ଫୁରସତ

କରୋନା ଭାଇରସ୍‌ ସୋପ୍‌ ମେଶିନ

ନ୍ୟୁୟର୍କ: ସୃଜନଶୀଳତାର ବିକଳ୍ପ ନାହିଁ। ଭାବୁକ ଆଉ ଉଦ୍ୟମୀ ମନଟିଏ ଥିଲେ ସୃଜନଶକ୍ତିର ବିକାଶ ହୋଇପାରେ। ଏହାର ଏକ ଉଦାହରଣ ହେଉଛନ୍ତି ଲାଉରେଲ୍‌ ଓ ମେରିଲାଣ୍ଡ। ଏହି ଦୁଇ ଭାଇ ଏବେ ନ୍ୟୁୟର୍କର ରୁବେ ଗୋଲ୍ଡବର୍ଗ ବାର୍ଷିକ ପ୍ରତିଯୋଗିତାରେ ଭାଗନେବା ପାଇଁ…

ହସ ଆଣିଦେଲା ସୋସିଆଲ ମିଡିଆ

ଇରୋଡ୍‌(ତାମିଲନାଡ଼ୁ): ସମ୍ପ୍ରତି ଅନେକ ଯୁବଗୋଷ୍ଠୀ ସୋସିଆଲ ମିଡିଆର ଦୁରୁପଯୋଗ କରୁଥିବା ନଜରକୁ ଆସୁଛି। ଏହା ସମାଜ ଉପରେ ଖରାପ ପ୍ରଭାବ ପକାଉଛି। ଯଦି ମହତ୍‌ ଉଦ୍ଦେଶ୍ୟରେ ଏହାର ବ୍ୟବହାର କରାଯାଏ, ଲାଭଦାୟକ ହୋଇଥାଏ। ଲକ୍‌ଡାଉନ୍‌ ବେଳେ ସୋସିଆଲ ପ୍ଲାଟ୍‌ଫର୍ମ ହିଁ ସାରା…

ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଜନ୍ମ ନେଲେଣି ୩୦ ଶିଶୁ: ନାମ ରଖାଯାଇଛି ‘କରୋନା କୁମାରୀ’, ‘ଲକ୍‌ଡାଉନ ଯାଦବ’

ନୂଆଦିଲ୍ଲୀ,୨୫।୫: କରୋନା ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଘରକୁ ଆସିବାକୁ ବ୍ୟତିବ୍ୟସ୍ତ ହୋଇ ପଡିଥିଲେ। ଏହି ସମୟରେ ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ସରକାରଙ୍କ ତରଫରୁ ଶ୍ରମିକ…

ବିଶ୍ୱର ସବୁଠୁ ଲମ୍ବା ବ୍ୟକ୍ତି

ଓ୍ବାଶିଂଟନ୍‌: ସାଧାରଣତଃ ବିଶ୍ୱରେ ଲମ୍ବା ବ୍ୟକ୍ତିଙ୍କ ରେକର୍ଡ ବାରମ୍ବାର ବଦଳିଥାଏ। କିନ୍ତୁ ଏକ ରେକର୍ଡ ଅଛି, ଯାହା ୮୦ ବର୍ଷ ପର୍ଯ୍ୟନ୍ତ ସ୍ଥିର ରହିଛି। ୧୯୪୦ ପରଠାରୁ କେହି ସେହି ରେକର୍ଡ ଭାଙ୍ଗି ନାହାନ୍ତି। ଏହି ରେକର୍ଡ ହେଉଛି ରୋବର୍ଟ ଓ୍ବାଡ୍‌ଲୋ।…

ଥଟ୍ଟାରୁ ଭାଙ୍ଗିଥିଲା ବିବାହ: ୧୦୮ଥର ‘ତୁମର ଚାମ୍‌ଚା ହୋଇ ରହିବି’ କହିବା ପରେ ରାଜି ହେଲେ କନ୍ୟା

ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଭାବି ସ୍ବାମୀଙ୍କ ସାମାନ୍ୟ ଏକ ଥଟ୍ଟାରୁ ବିବାହ ଭାଙ୍ଗିଦେଇଥିଲେ କନ୍ୟା। ପରେ ସେ ୧୦୮ଥର ‘ତୁମର ଚାମ୍‌ଚା ହୋଇ ରହିବି’ କହିବା ପରେ ବିବାହ ପାଇଁ ରାଜି ହୋଇଛନ୍ତି କନ୍ୟା। ସୂଚନାଯୋଗ୍ୟ, ଉଭୟଙ୍କ…

ଜାଣନ୍ତି ଆଜିପର୍ଯ୍ୟନ୍ତ କାହିଁକି ପାଣିରୁ ବାହାର କରାଯାଇନାହିଁ ଟାଇଟନିକ୍‌ ଜାହାଜ

ଟାଇଟନିକ୍‌ ଜାହାଜ ବିଷୟରେ ଜାଣିଥିବେ ନିଶ୍ଚିତ। ଯାହା ଉପରେ ଫିଲ୍ମ ନିର୍ମାଣ କରାଯାଇଥିଲା। ଟାଇଟନିକ୍‌ ବିଶ୍ୱର ବୃହତ୍ତମ ଜାହାଜ ଭାବେ ପରିଚିତ ହେବା ଆଜକୁ ୧୦୮ ବର୍ଷ ବିତିଗଲାଣି। ଏହା ୧୦ ଏପ୍ରିଲ ୧୯୧୨ରେ ବ୍ରିଟେନର ସାଉଥ୍‌ମ୍ପଟନ୍‌ ବନ୍ଦରରୁ ନ୍ୟୁୟର୍କ ଅଭିମୁଖେ…

ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ୮୩ କୋଟି

ଓ୍ବାଶିଂଟନ୍‌: କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍‌ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ…

ପୃଥିବୀକୁ ଫେରିଲେ କି ଖଳନାୟକ ଭେନମ୍‌, ଭିଡିଓ ଭାଇରାଲ

ପ୍ରଯୋଜକ ସଂସ୍ଥା ମାର୍ବଲରେ ଅନେକ ସୁପରହିଟ୍‌ ଫିଲ୍ମ ଅଛି, ଯେଉଁଥିରେ ଭେନମ୍‌ ନାମକ ଏକ ଖଳନାୟକ ଚରିତ୍ର ଥିଲା। ଯାହା ଦେଖିବାକୁ କଳା ଏବଂ ବଡ଼ ବଡ଼ ଦାନ୍ତ ଥିଲା। ଏହାକୁ ମାରିଲେ କିମ୍ବା ବ୍ଲେଡ୍‌ରେ କାଟିଲେ ବି କୌଣସିଥିରେ ମରୁ…

ଏମିତି ମାସ୍କ, ଯାହା ମୁହଁରୁ ନ ଖୋଲି ଖାଇପାରିବେ ଖାଦ୍ୟ

ସାରା ବିଶ୍ୱରେ କରୋନା ଭାଇରସ୍‌ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ଯୋଗୁ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ ୫୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। କାହାକୁ ମଧ୍ୟ ଜଣା ନାହିଁ…

ମୂଷା ଆଙ୍କିଲା ଚିତ୍ର: ୯୨ ହଜାରରେ ହେଲା ବିକ୍ରି

ମାଞ୍ଚେଷ୍ଟର,୨୩।୫: ମଣିଷ ଚିତ୍ର ଆଙ୍କିଥାଏ। ଏହାଦ୍ୱାରା ସୃଜନଶୀଳତା ପ୍ରକାଶିତ ହୋଇଥାଏ। ତେବେ ମୂଷା ଚିତ୍ର ଆଙ୍କିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଇଂଲଣ୍ଡର ମାଞ୍ଚେଷ୍ଟରରେ ଗସ୍‌ ନାମକ ଏକ ମୂଷା ଚିତ୍ର ଆଙ୍କି ସଭିଙ୍କୁ ଆଶ୍ଚର୍ଯ୍ୟାନିତ୍ୱ କରିଛି। ଗସ୍‌ ଆଙ୍କିଥିବା…

ମେଣ୍ଢାଙ୍କୁ ଜଗୁଛି ରୋବୋ

ନୂଆଦିଲ୍ଲୀ: ଚାଷକାମରେ ଆଜିକାଲି ରୋବୋ ସବୁକିଛି କରିପାରୁଛି। ଏମିତିକି ରୋବୋ ବି ମେଣ୍ଢାପଲଙ୍କୁ ନେଇ ଚରାଇ ପୁଣି ଥରେ ଘରକୁ ଫେରାଇ ଆଣିପାରେ। ଏମିତି ଏକ କାମ କରୁଥିବା ଏକ ରୋବୋର ଭିଡ଼ିଓ ଏବେ ଭାଇରାଲ୍‌ ହୋଇଛି। ରୋବୋଟି ସୁନ୍ଦରଭାବରେ ଏକ…

ଅଟୋରିକ୍ସାରେ ‘ହ୍ୟାଣ୍ଡଓ୍ବାଶ୍‌’ସୁବିଧା

ଥିରୁଭାନନ୍ତପୁରମ୍‌: ଭାରତରେ ସବୁଠାରୁ ଅଧିକ ସାକ୍ଷରତା ହାର ଏବଂ ଶିକ୍ଷିତ ରାଜ୍ୟଭାବେ ପରିଚିତ କେରଳ। ଏଠାରେ ଅଧିକାଂଶ ରିକ୍ସା ଏବଂ ଅଟୋ ଚାଳକ ମଧ୍ୟ ଗ୍ରାଜୁଏଟ୍‌ ଡିଗ୍ରୀଧାରୀ ହୋଇଥିବା ଜାଣିବାକୁ ପାଇବେ। ତେବେ ରାଜଧାନୀ ଥିରୁଭାନନ୍ତପୁରମ୍‌ର ଅଟୋ ଚାଳକ ସୁରେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?