ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ
ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ କେତେକ ଦେଶର ସରକାର ଲକ୍ଡାଉନ୍ ଘୋଷଣା ମଧ୍ୟ...
ଡ୍ରାଇଭରଙ୍କ ପାଇଁ ବର୍ଷକର ଦରମା ଦେଲେ ଓଲା ସିଇଓ
ନୂଆଦିଲ୍ଲୀ, ୨୮।୩- କରୋନା ପାଇଁ ୨୧ ଦିନ ଲକ୍ଡାଉନ୍ ରହିଛି ସାରାଦେଶ। ଏଥିଯୋଗୁ ଅନେକ ଲୋକଙ୍କ ସମସ୍ୟା ବଢ଼ିଯାଇଥିବା ବେଳେ ରାଇଡ୍ ସେୟାରିଂ ପ୍ଲାଟଫର୍ମ ଓଲା କମ୍ପାନୀ ସହ ଜଡ଼ିତ ଡ୍ରାଇଭରମାନଙ୍କୁ ସହଯୋଗ କରିବାକୁ ଆଗେଇ ଆସିଛନ୍ତି ଓଲାର କୋ-ଫାଉଣ୍ଡର...
କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ
ରୋମ୍,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ ଆରୋଗ୍ୟ ଲାଭ କରିଛନ୍ତି ଜଣେ ୧୦୧ ବର୍ଷୀୟ ବୃଦ୍ଧ। ଆଶ୍ଚର୍ଯ୍ୟ ଲାଗୁଥିଲେ...
କରୋନା ଭାଇରସ ଭଳି ହେଲମେଟ୍ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ
ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ...
ପାକିସ୍ତାନର ଯୁବପିଢି ସର୍ବାଧିକ ଆକ୍ରାନ୍ତ
ଇସଲାମାବାଦ, ୨୮ା୩ :- କରୋନା ସଂକ୍ରମଣ ରୋକିବାକୁ ସାରା ବିଶ୍ୱ ଲଢେଇ କରୁଛି ।ଏହି ରୋଗରେ ସମସ୍ତ ବର୍ଗର ଲୋକେ ଆକ୍ରାନ୍ତ ହେଉଥିଲେ ହେଁ ଅଧତ୍କାଂଶ ବୟସ୍କ ବ୍ୟକ୍ତି ଅଧିକ ମାତ୍ରାରେ ପ୍ରଭାବିତ ହେଉଥିବା ଦେଖାଦେଇଛି । ଏଥିସହ କରୋନାରେ...
ଓଜନ ହୋଲ୍ର ଆକାର କମିବାରେ ଲାଗିଛି !
ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସାଧାରଣତଃ ବାୟୁମଣ୍ଡଳରେ ଜମା ହେଉଥିବା କ୍ଲୋରୋ-ଫ୍ଲୋରୋ-କାର୍ବନ(ସିଏଫ୍ସି) ଗ୍ୟାସ୍ ଉପରସ୍ତରରେ...
ଲକ୍ଡାଉନ୍: ରାଜରାସ୍ତାରେ ନୀଳଗାଈ
ନୂଆଦିଲ୍ଲୀ: କରୋନା ଭାଇରସ୍ ଯୋଗୁ ଏବେ ସବୁ ଦେଶ ଲକ୍ଡାଉନ୍ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ...
ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ
ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଭୂତାଣୁର ମୂଳ ଉତ୍ସ...
ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍
ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍ ପ୍ଲାଜ୍ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ ଅସହାୟ ହୋଇପଡ଼ିଥିବାବେଳେ ଏପରି ଏକ ପ୍ରଶ୍ନ ଏବେ ଦେଖାଇଛି ଆଶାର କିରଣ।...
ଲକ୍ଡାଉନ୍: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା
ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ ରଖିଛନ୍ତି ରଣବୀଜୟ ଖାଁ। ତେବେ ଏହା ପଛର କାହାଣୀ ସମସ୍ତଙ୍କ ପାଇଁ ଏକ...
କରୋନା ଭୟରେ ଡାଏନୋସର ପୋଷାକ
ନୂଆଦିଲ୍ଲୀ, ୨୭।୩- କରୋନାକୁ ନେଇ ବିଶ୍ୱବାସୀ ଭୟଭୀତ ଓ ଆତଙ୍କିତ ଅବସ୍ଥାରେ ଦିନ କାଟୁଛନ୍ତି। ଅଦ୍ୟାବଧି ଏହା ବିଶ୍ୱର ୧୯୯ ଦେଶକୁ ବ୍ୟାପି ସାରିଥିବା ବେଳେ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଲାଣି। ସଂକ୍ରମଣ ରୋକିବା ପାଇଁ ବିଭିନ୍ନ...
ଲକ୍ଡାଉନ୍ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ
ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍ଡାଉନ୍ରେ ଫସି ଯାଇଛନ୍ତି। ଏପରି...
Archives


