ଆହତ ହୋଇ ନିଜେ ଡାକ୍ତରଖାନାରେ ପହଞ୍ଚିଲା ମାଙ୍କଡ
ସୋସିଆଲ ମିଡିଆରେ ଏକ ମାଙ୍କଡର ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଏକ ମାଙ୍କଡ ଆହତ ହୋଇ ନିଜେ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ମାଙ୍କଡଟି ଡେଉଁ ଥିବାବେଳେ କୌଣସି କାରଣବଶତଃ ଆହତ ହୋଇଥିଲା। ଏଭଳି ପରିସ୍ଥିତିରେ ସେ ଚିକିତ୍ସା ପାଇଁ…
୯ବର୍ଷ ଧରି ଏହି ବ୍ୟକ୍ତିଙ୍କୁ ପ୍ରତିଦିନ ମାଗଣାରେ ମିଳୁଛି ପିଜା
ବ୍ରସେଲ୍ସ,୯।୬: ଜୀବନରେ ଅନେକ ସମୟରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ବେଳେ ବେଳେ ଏହି ସମସ୍ୟା ଆଶ୍ଚର୍ଯ୍ୟ ମଧ୍ୟ କରିଦେଇଥାଏ। କିଛି ଏଭଳି ସମସ୍ୟା ଦେଖିବାକୁ ମିଳିଛି ବେଲଜିୟମ୍ର ଏଣ୍ଟଓ୍ବର୍ପରେ। ଏଣ୍ଟଓ୍ବର୍ପରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଦୀର୍ଘ ୯ବର୍ଷ…
୧୫ ପ୍ରକାର ଜଡିବୁଟିରେ ପ୍ରସ୍ତୁତ ‘ଇମ୍ୟୁନିଟି ସନ୍ଦେଶ’: ଲଢିବ କରୋନା ସହ !
କୋଲକାତା,୯।୬: କରୋନା ଭାଇରସ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏପର୍ଯ୍ୟନ୍ତ ଏହାର କୌଣସି ଭ୍ୟାକ୍ସିନ ମଧ୍ୟ ଆସିପାରି ନାହିଁ। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା ଆଗରେ ଏକ ପ୍ରକାର ହାର ମାନିଛି କହିଲେ ଚଳେ।…
ପୋଲ ତଳକୁ ଡେଇଁ ଆତ୍ମହତ୍ୟା କଲେ ମାଲିକ: ୪ ଦିନ ଅପେକ୍ଷା କରି ବସିଲା କୁକୁର !
ବେଜିଂ,୯।୬: ଚାଇନାର ଉହାନରେ ଥିବା ଏକ କୁକୁରର କାହାଣୀ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି କୁକୁରର ମାଲିକ ଏକ ପୋଲ ଉପରୁ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଆଉ ସେ ଯେଉଁଠାରେ ନଦୀକୁ ଡେଇଁ ପଡିଥିଲେ ପୋଲର…
ମଣିଷ ଭଳି ଏଆଇ ମେସିନ ବି ଲୋଡ଼େ ବିଶ୍ରାମ
ଓ୍ବାଶିଂଟନ,୯।୬: ଭଲ କାମ ପ୍ରଦର୍ଶନ ପାଇଁ ବିଶ୍ରାମ ଆବଶ୍ୟକ। ତେଣୁ ମଣିଷ କାମ ମଝିରେ ମଝିରେ ବିଶ୍ରାମ ନେବା ସହିତ ଶୋଇଥାନ୍ତି। ଏହାଦ୍ୱାରା ମସ୍ତିଷ୍କ ଚାପ ମୁକ୍ତ ରହିଥାଏ। ମଣିଷ ଭଳି ମେସିନ ମଧ୍ୟ କାମ ମଝିରେ ବିଶ୍ରାମ ଲୋଡ଼ିଥାଏ। ଏନେଇ…
ଜନ୍ମ ହେବାର ୨୦ ମିନିଟ ପରେ ନାଚିଲା ହାତୀ ଛୁଆ
କେରଳରେ ଗର୍ଭିଣୀ ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା ପରେ ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ଏସବୁ ଭିତରେ ସୋସିଆଲ ମିଡିଆରେ ଏକ ହାତୀ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ହାତୀ ଛୁଆ ଜନ୍ମର ମାତ୍ର ୨୦ ମିନିଟ୍ ପରେ…
କିରଣ ବେଦି: ଆଇପିଏସ୍ ଅଫିସରରୁ ଲ୍ୟୁଟନାଟ୍ ଗଭର୍ନର
ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍ ଅଫିସର କିରଣ ବେଦି ମଙ୍ଗଳବାର ୭୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୯ ଜୁନ୍ ୯ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୫ରେ ଦେଶର ପ୍ରଥମ ମହିଳା ଆଇପିଏସ୍ ଅଫସର ଭାବେ ସେ କାର୍ଯ୍ୟ…
ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି
ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ କରୋନା ରୋଗୀ ଏବେ ସୁସ୍ଥ ଘରକୁ ଫେରିଥିବାବେଳେ ୧୭ ଦିନ ହେବ କୌଣସି କରୋନା…
ପୃଥିବୀ ଭଳି ଗ୍ରହର ସନ୍ଧାନ
ଓ୍ବାଶିଂଟନ,୯ା୬: ବାସଯୋଗ୍ୟ ପୃଥିବୀ ଭଳି ଆଉ ଏକ ଗ୍ରହ ଖୋଜିବାରେ ବୈଜ୍ଞାନିକ ଓ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଚଳାଇଛନ୍ତି। ଏଥିରେ ବିଳମ୍ବ ହେଲେ ବି ସେମାନଙ୍କ ମିଶନକୁ ଏବେ ଗତି ମିଳିଥିବା ଜଣାପଡ଼ିଛି। କାରଣ ପୃଥିବୀ ଭଳି ଆଉ ଏକ ଗ୍ରହର…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ରୋଷେୟାଙ୍କ ନାଚ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ପାଟନା,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ଲାଗି କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିବାର ବ୍ୟବସ୍ଥା କରାଯାଇଛି। ଏବେ ବିହାରରେ ଏକ କ୍ୱରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମନୋରଞ୍ଜନ ପାଇଁ ନାଚୁ…
ବିଶ୍ୱର ସବୁଠୁ ରାଗ ଲଙ୍କା
ଅଧିକାଂଶ ଲୋକ ରାଗଯୁକ୍ତ ଖାଦ୍ୟ ଖାଇବାକୁ ପସନ୍ଦ କରିଥାନ୍ତି। ସେଥିମଧ୍ୟରୁ କିଛି କିସମର ଲଙ୍କା ଆଦୌ ରାଗ ନ ଥିବା ବେଳେ ଆଉ କିଛି ଲଙ୍କା ବହୁତ ରାଗ ହୋଇଥାଏ। ଏମିତି ଏକ କିସମର ଲଙ୍କା ରହିଛି, ଯାହା ବିଶ୍ୱର ସବୁଠୁ…
ଲକ୍ଡାଉନ୍ରେ ଯୌଥ ପରିବାରରେ କମ୍ ମାନସିକ ଦୁଶ୍ଚିନ୍ତା: ଲୋକେ ପ୍ରତିଦିନ ବ୍ୟବହାର କରୁଛନ୍ତି ୧୮ ହଜାର ଟିବି ଡାଟା
ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଧୀରେଧୀରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଅନ୍ଲକ୍ ଆରମ୍ଭ ହୋଇଛି। ଲକ୍ଡାଉନ୍ ଯୋଗୁ ଏକୁଟିଆ ରହୁଥିବା ପରିବାର ସଦସ୍ୟ ଅଧିକ…

