ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ପ୍ୟାକେଟ୍ ପ୍ରସ୍ତୁତ କରୁଛନ୍ତି ୯୯ ବର୍ଷୀୟା ବୃଦ୍ଧା
ପୁନେ,୩୧।୫: ଦେଶରେ ଲକ୍ଡାଉନ୍ ଯୋଗୁ ପ୍ରବାସୀ ଶ୍ରମିକମାନଙ୍କୁ ନାନା ଅସୁବିଧାର ସାମ୍ନା କରିବାକୁ ପଡୁଛି। ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ବହୁ ଲୋକ ଆଗେଇ ଆସୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ମହାରାଷ୍ଟ୍ରର ଜଣେ ୯୯ ବର୍ଷୀୟା ବୃଦ୍ଧା। ସେ ଶ୍ରମିକଙ୍କ…
କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ
ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଏଠାରେ ଜଣେ ୮୦ ବର୍ଷୀୟା ମହିଳା ଲକ୍ଡାଉନ୍ ପୂର୍ବରୁ…
ଆଜିପର୍ଯ୍ୟନ୍ତ ଖୋଲୁନାହିଁ ଏହି ମନ୍ଦିରର ୭ମ ଦ୍ୱାର
ଭାରତରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ସେଥିମଧ୍ୟରୁ ଅନେକ ମନ୍ଦିର ବେଶ୍ ରହସ୍ୟମୟ। ସେହିପରି ଏକ ମନ୍ଦିର ହେଉଛି କେରଳର ଥିରୁବନନ୍ତପୁରମ୍ରେ ଅବସ୍ଥିତ ପଦ୍ମନାଭସ୍ବାମୀ ମନ୍ଦିର। ଏହି ମନ୍ଦିରକୁ ଭାରତର ସବୁଠାରୁ ଧନୀ ମନ୍ଦିର ମଧ୍ୟ କୁହାଯାଏ। ଉକ୍ତ ମନ୍ଦିରରେ ଅନେକ…
ଲକ୍ଡାଉନ୍ରେ ଗ୍ରାଣ୍ଡ୍ ପାର୍ଟି: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ବେଳେବେଳେ ଏମିତି କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। କରୋନା ଯୋଗୁ ବିଶ୍ୱର ଅଧିକାଂଶ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଯଦିଓ ଅନେକ ସ୍ଥାନରେ କୌଣସି…
‘ବାହୁବଳୀ’ର ଗୀତ ଗାଇ ଚର୍ଚ୍ଚାରେ ଯୁବକ: କମ୍ ସମୟ ମଧ୍ୟରେ ଦେଖିଲେଣି ୫୦ ଲକ୍ଷରୁ ଅଧିକ ଲୋକ
ରେଳ ଷ୍ଟେଶନରେ ବସି ରାନୁ ମଣ୍ଡଳ ଲତା ମଙ୍ଗେସକରଙ୍କ ଗୀତକୁ ଏତି ସୁନ୍ଦରଭାବେ ଗାଇଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ସେ ଚର୍ଚ୍ଚାକୁ ଆସିଥିଲେ। ପରେ ସଂଗୀତକାର ହିମେଶ ରେଶମିୟା ତାଙ୍କୁ ଏକ ଗୀତରେ ସୁଯୋଗ ଦେଲେ।…
ଏମିତି ଗୁରୁଦ୍ୱାର, ଯେଉଁଠି ଦିଆଯାଏ ନାହିଁ ଲଙ୍ଗର
ଆମ ଦେଶରେ କିଛି ମନ୍ଦିର ଏବଂ ଗୁରୁଦ୍ୱାର ରହିଛି, ଯାହା ସମ୍ପର୍କରେ ଅନେକ ରହସ୍ୟ ଲୁଚି ରହିଛି। ଏମିତି ଏକ ଗୁରୁଦ୍ୱାର ଅଛି, ଯେଉଁଠି କେବେ ଲଙ୍ଗର ଦିଆଯାଏ ନାହିଁ, ତଥାପି ଲୋକେ ଭୋକରେ ରୁହନ୍ତି ନାହିଁ। ଚଣ୍ଡୀଗଡ଼ର ସେକ୍ଟର -୨୮ରେ…
ଗରମ ପ୍ରକୋପ: ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ ପିଆଇଲେ ଭକ୍ତ
ବାରାଣସୀ,୨୯।୫: ଉତ୍ତର ଭାରତରେ ଗରମର ପ୍ରକୋପ ବଢ଼ିବାରେ ଲାଗିଛି। ଗରମ ଯୋଗୁ ସାଧାରଣ ଲୋକଙ୍କ ବ୍ୟତୀତ ଭଗବାନ ବି ଏଥିରୁ ନିସ୍ତାର ପାଇପାରୁ ନାହାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ଲୋକମାନେ ନିଆରା ଢ଼ଙ୍ଗ ଆପଣାଇଛନ୍ତି। ଗରମ ଦାଉରୁ ରକ୍ଷା ପାଇବା…
୧୨୦୦୦ କିଲୋମିଟର ଉଡ଼ିଲା କୋଇଲି, ଚକିତ ହେଲେ ବୈଜ୍ଞାନିକ
ଓ୍ବାଲର୍ଡ ଲାଇଫ୍ ସାଇନ୍ସ ଆଣ୍ଡ୍ କଞ୍ଜରଭେଶନ ସେଣ୍ଟର ଏବଂ ବ୍ରିଟିଶ ଟ୍ରଷ୍ଟ୍ ଅଫ୍ ଅର୍ନିଥୋଲୋଜି ମିଳିତ ଭାବେ ମଙ୍ଗୋଲିୟନ ବୈଜ୍ଞାନିକ ୨୦ରୁ ଅଧିକ ପକ୍ଷୀଙ୍କ ଉପରେ ପରୀକ୍ଷା କରିଥିଲେ। ସେମାନଙ୍କ ଗତିବିଧି ଏବଂ ଦିନଚର୍ଯ୍ୟା ସମ୍ପର୍କରେ ଜାଣିବା ପାଇଁ ବୈଜ୍ଞାନିକମାନେ ମଙ୍ଗୋଲିୟନ…
ଭିକ ମାଗୁଥିବା ଝିଅ ପ୍ରେମରେ ପଡିଲେ ଖାଦ୍ୟ ବାଣ୍ଟୁଥିବା ଯୁବକ
କରୋନା ଯୋଗୁ ଏବେ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି କାରଣରୁ ଅନେକ ବିବାହ କାର୍ଯ୍ୟ ସ୍ଥଗିତ କରିବାକୁ ପଡିଛି। ଅନ୍ୟପକ୍ଷରେ, କାନପୁରର ବାସିନ୍ଦା ଅନିଲ ଏବଂ ନୀଲମଙ୍କ କରୋନା ବେଳେ ସାତ ଜନ୍ମ ପାଇଁ ଏକାଠି ହୋଇପାରିଛନ୍ତି। ବର୍ତ୍ତମାନ କାନପୁରରେ…
ରେଡିମେଡ୍ ପୋଷାକ ଟ୍ରାଏଲ୍ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ
ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ଇନ୍ଦୋରରେ ରେଡିମେଡ୍ ପୋଷାକ ବିକ୍ରେତାମାନେ…
ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍ କଲେ ଗୋଟିଏ ପରିବାରର ୪ ସଦସ୍ୟ
ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଏହାପରେ କରୋନା ଭାଇରସଠାରୁ ଦୂରେଇ ରହିବାକୁ ଧନୀ ପରିବାରର…
୨୭ ଦିନରେ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ମାପିଲା ଚାଇନା
ବେଜିଂ,୨୮।୫: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପକ୍ଷରୁ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ୨୭ ଦିନରେ ମାପ କରାଯାଇଛି। ତେବେ ଏହା ନେପାଳ ଦ୍ୱାରା ହୋଇଥିବା ମାପ ଠାରୁ ୩.୭ ମିଟର କମ୍…

