ବାଲ୍ୟବିବାହ ରୋକିଛି କରୋନା
ଯୋଧପୁର: ଏବେ କରୋନା ଭାଇରସ୍ ସଂକ୍ରମଣ ହିଁ ମଣିଷକୁ ବଞ୍ଚିବାର ନୂଆ ଷ୍ଟାଇଲ୍ ଶିଖାଇ ଦେଇଛି। ଏମିତି ଅନେକ ସମସ୍ୟା ଥିଲା, ଯାହାକୁ କୋଟିକୋଟି ଟଙ୍କା ଖର୍ଚ୍ଚକରି ସରକାର କରିପାରୁ ନ ଥିଲେ, ତାକୁ ସମାଧାନ କରିପାରିଛି କରୋନା। ଏଇ...
କଟକଣା କୋହଳ ପରେ ଟ୍ରାଫିକ ଜାମ୍
ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ ଗାଡ଼ି ରାସ୍ତାରେ ଦେଖିବାକୁ ମିଳିଥିଲା। ଏଥିଯୋଗୁ କିଛି ସ୍ଥାନରେ...
ପ୍ରାଣାୟାମ କରନ୍ତୁ ସଂକ୍ରମିତ’
ନୂଆଦିଲ୍ଲୀ,୨୫ା୪: କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଦିଲ୍ଲୀର ପ୍ରଥମ ବ୍ୟକ୍ତି ଅନ୍ୟ ଆକ୍ରାନ୍ତଙ୍କ ପାଇଁ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାରୁ ସୁସ୍ଥ ହେବାରେ ଏହା ବେଶ ଉପଯୋଗୀ ବୋଲି ଦିଲ୍ଲୀର ସମ୍ପୃକ୍ତ ବ୍ୟବସାୟୀ ରୋହିତ ଦତ୍ତ ଦାବି...
ସାଇକେଲ୍ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା
ମୁମ୍ବାଇ,୨୪।୪: ଦେଶରେ ଲକ୍ଡାଉନ୍ ଯୋଗୁ ଏକପ୍ରକାର ସବୁ ଠପ୍ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି ସେଠାରେ ରହିବାକୁ ନିବଦେନ କରିଥିଲେ। ମହାରାଷ୍ଟ୍ର ସରକାର ସମସ୍ତ ପ୍ରବାସୀ ଶ୍ରମିକଙ୍କ...
କରୋନା ପଜିଟିଭ୍ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ
ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର ମନୋବଳ ବେଶ୍ ପ୍ରଶଂସନୀୟ। କରୋନା ପଜିଟିଭ୍ ହେବା ପରେ ବି ସେମାନଙ୍କ ଉତ୍ସାହରେ...
ଜାଣନ୍ତି ଜିରାଫର ବେକ ଲମ୍ବା କାହିଁକି
ଚିଡ଼ିଆଖାନା ହେଉ କିମ୍ବା କୌଣସି ଜାତୀୟ ଉଦ୍ୟାନ, ଜିରାଫକୁ ନିଶ୍ଚିତ ଦେଖିଥିବେ। ଏହା ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲମ୍ବା। ଜିରାଫର ଲମ୍ବା ବେକ, ଗୋଡ଼ ଏବଂ ଶିଙ୍ଗ ପାଇଁ ବିଶେଷ ଭାବରେ ଜଣାଶୁଣା। କିନ୍ତୁ ଜାଣନ୍ତି ଜିରାଫର ବେକ ଏତେ...
ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏଭରେଷ୍ଟ ଶୃଙ୍ଗ ଭଳି ଗ୍ରହାଣୁପିଣ୍ଡ: ଏପ୍ରିଲ୍ ୨୯ରେ ହେବ ନିକଟବର୍ତ୍ତୀ
ଓ୍ବାଶିଂଟନ,୨୩।୪: ଏପ୍ରିଲ୍ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ...
ବିୟରର ନାମ ‘କରୋନା’
ସମଗ୍ର ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ କରିସାରିଲାଣି। ଏକ ରିପୋର୍ଟ ଅନୁଯାୟୀ, ସାରା ବିଶ୍ୱରେ ମହାମାରୀ କରୋନା ଭୂତାଣୁରେ ୧୦...
ଡାଇନୋସରକୁ ଶିକାର କରୁଥିଲା ଏହି ଜୀବ
ଲକ୍ଷଲକ୍ଷ ବର୍ଷ ପୂର୍ବେ ଯେତେବେଳେ ପୃଥିବୀର ଉତ୍ପତ୍ତି ହେଲା ସେତେବେଳେ ଜୀବଜନ୍ତୁଙ୍କ ବିକାଶ ହେବାରେ ଲାଗିଲା। କିନ୍ତୁ ପୁଣି ଏହାର କିଛି ବର୍ଷ ପରେ ଲକ୍ଷାଧିକ ପ୍ରଜାତିର ଜୀବଜନ୍ତୁ ଲୋପ ପାଇଗଲେ। ଯାହାର ଅବଶେଷାଂଶ ଆଜି ମଧ୍ୟ ମିଳୁଛି। ତାହା...
ଏହି ଦେଶର ନାହିଁ କୌଣସି ଜାତୀୟ ଫୁଲ
ବିଶ୍ୱରେ ଅନେକ ଦେଶ ରହିଛି, ଯାହା କୌଣସି ନା କୌଣସି କାରଣକୁ ନେଇ ସ୍ବତନ୍ତ୍ର ଏବଂ ଅନନ୍ୟ। ସେହିପରି ଏକ ଦେଶ ହେଉଛି ପୂର୍ବ ଆଫ୍ରିକାରେ ଅବସ୍ଥିତ ଉଗାଣ୍ଡା। ଏହି ଦେଶ ଭାରତୀୟଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର। କାରଣ ଏପରି...
ଲକ୍ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ
ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ...
କୋହଲିଙ୍କ ଟ୍ରିମ୍ ଆଟ୍ ହୋମ୍
ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରେ ଅନେକ ସମୟରେ ଭିନ୍ନ ଭିନ୍ନ ଚ୍ୟାଲେଞ୍ଜ ନେଇ ଆସନ୍ତି ସେଲିବ୍ରିଟି। ଆଉ ଲୋକେ ବି ଏହାକୁ ଖୁବ୍ ଆପଣେଇବାର ଦେଖିବାକୁ ମିଳିଥାଏ। ଏବେ ଏମିତି ଏକ ଚ୍ୟାଲେଞ୍ଜ ନେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଭାରତୀୟ...
Archives


