ଶିଥିଳ ହେଉଛି ପୃଥିବୀର ଚୁମ୍ବକୀୟ କ୍ଷେତ୍ର
ନୂଆଦିଲ୍ଲୀ: କରୋନା ଭାଇରସ୍ ସହ ସାରା ବିଶ୍ୱ ଲଢୁଥିବାବେଳେ ଏବେ ଏକ ନୂଆ ସଙ୍କଟର ପଦଧ୍ୱନି ଶୁଣିବାକୁ ମିଳିଛି। ସବୁଜ ଗ୍ରହ ପୃଥିବୀର ଚୁମ୍ବକୀୟ କ୍ଷେତ୍ର (ଆର୍ଥ ମାଗ୍ନେଟିକ୍ ଫିଲ୍ଡ) ଧୀରେ ଧୀରେ ଶୀଥିଳ ପଡ଼ିବାରେ ଲାଗିଛି। ଗତ ଦୁଇ ଶତାବ୍ଦୀ…
କରୋନା ସଚେତନତା ପେଣ୍ଟିଂ
ନୂଆଦିଲ୍ଲୀ: କରୋନା ଭାଇରସ୍ ରୋକିବା ପାଇଁ ଦେଶର ସବୁ ସଚେତନ ନାଗରିକମାନେ ପ୍ରୟାସ ଜାରି ରଖିଛନ୍ତି। ସମସ୍ତେ ନିଜ ନିଜ ଉଦ୍ୟମରେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏହି ଲକ୍ଷ୍ୟରେ ଥାଇଲାଣ୍ଡର ଜଣେ ଷ୍ଟ୍ରିଟ୍ ଆର୍ଟିଷ୍ଟଙ୍କ ଉଦ୍ୟମ ପ୍ରଶଂସନୀୟ। ଏହି ଚିତ୍ରକର ଜଣକ…
ସାମାଜିକ ଦୂରତ୍ୱ ୧ ମିଟରରୁ କମ୍ ହେଲେ ବାଜିଉଠିବ ଆଲାର୍ମ !
ଆଲିଗଡ଼,୨୩।୫: କରୋନା ଭାଇରସ ସଂକ୍ରମଣରୁ ଦୂରେଇ ରହିବାକୁ ସାମଜିକ ଦୂରତା ରକ୍ଷା କରିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେବି ଅନେକ ଲୋକ ଏହି ନିୟମର ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଛରାର ଜଣେ ବିଟେକ୍ ଛାତ୍ର…
ସାଇକେଲ ପଛରେ ପିତାଙ୍କୁ ବସାଇ ୧୨ଶହ କିଲୋମିଟର ଯାତ୍ରା କରିଥିବା ବିହାର ଯୁବତୀଙ୍କୁ ପ୍ରଶଂସା କଲେ ଇଭାଙ୍କା
ଦରଭଙ୍ଗା,୨୩।୫: ଲକ୍ଡାଉନ ଯୋଗୁ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି କ୍ରମରେ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବିହାରର ୧୫ ବର୍ଷର ଝିଅ ଜ୍ୟୋତି କୁମାରୀ। ସେ ତାଙ୍କ ଆହତ ପିତାଙ୍କୁ ସାଇକେଲରେ ବସାଇ…
୧୩ ହଜାର ବର୍ଷର ପାଦଚିହ୍ନ
ମଣ୍ଟ୍ରିଆଲ,୨୩।୫: ପଶ୍ଚିମ କାନାଡାର ଉପକୂଳବର୍ତ୍ତୀ ଦ୍ୱୀପରେ ହାରାହାରି ୧୩ ହଜାର ବର୍ଷ ପୁରାତନ ପାଦଚିହ୍ନ ଆବିଷ୍କୃତ ହୋଇଛି। ଏ ନେଇ ପ୍ଲସ୍ ଜର୍ନାଲରେ ଗତ ବୁଧବାର ଏକ ରିପୋର୍ଟ ପ୍ରକାଶ ପାଇଛି। ଅଧ୍ୟୟନରେ ସମ୍ପୃକ୍ତ ପାଦଚିହ୍ନ ଥିବା ମାନବ ଗୋଷ୍ଠୀ ଉତ୍ତର…
ମହଙ୍ଗା ପଡ଼ିଲା ଅନ୍ଲାଇନ୍ ପାଠପଢ଼ା: ବାପାଙ୍କ ଆକାଉଣ୍ଟରୁ ୮ଲକ୍ଷ ଟଙ୍କା ଲୁଟ୍
ଅଜମଗଢ଼,୨୧।୫: କରୋନା ଲକ୍ଡାଉନ ଯୋଗୁ ଦେଶବ୍ୟାପି ସ୍କୁଲ ଓ କଲେଜ ବନ୍ଦ ରହିଛି। ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନ୍ଲାଇନ୍ ପାଠପଢ଼ା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ଜଣେ ଅଭିଭାବକଙ୍କୁ ଅନ୍ଲାଇନ୍ରେ ପାଠପଢ଼ା ମହଙ୍ଗା ପଡ଼ିଛି। ଚାହୁଁ ଚାହୁଁ ଆକାଉଣ୍ଟରୁ…
କ୍ୱାରାଣ୍ଟାଇନ୍ ହବି
ନୂଆଦିଲ୍ଲୀ: ଲକ୍ଡାଉନ୍ ପାଇଁ ଏବେ ସମସ୍ତେ ଭିଡ଼ିଓ କନ୍ଫରେନ୍ସିଂ କଲ୍ ଉପରେ ନିର୍ଭରଶୀଳ। ଏ ସମୟରେ ଜୁମ୍ ବମ୍ବିଂରେ ଜଣେ ବ୍ୟକ୍ତି ଜୋକର ଭଳି ପୋଷାକ ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି। ଲକ୍ଡାଉନ୍ ପାଇଁ ଘରେ ରହି ସେ ଏଭଳିଭାବେ ପୋଷାକ ପିନ୍ଧି…
ଗୋଲକିପର୍ ବିଲେଇ
ନୂଆଦିଲ୍ଲୀ: ବିଲେଇ ପୁଣି ଗୋଲ୍ କିପିଂ କିରପାରେ! ଏକଥା ଅନେକଙ୍କୁ ବିସ୍ମିତ କରିବା ସ୍ବାଭାବିକ। ହେଲେ ବିଲେଇର ଗୋଲ୍ କିପିଂ ଦକ୍ଷତାକୁ ଲୋକେ ଏବେ ସୋସିଆଲ୍ ମିଡିଆରେ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କ୍ରୀସ୍ ଡିକ୍ସନ ନାମକ ଜଣେ ୟୁଟ୍ୟୁବର ନିଜର ଏକ…
ହେୟାର କଟ୍ ଫର୍ମୁଲା
ନୂଆଦିଲ୍ଲୀ: ଲକ୍ଡାଉନ୍ ସମୟରେ ଘରେ ରହିବା ଫଳରେ କିଛି ଲୋକଙ୍କର କ୍ରିଏଟିଭିଟି ବେଶ୍ ଉତ୍ସାହପୂର୍ଣ୍ଣ ହୋଇପାରିଛି। ଏଇ ଯେମିତି ଏବେ ଚୁଟି କାଟିବାର ଏକ ସ୍ବତନ୍ତ୍ର ଷ୍ଟାଇଲ୍ ଦେଖି ଲୋକେ ବେଶ୍ ପ୍ରଭାବିତ ହୋଇ ପାରିଛନ୍ତି। ଇଣ୍ଟରନେଟ୍ରେ ଏବେ ଏହି ଚୁଟି…
ମାସ୍କରେ ଲୋକକଳା ଛାପ
ପାଟ୍ନା: କରୋନା ଭାଇରସ୍ ସଂକ୍ରମଣରୁ ନିଜକୁ ରକ୍ଷାକରିବା ପାଇଁ ମାସ୍କ ପିନ୍ଧିବା ଜରୁରୀ ହୋଇପଡ଼ିଛି। ବିନା ମାସ୍କରେ ଏବେ କେହି ଘରୁ ବାହାରୁନାହାନ୍ତି। ଏଭଳି ପରିସ୍ଥିତିରେ ମାସ୍କର ଚାହିଦା ମଧ୍ୟ ବଢ଼ିଯାଇଛି। ଘରେ ବିଭିନ୍ନ ଡିଜାଇନ୍ର ମାସ୍କ ତିଆରିକରି ପିନ୍ଧିବା ପାଇଁ…
ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଧୂମକେତୁ ସ୍ବାନ୍: ମେ ୨୭ରେ ହେବ ନିକଟବର୍ତ୍ତୀ, ଆକାଶର ରଙ୍ଗ ପାଲଟିବ ହଳଦିଆ
ଓ୍ବାଶିଂଟନ,୨୧ା୫: ପୃଥିବା ଆଡ଼କୁ ଦ୍ରୁତ ଗତିରେ ଧୂମକେତୁ ସ୍ବାନ୍ ମାଡ଼ିଆସୁଛି। ମେ ୨୭ରେ ଏହା ପୃଥିବୀର ନିକଟବର୍ତ୍ତୀ ହେବ। ସେ ସମୟରେ ଏହାକୁ ଭୋର୍ ସମୟରେ ଖାଲି ଆଖିରେ ଦେଖିହେବ। ସୂର୍ଯ୍ୟଠାରୁ ଏହା ପୃଥିବୀ ଆଡ଼କୁ ମାଡ଼ି ଆସୁଛି। ସ୍ବାନ୍ ଧୂମକେତୁ…
କାନ୍ଧ ବୋହୁଛି କୁକୁର
ନୂଆଦିଲ୍ଲୀ: ଲକ୍ଡାଉନ୍ ସମୟରେ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କଳ କାରଖାନା ବନ୍ଦ ହୋଇଯିବା ପରେ ଭୋକର ଦାଉ ସମ୍ଭାଳି ନ ପାରି ସମସ୍ତେ ଘରମୁହାଁ ହେବାରେ ଲାଗିଛନ୍ତି। ଗାଡ଼ିମୋଟର ସୁବିଧା ନ ଥିବାରୁ ପିଲାଛୁଆ ଓ…

