆଦିଲ୍ଲୀ:- ଏକ କାଠ ତିଆରି ବାଘ ଯୋଗୁ ନାକେଦମ ହୋଇଛି ପୋଲିସ ଅବିକଳ ବାଘ ଭଳି ଦେଖାଯାଉଥିବା ମୂର୍ତ୍ତିକୁ ଜୀବନ୍ତ ବାଘ ବୋଲି ଭାବି ସଶସ୍ତ୍ର ପୋଲିସ ଫୋର୍ସ, ହେଲିକ‌ପ୍ଟର‌ ଏହାକୁ ଉଦ୍ଧାର ପାଇଁ ପହଞ୍ଚିବା ଭଳି ଆଶ୍ଚର୍ଯ୍ୟକର ଘଟଣା...

୧୯ କୋଟିରେ ନିଲାମ ହେବ ଚନ୍ଦ୍ର ପଥର

ଲଣ୍ଡନ,୪।୫: ବ୍ରିଟେନ୍‌ରେ ରହିଥିବା ଚନ୍ଦ୍ର ପଥର ୧୯ କୋଟି ଟଙ୍କାରେ ନିଲାମ ହେବ। ଏହି ୧୩.୫ କିଲୋଗ୍ରାମ୍‌ ଓଜନର ପଥରକୁ ଲଣ୍ଡନର କ୍ରିଷ୍ଟି ନିଲାମ ହାଉସ୍‌ରେ ରଖାଯାଇଛି। ଏହାକୁ ଏନ୍‌ଡବ୍ଲ୍ୟୁଏ-୧୨୬୯୧ ଭାବେ ନାମିତ କରାଯାଇଛି। ପୃଥିବୀ ପୃଷ୍ଠରେ ମିଳିଥିବା ଏହା...

ଛେଳି-ଫଳ ସବୁ କରୋନା ପଜିଟିଭ, ଟେଷ୍ଟ କିଟ୍‌ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି

ଦାର ଏସ୍‌ ସଲାମ,୪।୫: ଆଫ୍ରିକୀୟ ଦେଶ ତାଞ୍ଜାନିଆରେ କରୋନା ଟେଷ୍ଟ ପାଇଁ ବ୍ୟବହାର କରାଯାଉଥିବା କିଟ୍‌ ଗୁଡିକର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଜନ ମଗୁଫୁଲି। ସୂଚନାଯୋଗ୍ୟ, ରବିବାର ତାଞ୍ଜାନିଆରେ ଗୋଟିଏ ଛେଳି ଓ ଏକ ଫଳ ପଓ ପଓ(pawpaw)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri