ଲକ୍ଡାଉନ୍ ବିବାହ: ବର ଘରେ ପହଞ୍ଚିଲେ କନ୍ୟା, ଭିଡିଓ କଲ୍ରେ ମାତାପିତା ଦେଲେ ବିଦାୟ
କେରଳରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଛି। ବିଗ୍ନେଶ କେ.ଏମ ଏବଂ ଅଞ୍ଜଳି ରଞ୍ଜିଥ ପ୍ରାୟ ବର୍ଷେ ହେବ ବିବାହ ଯୋଜନା କରିଥିଲେ। କିନ୍ତୁ କରୋନା ଯୋଗୁ ତାଙ୍କ ସବୁ ଯୋଜନା ଫେଲ୍ ମାରିଥିଲା। କିନ୍ତୁ ଉଭୟ ନିର୍ଦ୍ଧାରିତ ତାରିଖରେ ବିବାହ…
ଲୋକଙ୍କ ଧ୍ୟାନ ଆକର୍ଷଣ କରୁଛି ଏହି ପରିବା ଦୋକାନ
ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଥିବା ଏକ ପରିବା ଦୋକାନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏଠାରେ ଥିବା ଏକ ପରିବା ଦୋନ ଆଗରେ ଏକ ବୋର୍ଡ ରଖାଯାଇଛି। ଯେଉଁଥିଲେ ଲେଖାଯାଇଛି, ଯଦି ସମ୍ଭବ କିଣନ୍ତୁ, ନଚେତ୍ ମାଗଣାରେ ନେଇଯାନ୍ତୁ। ଏହି ପରିବା…
୧୨ଶହ କିଲୋମିଟର ସାଇକେଲ ଚଳାଇ ଅସୁସ୍ଥ ପିତାଙ୍କୁ ଘରେ ପହଞ୍ଚାଇଥିବା ଜ୍ୟୋତିଙ୍କ ଉପରେ ନିର୍ମାଣ କରାଯିବ ଫିଲ୍ମ !
ପାଟନା,୨୮।୫: କରୋନା ମହାମାରୀକୁ ନେଇ ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ନିଜ ଅସୁସ୍ଥ ପିତାଙ୍କୁ ହରିୟାଣାର ଗୁରୁଗ୍ରାମରୁ ଦୀର୍ଘ ୧୨୦୦ କିଲୋମିଟର ସାଇକେଲରେ ବସାଇ ବିହାରର ଦରଭଙ୍ଗାରେ ପହଞ୍ଚିଥିଲେ ୧୫ ବର୍ଷର ବାଳିକା ଜ୍ୟୋତି। ଏବେ ଜ୍ୟୋତିଙ୍କ କାହାଣୀକୁ ନେଇ ବଲିଉଡ୍ରେ…
ଆମ୍ବ କିଲୋ ୩ ଲକ୍ଷ ଟଙ୍କା
ଟୋକିଓ: କୁହାଯାଏ, ଆମ୍ବ ଫଳ ମଧ୍ୟରେ ରାଜା। ଏହା ଭାରତର ଜାତୀୟ ଫଳ। ବିଶେଷକରି ବିଶ୍ୱର ସବୁଠୁ ଅଧିକ ଆମ୍ବ ଭାରତୀୟମାନେ ଖାଇଥାନ୍ତି। କିନ୍ତୁ ଏମିତି ଆମ୍ବ ଅଛି ଯାହାର ଦାମ୍ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତାଇୟୋ ନୋ ତାମାଗେ(ଏଗ୍ ଅଫ୍…
ଦୁର୍ଦ୍ଦିନରେ ସୁନ୍ଦରବନର ‘ବାଘ ବିଧବା’
ଗୋସାବା(ପଶ୍ଚିମବଙ୍ଗ): ସୁନ୍ଦରବନର ‘ବାଘ ବିଧବା’ଙ୍କ ଦୁଃଖ କହିଲେ ନ ସରେ। ସ୍ବାମୀଙ୍କୁ ବାଘ ମାରିବା ପରେ ‘ଅମ୍ଫନ୍’ ବାତ୍ୟା ସେମାନଙ୍କୁ ସର୍ବସ୍ବାନ୍ତ କରିପକାଇଛି। ମଞ୍ଜୁଲା ସର୍ଦ୍ଦାର (୪୫) ନାମକ ଜଣେ ବିଧବା ମହିଳାଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ସ୍ବାମୀଙ୍କୁ…
ପ୍ରବାସୀ ଶ୍ରମିକଙ୍କ ପାଇଁ ୬୮ ହଜାର ଟଙ୍କାର ବିମାନ ଟିକେଟ କଲେ କୃଷକ
ଅନେକ ବ୍ୟକ୍ତି ଅଛନ୍ତି ସେମାନେ ଅନ୍ୟର ସୁଖ ଦୁଃଖରେ ଭାଗୀଦାର ହୋଇଥାନ୍ତି। କୌଣସି ମଣିଷର ଅସୁବିଧା ଦେଖିଲେ ଏହି ବ୍ୟକ୍ତିମାନେ ଆଦୌ ରହିପାରନ୍ତି ନାହିଁ । ମାନବିକତା ପଦର୍ଶନ କରି ସେମାନଙ୍କୁ ସାହାର୍ଯ୍ୟ କରିବାକୁ ହାତ ବଢ଼ାଇଥାନ୍ତି। ଏମିତି ଜଣେ ବ୍ୟକ୍ତି…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରତିଦିନ ୪୦ ରୁଟି, ୨୫ଟି ଇଡ୍ଲୀ ଖାଉଛନ୍ତି ଏହି ଯୁବକ
ବିହାରର ଏକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଯୁବକଙ୍କ ଖାଦ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେ ଜଳଖିଆରେ ୪୦ଟି ରୁଟି କିମ୍ବା ୨୫ଟି ଇଡ୍ଲୀ ଖାଉଛନ୍ତି। ଏହି ଯୁବକଙ୍କ ନାମ ଅନୁପ ଓଝା।…
କେରଳରେ କୁକୁଡ଼ା ଦେଉଛନ୍ତି ସବୁଜ ରଙ୍ଗ କେଶର ଥିବା ଅଣ୍ଡା, ଚକିତ ହେଉଛନ୍ତି ବୈଜ୍ଞାନିକ
ସାଧାରଣତଃ ଆମେ ଖାଉଥିବା ଅଣ୍ଡାର କେଶର ହଳଦିଆ ଥାଏ। ହେଲେ ଯଦି ଆପଣଙ୍କୁ କୁହାଯାଏ ସବୁଜ ରଙ୍ଗ କେଶର ଥିବା ଅଣ୍ଡା ମଧ୍ୟ ଏବେ ବଜାରରେ ଉପଲବ୍ଧ ହେଲାଣି। ଅବିଶ୍ୱାସ ଲାଗିଲେ ବି କଥା ସତ। କେରଳର ଏକ ଛୋଟ ଫାର୍ମରେ…
ବିଶ୍ୱର ସବୁଠୁ ଦାମୀ ଆମ୍ବ , ଯୋଡ଼ାକୁ …
ଟୋକିଓ: କୁହାଯାଏ, ଆମ୍ବ ଫଳ ମଧ୍ୟରେ ରାଜା। ଏହା ଭାରତର ଜାତୀୟ ଫଳ। ବିଶେଷକରି ବିଶ୍ୱର ସବୁଠୁ ଅଧିକ ଆମ୍ବ ଭାରତୀୟମାନେ ଖାଇଥାନ୍ତି। କିନ୍ତୁ ଏମିତି ଆମ୍ବ ଅଛି ଯାହାର ଦାମ୍ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତେବେ ଜାଣନ୍ତୁ ବିଶ୍ୱର ସବୁଠୁ…
ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ପତି ଗିରଫ
କୋଲ୍ଲମ,୨୬।୫: କେରଳର କୋଲ୍ଲମରେ ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସର କହିବା ମୁତାବକ ଘଟଣାଟି ମେ’୬ରେ ଘଟିଥିଲା। ତେବେ ପତି ପୂର୍ବ ଯୋଜନା ମୁତାବକ ବାହାରକୁ ଯାଇ ନିଜ ସାଙ୍ଗରେ ଆଣିଥିବା…
ଭାରତ ମହାସାଗର ତଳେ ଭାଙ୍ଗିବାରେ ଲାଗିଛି ଟେକ୍ଟୋନିକ୍ ପ୍ଲେଟ୍
ପ୍ୟାରିସ୍,୨୬।୫: ଭାରତ ଉପରେ ବିପଦ ମାଡ଼ି ଆସୁଛି। ଭାରତ ମହାସାଗର ତଳେ ଥିବା ଟେକ୍ଟୋନିକ୍ ପ୍ଲେଟ୍ ଧୀରେଧୀରେ ଭାଙ୍ଗିବାରେ ଲାଗିଛି। ଏହାଯୋଗୁ ଆଗାମୀ ଦିନରେ ତୀବ୍ରତାଯୁକ୍ତ ଭୂକମ୍ପ ହେବାର ଆଶଙ୍କା ରହିଥିବା ପ୍ୟାରିସ୍ର ଆର୍ଥ ଫିଜିକ୍ସ୍ ଇନଷ୍ଟିଚ୍ୟୁଟ୍ର ମେରାଇନ୍ ଜିଓସାଇନ୍ସ୍ ବିଭାଗ…
ନଦୀ ପାରହୋଇ ପହଞ୍ଚିଲେ କନ୍ୟାଘରେ
ଭୋପାଳ: ବାହାଘର ପାଇଁ କନ୍ୟାଘରକୁ ଗାଡ଼ି ନେଇଯିବା ପାଇଁ ମିଳିଲାନି ଅନୁମତି। ସେଥିପାଇଁ ସେ ନଦୀ ପାର ହୋଇ ପହଞ୍ଚିଗଲେ କନ୍ୟା ଘରେ, ଆଉ ବିବାହ ପରେ ସେଇ ନଦୀ ବାଟେ ବି କନ୍ୟାକୁ ଧରି ଘରକୁ ଚାଲି ଆସିଲେ। ମଧ୍ୟପ୍ରଦେଶର…

