ଫୁରସତ

ହିରୋସୀମାର ରହସ୍ୟମୟ ଛାଇ

ଟୋକିଓ : ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଜାପାନର ହିରୋସୀମାରେ ୧୯୪୫ ଅଗଷ୍ଟ ୬ରେ ପରମାଣୁ ବୋମା ବିସ୍ଫୋରଣ ହୋଇଥିଲା। ନିମିଷକ ମଧ୍ୟରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିଲା। ବିସ୍ଫୋରଣ ଯୋଗୁ ସୃଷ୍ଟି ହୋଇଥିବା ବିକିରଣର ପ୍ରଚଣ୍ଡ ଉତ୍ତାପ ସହରକୁ...

ଶିକାର ହେଲେ ବିରଳ ଧଳା ଜିରାଫ

ନାଇରୋବି,୧୧।୩: ସାଧାରଣ ଜିରାଫଙ୍କଠାରୁ ଅଲଗା ଥିବା ଧଳା ଜିରାଫ ଓ ତା’ର ଛୁଆ ପ୍ରଥମ କରି ୨୦୧୭ ମସିହାରେ ଦେଖାଯାଇଥିଲେ। କେନିଆ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦେଖାଯାଇଥିବା ଏହି ଦୁର୍ଲଭ ଜିରାଫଙ୍କୁ ଶିକାରୀମାନେ ମାରି ଦେଇଥିବା ଜଣାପଡିଛି। ଉତ୍ତର ପୂର୍ବ କେନିଆର...

ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପୋଷାକ ବି ସ୍ବାସ୍ଥ୍ୟପାଇଁ କ୍ଷତିକାରକ

ଓ୍ବାଶିଂଟନ,୧୧।୩: ଧୂମ୍ରପାନ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ହେଲେ ଯେଉଁମାନେ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ନିକଟରେ ଥାଆନ୍ତି ସେମାନଙ୍କ ପାଇଁ ବି ଏହା କ୍ଷତିକାରକ ହୋଇଥାଏ ବୋଲି କୁହାଯାଏ। ଏବେ ଆମେରିକାର ୟେଲେ ବିଶ୍ୱବିଦ୍ୟାଳୟର ଗବେଷକମାନେ କହିଛନ୍ତି ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ...

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭...

କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ

ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ କାହା ସହିତ ହାତ ମିଳାଇବାକୁ ବି ବାରଣ କରାଯାଉଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ...

ହୋଲି ରଙ୍ଗର ପ୍ରତିକୂଳ ପ୍ରଭାବ

”ଅବିରରେ ରଞ୍ଜକ ରୂପେ ବ୍ୟବହାର କରାଯାଉଥିବା ଭାରି ଧାତୁ ଶରୀର ପାଇଁ କେବଳ ବିଷାକ୍ତ ନୁହେଁ, କର୍କଟ ରୋଗ ସୃଷ୍ଟିକାରୀ ମଧ୍ୟ। ଏହାର କେତେକ ଉଦାହରଣ ଦିଆଗଲା। ସୀସା ମଣିଷର ସ୍ନାୟୁତନ୍ତ୍ର ଓ ପ୍ରଜନନତନ୍ତ୍ର ଉପରେ କୁପ୍ରଭାବ ପକାଇଥାଏ। ଏହାଦ୍ୱାରା...

୪୯୯ ବର୍ଷ ପରେ ହୋଲିରେ ଦୁର୍ଲଭ ସଂଯୋଗ

ଫାଲ୍‌ଗୁନ ପୂର୍ଣ୍ଣିମାରେ ହୋଲିକା ଦହନର ପରଦିନ ହୋଲି ଉତ୍ସବ ପାଳନ କରାଯିବ। ଏବର୍ଷ ଏହି ଉତ୍ସବରେ ବୃହସ୍ପତି ଓ ଶନି ଏକ ଦୁର୍ଲଭ ଯୋଗ ସୃଷ୍ଟି କରିଛନ୍ତି। ହୋଲି ଦିନ ଉକ୍ତ ଗ୍ରହମାନେ ସେମାନଙ୍କ ନିଜ ନିଜ ରାଶିରେ ରହିବେ...

ବାର୍ବି ଗର୍ଲକୁ ପୂରିଲା ୬୧ ବର୍ଷ: ଇନଷ୍ଟାଗ୍ରାମ୍‌ରେ ୨୦ ଲକ୍ଷରୁ ଅଧିକ ଫଲୋଅର୍ସ

ଓ୍ବାଶିଂଟନ,୯।୩: ଛାଟ ପିଲାଙ୍କ ଅତି ପ୍ରିୟ ଖେଳନା ବାର୍ବି ଗର୍ଲକୁ ସୋମବାର ୬୧ ବର୍ଷ ପୂରିଛି। ୧୯୫୯ ମାର୍ଚ୍ଚ ୯ରେ ଏହାର ବଜାର ପ୍ରବେଶ ହୋଇଥିଲା। ଆମେରିକା ମେଟାଲ କମ୍ପାନୀର ମାଲିକ ରୁଥ୍‌ ହ୍ୟାଣ୍ଡଲର ଛୋଟପିଲାଙ୍କ ପାଇଁ ଏହି ଖେଳନା...

ହୋଲିରେ ପରିବେଶ ସୁରକ୍ଷା ବାର୍ତ୍ତା

ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ତେବେ ହୋଲିକୁ ବିଶେଷ ଭାବରେ ପାଳନ କରି ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଦାନ କରିଥାଏ ମଧ୍ୟପ୍ରଦେଶ ଉଜ୍ୱୟିନୀ ସହରର ହୋଲି। ୩୦୦୦ ବର୍ଷ ତଳୁ ଏହି...

ପଣସ ଦ୍ୱାରା ଚାର୍ଜ ହେବ ମୋବାଇଲ ବ୍ୟାଟେରୀ

ସିଡ୍‌ନୀ,୯।୩: ୟୁନିଭର୍ସିଟି ଅଫ୍‌ ସିଡ୍‌ନୀର ବିଶେଷଜ୍ଞଙ୍କ ଦ୍ୱାରା ଜର୍ନାଲ ଅଫ୍‌ ଏନର୍ଜି ଷ୍ଟୋରେଜରେ ପ୍ରକାଶିତ ଏକ ତଥ୍ୟରୁ ଜଣାପଡିଛି ଯେ ଏବେ ପଣସ ଓ ଦୁରିଆନ ଭଳି ଫଳରୁ ବିଜୁଳି ଉତ୍ପାଦନ କରାଯାଇ ପାରିବ। ଆଉ ଏହି ବିଜୁଳି ମାଧ୍ୟମରେ...

୧୨୬ ବର୍ଷ ପରେ ନଡ଼ିଆ ଗଛରେ ଆସିଲା ଫଳ

ନୂଆଦିଲ୍ଲୀ,୮।୩ : ଭାରତର ଏକ ମାତ୍ର ନଡ଼ିଆ ଗଛ ‘ଲୋଡୋସିଆ ମାଲଦିବିକା’ରେ ୧୨୬ ବର୍ଷ ପରେ ଫଳ ଆସିଛି। ଏଥିରୁ ୨ଟି ନଡ଼ିଆ ତୋଳା ଯାଇଛି। ଗୋଟିଏ ନଡ଼ିଆର ଓଜନ ସାଢ଼େ ୮ କିଲୋଗ୍ରାମ୍‌ ଥିବାବେଳେ ଅନ୍ୟଟି ୧୮ କିଲୋଗ୍ରାମ୍‌...

ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘରୁ ଫୁଲ ସଂଗ୍ରହ କରି ମହିଳା ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ

ରାୟପୁର,୮।୩: ଛତିଶଗଡ଼ ସରକାରଙ୍କ ‘ବିହାନ’ ଯୋଜନାରେ ସେରିଖେଡିଠାରେ ଥିବା ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହୋଲି ପର୍ବ ପାଇଁ ଫୁଲରେ ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ। ଏମାନେ ଏସବୁ ଫୁଲ ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri