ବିଶ୍ୱର ସବୁଠୁ ଉଚ୍ଚ ଅଟ୍ଟାଳିକା
ରିୟାଦ୍: ପୂର୍ବରୁ ବୁର୍ଜ ଖଲିଫା ନାଁ ଶୁଣିଥିବେ ଯାହା ବିଶ୍ୱର ସବୁଠାରୁ ଉଚ୍ଚ ଅଟ୍ଟାଳିକା। ଏହାର ଉଚ୍ଚତା ୮୨୯.୮ ମିଟର ଅର୍ଥାତ୍ ୨,୭୨୨ ଫୁଟ। କିନ୍ତୁ ଜାଣନ୍ତି କି ସାଉଦି ଆରବରେ ବୁର୍ଜ ଖଲିଫାଠାରୁ ଏକ ଉଚ୍ଚ ଅଟ୍ଟାଳିକା ନିର୍ମାଣ କରାଯାଉଛି।…
ଲକ୍ଡାଉନ ପ୍ରଭାବ: ବିମାନ ଯାତ୍ରା କରି ନ ପାରି ଘରକୁ ସଜାଇଲେ ବିମାନ ଭଳି
ସିଡ୍ନୀ,୨୬।୪: ଲକ୍ଡାଉନକୁ ନେଇ ଅଷ୍ଟ୍ରେଲିଆରୁ ଆସିଛି ଭିନ୍ନ ଏକ ଘଟଣା। କରୋନା ମହାମାରୀ ପୂର୍ବରୁ ଅଷ୍ଟ୍ରେଲିଆର ଏକ ପରିବାର ୟୁରୋପ ବୁଲି ଯିବାକୁ ଯୋଜନା କରିଥିଲେ। ହେଲେ କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ ହୋଇଯିବାରୁ ସମସ୍ତ ବିମାନ ଯାତ୍ରାକୁ ବାତିଲ କରିଦିଆଗଲା।…
ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଗୁରୁତ୍ୱପୂର୍ଣ୍ଣ: ଏହିଦିନ ଆରମ୍ଭ ହୋଇଥିଲା ରଙ୍ଗୀନ ପ୍ରସାରଣ
ମୁମ୍ବାଇ: ଠିକ୍ ଆଜିର ଦିନ ଅର୍ଥାତ୍ ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୮୨ ମସିହାରେ ଏହି ଚ୍ୟାନେଲ ପ୍ରଥମେ ରଙ୍ଗୀନ ପ୍ରସାରଣ ପରୀକ୍ଷା ଆରମ୍ଭ କରିଥିଲା। ଏହାର ଅଫିସିଆଲ ଟୁଇଟରରେ ଆଜିର ଦିନକୁ ସ୍ମରଣ କରାଯାଇଛି। ଚ୍ୟାନେଲରୁ ପକ୍ଷରୁ…
ସାମାଜିକ ଦୂରତା ଲାଗି ୟୁରୋପ ରେଷ୍ଟୁରାଣ୍ଟ୍ରେ କାଚ ପାଚେରୀ
ପ୍ୟାରିସ୍,୨୫।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍ ଡାଉନ୍ ଜାରି ହୋଇଛି। ୟୁରୋପର କିଛି ଦଶେରେ ଧୀରେଧୀରେ ଲକ୍ ଡାଉନ୍ ଉଠୁଛି। ତେବେ କରୋନା ମହାମାରୀ ପରେ ସମସ୍ତଙ୍କ…
ନୀଳ ଆଲୋକରେ ଚମକିଲା ସମୁଦ୍ର ଜୁଆର: ଲକ୍ ଡାଉନ୍କୁ ଖାତିର ନ କରି ଭିଡ଼ ଜମାଇଲେ ଲୋକେ
ମେକ୍ସିକୋ ସିଟି,୨୫।୪: କରୋନା ସଂକ୍ରମଣ ନେଇ ପୃଥିବୀର ବହୁ ଦେଶରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଏପରିସ୍ଥଳେ ବହୁ ଦେଶରେ ଲକ୍ ଡାଉନ୍ ଜାରି ହୋଇଛି। ଫଳରେ କମ୍ ସଂଖ୍ୟକ ଲୋକଙ୍କୁ ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି। ମେକ୍ସିକୋର ଅକାପୁଲ୍କୋ ସମୁଦ୍ର…
କରୋନା ରୋଗୀଙ୍କ ସହ ବିବାହ ବାର୍ଷିକୀ
ରାଞ୍ଚି: ଏବେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ନିଜର ସବୁ ସ୍ବପ୍ନ ଓ ସୁଖସୁବିଧାଥିବା ଜୀବନ ଉପଭୋଗ କରିବାରୁ ବଞ୍ଚିତ ହେଉଛନ୍ତି। ଏମିତି କି ଜୀବନର କେଉଁ ମୁହୂର୍ତ୍ତରେ ସେମାନଙ୍କୁ ବିପଦ ଗ୍ରାସ କରିବ ସେନେଇ ବି ଚିନ୍ତାରେ ଅଛନ୍ତି।…
ବାଲ୍ୟବିବାହ ରୋକିଛି କରୋନା
ଯୋଧପୁର: ଏବେ କରୋନା ଭାଇରସ୍ ସଂକ୍ରମଣ ହିଁ ମଣିଷକୁ ବଞ୍ଚିବାର ନୂଆ ଷ୍ଟାଇଲ୍ ଶିଖାଇ ଦେଇଛି। ଏମିତି ଅନେକ ସମସ୍ୟା ଥିଲା, ଯାହାକୁ କୋଟିକୋଟି ଟଙ୍କା ଖର୍ଚ୍ଚକରି ସରକାର କରିପାରୁ ନ ଥିଲେ, ତାକୁ ସମାଧାନ କରିପାରିଛି କରୋନା। ଏଇ ଯେମିତି…
କଟକଣା କୋହଳ ପରେ ଟ୍ରାଫିକ ଜାମ୍
ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ ଗାଡ଼ି ରାସ୍ତାରେ ଦେଖିବାକୁ ମିଳିଥିଲା। ଏଥିଯୋଗୁ କିଛି ସ୍ଥାନରେ ଟ୍ରାଫିକ…
ପ୍ରାଣାୟାମ କରନ୍ତୁ ସଂକ୍ରମିତ’
ନୂଆଦିଲ୍ଲୀ,୨୫ା୪: କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଦିଲ୍ଲୀର ପ୍ରଥମ ବ୍ୟକ୍ତି ଅନ୍ୟ ଆକ୍ରାନ୍ତଙ୍କ ପାଇଁ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାରୁ ସୁସ୍ଥ ହେବାରେ ଏହା ବେଶ ଉପଯୋଗୀ ବୋଲି ଦିଲ୍ଲୀର ସମ୍ପୃକ୍ତ ବ୍ୟବସାୟୀ ରୋହିତ ଦତ୍ତ ଦାବି କରିଛନ୍ତି।…
ସାଇକେଲ୍ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା
ମୁମ୍ବାଇ,୨୪।୪: ଦେଶରେ ଲକ୍ଡାଉନ୍ ଯୋଗୁ ଏକପ୍ରକାର ସବୁ ଠପ୍ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି ସେଠାରେ ରହିବାକୁ ନିବଦେନ କରିଥିଲେ। ମହାରାଷ୍ଟ୍ର ସରକାର ସମସ୍ତ ପ୍ରବାସୀ ଶ୍ରମିକଙ୍କ ପାଇଁ…
କରୋନା ପଜିଟିଭ୍ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ
ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର ମନୋବଳ ବେଶ୍ ପ୍ରଶଂସନୀୟ। କରୋନା ପଜିଟିଭ୍ ହେବା ପରେ ବି ସେମାନଙ୍କ ଉତ୍ସାହରେ ନା…
ଜାଣନ୍ତି ଜିରାଫର ବେକ ଲମ୍ବା କାହିଁକି
ଚିଡ଼ିଆଖାନା ହେଉ କିମ୍ବା କୌଣସି ଜାତୀୟ ଉଦ୍ୟାନ, ଜିରାଫକୁ ନିଶ୍ଚିତ ଦେଖିଥିବେ। ଏହା ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲମ୍ବା। ଜିରାଫର ଲମ୍ବା ବେକ, ଗୋଡ଼ ଏବଂ ଶିଙ୍ଗ ପାଇଁ ବିଶେଷ ଭାବରେ ଜଣାଶୁଣା। କିନ୍ତୁ ଜାଣନ୍ତି ଜିରାଫର ବେକ ଏତେ ଲମ୍ବା…

