ଭିନ୍ନ ଢଙ୍ଗରେ କରୋନା ବାର୍ତ୍ତା : ଅଷ୍ଟ୍ରିଆନ୍ ପାଇଲଟ୍ ଏୟାରକ୍ରାଫ୍ଟ ଦ୍ୱାରା ଆକାଶରେ ଲେଖିଲେ ‘ଷ୍ଟେ ହୋମ୍’
ଭିଏନା: ଅଷ୍ଟ୍ରିଆର ଜଣେ ପାଇଲଟ୍ କୋରନା ଭାଇରସ୍ ମହାମାରୀ ସମୟରେ ଘରେ ରହିବା ପାଇଁ ଆକାଶମାର୍ଗରୁ ଲୋକଙ୍କୁ ସଚେତନତା ବାର୍ତ୍ତା ଲେଖିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ‘ଷ୍ଟେ ହୋମ୍’ ବା ଘରେ ରହିବା ପାଇଁ ବାର୍ତ୍ତା ଲେଖିବାକୁ ପାଇଲଟ୍ ଫ୍ଲାଇଟ୍...
ହସ୍ପିଟାଲକୁ ୫୦,୦୦୦ ମାସ୍କ ଦାନ କଲା ଏକ କମ୍ପାନି
ସ୍ବିଡେନ୍ର ସରକାରୀ ହସ୍ପିଟାଲ (ଗୋଥେନ୍ବର୍ଗସ୍ଥିତ ସାହଲଗ୍ରେନ୍ସ୍କା ବିଶ୍ୱବିଦ୍ୟାଳୟ)କୁ ଏକ ଆସବାବପତ୍ର କମ୍ପାନି ୫୦,୦୦୦ ମାସ୍କ ଦାନ କରିଛି। ବର୍ତ୍ତମାନ ସମୟରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଥିବା ବେଳେ ମାସ୍କ ଦାନ କରିବା ବେଶ୍ ପ୍ରଶଂସାଯୋଗ୍ୟ। ଏହା ଲୋକଙ୍କ ଦରକାରରେ...
ସ୍ତ୍ରୀଙ୍କୁ ମିଛ କହି ପ୍ରେମିକାଙ୍କ ସହ ଇଟାଲୀ ଯାଇଥିଲେ ବ୍ୟକ୍ତି, ଏବେ କରୋନାରେ ଆକ୍ରାନ୍ତ
ରୋମ୍: ବଲିଉଡ୍ର ଏକ ପ୍ରସିଦ୍ଧ ଗୀତ ଅଛି, ଯାହାକୁ ଆପଣ ନିଶ୍ଚିତ ଶୁଣିଥିବେ। ଗୀତଟି ହେଲା ପ୍ୟାର୍ ହମେ କିସି ମୋଡ୍ ପେ ଲେ ଆୟା, କ୍ୟା କରେ ହାୟ, କୋଇ ତ ବତାୟେ ଅବ୍ କ୍ୟା ହୋଗା…। ଏହି...
କରୋନା ଭୟ: ଭିଡ଼ିଓ କଲ୍ ମାଧ୍ୟମରେ ହେଲା ନିର୍ବନ୍ଧ!
ଅହମଦାବାଦ,୧୯।୩: କରୋନା ଭାଇରସ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। ଗୋଟିଏ ସ୍ଥାନରେ ଗହଳି କରିବାକୁ ସରକାର ବାରଣ କରିଛନ୍ତି। ଏଭଳି ପରିସ୍ଥିତିରେ ଝିଅ ପୁଅଙ୍କ ବିବାହ ପାଇଁ ଅପେକ୍ଷା କରିଥିବା ପରିବାର ଅଡୁଆରେ ପଡିଯାଇଛନ୍ତି। ଗୁଜରାଟର ଅହମଦାବାଦରେ ଜଣେ...
କରୋନାକୁ ଭୟ ନ କରି କଲେ ବିବାହ: ବାଣ୍ଟିଲେ ସଚେତନତାର ବାର୍ତ୍ତା
ମୁମ୍ବାଇ,୧୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ବିଶ୍ୱ ଏକ ପ୍ରକାର ଅଚଳ ହୋଇଗଲାଣି କହିଲେ ଚଳେ। କରୋନାର ମୁକାବିଲା କରିବାକୁ ନାନା କଟକଣା କରାଯାଇଥିବା ବେଳେ ବିବାହ ଭଳି କାର୍ଯ୍ୟରୁ ବିରତ...
କରୋନା ଭାଇରସ୍ର ସାମ୍ନା କରୁଛନ୍ତି ଏହି ଡାକ୍ତର, ଫଟୋ ଶେୟାର କରି ଭାବୁକ ହେଲେ ଝିଅ
ବେଜିଂ: ଚାଇନାର ଉହାନ ସହରରୁ ପ୍ରଥମେ ଆରମ୍ଭ ହୋଇଥିବା କରୋନା ଭାଇରସ୍ ବର୍ତ୍ତମାନ ବିଶ୍ୱର ଅର୍ଦ୍ଧାଧିକ ଦେଶରେ କାୟା ବିସ୍ତାର କରିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଏହି ଭାଇରସ୍ ଦ୍ୱାରା ଦେଢ଼ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ...
କୁକୁରର ମସ୍ତି: ଭିଡିଓ ଭାଇରାଲ, ଦେଖିଲେ ମିଳୁଛି ମାନସିକ ଶାନ୍ତି
ବର୍ତ୍ତମାନ ପତ୍ରଝଡ଼ା ଋତୁ ଚାଲିଥିବାରୁ ପତ୍ର ଝଡ଼ି ସ୍ଥାନେ ସ୍ଥାନେ ପାହାଡ଼ ପରି ଜମା ହୋଇଥିବା ଦେଖିବାକୁ ମିଳିଛି। ଏହି ପତ୍ରଗଦାରେ ଏକ କୁକୁର ଖୁବ୍ ମସ୍ତି କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟିକୁ ୟୁଜର ଖୁବ୍...
କରୋନା ପାଇଁ ବୋନସ୍
ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ ଏମିତି ଏକ ଅଫର ଦେଇଛି ଫେସ୍ବୁକ୍ । ଘରେ କାମ କରିବାରେ ଯେଉଁ...
ପୁଅର ପାପ ଧୋଉଛନ୍ତି ୯୭ ବର୍ଷୀୟା ମା’
ପ୍ରୟାଗରାଜ: ଗଙ୍ଗାଜଳ ବାଣ୍ଟିଲେ ପାପ ଦୂର ହେବ। ଏଇ ବିଶ୍ୱାସରେ୧୫ ବର୍ଷ ହେଲାଣି ବିଭିନ୍ନ ସ୍ଥାନ ବୁଲି ବୁଲି ଗଙ୍ଗାଜଳ ବାଣ୍ଟୁଛନ୍ତି ପାର୍ବତୀ । ଅବଶ୍ୟ ପାର୍ବତୀ ନିଜ ପାପ ଦୂର କରିବା ପାଇଁ ଏଇ କାମ କରୁନାହାନ୍ତି ବରଂ...
ଫ୍ଲାଇଙ୍ଗ୍ କିସ୍ରେ ଆନିଭର୍ସାରି
ଓ୍ବାଶିଂଟନ: ବିଭିନ୍ନ ଦେଶରେ କରୋନା ଭାଇରସ୍ ସ୍ତ୍ରୀ ସ୍ବାମୀଙ୍କୁ ଅଲଗା କରିବାର ମୁଖ୍ୟ କାରଣ ହୋଇଛ। ଏହି କାରଣରୁ ଏକ ଭିନ୍ନ ଢଙ୍ଗରେ ଏବେ ବିବାହ ବାର୍ଷିକୀ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି ଆମେରିକାର କୋଟୋଲ୍ୟାଣ୍ଡ କାଉଣ୍ଟିର ଏକ ବୃଦ୍ଧ...
ଗାଁରେ ହୁଏନି କେବେ ବି ବର୍ଷା
ସାନା,୧୯।୩: ପୃଥିବୀର ବିଭିନ୍ନ ଅଞ୍ଚଳରେ ବହୁ ରୋଚକ ରହସ୍ୟ ରହିଛି। ଭାରତର ମେଘାଳୟରେ ଥିବା ଗାସିନରାମ ଗାଁରେ ସର୍ବଧିକ ବର୍ଷା ହୋଇଥାଏ। ତେବେ ଏଭଳି ଗାଁ ରହିଛି ଯେଉଁଠି କେବେ ବି ବର୍ଷା ହୁଏ ନାହିଁ। ଏହି ଗାଁର ନାମ...
ସୋସିଆଲ୍ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍ ଓ୍ବାର୍କ
ଅହମଦାବାଦ୍, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ...
Archives


