ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏଭରେଷ୍ଟ ଶୃଙ୍ଗ ଭଳି ଗ୍ରହାଣୁପିଣ୍ଡ: ଏପ୍ରିଲ୍ ୨୯ରେ ହେବ ନିକଟବର୍ତ୍ତୀ
ଓ୍ବାଶିଂଟନ,୨୩।୪: ଏପ୍ରିଲ୍ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା…
ବିୟରର ନାମ ‘କରୋନା’
ସମଗ୍ର ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ କରିସାରିଲାଣି। ଏକ ରିପୋର୍ଟ ଅନୁଯାୟୀ, ସାରା ବିଶ୍ୱରେ ମହାମାରୀ କରୋନା ଭୂତାଣୁରେ ୧୦ ଲକ୍ଷରୁ…
ଡାଇନୋସରକୁ ଶିକାର କରୁଥିଲା ଏହି ଜୀବ
ଲକ୍ଷଲକ୍ଷ ବର୍ଷ ପୂର୍ବେ ଯେତେବେଳେ ପୃଥିବୀର ଉତ୍ପତ୍ତି ହେଲା ସେତେବେଳେ ଜୀବଜନ୍ତୁଙ୍କ ବିକାଶ ହେବାରେ ଲାଗିଲା। କିନ୍ତୁ ପୁଣି ଏହାର କିଛି ବର୍ଷ ପରେ ଲକ୍ଷାଧିକ ପ୍ରଜାତିର ଜୀବଜନ୍ତୁ ଲୋପ ପାଇଗଲେ। ଯାହାର ଅବଶେଷାଂଶ ଆଜି ମଧ୍ୟ ମିଳୁଛି। ତାହା ହେଉଛି…
ଏହି ଦେଶର ନାହିଁ କୌଣସି ଜାତୀୟ ଫୁଲ
ବିଶ୍ୱରେ ଅନେକ ଦେଶ ରହିଛି, ଯାହା କୌଣସି ନା କୌଣସି କାରଣକୁ ନେଇ ସ୍ବତନ୍ତ୍ର ଏବଂ ଅନନ୍ୟ। ସେହିପରି ଏକ ଦେଶ ହେଉଛି ପୂର୍ବ ଆଫ୍ରିକାରେ ଅବସ୍ଥିତ ଉଗାଣ୍ଡା। ଏହି ଦେଶ ଭାରତୀୟଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର। କାରଣ ଏପରି ଏକ…
ଲକ୍ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ
ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ ବାହାରିବାକୁ…
କୋହଲିଙ୍କ ଟ୍ରିମ୍ ଆଟ୍ ହୋମ୍
ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରେ ଅନେକ ସମୟରେ ଭିନ୍ନ ଭିନ୍ନ ଚ୍ୟାଲେଞ୍ଜ ନେଇ ଆସନ୍ତି ସେଲିବ୍ରିଟି। ଆଉ ଲୋକେ ବି ଏହାକୁ ଖୁବ୍ ଆପଣେଇବାର ଦେଖିବାକୁ ମିଳିଥାଏ। ଏବେ ଏମିତି ଏକ ଚ୍ୟାଲେଞ୍ଜ ନେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଭାରତୀୟ କ୍ରିକେଟ…
ପୋଲିସ୍ ପାଳୁଛି ‘ବାର୍ଥ ଡେ’
ଅମୃ଼ତସର: ଲକ୍ଡାଉନ୍ ସମୟରେ ପୋଲିସ୍ର କାମକୁ ବିଭିନ୍ନ ସ୍ଥାନରେ ପ୍ରଶଂସା ମିଳୁଛି। ଲୋକଙ୍କ ମନ ଜିଣି ସେମାନଙ୍କୁ ଲକ୍ଡାଉନ୍ ନିୟମ ମାନିବାକୁ ପୋଲିସ୍ ବିଭିନ୍ନ ପ୍ରକାର ଉଦ୍ୟମ କରୁଛି। ଠିକ୍ ଏମିତି ଏକ ଭିନ୍ନ ଉଦ୍ୟମ କରି ଏବେ ସମସ୍ତଙ୍କ ପ୍ରିୟ…
ଭୋକରେ ଅସହାୟ ପ୍ରାଣୀ
ଲକ୍ଷ୍ନୌ: ସାରା ଦେଶରେ ଲକ୍ଡାଉନ ଜାରି ଥିବା ଯୋଗୁ ଲୋକେ ଘର ଭିତରେ ନିଜକୁ ବନ୍ଦ କରି ରଖିଛନ୍ତି। ଫଳରେ ବାହାରେ ବୁଲୁଥିବା ପ୍ରାଣୀ ଖାଦ୍ୟ ପାଇପାରୁ ନାହାନ୍ତି। ଏପରି ସ୍ଥିତିରେ ଉତ୍ତରପ୍ରଦେଶରେ ସୋମବାର ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।…
ମମତା ଆଗରେ ହାର୍ ମାନିଛି ଲକ୍ଡାଉନ
ଜୟପୁର: ମମତାର ଡାକରେ ରହିଛି ଅଦ୍ଭୁତ ଶକ୍ତି। ସେଥିପାଇଁ ତ କୁହାଯାଏ, ମାଆର ପଣତକାନି ତଳେ ପିଲାମାନେ ସବୁବେଳେ ସୁରକ୍ଷିତ ରହିଥାନ୍ତି। ଠିକ୍ ଏମିତି କିଛି ଭାବପ୍ରବଣ ଦୃଶ୍ୟ ଦେଖିବାକୁ ମିଳିଛି ରାଜସ୍ଥାନର ଯୋଧପୁରରେ। ପୁଅର ଅସୁସ୍ଥତା ଖବର ପାଇବା ମାତ୍ରେ…
ପାହାଡ଼ ଉପରେ ଫସିରହିଥିଲେ ବିଦେଶୀ ଦମ୍ପତ୍ତି: ଡ୍ରୋନ୍ ଜରିଆରେ ମିଳିଲା ସନ୍ଧାନ
ଚେନ୍ନାଇ,୨୦।୪: ତାମିଲନାଡୁର ତିରୁନବନ୍ନାମଲାଇ ଜିଲାରେ ଥିବା ଏକ ପାହାଡ ଉପରୁ ପୋଲିସ ଜଣେ ଯୁବା ବିଦେଶୀ ଦମ୍ପତ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। କିଛି ଦିନ ପୂର୍ବରୁ ୨୯ବର୍ଷୀୟ ଭିକ୍ଟର ନାମକ ଯୁବକ ଓ ୨୮ ବର୍ଷୀୟ ତାତିଆନା ନାମକ ଯୁବତୀ…
ଉହାନ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଘୋଷିତ
ବେଜିଂ, ୨୦ା୪- କରୋନା ଭାଇରସର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ଏକ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। କରୋନା ଯୋଗୁ ସହରର ମୃତକଙ୍କ ସଂଖ୍ୟା ପୂର୍ବ ସଂଖ୍ୟାର ୫୦ ପ୍ରତିଶତ ବଢାଇବା ପରେ ଏବେ ଏହି ଅଞ୍ଚଳକୁ…
ଲକ୍ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ
ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି ସମୟରେ ନୂଆ ନୂଆ ଚ୍ୟାଲେଞ୍ଚ ନେଇ ଏହାର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ…

